ମୁଖ୍ୟ ଖବର ବ୍ୟାଙ୍କରେ ଲାଗିଲା ନିଆଁ Angul OnlineMay 7, 2021May 7, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଆକ୍ସିସ ବ୍ୟାଙ୍କରେ ଆଜି ମଧ୍ୟାହ୍ନରେ ନିଆଁ ଲାଗିବା ଫଳରେ ଲକ୍ଷାଧିକ ଟଙ୍କା ମୂଲ୍ୟର କାଗଜପତ୍ର ଓ ଆସବାବପତ୍ର ପୋଡି ନଷ୍ଟ ହୋଇ ଯାଇଛି । ଅଗଙ୍କାନଦା ସମୟରେ ବ୍ୟାଙ୍କରେ ଗରାଖଙ୍କ ଗହଳି ଓ କର୍ମଚାରୀ ଥିବା ବେଳେ ସୌଭାଗ୍ୟ ବଶତଃ ଅଗ୍ନିକାଣ୍ଡରେ କାହାର କିଛି ହୋଇ ନଥିବା ଜଣା ପଡ଼ିଛି । ସଟ୍ ସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି । ଖବରପାଇ ତାଳଚେର ଅଗ୍ନିଶମ ବିଭାଗକୁ ତୁରନ୍ତ ଆସି ନିଆଁ କୁ ଆୟତ କରିଛନ୍ତି । Advertisement
ରେଳ ଯୋଗେ ଗଞ୍ଜେଇ ଚାଲାଣ ପାଇଁ ଜଗିଥିବା ବେଳେ କାବୁ କରିନେଲା ପୁଲିସ – ଦାମିକା ଗାଡି ଜବତ , ଜଣେ ଗିରଫ ଅନୁଗୁଳ – ଦାମୀ ଗାଡ଼ିରେ ଗଞ୍ଜେଇ ରଖି ଟ୍ରେନ୍ ଯୋଗେ ବାହାରକୁ ଚାଲାଣ କରିବାକୁ ଚାହିଁ ରହି ଥିବା ବେଳେ କାବୁ କରିନେଲା ପୁଲିସ । ଆଉ…
ପୁଲିସ ଭ୍ୟାନ ଧକ୍କାରେ ନାବାଳକ ମୃତ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଶର୍ମାଛକ ଠାରେ ପୁଲିସ ଭ୍ୟାନ ଏକ ମୋଟରସାଇକେଲକୁ ପଛରୁ ଧକ୍କା ଦେବା ଫଳରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି ।…
ପାଗଳା କୁକୁର ଆତଙ୍କ – ୨୭ ରୁ ଉର୍ଦ୍ଧ ଗ୍ରାମବାସୀକୁ ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲା ତଳଗଡ଼ ଗାଁରେ ପାଗଳା କୁକୁର ଆତଙ୍କ । ଏହି ପାଗଳା କୁକୁର ଗାଁର ୨୭ ରୁ ଉର୍ଦ୍ଧ ଲୋକଙ୍କୁ କାମୁଡି ଆହତ…