ଆଞ୍ଚଳିକ ବସ ଧକ୍କାରେ ଜଣେ ମୃତ Angul OnlineDecember 15, 2022December 15, 2022 ଅନୁଗୁଳ – ଅନୁଗୁଳ ମାଉସୀ ମା ‘ ମନ୍ଦିର ଛକରେ ସଡକ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଛି । କୁଶାସିଙ୍ଗା ଗାଁର କାଠ ମିସ୍ତ୍ରୀ ଭାବେ କାମ କରୁଥିବା ଧନେଶ୍ବର ବେହେରା ମୋଟରସାଇକେଳରେ ରାଜ ହୋଟେଲ ଛକ ଆଡକୁ ଯାଉଥିବା ବେଳେ ମାଉସୀ ମା ମନ୍ଦିର ଛକରେ ଏକ ବସ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ସେ ଛିଟିକି ପଡ଼ିଥିଲେ । ସ୍ଥାନୀୟ ଲୋକ ଅଟୋ ଯୋଗେ ଗୁରୁତର ଧନେଶ୍ବରଙ୍କୁ ଅନୁଗୁଳ ଡାକ୍ତରଖାନା ନେଇଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । Advertisement
ନଦୀରେ ବୁଡି ଜଣେ ମୃତ ତାଳଚେର – ନଦୀକୁ ଗାଧୋଇବାକୁ ଯାଇ ନଦୀରେ ବୁଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ ହେଲେ ତାଳଚେର କଙ୍କିଳି ଗ୍ରାମର ତ୍ରିପୁର…
୧୩ ଫୁଟର ଅଜଗର ଉଦ୍ଧାର ଅନୁଗୁଳ – ସ୍ନେକ ହେଲପ ଲାଇନ ଦ୍ୱାରା ୧୩ ଫୁଟର ଅଜଗର ଉଦ୍ଧାର । ଅନୁଗୁଳ ଜିଲ୍ଲା ବନ୍ତଳା ଅନ୍ତର୍ଗତ ଶଙ୍ଖପୁର ଅଞ୍ଚଳରୁ ଉଦ୍ଧାର ହୋଇଛି ଏକ…
ଚାନ୍ଦା କରି ରାସ୍ତା ମରାମତି କଲେ ଗାଁ ଲୋକ ଆଠମଲ୍ଲିକ – ଅନୁଗୁଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ପଞ୍ଚାୟତର ବାଘୁଆନାଳି ଗ୍ରାମବାସୀ ରାସ୍ତା ପାଇଁ ବହୁ ଦହଗଞ୍ଜ ହେଉଥିଲେ । ସାମାନ୍ୟ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ…