ଆମ ପର୍ଯ୍ୟଟନ ସ୍ଥଳୀମୁଖ୍ୟ ଖବର ମା ହିଙ୍ଗୁଳା ମନ୍ଦିର ହୁଣ୍ଡିରୁ ୧୦ ଲକ୍ଷ ଟଙ୍କା ସଂଗ୍ରହ Angul OnlineMarch 29, 2023March 29, 2023 ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠ ପରିସରରେ ଥିବା ସମସ୍ତ ହୁଣ୍ଡି ଖୋଲା ଯାଇଛି । ମା ‘ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟବୋର୍ଡ ସଦସ୍ୟ ରାଜେନ୍ଦ୍ର କୁମାର ସିଂହ , ଅରୁଣ କୁମାର ପ୍ରଧାନଙ୍କ ସହ ଗୋପାଳପ୍ରସାଦ ଥାନା ପୋଲିସ ଓ କନିଷ୍ଠ ରାଜସ୍ବ ସହାୟକ ଧୂଳେଶ୍ବର ବେହେରାଙ୍କ ଉପସ୍ଥିତିରେ ମନ୍ଦିର ପରିସରରେ ଥିବା ସମସ୍ତ ହୁଣ୍ଡି ଖୋଲା ଯାଇଥିଲା । ଏଥିରୁ ମୋଟ୍ ଦଶ ଲକ୍ଷ ଚାରି ହଜାର ସାତ ଶହ ଦଶ ଟଙ୍କା ( ୧୦ , ୦୪ , ୭୧୦ଟଙ୍କା ମାତ୍ର ) ସଂଗୃହୀତ ହୋଇଛି । Advertisement
ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ଏମ୍ସିଏଲ୍ର ୯.୩୨ କୋଟି ମଞ୍ଜୁର ଅନୁଗୁଳ – ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟ ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ(ଏମସିଏଲ) ବୋର୍ଡର ସିଏସଆର୍ ପାଣ୍ଠିରୁ ୯.୩୨ କୋଟି…
ଜିନ୍ଦଲ ନଗର ଦେବଭୂମି ପରିସରରେ ରଥଯାତ୍ରା ଅନୁଗୋଳ– ହଜାର ହଜାର ସଂଖ୍ଯାରେ ଜିନ୍ଦଲ ନଗର ଶ୍ରଦ୍ଧାଳୁ ଏବଂ ପାର୍ଶ୍ଵବର୍ତୀ ଗ୍ରାମବାସୀ ମାନେ ଜିନ୍ଦଲ ନଗର ପରିସରସ୍ଥ ଦେବଭୂମି ଶ୍ରୀଜଗନ୍ନାଥ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିବା…