ରାଜ୍ୟ ଆଥେଲେଟିକ ମିଟରେ ଅନୁଗୁଳକୁ ୧୧ ପଦକ

ଅନୁଗୁଳ - ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ଵବିଦ୍ୟାଳୟ ପଡ଼ିଆରେ ନିକଟରେ ଆୟୋଜିତ ୬୮ତମ ରାଜ୍ୟ ଦୌଡ଼ କୁଦ ପ୍ରତିଯୋଗିତାରେ ଅନୁଗୁଳ ଜିଲ୍ଲାକୁ ଐତିହାସିକ ସଫଳତା ମିଳିଛି । ଏହି ପ୍ରତିଯୋଗିତାରେ ଜିଲ୍ଲାକୁ ତିନୋଟି ସ୍ବର୍ଣ୍ଣ , ଚାରୋଟି ସିଲଭର , ଚାରୋଟି…

Continue Reading ରାଜ୍ୟ ଆଥେଲେଟିକ ମିଟରେ ଅନୁଗୁଳକୁ ୧୧ ପଦକ

ଅଭିଜିତ ଆତ୍ମହତ୍ୟା ମାମଲା – ଚାରି ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ

ଅନୁଗୁଳ - ଅନୁଗୁଳ ଅଭିଜିତ ପଟ୍ଟନାୟକ ଆତ୍ମହତ୍ୟା ମାମଲାରେ ଆଇନ ଅନୁଯାୟୀ ୪ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଅନୁଗୁଳ ଏସ.ପି.ଙ୍କୁ ମାନ୍ୟବର ଉଚ୍ଚ ନ୍ୟାୟାଳୟ ନିର୍ଦେଶ ଦେଇଛନ୍ତି । ସୂଚନା ଅନୁସାରେ ଫେବ୍ରୁଆରୀ ମାସ ୧୪ ତାରିଖ ପ୍ରେମ…

Continue Reading ଅଭିଜିତ ଆତ୍ମହତ୍ୟା ମାମଲା – ଚାରି ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ

ଛାତରୁ ପଡି ଯୁବକ ମୃତ

ଅନୁଗୁଳ - ଅନୁଗୁଳ ସହର ଶିକ୍ଷକପଡାରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଛାତରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ହଣ୍ଡପା ଅଞ୍ଚଳର ପ୍ରତାପ ସାହୁ ବୋଲି ଜଣା ପଡିଛି ।…

Continue Reading ଛାତରୁ ପଡି ଯୁବକ ମୃତ

ଢମଣା ଗିଳିଥିବା ବେଳେ ୧୩ ଫୁଟ ଲମ୍ବ ଅହିରାଜ ଉଦ୍ଧାର(ଭିଡିଓ)

ଅନୁଗୁଳ - ପୃଥିବୀର ସବୁଠୁ ବଡ (ଲମ୍ବ) ବିଷଧର ସାପ ଅହିରାଜର ପ୍ରିୟ ଖାଦ୍ୟ ସାପ ଓ ସରୀସୃପ ।  ଏପରି ଏକ ସାପ ଖାଇବାର ଘଟଣା ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ଟିକରପଡା ଗ୍ରାମରେ ଦେଖିବାକୁ ମିଳିଛି ।  ୧୩ ଫୁଟର…

Continue Reading ଢମଣା ଗିଳିଥିବା ବେଳେ ୧୩ ଫୁଟ ଲମ୍ବ ଅହିରାଜ ଉଦ୍ଧାର(ଭିଡିଓ)

ଆମ୍ବତୋଟାରୁ ମହିଳାଙ୍କ ଗଳିତ ଶବ ଠାବ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ତୁବେ ଗାଁର ବଡବନ୍ଧ ଆମ୍ବତୋଟାରୁ ଏକ ଅଜଣା ମହିଳାଙ୍କ ଗଳିତ ଶବ ଶନିବାର ଠାବ କରାଯାଇଛି । ସୂଚନା ଅନୁସାରେ ତୁବେ ଗ୍ରାମର ବଡବନ୍ଧ ନିକଟସ୍ଥ  ଆମ୍ବତୋଟାରେ ଜୈନେକ ମହିଳାଙ୍କର ଗଳିତ ମୃତ…

Continue Reading ଆମ୍ବତୋଟାରୁ ମହିଳାଙ୍କ ଗଳିତ ଶବ ଠାବ

ଦଳରୁ ବିଦା ହେଲେ ଦୁଇ ବରିଷ୍ଠ ବିଜେଡି ନେତା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ନିର୍ବାଚନ ମଣ୍ତଳି ତଥା ଛେଣ୍ଡିପଦା ବ୍ଲକ ବିଜୁ ଜତା ଦଳର ଦୁଇ ବରିଷ୍ଠ ନେତାଙ୍କୁ ଦଳ ବିରୋଧି କାର୍ଯ୍ୟ ନିମନ୍ତେ ଦଳରୁ ବହିଷ୍କାର କାରାଯାଇଥିବା ନେଇ  ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ସଭାପତି…

Continue Reading ଦଳରୁ ବିଦା ହେଲେ ଦୁଇ ବରିଷ୍ଠ ବିଜେଡି ନେତା

ଆଠମଲ୍ଲିକ ଓ ତାଳଚେରରେ ବିଜେଡ଼ି , ଅନୁଗୁଳରେ ବିଜେପି ହାତେଇଲା ଉପାଧ୍ୟକ୍ଷ ପଦବୀ

ଅନୁଗୁଳ - ଅନୁଗୁଳ ପୌରପାଳିକା ପାଇଁ ଉପାଧ୍ୟକ୍ଷ ଭାବେ ବିଜେପିର ଅନୁପମା ସାହୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । ୪ ନମ୍ବର ୱାର୍ଡ କାଉନସିଲର ଅନୁପମା ସାହୁଙ୍କ ନାମରେ ଦଳର ହାଇକମାଣ୍ଡ ମୋହର ମାରିବା ପରେ ସେ ଏକମାତ୍ର ପ୍ରାର୍ଥୀ ଭାବେ…

Continue Reading ଆଠମଲ୍ଲିକ ଓ ତାଳଚେରରେ ବିଜେଡ଼ି , ଅନୁଗୁଳରେ ବିଜେପି ହାତେଇଲା ଉପାଧ୍ୟକ୍ଷ ପଦବୀ

ମା ହିଙ୍ଗୁଳାଙ୍କ ଜନ୍ତାଳ ଯାତ୍ରା ଅନୁଷ୍ଠିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ଜନ୍ତାଳ ପର୍ବ ଆଜି ରୀତି ନୀତି ଅନୁସାରେ ପାଳିତ ହୋଇଛି । ଏ ଅବସରରେ ଆଜି ଦେହୁରୀଙ୍କ ଘରୁ ମା’ ହିଙ୍ଗୁଳାଙ୍କ ଚଳନ୍ତି ପ୍ରତିମା ଆଲମକୁ…

Continue Reading ମା ହିଙ୍ଗୁଳାଙ୍କ ଜନ୍ତାଳ ଯାତ୍ରା ଅନୁଷ୍ଠିତ

ଅନୁଗୁଳ ମହୋତ୍ସବ – ତିନି ଦିନ ଧରି ଝୁମିବେ ଅନୁଗୁଳବାସୀ

ଅନୁଗୁଳ - ତିନି ଦିନର ମହୋତ୍ସବରେ ଚଳଚଞ୍ଚଳ ହୋଇ ଉଠିବ ଅନୁଗୁଳ ସହର । ୮ ତାରିଖ ଉଦଘାଟନୀ ସନ୍ଧ୍ୟାରେ ବଲିଉଡର ସୁନାମଧନ୍ୟ କଣ୍ଠଶିଳ୍ପୀ ଷ୍ଟେବିନ ବେନ ମୁଖ୍ୟ ଆକର୍ଷଣ ପାଲଟିବେ । ଓଲିଉଡ୍ କଣ୍ଠଶିଳ୍ପୀ ନାଭ୍ୟାଜ୍ୟୋତି , କମେଡିଆନ୍ ନନସେନ୍ସ…

Continue Reading ଅନୁଗୁଳ ମହୋତ୍ସବ – ତିନି ଦିନ ଧରି ଝୁମିବେ ଅନୁଗୁଳବାସୀ

ଜିଲ୍ଲା ମହୋତ୍ସବ ପାଇଁ ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା

ଅନୁଗୁଳ - ୮ ତାରିଖରୁ ଜିଲ୍ଲା ମହୋତ୍ସବ ଆରମ୍ଭ ହେଉଥିବା ବେଳେ ଲୋକଙ୍କ ମଧ୍ୟରେ ଉତ୍ସାହ ଶିଖର ଛୁଇଁଛି । କାରୋନାର କରାଳ ଋପ ଯୋଗୁଁ ପ୍ରାୟ ଦୁଇ ବର୍ଷ ପରେ ମହୋତ୍ସବ ଫେରିଛି । କରୋନାର କଷଣରେ ସାଂସ୍କୃତିକ କାର୍ଯ୍ୟକ୍ରମ…

Continue Reading ଜିଲ୍ଲା ମହୋତ୍ସବ ପାଇଁ ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା

ଶାଶୁ-ଶଶୁରଙ୍କୁ ଜ୍ଵାଇଁର ମରଣାନ୍ତକ ଆକ୍ରମଣ

ବଅଁରପାଳ - ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ଗିରାଙ୍ଗ ଗ୍ରାମରେ ଜ୍ଵାଇଁର ଆକ୍ରମଣରେ ଶାଶୁ ଶଶୁର ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ପାରିବାରିକ କଳହକୁ କେନ୍ଦ୍ର କରି ଜ୍ବାଇଁ ରାସୋଳ ଥାନା ଗଞ୍ଜରା ଗ୍ରାମର ଜ୍ୱାଇଁ ଶ୍ରୀଥିକଣ୍ଠ ଭୋଇ…

Continue Reading ଶାଶୁ-ଶଶୁରଙ୍କୁ ଜ୍ଵାଇଁର ମରଣାନ୍ତକ ଆକ୍ରମଣ

ଘରୁ ଘୋଷାଡ଼ି ଆଣିଲା ହାତୀ – ସ୍ତ୍ରୀ ମୃତ ସ୍ଵାମୀ ଗୁରୁତର

ତାଳଚେର - ଘରେ ଶୋଇଥିବା ବେଳେ ଘର ଭାଙ୍ଗିବା ସହ ଦମ୍ପତ୍ତିଙ୍କୁ ହାତୀ ଘୋଷାଡ଼ି ଆଣିଲା । ଆଉ ଏହି ହାତୀ ଆକ୍ରମଣ ଫଳରେ ଘଟଣା ସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ଵାମୀ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ…

Continue Reading ଘରୁ ଘୋଷାଡ଼ି ଆଣିଲା ହାତୀ – ସ୍ତ୍ରୀ ମୃତ ସ୍ଵାମୀ ଗୁରୁତର

ଖୁବଶୀଘ୍ର ହେବ ରାଜପଥ ମରାମତି – ଜିଲ୍ଲାପାଳ ଦେଲେ ସୂଚନା(ଭିଡିଓ)

ଅନୁଗୁଳ - ଅନୁଗୁଳ ଜିଲ୍ଲା ମଧ୍ୟରେ ଥିବା ୫୫ ନମ୍ୱର ଜାତୀୟ ରାଜପଥ ଦେଇ ଯିବା ଆସିବା ଏକ ପ୍ରକାର ଅସମ୍ଭବ ହୋଇ ପଡିଛି । ରାସ୍ତାର ଅବସ୍ଥା ଶୋଚନୀୟ ହୋଇ ପଡିଥିବା ବେଳେ ଦୈନଦିନ ଦୁର୍ଘଟଣା ଘଟି ଅନେକ ମୂଲ୍ୟବାନ…

Continue Reading ଖୁବଶୀଘ୍ର ହେବ ରାଜପଥ ମରାମତି – ଜିଲ୍ଲାପାଳ ଦେଲେ ସୂଚନା(ଭିଡିଓ)

ଭିଜିଲାନ୍ସ ଫାଶରେ କୋ-ଅପରେଟିଭ ସୋସାଇଟି ସମ୍ପାଦକ

ଅନୁଗୁଳ - ଚାଷୀଙ୍କ ଠାରୁ ଧାନ କିଣିବା ପାଇଁ ଟୋକନ କରାଇଦେବା ପାଇଁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ କୋ-ଅପରେଟିଭ ସୋସାଇଟି ସମ୍ପାଦକ ଧରା ପଡିଲେ । ସୂଚନା ଅନୁସାରେ ଆଠମଲ୍ଲିକ ସାନହୁଲାର କୋ-ଅପରେଟିଭ ସୋସାଇଟିରେ ଧାନ ବିକ୍ରୟ ପାଇଁ…

Continue Reading ଭିଜିଲାନ୍ସ ଫାଶରେ କୋ-ଅପରେଟିଭ ସୋସାଇଟି ସମ୍ପାଦକ

କାରକୁ ଧକ୍କା ଦେଲା ଟ୍ରେନ – ଅଳ୍ପକେ ବର୍ତ୍ତିଲେ ତିନି

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ଦା ନିକଟରେ ଏକ ଟ୍ରେନ ଧକ୍କାରେ ଗୋଟିଏ କାର ଚୁରମାର ହୋଇଯାଇଥିବା ବେଳେ ଅଳ୍ପକେ ତିନି ଜଣ ବର୍ତ୍ତୀ ଯାଇଥିବା ଜଣା ପଡିଛି । ସୂଚନା ଅନୁସାରେ ତିନି ଜଣ ବ୍ୟକ୍ତି ଏକ ମାରୁତି ଭ୍ୟାନରେ…

Continue Reading କାରକୁ ଧକ୍କା ଦେଲା ଟ୍ରେନ – ଅଳ୍ପକେ ବର୍ତ୍ତିଲେ ତିନି