ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଅନୁଗୁଳ – ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମ ନିକଟରୁ ଆଜି ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ରନ୍ତଲେଇ ଗାଁର ଜଗବନ୍ଧୁ ସେନାପତି ବୋଲି ଜଣା ପଡ଼ିଛି । ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ସହ ଘଟଣା ସ୍ଥଳରେ ହିଁ ପ୍ରବଳ ରକ୍ତସ୍ରାବ ହୋଇଛି । ତେବେ ଏହା ଏକ ହତ୍ୟା ନା ଦୁର୍ଘଟଣା ତାହା ସ୍ପଷ୍ଟ ହୋଇ ନାହିଁ । ଖବର ପାଇ ଅନୁଗୁଳ ସଦର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

 

 

 

What’s your Reaction?
+1
0
+1
1
+1
2
+1
3
+1
7
+1
1
+1
15

Leave a Reply