ବାଲକୋନୀରୁ ପଡି ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ଅନୁଗୁଳ - ଅନୁଗୁଳ ପ୍ରଗତିନଗର ଠାରେ ଶନିବାର ସକାଳ ପ୍ରାୟ ସାଢେ଼ ଆଠଟା ସମୟରେ ଜଣେ ପରିବା ବ୍ୟବସାୟୀଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଥିବା ବେଳେ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ସୂଚନା ଅନୁସାରେ ମୃତକ ପରିବା ବ୍ୟବସାୟୀ…

Continue Reading ବାଲକୋନୀରୁ ପଡି ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ଫିଟନେସ ଦିବସ ପାଳିତ

ଅନୁଗୁଳ - ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର କର୍ମଚାରୀ ଆଜି ଜେଏସପି ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ଜନ୍ମ ଦିବସକୁ ଫିଟନେସ ଦିବସ ଭାବେ ପାଳନ କରିଛନ୍ତି  । ଏହି ଅବସରରେ ଜେଏସପି ଏବଂ ଏହାର ସାମାଜିକ ଦାୟିତ୍ଵବୋଧ ଶାଖା…

Continue Reading ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ପକ୍ଷରୁ ଫିଟନେସ ଦିବସ ପାଳିତ

ପୁଲିସ ଭ୍ୟାନ ଧକ୍କାରେ ନାବାଳକ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଶର୍ମାଛକ ଠାରେ ପୁଲିସ ଭ୍ୟାନ ଏକ ମୋଟରସାଇକେଲକୁ ପଛରୁ ଧକ୍କା ଦେବା ଫଳରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ କଣିହାଁ ନାଲମ ଗ୍ରାମର   ୧୬ ବର୍ଷୀୟ ନାବାଳକ ସୁନୀଲ…

Continue Reading ପୁଲିସ ଭ୍ୟାନ ଧକ୍କାରେ ନାବାଳକ ମୃତ

କାଉନସିଲର ପଦବୀ ପାଇଁ ବାପା – ପୁଅ ଲଢେଇ

ଅନୁଗୁଳ - ଚଳିତ ପୌର ନିର୍ବାଚନରେ ଅନୁଗୁଳ ପୌରପାଳିକା ରାଜନୀତି ଜଟିଳ ହୋଇ ପଡିଛି । ଦଳ ଡିଆଁ ସାଙ୍ଗଙ୍କୁ କିଏ କେଉଁ ୱାର୍ଡରୁ ଲଢିବ , କିଏ ପୌରାଧ୍ୟକ୍ଷ ଟିକେଟ ହାତେଇବ , ଏଥିପାଇଁ ବହୁ ବାଦବିବାଦ ଲାଗି ରହିଥିଲା…

Continue Reading କାଉନସିଲର ପଦବୀ ପାଇଁ ବାପା – ପୁଅ ଲଢେଇ

ପୌରାଧକ୍ଷ ମଇଦାନରେ ଆଠ ଯୋଦ୍ଧା

ଅନୁଗୁଳ - ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇ ଉଠିଛି । ଗତକାଲି (ମଙ୍ଗଳବାର) ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ଥିବା ବେଳେ ଆଜି ପ୍ରାର୍ଥୀପତ୍ର ଜାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ଏହି ଜାଞ୍ଚ ବେଳେ ସମସ୍ତ ପୌରାଧକ୍ଷ…

Continue Reading ପୌରାଧକ୍ଷ ମଇଦାନରେ ଆଠ ଯୋଦ୍ଧା

ବିଜେପିରେ ଯୋଗଦେଲେ ଦିଲ୍ଲୀପ ଏବଂ ସୁନୀଲ

ଅନୁଗୁଳ - ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇ ଉଠିଛି । ନିଜ ନିଜ ଦଳର ପତିଆରା କେମିତି ଜାହିର ହେବ ସେଥିପାଇଁ ସମସ୍ତ ଚେଷ୍ଟା କରୁଛନ୍ତି ତିନି ପ୍ରମୁଖ ଦଳ । ତେବେ କିଏ କେଉଠି ଜିତିବ ସେହି…

Continue Reading ବିଜେପିରେ ଯୋଗଦେଲେ ଦିଲ୍ଲୀପ ଏବଂ ସୁନୀଲ

ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଅନୁଗୁଳ - ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି) ଏବଂ ଏହାର ସାମାଜିକ ଦାୟିତ୍ଵବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୨ ଅବସରରେ ଅନେକ ଗୁଡିଏ କାର୍ଯ୍ୟକ୍ରମ ଆୟୋଜିତ କରାଯାଇଅଛି । ଜିନ୍ଦଲ…

Continue Reading ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ଘର ମାଲିକ ଗିରଫ

ଅନୁଗୁଳ - ଘରେ ଭଡ଼ାରେ ରହୁଥିବା ଜଣେ ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ପୁଲିସ ଜଣେ ଘର ମାଲିକଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ଅନୁଗୁଳ ସହର ବ୍ରାହ୍ମଣୀଦେଇପଡ଼ା ଅଞ୍ଚଳର ୫୨ ବର୍ଷୀୟ ସୁବାଷ ସାହୁ । ସୂଚନା…

Continue Reading ନାବାଳିକାଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ଘର ମାଲିକ ଗିରଫ

ଦନ୍ତା ହାତୀ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁରୁଣାଗଡ ରେଞ୍ଜ ମାଧପୁର ଗାଁ ବିଲ ନିକଟରୁ ଦନ୍ତା ହାତୀର ମୃତଦେହ ଠାବ ହୋଇଛି । ମୃତ ହାତୀର ବୟସ ପ୍ରାୟ ୧୨ ରୁ ୧୫ ବର୍ଷ ହେବ । ଖବର ପାଇ ଘଟଣା ସ୍ଥଳରେ…

Continue Reading ଦନ୍ତା ହାତୀ ମୃତ

ମହିଳା ଏବଂ ବାଳିକାମାନଙ୍କର ଶିକ୍ଷା ଏବଂ ଦକ୍ଷତା ବିକାଶ ପାଇଁ ଜିନ୍ଦଲ ସ୍ଵୟଂସମ୍ପର୍ଣ୍ଣା ନାରୀ କାର୍ଯ୍ୟକ୍ରମ ଆରମ୍ଭ

ଆର୍ଥିକ ଦୁର୍ବଳ ବର୍ଗର ମହିଳା ଏବଂ ଯୁବତୀ ମାନଙ୍କ ଦକ୍ଷତା ବିକାଶ ଓ ଶିକ୍ଷା ନିମନ୍ତେ ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ସହାୟତା ପ୍ରଦାନ କରାଯିବ ସହାୟତା ପାଇଁ ଇଚ୍ଚୁକ ମହିଳା ଏବଂ ଯୁବତୀ ମାନେ ଫାଉଣ୍ଡେସନର ୱେବସାଇଟ୍ ଯାଇ ଆବେଦନ କରିପାରିବେ ଭୁବନେଶ୍ୱର - ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜେଏସପିଏଲ…

Continue Reading ମହିଳା ଏବଂ ବାଳିକାମାନଙ୍କର ଶିକ୍ଷା ଏବଂ ଦକ୍ଷତା ବିକାଶ ପାଇଁ ଜିନ୍ଦଲ ସ୍ଵୟଂସମ୍ପର୍ଣ୍ଣା ନାରୀ କାର୍ଯ୍ୟକ୍ରମ ଆରମ୍ଭ

ଶେଷ ଦିନରେ ପୌରାଧ୍ୟକ୍ଷ ପଦ ପାଇଁ ୫ ଜଣଙ୍କ ନାମାଙ୍କନ

ଅନୁଗୁଳ - ଅନୁଗୁଳ ପୌରପାଳିକାର ସୋମବାର ଦିନ ପୌରାଧକ୍ଷ ପଦବୀ ପାଇଁ ୫ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୫୮ ଜଣ କାଉନସିଲର ପଦବୀ ପାଇଁ ନାମଙ୍କନ ଦାଖଲ କରିଛନ୍ତି । ବିଜେପି ଦଳ ତରଫରୁ ଦିଲ୍ଲୀପ କୁମାର…

Continue Reading ଶେଷ ଦିନରେ ପୌରାଧ୍ୟକ୍ଷ ପଦ ପାଇଁ ୫ ଜଣଙ୍କ ନାମାଙ୍କନ

ଓକିଲ ସଙ୍ଘ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ

ଅନୁଗୁଳ - ଅନୁଗୁଳ ଓକିଲ ସଙ୍ଘର ନିର୍ବାଚନ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବ । ସଙ୍ଘର ୩୬୯ ଜଣ ସଦସ୍ୟ ଏହି ନିର୍ବାଚନରେ ମତଦାନ କରିବେ । ତିନିଦିନ ଧରି ନାମଙ୍କନ ପତ୍ର ଦାଖଲ ହେବା ପରେ ସୋମବାର ଦିନ…

Continue Reading ଓକିଲ ସଙ୍ଘ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ

ପୌରାଧ୍ୟକ୍ଷ ପାଇଁ ନାମାଙ୍କନ କଲେ ସର୍ବ କନିଷ୍ଠ ପ୍ରାର୍ଥୀ

ଅନୁଗୁଳ - ପୌର ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇ ଉଠିଛି । ଆଜି ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ଥିବା ବେଳେ ଅନୁଗୁଳ ପୌରପାଳିକାରେ ପୌରାଧ୍ୟକ୍ଷ ସୋମବାର ଦିନ ପଦବୀ ପାଇଁ ୫ ଜଣ ନାମାଙ୍କନ…

Continue Reading ପୌରାଧ୍ୟକ୍ଷ ପାଇଁ ନାମାଙ୍କନ କଲେ ସର୍ବ କନିଷ୍ଠ ପ୍ରାର୍ଥୀ

ଶିକ୍ଷକ ଅଭାବ – ସ୍କୁଲରେ ପଡିଲା ତାଲା , ରାସ୍ତା ଅବରୋଧ

ଅନୁଗୁଳ - ଅନୁଗୁଳ ବ୍ଲକ ପୋକତୁଙ୍ଗା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ଅଭିଭାବକମାନେ ସୋମବାର ଦିନ ବିଦ୍ୟାଳୟ ଫାଟକରେ ତାଲା ପକାଇବା ସହ ବନ୍ତଳା-ଟିକରପଡା ରାସ୍ତା ଅବରୋଧ କରିଥିଲେ । ଏହା ଫଳରେ ଉଭୟ ପାର୍ଶ୍ଵରୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ…

Continue Reading ଶିକ୍ଷକ ଅଭାବ – ସ୍କୁଲରେ ପଡିଲା ତାଲା , ରାସ୍ତା ଅବରୋଧ

ପୌରାଧ୍ୟକ୍ଷ ପ୍ରାର୍ଥୀ ଭାବେ ବିଜେପିର ଦିଲୀପ ଅନୁଗୁଳ ଓ ଯୋଗମାୟା ଆଠମଲ୍ଲିକରୁ ହେବେ ପ୍ରାର୍ଥୀ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ତିନୋଟି ପୌର ପରିଷଦର ନଗରପାଳ ପଦବୀ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀଙ୍କ ନାମ ପ୍ରକାଶ କରାଯାଇଛି । ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନ ରବିବାର ସନ୍ଧ୍ୟାରେ ତିନୋଟି…

Continue Reading ପୌରାଧ୍ୟକ୍ଷ ପ୍ରାର୍ଥୀ ଭାବେ ବିଜେପିର ଦିଲୀପ ଅନୁଗୁଳ ଓ ଯୋଗମାୟା ଆଠମଲ୍ଲିକରୁ ହେବେ ପ୍ରାର୍ଥୀ