ଟିଟିପିଏସ ଟାଉନସିପ୍ ସୁରକ୍ଷାକର୍ମୀଙ୍କ ଧାରଣା

ଅନୁଗୁଳ - ବକେୟା ଦରମା ଓ ଅନ୍ୟାନ୍ୟ ଦାବି ନେଇ ସୁରକ୍ଷାକର୍ମୀଙ୍କ ଧାରଣା । ଶୁକ୍ରବାର ତାଳଚେର ଥର୍ମାଲ ଟାଉନସିପ୍ ରେ ନିୟୋଜିତ ଜସମିତ ଚୌହ୍ଵାନ ସିକ୍ୟୁରିଟି ଏଜେନ୍ସିର ସୁରକ୍ଷାକର୍ମୀମାନେ ବିଭିନ୍ନ ଦାବି ନେଇ ସ୍ଥାନୀୟ ସୁରକ୍ଷା କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…

Continue Reading ଟିଟିପିଏସ ଟାଉନସିପ୍ ସୁରକ୍ଷାକର୍ମୀଙ୍କ ଧାରଣା

ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ନିର୍ଦ୍ଵନ୍ଦରେ ନିର୍ବାଚିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ସେଠୀ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ଶୁକ୍ରବାର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାରେ ସମ୍ମିଳନୀ କକ୍ଷରେ ୬ଷ୍ଠ ଜିଲ୍ଲାପରିଷଦର ୨ୟ ବୈଠକରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ…

Continue Reading ଜିଲ୍ଲାପରିଷଦ ଉପାଧ୍ୟକ୍ଷା ଭାବେ ରଶ୍ମିତା ନିର୍ଦ୍ଵନ୍ଦରେ ନିର୍ବାଚିତ

ଇଭିଏମରେ ବନ୍ଦ ହେଲା ପୌରାଧ୍ୟକ୍ଷ-କାଉନସିଲରଙ୍କ ଭାଗ୍ୟ – ୨୬ ରେ ଫଳାଫଳ

ଅନୁଗୁଳ - ପୌର ନିର୍ବାଚନ ପାଇଁ ଆଜି ଭୋଟ ଗ୍ରହଣ ଶେଷ ହୋଇଛି । ସହରୀ ଭୋଟର ସେମାନଙ୍କ ମତଦାନ ସାବ୍ୟସ୍ତ କରିଛନ୍ତି । ସକାଳ ୮ଟାରୁ ଆରମ୍ଭ ହୋଇଥିବା ମତଦାନ ପକ୍ରିୟା ଶେଷ ହୋଇଛି । ଅନୁଗୁଳ ଜିଲ୍ଲାରେ ଆଜି ଦୁଇଟି…

Continue Reading ଇଭିଏମରେ ବନ୍ଦ ହେଲା ପୌରାଧ୍ୟକ୍ଷ-କାଉନସିଲରଙ୍କ ଭାଗ୍ୟ – ୨୬ ରେ ଫଳାଫଳ

ନବ ନିର୍ବାଚିତ ସରପଞ୍ଚଙ୍କ ସମେତ ପରିବାରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ

ପାଲଲହଡା -  ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ ରଜଡଙ୍ଗ ଗ୍ରାମ ରେ ନବ-ନିର୍ବାଚିତ ସରପଞ୍ଚଙ୍କ ସମେତ ପରିବାରର ୪ ଜଣଙ୍କୁ ଆକ୍ରମଣ ହୋଇଛି । ରଜଡଙ୍ଗ ଗ୍ରାମରେ ସପ୍ତଦୋଳ ମେଳଣ ଯାତ୍ରା ଚାଲିଥିବା ବେଳେ ଘର ସମ୍ମୁଖରେ…

Continue Reading ନବ ନିର୍ବାଚିତ ସରପଞ୍ଚଙ୍କ ସମେତ ପରିବାରକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ

ପୌର ନିର୍ବାଚନ ବେଳେ ଟଙ୍କା ବାଣ୍ଟି ସାମ୍ବାଦିକ ଅଟକ

ଆଠମଲ୍ଲିକ - ପୌର ନିର୍ବାଚନ ବେଳେ ଟଙ୍କା ବାଣ୍ଟୁଥିବା ଅଭିଯୋଗରେ ପୁଲିସ ଜଣେ ସାମ୍ବାଦିକଙ୍କୁ ଅଟକ ରଖିଛି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ଆଜି ପୌରନିର୍ବାଚନର ମତଦାନ ଚାଲି ଥିବା ସମୟରେ ଜଣେ ସାମ୍ବାଦିକ ଭୋଟରଙ୍କୁ ଟଙ୍କା ବାଣ୍ଟୁ…

Continue Reading ପୌର ନିର୍ବାଚନ ବେଳେ ଟଙ୍କା ବାଣ୍ଟି ସାମ୍ବାଦିକ ଅଟକ

ସ୍ମାର୍ଟ ୱାଚ ଏବଂ ମୋବାଇଲ ଚୋରୀ ଅଭିଯୋଗରେ ଜଣେ ଗିରଫ

adv ଅନୁଗୁଳ - ଅନୁଗୁଳ ଜିଲ୍ଲା ନାଲକୋ ଥାନା ପୁଲିସ ବୁଧବାର ଚୋରି ଅଭିଯୋଗରେ ଜଣେ ଡେଲିଭରି ବୟଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି । ସୂଚନା ଅନୁସାରେ, ଅନୁଗୁଳ ଡେଲିଭରି ଡଟ୍ କମ୍ ନାମକ ଏକ ସଂସ୍ଥାର ସହକାରୀ ସିକ୍ୟୁରିଟି…

Continue Reading ସ୍ମାର୍ଟ ୱାଚ ଏବଂ ମୋବାଇଲ ଚୋରୀ ଅଭିଯୋଗରେ ଜଣେ ଗିରଫ

ନିର୍ବାଚନ ପୂର୍ବରୁ ହିଂସା – ପୌରଧ୍ୟକ୍ଷ ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ

adv ଅନୁଗୁଳ - ନିର୍ବାଚନର ଠିକ ପୂର୍ବ ଦିନରେ ଅନୁଗୁଳ ପୌରାଞ୍ଚଳରେ ନିର୍ବାଚନୀ ହିଂସା ଦେଖା ଦେଇଛି । ସୂଚନା ଅନୁସାରେ , ଅନୁଗୁଳ ଶିମିଳିପଡ଼ାର ସ୍ଵାଧିନ ପୌରାଧ୍ୟକ୍ଷ ପ୍ରାର୍ଥୀ ଅନିରୁଦ୍ଧ ଦାସ ଅନୁଗୁଳ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି…

Continue Reading ନିର୍ବାଚନ ପୂର୍ବରୁ ହିଂସା – ପୌରଧ୍ୟକ୍ଷ ପ୍ରାର୍ଥୀଙ୍କୁ ଆକ୍ରମଣ ଅଭିଯୋଗ

ପ୍ରଚାରର ଶେଷ ଦିନରେ କଂଗ୍ରେସ ଜାରି କଲା ଇସ୍ତାହାର

adv- ଅନୁଗୁଳ - ଅନୁଗୁଳ ପୌର ନିର୍ବାଚନ ପାଇଁ ଆଜି(ମଙ୍ଗଳବାର) ଶେଷଦିନ ଥିବା ବେଳେ ଏକ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କଂଗ୍ରେସ ତଥା ପୌରାଧ୍ୟକ୍ଷ ପ୍ରାର୍ଥୀ ବାଳବୀର ସିଂଙ୍କ ପକ୍ଷରୁ ନିର୍ବାଚନୀ ଇସ୍ତାହାର ଜାରି କରା ଯାଇଛି । ଏହି ଇସ୍ତାହାର…

Continue Reading ପ୍ରଚାରର ଶେଷ ଦିନରେ କଂଗ୍ରେସ ଜାରି କଲା ଇସ୍ତାହାର

ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସର୍ବଭାରତୀୟ ସିଏସ୍ଆର୍ ଉତ୍କର୍ଷ ସମ୍ମାନ

adv- ଭୁବନେଶ୍ୱର - କୋଭିଡ-୧୯ ମହାମାରୀର ମୁକାବିଲା ନିମନ୍ତେ ବହୁମୁଖୀ ପଦକ୍ଷେପ ପାଇଁ ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) କୁ ସିଏସଆର ଉତ୍କର୍ଷ ପୁରସ୍କାରରେ ସମ୍ମାନିତ କରାଯାଇଛି । ମୁମ୍ବାଇର ଯଶବନ୍ତରାଓ ଚଭନ କେନ୍ଦ୍ରରେ ଗତକାଲି ଆୟୋଜିତ ହୋଇଥିବା ସିଏସଆର ଜର୍ଣ୍ଣାଲ…

Continue Reading ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସର୍ବଭାରତୀୟ ସିଏସ୍ଆର୍ ଉତ୍କର୍ଷ ସମ୍ମାନ

ଜଳିଗଲା ସ୍କୁଲ ବସ

adv- ଅନୁଗୁଳ - ଅନୁଗୁଳ ଉପକଣ୍ଠ ପଞ୍ଚମହଲା ସ୍ଥିତ ଆଦର୍ଶ ଇଞ୍ଜିନିୟରିଂ କଲେଜର ବସ୍‌ରେ ସର୍ଟ ସର୍କିଟ୍‌ ଯୋଗୁଁ ଦୁଇଟି ବସରେ ଅଗ୍ନିକାଣ୍ଡ ହୋଇଥିବା ବେଳେ ଗୋଟିଏ ବସ ସଂପୂର୍ଣ୍ଣ ଜଳି ଯାଇଛି । ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚି…

Continue Reading ଜଳିଗଲା ସ୍କୁଲ ବସ

ପୌର ନିର୍ବାଚନ ଠିକ ପୂର୍ବରୁ ବିଜେଡ଼ିକୁ ଝଟକା – ନଗର ବିଜେଡି ଉପସଭାପତିଙ୍କ ଇସ୍ତଫା

adv- ଅନୁଗୁଳ - ପୌର ନିର୍ବାଚନ ପାଇଁ ହାତରେ ମାତ୍ର ଆଉ ଦୁଇଦିନ ଥିବା ବେଳେ ବିଜେଡ଼ିକୁ ଏକ ଝଟକା ଲାଗିଛି । ସବୁ ପ୍ରମୁଖ ଦଳ ଓ ସ୍ଵାଧୀନ ପ୍ରାର୍ଥୀମାନେ ଘମଘୋଟ ପ୍ରଚାର ଚଳାଇ ଥିବାବେଳେ ଆଜି(ମଙ୍ଗଳବାର) ନଗର ବିଜେଡି…

Continue Reading ପୌର ନିର୍ବାଚନ ଠିକ ପୂର୍ବରୁ ବିଜେଡ଼ିକୁ ଝଟକା – ନଗର ବିଜେଡି ଉପସଭାପତିଙ୍କ ଇସ୍ତଫା

ଗଞ୍ଜେଇ ସହ ଧରା ପଡିଲେ ବ୍ୟାଙ୍କ କ୍ୟାସିୟର – ୧୬୫ କେଜି ଗଞ୍ଜେଇ ଜବତ

adv ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ବଙ୍କାପଲସା ଗ୍ରାମ ରାସ୍ତା ନିକଟରେ ରବିବାର ବିଳମ୍ବିତ ରାତିରେ ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍) ଚଢାଉ କରି ଏକ କାରରେ ଚାଲାଣ ହେଉଥିବା ୧ କୁଇଣ୍ଟାଲ ୬୫ କେଜି ଗଞ୍ଜେଇ ଜବତ…

Continue Reading ଗଞ୍ଜେଇ ସହ ଧରା ପଡିଲେ ବ୍ୟାଙ୍କ କ୍ୟାସିୟର – ୧୬୫ କେଜି ଗଞ୍ଜେଇ ଜବତ

ଅସନ୍ତୁଷ୍ଟଙ୍କ ପାଇଁ ବଢିବ କି ପ୍ରାର୍ଥୀଙ୍କ ସମସ୍ୟା – ତାଳଚେରରେ ୭ ନଗରପାଳ ପ୍ରାର୍ଥୀ

adv ତାଳଚେର  - ଆଉ ଦୁଇଦିନ ପରେ ପୌର ନିର୍ବାଚନ । ପ୍ରାର୍ଥୀମାନେ ଭୋଟର ମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଛନ୍ତି । ବିଭିନ୍ନ ସ୍ଥାନରେ ଭୋଜିଭାତର ଆସର ଜମୁଥିବା ବେଳେ ଘନ ଘନ ବୈଠକ ସାଙ୍ଗକୁ ପ୍ରାର୍ଥୀମାନେ…

Continue Reading ଅସନ୍ତୁଷ୍ଟଙ୍କ ପାଇଁ ବଢିବ କି ପ୍ରାର୍ଥୀଙ୍କ ସମସ୍ୟା – ତାଳଚେରରେ ୭ ନଗରପାଳ ପ୍ରାର୍ଥୀ

ଚାନ୍ଦା ମାଗି ତିନି ଯୁବକ ଗିରଫ

ଅନୁଗୁଳ - ମଦ ଭାଟିରୁ ଚାନ୍ଦା ମାଗିବା ଅଭିଯୋଗରେ ବଅଁରପାଳ ପୁଲିସ ତିନି ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରିଫ ଯୁବକ ମାନେ ହେଲେ ଅନୁଗୁଳ ଜିଲ୍ଲା ଭୋଗବେରେଣି ଗ୍ରାମର କିରଣ ନାଏକ, ପ୍ରକାଶ ନାଏକ,…

Continue Reading ଚାନ୍ଦା ମାଗି ତିନି ଯୁବକ ଗିରଫ

ବଢୁଛି ଅକ୍ଷୟଙ୍କ ସମର୍ଥନ – ସାଂସଦଙ୍କ ସହ ଶକ୍ତି ଓ ଭକ୍ତିଙ୍କ ଜୋରଦାର ପ୍ରଚାର

ଅନୁଗୁଳ - ପୌର ନିର୍ବାଚନ ପାଇଁ ଭୋଟ୍ ତାରିଖ ଯେତିକି ପାଖେଇ ଆସୁଛି , ପୌରାଞ୍ଚଳ ଇଲାକାରେ ପ୍ରଚାର ସେତିକି କୋର୍‌ଦାର ହେଉଛି । ବିଜେଡି ନଗରପାଳ ପ୍ରାର୍ଥୀ ଅକ୍ଷୟ କୁମାର ସାମନ୍ତ , ବିଜେପି ନଗରପାଳ ପ୍ରାର୍ଥୀ ଦିଲ୍ଲୀପ କୁମାର…

Continue Reading ବଢୁଛି ଅକ୍ଷୟଙ୍କ ସମର୍ଥନ – ସାଂସଦଙ୍କ ସହ ଶକ୍ତି ଓ ଭକ୍ତିଙ୍କ ଜୋରଦାର ପ୍ରଚାର