ମୁଖ୍ୟ ଖବର ମୀନକେତନ ଅମାନ୍ତ ହେଲେ ଟାମଡା ଅଧ୍ୟକ୍ଷ Angul OnlineNovember 18, 2023November 18, 2023 ଅନୁଗୁଳ – ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ(ଟାମଡ଼ା) ଅଧ୍ୟକ୍ଷ ଭାବେ ମୀନକେତନ ଅମାନ୍ତ ଚୟନ ହୋଇଛନ୍ତି । ପୂର୍ବତନ ଅଧ୍ୟକ୍ଷ ଅବନୀକାନ୍ତ ସାହୁ ରାଜ୍ୟ ଖାଦ୍ୟ କମିଶନ୍ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେବା ପରଠାରୁ ଏହି ପଦବୀ ଖାଲି ପଡିଥିଲା । ମୀନକେତନଙ୍କୁ ଟାମଡା ଅଧ୍ୟକ୍ଷ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବା ପରେ ଶୁକ୍ରବାର ହାଉସିଂ ଓ ଅରବାନ ଡିପାର୍ଟମେଣ୍ଟ ତରଫରୁ ଏହି ନିଯୁକ୍ତି ଦିଆ ଯାଇଛି । Advertisement
ଦୂର୍ଘଟଣାରେ ଦୁଇ ମୃତ ଅନୁଗୁଳ – ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ କମଳାଙ୍ଗ ଗ୍ରାମ୍ୟ ରାସ୍ତାରେ ଟ୍ରକ ଧକ୍କାରେ ଦୁଇଜଣ ମୋଟରସାଇକେଲ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି ।…
କ୍ୱାକଙ୍କ ଚିକିତ୍ସାରେ ଯୁବକ ମୃତ୍ୟୁ – ଘଟଣାକୁ ନେଇ ଉତ୍ତେଜନା ଅନୁଗୁଳ – ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅନ୍ତର୍ଗତ ବନ୍ତୁଲ ଗାଁରେ ସ୍ଥାନୀୟ ଜଣେ କ୍ୱାକଙ୍କ ଚିକିତ୍ସାରେ ରବିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି ।…
୧୫ ବେଆଇନ କୋଇଲା ଖଣିରେ ଚଢାଉ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାହାଳସାହି ଅଞ୍ଚଳରେ ଖଣି ବିଭାଗ ଓ ପୁଲିସ ପକ୍ଷରୁ ଚଢ଼ାଉ କରି ୧୫ରୁ ଉର୍ଦ୍ଧ୍ବ ବେଆଇନ ଚୋରା ଖଣିରୁ…