ଆଞ୍ଚଳିକ ଖୁଣ୍ଟରେ ପିଟି ହୋଇ ଜଣେ ମୃତ Angul OnlineAugust 17, 2021August 17, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଲାସିଙ୍ଗା ବାଲିସାହି ଛକ ଠାରେ ଖୁଣ୍ଟରେ ପିଟି ହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ତଳଗଡ଼ ଗ୍ରାମର କବିର ସାହୁ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଅନୁଗୁଳ ପଟରୁ ବନ୍ତଳା ଆଡକୁ ଯାଉଥିବା ବେଳେ ବଲାସିଙ୍ଗା ବାଲିସାହି ଛକ ଠାରେ ଭାରସାମ୍ୟ ହରାଇ ତାଙ୍କ ମୋଟରସାଇକେଲଟି ଖୁଣ୍ଟରେ ପିଟି ହୋଇ ଯାଇଥିଲା l ଘଟଣା ସ୍ଥଳରେ ହିଁ କବିର ସାହୁଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ଥାନା ଭିତରେ ଜଳିଗଲା ଗାଡି ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ପରିସରରେ ଅଗ୍ନିକାଣ୍ତ ଆଜି ମଧ୍ୟାହ୍ନରେ ଏକ ଅଗ୍ନିକାଣ୍ଡ ଘଟି ଜବତ ଗାଡି ପୋଡି ଯାଇଥିବା ଜଣା ପଡିଛି ।…
ଜାତୀୟ ରାଜପଥ ୫୫ କାଦୁଅ ପଚପଚ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ବର୍ତ୍ତମାନ ମରଣ ଯନ୍ତା ସାଜିଛି । ମୁଖ୍ୟତଃ ବଅଁରପାଳ ଠାରେ ରାସ୍ତାର ଅବସ୍ଥା ଦେଖିଲେ…
ଓକିଲ ସଙ୍ଘ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଅନୁଗୁଳ – ଅନୁଗୁଳ ଓକିଲ ସଙ୍ଘର ନିର୍ବାଚନ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ । ସଙ୍ଘର ୩୬୯ ଜଣ ସଦସ୍ୟ ଏହି ନିର୍ବାଚନରେ ମତଦାନ କରିବେ…