ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ

ଅନୁଗୁଳ - ପୂର୍ବତନ ଡେପୁଟି ମିନିଷ୍ଟର ହୋମ ତଥା ଅନୁଗୁଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା । ସେ ଗତ ୧୫ ଦିନ ହେଲା ନିମୋନିଆରେ ଆକ୍ରାନ୍ତ…

Continue Reading ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ

ନକଲି ମଦ ଠିପି ଓ ଲେବଲ ଜବତ ଘଟଣା – ମୁଖ୍ୟ ଅଭିଯୁକ୍ତକୁ ଧରିଲା ଅବକାରୀ ବିଭାଗ

ଅନୁଗୁଳ - ଅନୁଗୁଳ ସହର ଉପଖଣ୍ଡ ରାଣିଗୁଡାରୁ ଗତ ଫେବ୍ରୁଆରି ମାସ ୫ ତାରିଖ ଦିନ କଟକ ଫ୍ଲାଇଙ୍ଗ ସ୍କ୍ବାର୍ଡ ଓ ଅନୁଗୁଳ ଅବକାରୀ ମିଳିତ ଚଢାଉ କରି ଏକ ଭଡା ଘରୁ ବିପୁଳ ପରିମାଣର ନକଲି ମଦ ତିଆରି ପାଇଁ…

Continue Reading ନକଲି ମଦ ଠିପି ଓ ଲେବଲ ଜବତ ଘଟଣା – ମୁଖ୍ୟ ଅଭିଯୁକ୍ତକୁ ଧରିଲା ଅବକାରୀ ବିଭାଗ

(ଭିଡିଓ)ୟୁକ୍ରେନରେ ଫସି ରହିଛନ୍ତି ଅନୁଗୁଳର ଛାତ୍ର – ଭିଡିଓ କଲରେ ଆମକୁ ଦେଲେ ସ୍ଥିତି ସମ୍ପର୍କରେ ସୂଚନା

ଅନୁଗୁଳ - ଋଷିଆ ୟୁକ୍ରେନ ମଧ୍ୟରେ ଜାରି ରହିଛି ଯୁଦ୍ଧ । ଧିରେ ଧିରେ ପରିସ୍ଥିତି ସାଙ୍ଘାତିକ ରୂପ ନେଉଛି । ୟୁକ୍ରେନରେ ଫସିଛନ୍ତି ଓଡ଼ିଆ ଯୁବକ ଯୁବତୀ । ଏଭଳି ପରିସ୍ଥିତିରେ  ତାଳଚେର ବଲଣ୍ଡା ଅଞ୍ଚଳର ଯୁବକ ଶ୍ରିତାଅଂଶୁ  ଦାସ …

Continue Reading (ଭିଡିଓ)ୟୁକ୍ରେନରେ ଫସି ରହିଛନ୍ତି ଅନୁଗୁଳର ଛାତ୍ର – ଭିଡିଓ କଲରେ ଆମକୁ ଦେଲେ ସ୍ଥିତି ସମ୍ପର୍କରେ ସୂଚନା

ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ – ୨ ମୃତ , ୫ ରୁ ଅଧିକ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଠାକୁରଗଡ ଥାନା ସାନହୁଲା ନିକଟରେ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି ।  ବଇଣ୍ଡାରୁ ଆଠମଲ୍ଲିକ ଆଡକୁ ଆସୁଥିବା ଏକ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଏକ ବ୍ରିଜରେ ବାଡେଇ ହୋଇ ଯାଇଥିଲା ।…

Continue Reading ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ – ୨ ମୃତ , ୫ ରୁ ଅଧିକ ଆହତ

ଭାଇରାଲ ଅଡିଓ – ବିଡ଼ିଓ ସ୍ୱରୂପାନନ୍ଦଙ୍କୁ ନିର୍ବାଚନ ପ୍ରକ୍ରିୟାରୁ ବାଦ

ଭୁବନେଶ୍ଵର - ଆପଣମାନେ ଯୁଦ୍ଧ ଲଢ଼ିବାର ଅଛି । ଅସ୍ତ୍ର ଆମେ ଯୋଗାଉଛୁ । ଆହୁରି ଯୋଗାଇବୁ । ଯାହାର ଜିତି ପାରୁଥିବା ପରି ଇମେଜ୍‌ ଅଛି, ସେମିତି ପ୍ରାର୍ଥୀ ଦିଅନ୍ତୁ । ତାଙ୍କ ଉପରେ ଯେମିତି ଲୋକଙ୍କ ଭରସା ଥିବ…

Continue Reading ଭାଇରାଲ ଅଡିଓ – ବିଡ଼ିଓ ସ୍ୱରୂପାନନ୍ଦଙ୍କୁ ନିର୍ବାଚନ ପ୍ରକ୍ରିୟାରୁ ବାଦ

ପ୍ରେମ ପାଇଁ ଆତ୍ମହତ୍ୟା – ଅଧା ରାସ୍ତାରେ ଛାଡିଗଲେ ସାଙ୍ଗସାଥି

ଅନୁଗୁଳ - ପ୍ରେମରେ ବିଫଳ ହୋଇ ଅନୁଗୁଳର ଆଉ ଜଣେ ଯୁବକ ପ୍ରାଣ ହରାଇଥିବା ଚର୍ଚ୍ଚା ହେଉଚ୍ଚି । ମୃତ ଯୁବକ ଜଣକ ଯୋରନ୍ଦା ଅଞ୍ଚଳର ଦୁଷ୍ମନ୍ତ ପ୍ରଧାନ ଓରଫ ପିଣ୍ଟୁ । ସେ ବ୍ରାହ୍ମଣୀଦେଇ ପଡ଼ାରେ ରହୁ ଥିବା ବେଳେ…

Continue Reading ପ୍ରେମ ପାଇଁ ଆତ୍ମହତ୍ୟା – ଅଧା ରାସ୍ତାରେ ଛାଡିଗଲେ ସାଙ୍ଗସାଥି

ଦୁଷ୍କର୍ମ ଓ ସାମାଜିକ ଗଣମାଧ୍ୟମରେ ନଗ୍ନ ଫଟୋ ଛାଡିବା ଅଭିଯୋଗରେ ଯୁବକ ଗିରଫ

ଅନୁଗୁଳ - ଜୋରଜବରଦସ୍ତ ଯୁବତୀଙ୍କ ପ୍ରେମ ସମ୍ପର୍କ ପରେ ଶାରୀରିକ ସମ୍ପର୍କ ଏବଂ ପରେ ସାମାଜିକ ଗଣମାଧ୍ୟମରେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଛାଡିବା ଅଭିଯୋଗରେ ଅନୁଗୁଳ ଟାଉନ ପୁଲିସ ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଗାଁର ଜଣେ ଯୁବକଙ୍କୁ ବୁଧବାର ଗିରଫକରି…

Continue Reading ଦୁଷ୍କର୍ମ ଓ ସାମାଜିକ ଗଣମାଧ୍ୟମରେ ନଗ୍ନ ଫଟୋ ଛାଡିବା ଅଭିଯୋଗରେ ଯୁବକ ଗିରଫ

ଜାତୀୟ ରାଜପଥର ଅବସ୍ଥା ପାଇଁ ଏଜେନ୍ସି ଦାୟୀ – ମହେଶ ସାହୁ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ହେଉ କିମ୍ବା ତାଳଚେର , ପାଲଲହଡା ଦେଇ ଯାଇଥିବା ଅନ୍ୟ ରାଜପଥ ଗୁଡିକର ଅବସ୍ଥା ଶୋଚନୀୟ ହୋଇ ପଡିଛି । ମୁଖ୍ୟତଃ ସମ୍ବଲପୁରରୁ କଟକ ସଂଯୋଗ କରୁଥିବା ଜାତୀୟ…

Continue Reading ଜାତୀୟ ରାଜପଥର ଅବସ୍ଥା ପାଇଁ ଏଜେନ୍ସି ଦାୟୀ – ମହେଶ ସାହୁ

ଏଟିଏମରୁ ନେଇ ପାରିଲେ ନାହିଁ ଟଙ୍କା – ନେଇଗଲେ ବ୍ୟାଟେରୀ

ଛେଣ୍ଡିପଦା  - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଗାଁରେ ଥିବା ଦୁଇଟି ଏଟିଏମରୁ ବିଳମ୍ବିତ ରାତିରେ ଚୋରୀ ଉଦ୍ୟମ ହୋଇଥିବା ବେଳେ ଏଥିରେ ବିଫଳ ହୋଇଛନ୍ତି ଚୋର । ଆଉ ବିଫଳ ଚୋର ମାନେ ଗୋଟିଏ ଏଟିଏମରୁ ବ୍ୟାଟେରୀ ନେଇ…

Continue Reading ଏଟିଏମରୁ ନେଇ ପାରିଲେ ନାହିଁ ଟଙ୍କା – ନେଇଗଲେ ବ୍ୟାଟେରୀ

ଯୁବତୀଙ୍କୁ ବସ ମାଲିକଙ୍କ ପୁଅଙ୍କ ଅସଦାଚରଣ ଅଭିଯୋଗ – ଅଟକ ରଖିଲେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଗ୍ରାମର ଜଣେ ଯୁବତୀ ଅନୁଗୁଳରୁ କୋଶଳା ଆସିବା ପାଇଁ ବସରେ ଚଢ଼ିବା ବେଳେ ଅନୁଗୁଳ ବସଷ୍ଟାଣ୍ଡରେ ଠାରେ ଉକ୍ତ ବସ ମାଲିକଙ୍କ ପୁଅ ଯୁବତୀଙ୍କୁ ଅସଦାଚରଣ କରିଥିବା ନେଇ ଗ୍ରାମବାସୀଙ୍କ ମଧ୍ୟରେ…

Continue Reading ଯୁବତୀଙ୍କୁ ବସ ମାଲିକଙ୍କ ପୁଅଙ୍କ ଅସଦାଚରଣ ଅଭିଯୋଗ – ଅଟକ ରଖିଲେ ଗ୍ରାମବାସୀ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା କିନ୍ନର ୱାର୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇପିଡି କୋଠାରେ କିନ୍ନରଙ୍କ ପାଇଁ ଗୁରୁବାର ଏକ ସ୍ବତନ୍ତ୍ର ୱାର୍ଡ ଉଦ୍‌ଘାଟିତ ହୋଇଯାଇଛି । କିନ୍ନରଙ୍କ ପାଇଁ ଏଭଳି ସ୍ବତନ୍ତ୍ର ୱାର୍ଡ ଓଡ଼ିଶାରେ ଦ୍ଵିତୀୟ ସ୍ଥାନରେ ଖୋଲା ଯାଇଛି ବୋଲି କୁହା ଯାଉଛି…

Continue Reading ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଖୋଲିଲା କିନ୍ନର ୱାର୍ଡ

ଗ୍ୟାସ ଷ୍ଟୋଭ ମରାମତି ଦୋକାନରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କା ମୂଲ୍ୟର ସମ୍ପତ୍ତି ନଷ୍ଟ

ଅନୁଗୁଳ - ଅନୁଗୁଳ ସହର ଶିକ୍ଷକପଡ଼ା ଇକୋ ପାର୍କ ସମ୍ମୁଖରେ ଥିବା ଏକ ଗ୍ୟାସ ଷ୍ଟୋଭ ମରାମତି ଦୋକାନରେ ଆଜି (ବୁଧବାର) ସନ୍ଧ୍ୟା ବେଳେ ଅଗ୍ନିକାଣ୍ଡ ଘଟି  ଦୋକାନଟି ସମ୍ପୂର୍ଣ୍ଣ ଜଳି ଯାଇଛି । ଗ୍ୟାସ ଟାଙ୍କି ଫିଲିଙ୍ଗ ବେଳେ ଅଗ୍ନିକାଣ୍ଡ…

Continue Reading ଗ୍ୟାସ ଷ୍ଟୋଭ ମରାମତି ଦୋକାନରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କା ମୂଲ୍ୟର ସମ୍ପତ୍ତି ନଷ୍ଟ

ନିଖୋଜ ସରପଞ୍ଚଙ୍କୁ ଠାବ କଲା ପୁଲିସ – ଅପହରଣ ହୋଇଥିଲେ ନା ନିଜେ ରଚିଥିଲେ ନାଟକ !!

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ  କରା ଯାଇଥିବା ଗତକାଲି ରାତିରେ ଥାନାରେ ଅଭିଯୋଗ ହୋଇଥିଲା । ତେବେ ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ପୁଲିସ ନିଖୋଜ ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀଙ୍କୁ…

Continue Reading ନିଖୋଜ ସରପଞ୍ଚଙ୍କୁ ଠାବ କଲା ପୁଲିସ – ଅପହରଣ ହୋଇଥିଲେ ନା ନିଜେ ରଚିଥିଲେ ନାଟକ !!

ନକଲି ସୁନା ବିକିବାକୁ ଯାଇ ଧରା ପଡିଲେ ତିନି ଠକ

ଅନୁଗୁଳ - ଘର ତିଆରି ପାଇଁ ମାଟି ଖୋଲିବା ବେଳେ ସୁନା ପାଇଛୁ । ଆମେ ବିକିଦେବୁ , ଯାଞ୍ଚ କରି ଦେଖନ୍ତୁ , ଯଦି ଠିକ ଥିବା ତେବେ ନିଅନ୍ତୁ । ଏଭଳି କହି ନକଲି ସୁନା ବିକିବାକୁ ଚେଷ୍ଟା…

Continue Reading ନକଲି ସୁନା ବିକିବାକୁ ଯାଇ ଧରା ପଡିଲେ ତିନି ଠକ

ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ ର ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ ହୋଇଛି । ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀ ଆଜି ସନ୍ଧ୍ୟା ୫ ଟା ବେଳେ ଘରୁ ବାହାରି ଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା…

Continue Reading ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ ଅଭିଯୋଗ