ଅପରାଧ ମଦ କାଉଣ୍ଟର ମ୍ୟାନେଜରଙ୍କୁ ହାଣିଲେ ଦୁର୍ବୃତ୍ତ Angul OnlineSeptember 29, 2021September 29, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଡ଼କେରା ବିଦେଶୀ ମଦ କାଉଣ୍ଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣିଲେ ଦୁର୍ବୁତ୍ତ । ଗତକାଲି (ମଙ୍ଗଳବାର) ସନ୍ଧ୍ୟାରେ ଏକ ମୋଟରସାଇକେଲରେ ଦୁଇ ଜଣ ଆସି ଅଚାନକ ମ୍ୟାନେଜରଙ୍କୁ ହାଣି ପଳାଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଗୁରୁତର ମ୍ୟାନେଜରଙ୍କ ନାମ ରମାଶିସ ପ୍ରସାଦ । ପୂର୍ବ ଶତ୍ରୁତା କାରଣରୁ ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅନୁମାନ କରାଯାଉଛି । ଖବର ପାଇ ବନ୍ତଳା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । Advertisement
ବ୍ରିଜ ତଳୁ ବୁବୁ ଭଞ୍ଜର ମୃତଦେହ ଉଦ୍ଧାର – ଧାରୁଆ ଅସ୍ତ୍ରରେ ହତ୍ୟା ସନ୍ଦେହ ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଖମାର ନିକଟରେ ନିର୍ମାଣାଧୀନ ଓଭର ବ୍ରିଜ ତଳୁ ଜଣେ ଯୁବକର ମୃତ ଦେହ ଉଦ୍ଧାର ହୋଇଛି। ଯୁବକଙ୍କ…
ଏକ ତରଫା ପ୍ରେମରେ ବିଫଳ ହୋଇ ନାବାଳିକାର ତଣ୍ଟି କାଟି ହତ୍ଯା ଅନୁଗୋଳ – ଏକ ପାଖିଆ ପ୍ରେମ ପାଇଁ ହତ୍ୟାକାଣ୍ଡ । ଘରେ ପଶି ନାବାଳିକାର ତଣ୍ଟି କାଟି ହତ୍ୟା କଲା ଯୁବକ । ଏଭଳି ଘଟଣା ଅନୁଗୋଳ…
କମେଣ୍ଟ ମାରିବାରୁ ଯୁବକଙ୍କୁ ଗାଁରେ ଲଣ୍ଡା କରି ବୁଲାଇଲେ ତାଳଚେର – ପୁଣି ହଜିଗଲା ମାନବିକତା । ସାମାନ୍ୟ ଭୁଲ ପାଇଁ ଯୁବକଙ୍କୁ କାଙ୍ଗାରୁ କୋର୍ଟରେ ଦଣ୍ଡିତ କଲେ ଗ୍ରାମବାସୀ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା…