ଦୁର୍ଘଟଣାରେ ଛାତ୍ର ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ସିପିପି ଗେଟ୍ ନିକଟରେ ସୋମବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଅନୁଗୁଳ ହୁଲୁରୁସିଂହା ଗାଁର ଶୁଭ୍ରାଂଶୁ ନାଏକ ଏକ…

Continue Reading ଦୁର୍ଘଟଣାରେ ଛାତ୍ର ମୃତ

ସୌନ୍ଦର୍ଯ୍ୟ ପଛରେ ଥାଉ ପ୍ରଚାର ଆଗ – ସ୍କୁଲ କାନ୍ଥରେ ପ୍ରଚାର ପୋଷ୍ଟର

ଅନୁଗୁଳ - ପୌରନିର୍ବାଚନ ପାଇଁ ଆଉ ଅଳ୍ପ ଦିନ ବାକି ଥିବା ବେଳେ ପ୍ରାର୍ଥୀମାନେ ଭୋଟରଙ୍କ ମନ ଜିଣିବା ପାଇଁ ପ୍ରଚାର ଜୋରସୋରରେ କରୁଛନ୍ତି । ଘର ଘର ବୁଲିବା ସହ ମାଇକରେ ପ୍ରଚାର ସାଙ୍ଗକୁ ସହର ସାରା ପୋଷ୍ଟର ବ୍ୟାନର…

Continue Reading ସୌନ୍ଦର୍ଯ୍ୟ ପଛରେ ଥାଉ ପ୍ରଚାର ଆଗ – ସ୍କୁଲ କାନ୍ଥରେ ପ୍ରଚାର ପୋଷ୍ଟର

ବିଜେପିର ପୌର ନିର୍ବାଚନୀ ଇସ୍ତାହାର ଓ ପ୍ରତିଶ୍ରୁତି

ଅନୁଗୁଳ - ପୌର ନିର୍ବାଚନ ପାଇଁ ଆଉ ଦିନ କେଇଟା ହାତରେ ଥିବା ବେଳେ ଆଜି ଜିଲ୍ଲା ବିଜେପି ପକ୍ଷରୁ ନିର୍ବାଚନୀ ଇସ୍ତାହାର ଜାରି କରା ଯାଇଛି । ଚଳିତ ପୌରନିର୍ବାଚନ ପରିପ୍ରେକ୍ଷୀରେ ପୌର ଭୋଟର ଓ ବାସୀନ୍ଦାମାନଙ୍କୁ ଏହି ଇସ୍ତାହାର…

Continue Reading ବିଜେପିର ପୌର ନିର୍ବାଚନୀ ଇସ୍ତାହାର ଓ ପ୍ରତିଶ୍ରୁତି

ଭିଜିଲାନ୍ସ ଜାଲରେ ଆର ଆଇ

ଅନୁଗୁଳ - ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଜଣେ ଆରଆଇ ବାବୁ ଧରା ପଡିଛନ୍ତି । ବାବୁ ଜଣଙ୍କ ହେଲେ ଅନୁଗୁଳ ତହସିଲ ଅନ୍ତର୍ଗତ ବନ୍ତଳା ଆର ଆଇ ଜଗବନ୍ଧୁ ନାଏକ । ସୂଚନା ଅନୁସାରେ ବନ୍ତଳା ଅଞ୍ଚଳର ସୁବାଷ…

Continue Reading ଭିଜିଲାନ୍ସ ଜାଲରେ ଆର ଆଇ

ବିଜେଡ଼ିରୁ ପୁଣି ଦୁଇ ନିଲମ୍ବିତ

ଅନୁଗୁଳ - ବିଜେଡିରେ ଦଳ ବିରୋଧୀ କାମ କରୁଥିବା ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଆଗକୁ ପୌର ନିର୍ବାଚନ ଥିବା ବେଳେ ବିଦ୍ରୋହୀଙ୍କୁ ଦଳରୁ ନିଲମ୍ବନ କରାଯାଉଛି । ଆଜି ଅନୁଗୁଳ…

Continue Reading ବିଜେଡ଼ିରୁ ପୁଣି ଦୁଇ ନିଲମ୍ବିତ

ସ୍କୁଲ ଛାତ୍ରଙ୍କ ନୂଆଁ ଉଦ୍ଭାବନ – ବିନା ଚେନରେ ସାଇକେଲ

ତାଳଚେର - ସମସ୍ୟା ସହ ଲଢ଼ିବାର ଇଛାଶକ୍ତି ଆଗରେ ସବୁକିଛି ତୁଚ୍ଛ ପଡିଯାଏ । ଆଉ ବ୍ୟକ୍ତି ସବୁକିଛି ସାଧନ କରିପାରେ । ଯେମିତି ଏକ ଚେନ ବିହୀନ ସାଇକେଲ ତିଆରି କରି ଉଦାହରଣ ସାଜିଛନ୍ତି ତାଳଚେର ହାଣ୍ଡିଧୁଆ ହାଇସ୍କୁଲର ନବମ…

Continue Reading ସ୍କୁଲ ଛାତ୍ରଙ୍କ ନୂଆଁ ଉଦ୍ଭାବନ – ବିନା ଚେନରେ ସାଇକେଲ

ଦୁଇ ଦୁର୍ନୀତିଗ୍ରସ୍ତଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର - ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ସରକାର ପୁଣି ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୩ ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ପୋଲିସ ଇନ୍ସପେକ୍ଟର, ଅତିରିକ୍ତ…

Continue Reading ଦୁଇ ଦୁର୍ନୀତିଗ୍ରସ୍ତଙ୍କୁ ବାଧ୍ୟତାମୂଳକ ଅବସର

ଦୁର୍ଘଟଣାରେ ଦୁଇ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଦୁଇଟି ସ୍ଥାନରେ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ତାଳଚେର ବ୍ଲକ୍ ଅନ୍ତର୍ଗତ କଳମଛୁଇଁ ଗ୍ରାମ ନିକଟରେ ପାଣି ଟ୍ୟାଙ୍କର ଧକ୍କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହେଇଛନ୍ତି…

Continue Reading ଦୁର୍ଘଟଣାରେ ଦୁଇ ମୃତ

ସରପଞ୍ଚଙ୍କୁ କାର୍ଯ୍ୟ ହସ୍ତାନ୍ତର କରୁନାହାନ୍ତି ପିଇଓ – ଜିଲ୍ଲାପାଳଙ୍କୁ ଫେରାଦ

ଅନୁଗୁଳ - ତ୍ରିସ୍ତରୀୟ ନିର୍ବାଚନ ସଦ୍ୟ ସମାପ୍ତ ହୋଇଥିବା ବେଳେ ନବ ନିର୍ବାଚିତ ସରପଞ୍ଚ ମାନେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବ ସରପଞ୍ଚଙ୍କ ପରେ ଦାୟିତ୍ୱରେ ଥିବା ପଞ୍ଚାୟତ ଏକଜୁକ୍ଟିଭ ଅଫିସରମାନେ ସରପଞ୍ଚଙ୍କୁ କାର୍ଯ୍ୟ ହସ୍ତାନ୍ତର କରିଛନ୍ତି । ହେଲେ…

Continue Reading ସରପଞ୍ଚଙ୍କୁ କାର୍ଯ୍ୟ ହସ୍ତାନ୍ତର କରୁନାହାନ୍ତି ପିଇଓ – ଜିଲ୍ଲାପାଳଙ୍କୁ ଫେରାଦ

ବିଜେପିର ମୌନ ସତ୍ୟାଗ୍ରହ

ଅନୁଗୁଳ - ସାରା ରାଜ୍ୟରେ ବିଜେଡିର ଗୁଣ୍ଡାଗର୍ଦ୍ଧି ଅଭିଯୋଗ ଓ ଚିଲିକାର ବିଜେଡ଼ି ବିଧାୟକ ପ୍ରଶାନ୍ତ ଜଗଦେବ ନିଜେ ଗାଡି ଚଢେଇ ଲୋକଙ୍କୁ ମରଣାତ୍ମକ ଆକ୍ରମଣ କରିବା ପ୍ରତିବାଦରେ ଅନୁଗୁଳ ଜିଲ୍ଲା ବିଜେପି ପକ୍ଷରୁ ସୋମବାର ଏକ ମୌନ ସତ୍ୟାଗ୍ରହ ଅନୁଗୁଳ…

Continue Reading ବିଜେପିର ମୌନ ସତ୍ୟାଗ୍ରହ

ବାପା-ଝିଅଙ୍କ ଉପରେ ଚଢ଼ିଗଲା ଟ୍ରକ – ଉଭୟ ମୃତ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ କଲଣ୍ଡା ଗ୍ରାମ ନିକଟ ଜାତୀୟ ରାଜପଥ ୧୪୯ରେ ମୋଟରସାଇକେଲ ଉପରେ ଟ୍ରକ୍‌ ଚଢ଼ି ଯିବାରୁ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଖମାର ଗ୍ରାମର ସୁନୀଲ…

Continue Reading ବାପା-ଝିଅଙ୍କ ଉପରେ ଚଢ଼ିଗଲା ଟ୍ରକ – ଉଭୟ ମୃତ

କାରରୁ ଗଞ୍ଜେଇ ଜବତ – ୨ ଗିରଫ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ଉପଖଣ୍ଡ ଉଦିତନଗର ଛକ ୪୯ ନମ୍ବର ଜାତୀୟ ରାଜପଥରେ ଗଞ୍ଜେଇ ଚୋରାଚାଲଣ ହେଉଥିବା ଖବର ପାଇ ପାଲଲହଡା ପୁଲିସ ଏକ ସ୍ୟାଣ୍ଟ୍ରୋ କାରକୁ ଜବତ କରଛି । ସେଥିରୁ ୩୭ କେଜି ଗଞ୍ଜେଇକୁ ଜବତ…

Continue Reading କାରରୁ ଗଞ୍ଜେଇ ଜବତ – ୨ ଗିରଫ

ଦୁର୍ଘଟଣାରେ ସାମ୍ବାଦିକ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ୫୩ ନମ୍ବର ଜାତୀୟ ରାଜପଥର ବଜ୍ରକୋଟ ଗ୍ରାମରେ ଏକ କାର ଧକ୍କାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ଏହ ସହ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ…

Continue Reading ଦୁର୍ଘଟଣାରେ ସାମ୍ବାଦିକ ମୃତ

ବବିତା ପ୍ରଧାନ ଜିଲ୍ଲା ପରିଷଦ ଅଧ୍ୟକ୍ଷା

ଅନୁଗୁଳ - ଅନୁଗୁଳ ଜିଲ୍ଲାର ନୂତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ହୋଇଛନ୍ତି ବବିତା ପ୍ରଧାନ । ସେ ପୂର୍ବରୁ କିଶୋରନଗର ବ୍ଲକ ଅଧ୍ୟକ୍ଷ ଥିଲେ । ଚଳିତ ଥର ବବିତା ପ୍ରଧାନ କିଶୋରନଗର ବ୍ଲକ ୧୧ ନମ୍ବର ଜୋନରେ ବିଜୁ ଜନତା…

Continue Reading ବବିତା ପ୍ରଧାନ ଜିଲ୍ଲା ପରିଷଦ ଅଧ୍ୟକ୍ଷା

ଦୂର୍ଗା ପଡିଆରୁ ହଟିବାକୁ ଟେଣ୍ଟ ହାଉସକୁ ନିର୍ଦେଶ

ଅନୁଗୁଳ - ଅନୁଗୁଳ ଅମଲାପଡ଼ା ଦୁର୍ଗାପୂଜା ପଡ଼ିଆକୁ କବଜା କରିଥିବା ବେହେରା ଟେଣ୍ଟ୍‌ ହାଉସ୍‌କୁ ହାଇକୋର୍ଟଙ୍କ ଛାଟ ପଡିଛି । ତୁରନ୍ତ ଜବରଦଖଲରୁ ହଟି ନିଜ ଜିନିଷ ନେଇ ଯିବାକୁ ହାଇକୋର୍ଟ କଡା ନିର୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ସପ୍ତାହ…

Continue Reading ଦୂର୍ଗା ପଡିଆରୁ ହଟିବାକୁ ଟେଣ୍ଟ ହାଉସକୁ ନିର୍ଦେଶ