ମୁଖ୍ୟ ଖବର ବଦଳିଲେ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ Angul OnlineJuly 21, 2023July 21, 2023 ଅନୁଗୋଳ – ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠି ନମ୍ବର ୧୪୬୩୨ ଅନୁଯାୟୀ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କୁ ମୁଖ୍ୟାଳୟକୁ ବଦଳି କରାଯାଇଛି । ତେବେ ବର୍ତ୍ତମାନ ପାଇଁ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ କାହାକୁ ଦାୟିତ୍ବ ଦିଆ ଯାଇ ନଥିବା ବେଳେ ଅନୁଗୋଳ ଜିଲ୍ଲାପାଳଙ୍କୁ ଜଣେ ସ୍ଥାନୀୟ ଅଫିସରଙ୍କୁ ଡିଡିଓ ପାୱାର୍ ଦେବାକୁ ନିର୍ଦେଶ ଦିଆ ଯାଇଛି । Advertisement
ବଦଳିଲେ ଜିଲ୍ଲା ଶିକ୍ଷା ଅଧିକାରୀ ଅନୁଗୁଳ – ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀଙ୍କ ବଦଳି ହୋଇଛି । ନିରଞ୍ଜନ ସାହୁଙ୍କର ପୁଣି ଥରେ ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ଭାବେ ଅନୁଗୁଳ ଜିଲ୍ଲାକୁ ବଦଳି ହୋଇଛି…
ବଅଁରପାଳ-ମହୀଧରପୁର ରାସ୍ତା ହେବ ୪ ଲାଇନ ବିଶିଷ୍ଟ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଅତିକ୍ରମ କରିବ ଆଉ ଏକ ଜାତୀୟ ରାଜପଥ । ଏ ନେଇ ଆଜି ଜାତୀୟ ରାଜପଥ ଓ ପୂର୍ତ୍ତ ବିଭାଗ…
ଟ୍ରକ ଧକ୍କାରେ ଜଣେ ମୃତ ଜଣେ ଗୁରୁତର ଆଠମଲ୍ଲିକ -(AO) – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ କମରେଇ ନିକଟରେ ଟ୍ରକ ଧକାରେ ଜଣେ ମୋଟରସାଇକେଲ ଆରୋହିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର…