ମୁଖ୍ୟ ଖବର ମୋଟରସାଇକେଲ ସହ କେନାଲରେ ପଡି ଜଣେ ମୃତ Angul OnlineJanuary 26, 2023January 26, 2023 ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ସରେଇଲୋ ଠାରେ ସମଲ ଦକ୍ଷିଣପାର୍ଶ୍ଵ କେନାଲରେ ଭାରସ୍ୟାମ ହରାଇ ମୋଟରସାଇକେଲ ସହ ତଳକୁ ପଡି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ରହିଥିବା ବେଳେ କେନାଲ ପାଣି ଭିତରେ ତାଙ୍କର ମୋଟରସାଇକେଲ ସହ ମୃତଦେହ ପଡି ରହିଥିବା ଦେଖିବାକୁ ମିଳିଥିଲା । ଖବରପାଇ ଘଟଣା ସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ମୋଟରସାଇକେଲ ଓ ମୃତ ଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣା ପଡ଼ିଛି । ତେବେ ବ୍ୟକ୍ତି ଜଣକ ଗୋଡିବନ୍ଧ ପଟରୁ ଆସୁଥିବା ବେଳେ ଭାରସାମ୍ୟ ହରାଇ କେନାଲରେ ପଡି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି । Advertisement
ଶିଳପୁଆରେ ଛେଚି ଭାଉଜକୁ ହତ୍ୟା କଲା ଦିଅର ଅନୁଗୁଳ – ଅନୁଗୁଳ ସଦର ଥାନା ସୁସୁଡା ଗାଁରେ ଆଯି ( ବୁଧବାର) ସନ୍ଧ୍ୟାରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ଦିଅର ଶିଳପୁଆରେ ଛେଚି ଭାଉଜକୁ…
କେନାଲରେ ଭାସୁଛି ମୃତଦେହ ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଥାନା ମାନଜୋର ଡ୍ୟାମର ପୂର୍ଵ ପାଖ ମୁଖ୍ୟ କେନାଲ ମଝିରେ ଶନିବାର ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ…
ବିଚାରାଧୀନ କଏଦୀଙ୍କ ମୃତ୍ୟୁ – ହତ୍ୟା ଅଭିଯୋଗ ଆଠମଲ୍ଲିକ -(AO)- ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଉପକାରାଗାରରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି । ମୃତ କଏଦୀ ହେଉଛନ୍ତି କିଶୋରନଗର ଥାନା…