ମୁଖ୍ୟ ଖବର ଟ୍ରକ ସହ ଧକ୍କା ହୋଇ ୨ ମୋଟରସାଇକେଲ ଆରୋହୀ ମୃତ Angul OnlineSeptember 12, 2022September 12, 2022 ଅନୁଗୁଳ – ସଡକ ଦୁର୍ଘଟଣାରେ ୨ ମୃତ । ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ ୬୩ ର ମାଳିବ୍ରାହ୍ମଣୀ ନିକଟରେ ଟ୍ରକକୁ ମୋଟରସାଇକେଲ ଧକ୍କା ଦ୍ଵବା ଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅନୁଗୁଳ କୋଶଳା ଗାଁର ସୁଜିତ ପ୍ରଧାନ ଓ ଦୀପକ ବେହେରା ନାମକ ଦୁଇଜଣ ଯୁବକ ମୋଟରସାଇକେଲରେ ରାତି ପ୍ରାୟ ୩ ଟା ବେଳେ ଅନୁଗୁଳ ଆଡକୁ ଆସୁଥିବା ବେଳେ ଏକ ଟ୍ରକ ସହ ଧକା ହୋଇଥିଲା । ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ଦୁଇଜଣ କୋଶଳା ଗାଁର । Advertisement
ତାଳଚେର ଯୁବକଙ୍କ ମୃତଦେହ ବ୍ରହ୍ମପୁରରୁ ଉଦ୍ଧାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳର ଜଣେ ଯୁବକଙ୍କ ମୃତଦେହ ଗଞ୍ଜାମର ଏକ ଆପାର୍ଟମେଣ୍ଟରୁ ଉଦ୍ଧାର ହୋଇଛି । ମୃତ ଯୁବକ ସମ୍ବିତ ସାହୁ ଏକ…
ପୋଖରୀରେ ବୁଡି ବାଳକ ମୃତ୍ୟୁ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ହମାମିରା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ପୋଖରୀକୁ ଗାଧୋଇବା ପାଇଁ ଯାଇ ଥିବା…
ପୁଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ ଅନୁଗୁଳ – ରାଜ୍ୟ ପୁଲିସ ବିଭାଗରେ ପୁଲିସ ସବ୍-ଇନ୍ସପେକ୍ଟରଙ୍କର ଇନ୍ସପେକ୍ଟର ଭାବେ ପଦୋନ୍ନତି ହୋଇଛି । ପଦୋନ୍ନତି ପାଇଥବା ଏହି ଇନିସ୍ପେକ୍ଟରଙ୍କ ସମେତ ପୂର୍ବରୁ କାର୍ଯ୍ୟରତ ବରିଷ୍ଠ…