ପୁଲିସ ଇନ୍ସପେକ୍ଟରଙ୍କୁ ବାଧ୍ୟତାମୂଳକ ଅବସର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି

ଭୁବନେଶ୍ବର - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକ ମୂଲ୍ୟ ବୋଧ ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଥିବା ବେଳେ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମଧ୍ୟ ସବୁବେଳେ ଶୂନ୍ୟ…

Continue Reading ପୁଲିସ ଇନ୍ସପେକ୍ଟରଙ୍କୁ ବାଧ୍ୟତାମୂଳକ ଅବସର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି

ଦାଦା ବଟି ମାଗିବା ପଡିଲା ମହଙ୍ଗା – ଯୁବକ ଅଟକ

ଅନୁଗୁଳ - ଜାତୀୟ ରାଜପଥରେ ଗାଡି ଅଟକାଇ ଦାଦା ବଟି ମାଗିବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି । ଡ୍ରାଇଭର ମାନେ ଏକାଠି ହୋଇ ଯୁବକଙ୍କୁ କାବୁ କରି ମାଡ ମାରିବା ସହ ପୁଲିସକୁ ହସ୍ତାନ୍ତର କରିଛନ୍ତି । ସୂଚନା ଅନୁସାରେ…

Continue Reading ଦାଦା ବଟି ମାଗିବା ପଡିଲା ମହଙ୍ଗା – ଯୁବକ ଅଟକ

ମୋଟରସାଇକେଲ ଦୁର୍ଘଟଣାରେ ୨ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲାର ଦୁଇଟ ସ୍ଥାନରେ ଦୁର୍ଘଟଣା ଘଟି ଦୁଇ ଜଣଙ୍କ ଜୀବନ ଯାଇଛି । ଜରପଡା ଥାନା ଓଗୀ-ଅନ୍ତୁଳିଆ ପୂର୍ତ୍ତ ବିଭାଗ ରାସ୍ତାର ଓଗୀ ଚୁଡାଖିଆ ନାଳ ନିକଟରେ ସୋମବାର ଅପରାହ୍ନରେ ଦୁଇ ମୋଟରସାଇକେଲ ମଧ୍ୟରେ ଧକ୍କା ହେବା…

Continue Reading ମୋଟରସାଇକେଲ ଦୁର୍ଘଟଣାରେ ୨ ମୃତ

୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ – ଚାଳକ ଗରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ପୁରୁଣା ଫାୟାରଷ୍ଟେସନ ନିକଟ ନର୍ସରି ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଥିବା ବେଳେ ଏହାର ଚାଳକ ଗୁରୁତର ହୋଇଥିବା ଜଣା ପଡିଛି । ଏହା ସହ ଗାଡିରେ ଥିବା ବେଳେ ହେଲପର…

Continue Reading ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ – ଚାଳକ ଗରୁତର

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପାଳିତ

ଅନୁଗୋଳ - ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପିଏଲ)ର ସାମାଜିକ ଦାୟିତ୍ଵବୋଧ ଶାଖା ରୂପେ କାର୍ଯ୍ୟ କରୁଥିବା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପ୍ରକଳ୍ପ ପାର୍ଶ୍ଵବର୍ତୀ ଗ୍ରାମରେ ପାଳିତ ହୋଇଯାଇଅଛି । ଏହି ଅବସରରେ ଜେଏସପିଏଲ ଅନୁଗୁଳର ମେଡିକାଲ…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ କର୍କଟ ଦିବସ ପାଳିତ

ବାରହା ଆକ୍ରମଣରେ ଛେଳି ଚରାଳି ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ ଅନ୍ତର୍ଗତ ବୁଢୀପାହଡ ଜଙ୍ଗଲ ନିକଟ ଏକ ଆମ୍ବଟୋତାରେ ବାରାହା ଆକ୍ରମଣରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଜେରେଙ୍ଗ ଦେହୁରୀସାହିର ସନୁ ସାହୁ । ସୂଚନା ଅନୁସାରେ…

Continue Reading ବାରହା ଆକ୍ରମଣରେ ଛେଳି ଚରାଳି ମୃତ

ବିପୁଳ ପରିମାଣର ନକଲି ବିଦେଶୀ ମଦ ଠିପି ଓ ଲେବଲ ଜବତ

ଅନୁଗୁଳ - ଅନୁଗୁଳ ସହର ଉପକଣ୍ଠ ରାଣୀଗୁଡା ରେ ଅବକାରୀ ବିଭାଗ ଓ କଟକ ଫ୍ଲାଇଙ୍ଗ ସ୍କ୍ବାର୍ଡର ମିଳିତ ଚଢ଼ାଉ ବେଳେ ବିପୁଳ ପରିମାଣର ବିଦେଶୀ ମଦ ବୋତଲର ଠିପି , ଲେବଲ ଓ ଏକ୍ସସାଇଜ ଆଢେସିଭ ଲେବଲ ଜବତ କରା…

Continue Reading ବିପୁଳ ପରିମାଣର ନକଲି ବିଦେଶୀ ମଦ ଠିପି ଓ ଲେବଲ ଜବତ

ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନରେ ଆସିଥିଲେ । ସେମାନେ ସ୍ୱାସ୍ଥ୍ୟ କେନ୍ଦ୍ରର ପରିବେଶ, ପରିଛନତା, ରୋଗୀ ଗୃହ , ଔଷଧ କେନ୍ଦ୍ର , ରକ୍ତ…

Continue Reading ଧରମପୁର ଉପ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଜିଲ୍ଲା ସ୍ତରୀୟ କାୟାକଳ୍ପ ଦଳ ପରିଦର୍ଶନ

ସିଂଘାରେଣୀ କୋଲ ଲିଃର ନୟନି କୋଲ ବ୍ଲକ୍ ପାଇଁ ତ୍ରିପାକ୍ଷିକ ବୈଠକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଅଞ୍ଚଳରେ ସିଂଘାରେଣୀ କୋଲ୍ ଲିଃର ନୟନି କୋଲ୍ ବ୍ଳକ୍ କାର୍ଯ୍ୟକାରୀ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଛେଣ୍ଡିପଦା ଅଞ୍ଚଳରେ କୋଇଲା ଉତ୍ତୋଳନ ନିମନ୍ତେ ଜିଲ୍ଲା ପ୍ରଶାସନ , କମ୍ପାନୀ କର୍ତ୍ତୃପକ୍ଷ…

Continue Reading ସିଂଘାରେଣୀ କୋଲ ଲିଃର ନୟନି କୋଲ ବ୍ଲକ୍ ପାଇଁ ତ୍ରିପାକ୍ଷିକ ବୈଠକ

କଲେଜ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର କଲେଜ ପରିସରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣକ ହେଲେ ଖମାର ଥାନା ବେଠିଆ ଗ୍ରାମର ରାଜେନ୍ଦ୍ର ପ୍ରଧାନ ବୋଲି ଜଣା ପଡିଛି । ସୂଚନା ଅନୁସାରେ ରାଜେନ୍ଦ୍ର…

Continue Reading କଲେଜ ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ନା ଆତ୍ମହତ୍ୟା ଅସ୍ପଷ୍ଟ

ଉଚ୍ଚ ନ୍ୟାୟାଳୟର ନିର୍ଦେଶକୁ ବେଖାତିର କରୁଛି ପ୍ରଶାସନ – ଅଭିଯୋଗ କଲେ ଦିଘି ଗ୍ରାମବାସୀ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକ ଅନ୍ତର୍ଗତ ଦିଘି ଗ୍ରାମ ଦେଇ ଯାଉଥିବା ଫ୍ଲାଏ ଓଭର ବ୍ରିଜକୁ ବେନିୟମ ଭାବେ ନିର୍ମାଣ କରାଯାଉଛି । ରାଜ୍ୟ ସରକାର ଓ ପୂର୍ବତଟ ରେଳବାଇ ବିଭାଗଙ୍କ ମିଳିତ ସହଯୋଗରେ ଏହି ଫ୍ଲାଏ ଓଭର…

Continue Reading ଉଚ୍ଚ ନ୍ୟାୟାଳୟର ନିର୍ଦେଶକୁ ବେଖାତିର କରୁଛି ପ୍ରଶାସନ – ଅଭିଯୋଗ କଲେ ଦିଘି ଗ୍ରାମବାସୀ

ନାଲକୋ ଘରୋଇକରଣ ପ୍ରସଙ୍ଗ – ଲୋକସଭାରେ ସାଂସଦଙ୍କ ପ୍ରଶ୍ନ

ଅନୁଗୁଳ - କେନ୍ଦ୍ର ସରକାର ନାଲକୋର ଘରୋଇକରଣ କରିବାକୁ ଯୋଜନା କରୁଥିବା ବେଳେ ବିଭିନ୍ନ ଶ୍ରମିକ ସଂଗଠନ ତଥା ଅଞ୍ଚଳବାସୀ ଏହାକୁ ବିରୋଧ କରୁଛନ୍ତି । ନାଲକୋ ଏକ ଲାଭଦାୟକ ସଂସ୍ଥା ହୋଇଥିବା ବେଳେ ଏହାକୁ କାହିଁକି ଘରୋଇକରଣ କରାଯିବ ବୋଲି…

Continue Reading ନାଲକୋ ଘରୋଇକରଣ ପ୍ରସଙ୍ଗ – ଲୋକସଭାରେ ସାଂସଦଙ୍କ ପ୍ରଶ୍ନ

ସାଙ୍ଗର ଛୁରା ମାଡରେ ସାଙ୍ଗ ଗୁରୁତର

ପାଲଲହଡା - ସାଙ୍ଗର ଛୁରା ମାଡରେ ଆଉଜଣେ ସାଙ୍ଗ ଗୁରୁତର । ଏଭଳି ଘଟଣା ଅନଗୁଳ ଜିଲ୍ଲା ପାଳଲହଡା ଥାନା ୪୯ ନମ୍ବର ଜାତୀୟ ରାଜପଥ ମୁକ୍ତାପୁର ନିକଟରେ ଘଟିଛି । ସୂଚନା ଅନୁସାରେ ମୁକ୍ତାପୁର ଗ୍ରାମର ଖିରୋଦ ନାୟକଙ୍କ ତାର…

Continue Reading ସାଙ୍ଗର ଛୁରା ମାଡରେ ସାଙ୍ଗ ଗୁରୁତର

ତିନି ସହରାଞ୍ଚଳରେ ୩୩ ୱାର୍ଡ ସଂରକ୍ଷିତ ୨୨ ୱାର୍ଡ ଅଣସଂରକ୍ଷିତ

ଭୁବନେଶ୍ଵର - ରାଜ୍ୟର ୧୦୭ଟି ପୌରସଂସ୍ଥାର ୧୭୫୬ କାଉନସିଲର ପଦବୀ ପାଇଁ ସଂରକ୍ଷଣ ତାଲିକା ଘୋଷଣା କରା ଯାଇଛି । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ପ୍ରେସ୍‌ମିଟ୍‌ର ଜରିଆରେ ଏହି ତାଲିକା ପ୍ରକାଶ କରିଛନ୍ତି । ରାଜ୍ୟର ୧୦୭ ଏନଏସି ଓ ମ୍ୟୁନିସିପାଳିଟି ପାଇଁ…

Continue Reading ତିନି ସହରାଞ୍ଚଳରେ ୩୩ ୱାର୍ଡ ସଂରକ୍ଷିତ ୨୨ ୱାର୍ଡ ଅଣସଂରକ୍ଷିତ

ଜେଲ ଗଲେ କୋଟିପତି ଜେଇ

ଅନୁଗୁଳ - ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଅନୁଗୁଳ ଜିଲ୍ଲା ତାଳଚେର ବ୍ଲକରେ କାର୍ଯ୍ୟରତ ଜେଇ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରା ଯାଇଥିଲା । ତାଙ୍କର ସରକାରୀ ବାସଭବନ ସହ କୁମଣ୍ଡ ଓ ଆମ୍ବପାଳସ୍ଥିତ…

Continue Reading ଜେଲ ଗଲେ କୋଟିପତି ଜେଇ