ମୁଖ୍ୟ ଖବର ଦନ୍ତା ହାତୀ ମୃତ Angul OnlineMarch 8, 2022March 8, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାଗଡ ରେଞ୍ଜ ମାଧପୁର ଗାଁ ବିଲ ନିକଟରୁ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ମୃତ ହାତୀର ବୟସ ପ୍ରାୟ ୧୨ ରୁ ୧୫ ବର୍ଷ ହେବ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରାଥମିକ ତଦନ୍ତ ବେଳେ ବିଦ୍ୟୁତ ଆଘାତରେ ହାତୀ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ଜନ୍ତୁ ଶିକାର ପାଇଁ କିମ୍ବା ଫସଲ ସୁରକ୍ଷା ବିଛା ଯାଇଥିଲା ପାଇଁ ବିଦ୍ୟୁତ ତାରରେ ଲାଗି ହାତୀର ମୃତ୍ୟୁ ହୋଇଛି ବୋଲି ସନ୍ଦେହ କରା ଯାଉଛି । Advertisement
ଆଉ ଏକ ବେନିୟମ ମଲକୁ ସିଲ୍ କଲା ପୌରପାଳିକା ଅନୁଗୁଳ – ଅନୁଗୁଳ ଗାନ୍ଧିମାର୍ଗରେ ଥିବା ମହୋତ୍ସବ ସପିଙ୍ଗ ମଲକୁ ଆଜି ପ୍ରଶାସନ ସିଲ କରିଛି । ସିଲ୍ ହୋଇଥିବା ଏହି ମଲଟି ଅନୁଗୁଳ ତାଳଚେର ମେରାମଣ୍ଡଳୀ…
ପରିତ୍ୟକ୍ତ କୂଅରୁ ନବଜାତକର ମୃତଦେହ ଉଦ୍ଧାର ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ପୁରୁଣାପାଣି ଗାଁର ଏକ ପରିତିକ୍ତ କୂଅରୁ ଏକ ନବଜାତକ ଶିଶୁର ମୃତଦେହ ଉଦ୍ଧାର କରା ଯାଇଛି । ସ୍କୁଲ…
ସିବିଆଇ ଜାଲରେ ଏମସିଏଲର ମ୍ୟାନେଜର ଓ ଏଆରଆଇ – ଲାଞ୍ଚ ନେଲାବେଳେ ପଡିଲେ ଧରା ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ମହାନଦୀ କୋଲ ଫିଲଡ ଲିମିଟେଡ(MCL) ର ମ୍ୟାନେଜର ଏବଂ ସହକାରୀ ରାଜସ୍ଵ ନିରୀକ୍ଷକ(ARI) ୨୦ ହଜାର ଟଙ୍କା ଲାଞ୍ଚ…