ସାବଧାନ ଗାଡି ଚାଳକ-ଜାତୀୟ ରାଜପଥର ବଅଁରପାଳରୁ ରନ୍ତଲେଇ ମଧ୍ୟରେ ଜଗିବ ଇଣ୍ଟରସେପଟର

ଅନୁଗୁଳ – ଜାତୀୟ ରାଜପଥରେ ଅମାନିଆ ଚାଳକଙ୍କ ଉପରେ ନଜର ରଖିବା ଇଣ୍ଟରସେପଟର । ଏ ନେଇ ନିର୍ଦେଶନାମା ଜାରି କରିଛନ୍ତି ଆଞ୍ଚଳିକ ପରିବହନ ଅଧିକାରୀ ।…

କୂଅ ବିଲ ପାଇଁ ମାଡାମଙ୍କ ଲାଞ୍ଚ ହିସାବ କିତାବ – ଭିଡିଓ ଭାଇରାଲ

ଅନୁଗୁଳ – ଆଠମଲ୍ଲିକ ବୃକ୍ ଅଞ୍ଚଳରେ ଜଳ ବିଭାଜିକା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। ଆଠମଲ୍ଲିକରେ ବିଭାଗର କାର୍ଯ୍ୟାଳୟ କିମ୍ବା ସ୍ଥାୟୀ ଅଧିକାରୀ ନ…

କାସିଆ ଓ ଟେନ୍ସା ଖଣିକୁ ମିଳିଲା ସମ୍ମାନଜନକ ଖଣି ନିରାପତ୍ତା ପୁରସ୍କାର

ଭୁବନେଶ୍ଵର – ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)କୁ ଓଡ଼ିଶାରେ ଥିବା ତାର ଖଣି ଗୁଡ଼ିକରେ ନିରାପତ୍ତା ବ୍ୟବସ୍ଥା ନିମନ୍ତେ ଖଣି ନିରାପତ୍ତା ମହାନିର୍ଦ୍ଦେଶକଙ୍କ ପକ୍ଷରୁ ସର୍ବଭାରତୀୟ…

କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କ ଅକାଳ ବିୟୋଗ

ଅନୁଗୁଳ – ଅନୁଗୁଳର ସେବା ସାଂସ୍କୃତିକ ଅନୁଷ୍ଠାନ କଳାକାରର ପ୍ରତିଷ୍ଠାତା ଶରତ କୁମାର ମାଝୀଙ୍କର ରବିବାର ଦିନ ୬୦ ବର୍ଷ ବୟସରେ ଚିକିସାଧନ ଅବସ୍ଥାରେ ଦେହାନ୍ତ ହୋଇଯାଇଛି।…

ନବୀନ ଜିନ୍ଦଲଙ୍କୁ ମହାତ୍ମା ହଂସରାଜ ଗୌରବ ପୁରସ୍କାର

ନୂଆଦିଲ୍ଲୀ / ଭୁବନେଶ୍ବର – ଦିଲ୍ଲୀ ବିଶ୍ୱବିଦ୍ୟାଳୟର ହଂସରାଜ କଲେଜର ୭୭ତମ ପ୍ରତିଷ୍ଠା ଦିବସ ସମାରୋହରେ କୁରୁକ୍ଷେତ୍ର ସାଂସଦ ତଥା ଦେଶର ଅଗ୍ରଣୀ ଶିଳ୍ପପତି ଶ୍ରୀ ନବୀନ…

ନାଲକୋର ହେବ ସଂପ୍ରସାରଣ – କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ

ଅନୁଗୁଳ – ଦୁଇଦିନିଆ ଓଡିଶା ଗସ୍ତରେ ଆସିଥିବା ଅବସରରେ କେନ୍ଦ୍ର କୋଇଲା ଏବଂ ଖଣି ରାଷ୍ଟ୍ରମନ୍ତ୍ରୀ ସତୀଶ ଚନ୍ଦ୍ର ଦୁବେ ଆଜି ଅନୁଗୁଳସ୍ଥିତ ନାଲକୋ ପରିଦର୍ଶନ କରିଥିଲେ…

ଦୁଇ ଲାଞ୍ଚୁଆ କିରାଣୀଙ୍କୁ ଦୁଇ ବର୍ଷ କାରାଦଣ୍ଡ

ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଦୁଇ ଜଣ କିରାଣୀ ଲାଞ୍ଚ ନେବା ମାମଲାରେ ଦୋଷୀ ସାବସ୍ତ ହୋଇଥିବା ବେଳେ ଭିଜିଲାନ୍ସ କୋର୍ଟ ସେମାନଙ୍କୁ ଦୁଇବର୍ଷ କାରାଦଣ୍ଡରେ…

ବିଧାୟକଙ୍କ ନାମରେ ମିଥ୍ୟା ଅପପ୍ରଚାର – ଥାନାର ଦ୍ୱାରସ୍ଥ ହେଲେ ବିଧାୟକଙ୍କ ଭାଇ

ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଷଣ୍ଢପାଳ ଠାରେ ତାଳଚେର ବିଧାୟକ ଖେଳ ପଡିଆକୁ ହଳ କରିଥିବା ନେଇ ବିଭିନ୍ନ ଖବର କାଗଜରେ ଅପପ୍ରଚାର କରାଯାଇଥିବା…

ଗୁଳି ମାଡ କରି ଲୁଟ କରୁଥିବା ଡକାୟତ ଗ୍ୟାଙ୍ଗ ଗିରଫ

ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ବଡ଼କେରା ପେଟ୍ରୋଲ ପମ୍ପ ନିକଟରେ ଆଇ.ଟି.ସି କମ୍ପାନୀର ଜଣେ ଡିଲରଙ୍କୁ ଗୁଳିମାଡ କରି ଟଙ୍କା ଲୁଟ ଉଦ୍ୟମ…

ଭିଜିଲାନ୍ସ ଜାଲରେ ମହିଳା ସରପଞ୍ଚ ଓ ତାଙ୍କ ସ୍ଵାମୀ – ଲାଞ୍ଚ ନେଉଥିବା ବେଳେ ଧରା ପଡିଲେ

ଅନୁଗୁଳ – ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ସୁଶୁବା ପଞ୍ଚାୟତ ସରପଞ୍ଚ ଓ ତାଙ୍କ ସ୍ୱାମୀ ଶିଶିର ସାମଲ । ଜଣେ ହିତାଧିକାରୀଙ୍କ “ମୋ…

କୁରକୁରେ ଆଳରେ ୫ ବର୍ଷ ନାବାଳିକା ସହ ଦୁଷ୍କର୍ମ କଲା ସମ୍ପର୍କୀୟ କକା

ପାଲଲହଡା – ଅନୁଗୁଳ ଜିଲା ପାଲଲହଡା ଥାନା ଅଞ୍ଚଳରେ ଜଣେ ୫ ବର୍ଷ ର ନାବାଳିକାକୁ ନିଜ ସମ୍ପର୍କୀୟ କକା ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ ହୋଇଛି…