ଆଞ୍ଚଳିକ ବିଜୁ ଯୁବ ଜନତା ଦଳ ଦ୍ବାରା ସହୀଦ ଙ୍କୁ ଶ୍ରଦ୍ଧାଞ୍ଜଳି Angul OnlineDecember 12, 2021December 12, 2021 ଅନୁଗୁଳ – ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ଶ୍ରୀଯୁକ୍ତ ଦିନେଶ ପ୍ରଧାନଙ୍କ ନେତୃତ୍ତ୍ବରେ ଅନୁଗୁଳ ଜଗନ୍ନାଥ ମନ୍ଦିର ଠାରେ , ବିଜୁ ଯୁବ ଜନତା ଦଳ ତରଫରୁ ସିଡିଏସ ଜେନେରାଲ ବିପିନ ରାୱତ ଓ ଅନୁଗୁଳ ଜିଲ୍ଲାର ସୁପୂତ୍ର ତଥା ଅନୁଗୁଳ ସ୍ବୟଂଶାସିତ ମହାବିଦ୍ୟାଳୟ ପୂର୍ବତନ NCC Cadet ସହୀଦ୍ ରାଣା ପ୍ରତାପ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବା ଅବସରରେରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଓ ସାମୁହିକ ପ୍ରଦୀପ ପ୍ରଜ୍ବଳନ କାରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଜୁ ଯୁବ ଜନତା ଦଳର ରାଜ୍ୟ ଯୁଗ୍ମ ସମ୍ପାଦକ ଚନ୍ଦ୍ରକାନ୍ତ ପ୍ରଧାନ , ଜିଲ୍ଲା ସାଧାରଣ ସମ୍ପାଦକ ସୁଧୀର ନାଏକ , ଜିଲ୍ଲା ସମ୍ପାଦକ ଅମିତ କୁମାର ଦାସ , ସମ୍ବିତ କୁମାର ସାମନ୍ତ , ଅନିଲ ଭୁୟାଁ , ମନୋଜ ଆଦିତ୍ୟ ଦାସ୍ , ପ୍ରକାଶ ଭୋଇ , ସୁବ୍ରତ ବାରିହା , ସପେନ୍ଦ୍ର ସାହୁ , ରାକେଶ ପ୍ରଧାନ , ମୃତ୍ୟୁଞ୍ଜୟ ପ୍ରଧାନ ଓ ଶତାଧୀକ ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତା ଉପସ୍ଥିତ ରହି ସହୀଦ ଯବାନ ମାନଙ୍କୁ ଶ୍ରଧାଞ୍ଜଳୀ ଅର୍ପଣ କରିଥିଲେ । Advertisement
କୂଅରେ ପଡ଼ି ବୃଦ୍ଧ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ଅଙ୍ଗାରବନ୍ଧ କୁମ୍ଭାରସାହି ଗାଁରେ ଆଜି ଜଣେ ବୃଦ୍ଧ କୂଅରେ ଖସି ପଡ଼ି ପ୍ରାଣ ହରାଇଛନ୍ତି । ସୂଚନା ଅନୁସାରେ, କୁମ୍ଭାରସାହି ଗ୍ରାମର…
ସ୍ଲିପ୍ ଫର୍ ପିସ୍ କାର୍ଯ୍ୟକ୍ରମ ପାଳିତ ଅନୁଗୁଳ – ୟୁଥ୍ ହଷ୍ଟେଲ ଆସୋସିଏସନ ଅଫ ଇଣ୍ଡିଆ ତାର ସାର ବିଶ୍ବରେ ରହିଥିବା ୪୦୦୦ ହଜାରରୁ ଅଧିକ ଶାଖା ତରଫରୁ “ସ୍ଲିପ୍ ଫର୍ ପିସ୍” କାର୍ଯ୍ୟକ୍ରମ…
ରାଷ୍ଟ୍ରୀୟ ନବବର୍ଷ ପାଳନ ପାଇଁ ପ୍ରସ୍ତୁତି ଅନୁଗୁଳ – ଅନୁଗୁଳ ରାଷ୍ଟ୍ରୀୟ ନବବର୍ଷ ପାଳନ ସମିତି ଆସନ୍ତା ୨ ତାରିଖ ଚୈତ୍ରଶୁକ୍ଳ ପ୍ରତିପଦା ଦିନ ଭାରତୀୟ(ରାଷ୍ଟ୍ରୀୟ)ନବବର୍ଷ ପାଳିବାକୁ ଯାଉଛି । ପୂର୍ବାହ୍ନ ୫ ଘଟିକା…