ମୁଖ୍ୟ ଖବର ଟ୍ରକ ପଛରେ ବାଡେଇ ହୋଇ ଜଣେ ମୃତ ୨ ଆହତ Angul OnlineAugust 13, 2022August 13, 2022 ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ୪୯ ନଂ ଜାତୀୟ ରାଜପଥ କାଉଁଶୀରିପାଲି ଛକ ନିକଟରେ ଆଜି(ଶନିବାର) ସନ୍ଧ୍ୟା ପ୍ରାୟ ୭ ଟା ସମୟରେ ଭାରସାମ୍ୟ ହରାଇ ଟ୍ରକ ପଛରେ ଏକ ମୋଟରସାଇକେଲ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ , ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପାଲଲହଡା ଉପଖଣ୍ଡ ଚିକିତ୍ସାଳୟ ଭର୍ତି କରାଯାଇଅଛି । ମୃତ ଯୁବକ ଜଣଙ୍କ ସ୍ଥାନୀୟ ବଧମୁଣ୍ଡା ଗ୍ରାମର ୧୯ ବର୍ଷୀୟ ହାପି ମହାନ୍ତ ବୋଲି ଜଣା ପଡିଛି I ଘଟଣାସ୍ଥଳରେ ପାଲଲହଡା ପୁଲିସ ପହଞ୍ଚି ତଦନ୍ତ କରିଛି । Advertisement
ବେଆଇନ କୋଭିଡ ଟେଷ୍ଟ ଅଭିଯୋଗରେ ପାଥୋଲାବ ସିଲ – ମାଲିକ ଗିରଫ ତାଳଚେର – ବେଆଇନ କୋଭିଡ ଟେଷ୍ଟ୍ କରୁଥିବା ଏକ ଘରୋଇ ପାଥୋଲାବକୁ ସିଲ କରିଛି ସ୍ଥାନୀୟ ତାଳଚେର ପ୍ରଶାସନ । କିଛି ଦିନ ହେଲା କୋଭିଡ୍ ଟେଷ୍ଟି…
ଫରେଷ୍ଟର ପରିଚୟ ଦେଇ ପୁଲିସକୁ ଧମକ – ଯୁବକ ଗିରଫ କଣିହାଁ – ଅନୁଗୁଳ ଜିଲ୍ଲା ସମଲ ଥାନା ପୁଲିସକୁ ଫରେଷ୍ଟର ପରିଚୟ ଦେଇ ଫୋନ କରିବା ସହ ହଇରାଣ କରୁଥିବା ଅଭିଯୋଗରେ ଜଣେ ଯୁବକକୁ ସମଲ ପୁଲିସ…
ଦୂର୍ଘଟଣାରେ ଦୁଇ ମୃତ ଅନୁଗୁଳ – ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳାଙ୍ଗ ଗ୍ରାମ୍ୟ ରାସ୍ତାରେ ଟ୍ରକ ଧକ୍କାରେ ଦୁଇଜଣ ମୋଟରସାଇକେଲ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି ।…