ପ୍ରକାଶ ପାଇଲା ଚୁଡାନ୍ତ ସଂରକ୍ଷଣ ତାଲିକା – ୮ ବ୍ଲକରୁ ୪ ରେ ମହିଳା

ଅନୁଗୁଳ - ଅନୁଗୁଳ ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ, ସମିତି ସଭ୍ୟ ଓ ସରପଞ୍ଚ ପଦବୀର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି । ଜିଲ୍ଲାର ମୋଟ୍‌ ୮ଟି ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ମଧ୍ୟରୁ…

Continue Reading ପ୍ରକାଶ ପାଇଲା ଚୁଡାନ୍ତ ସଂରକ୍ଷଣ ତାଲିକା – ୮ ବ୍ଲକରୁ ୪ ରେ ମହିଳା

ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରାପଡା ଥାନା ଅଞ୍ଚଳରେ ଏବେ ମଧ୍ୟ ବେଆଇନ ଗଞ୍ଜେଇ ଚାଷ ହେଉଥିବା ଜଣା ପଡିଛି । ଆଜି କୌଣସି ସୂତ୍ରରୁ ଖବର ପାଇ ଅନୁଗୁଳ ଅବକାରୀ ବିଭାଗ ଏହି ବେଆଇନ ଭାବେ ଚାଷ ଉପରେ ଚଢାଉ…

Continue Reading ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

ମେକ୍ଆଶ୍ୱର ଅନଲାଇନ ପ୍ଲାଟଫର୍ମ ଉନ୍ମୋଚିତ

ଅନୁଗୁଳ - ଅନୁଗୁଳ ସନ୍ତୁଳା ହୋଟେଲଠାରେ ମେକ୍ଆଶ୍ୱର (MakeAssure ଛୋଟରୁ ବଡ ଅଫଲାଇନ ବ୍ୟବସାୟ ଏବଂ ସର୍ଭିସ ପ୍ରଦାନକାରୀ ଗୁଡିକ ନିମନ୍ତେ ଏକ ଅନଲାଇନ ପ୍ଲାଟଫର୍ମ) ସଂସ୍ଥାର ଅନଲାଇନ ପ୍ଲାଟଫର୍ମ ଅନୁଗୁଳର ଯୁବନେତା ଅରୁଣାଭ ସିଂହଙ୍କ ଦ୍ଵାରା ଉନ୍ମୋଚିତ ହୋଇ ଯାଇଛି…

Continue Reading ମେକ୍ଆଶ୍ୱର ଅନଲାଇନ ପ୍ଲାଟଫର୍ମ ଉନ୍ମୋଚିତ

ଜିଲ୍ଲାରେ ପୁଣି ଫେରିଲା ନାଇଟ୍ କର୍ଫ୍ୟୁ

ଅନୁଗୁଳ - କୋଭିଡ଼ର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସ୍ବତନ୍ତ୍ର ରିଲିଫ କମିଶନର ନୂଆ ଗାଇଡଲାଇନ ଜାରି କରିଛନ୍ତି । ଏଣିକି ରାତି ୯ଟାରୁ ରାଜ୍ୟର ସବୁ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଲାଗୁ ହେବ । ସେହିପରି ଅନୁଗୁଳ…

Continue Reading ଜିଲ୍ଲାରେ ପୁଣି ଫେରିଲା ନାଇଟ୍ କର୍ଫ୍ୟୁ

ଡକାୟତି ଉଦ୍ୟମ ବେଳେ ମାଡି ବସିଲା ପୁଲିସ – ୪ ଡକାୟତ ଗିରଫ

ଅନୁଗୁଳ - ଅନୁଗୁଳ ସହରରେ ଡକାୟତି ପାଇଁ ଯୋଜନା କରୁଥିବା ବେଳେ ଖବର ପାଇ ଅନୁଗୁଳ ପୁଲିସ ଚଢାଉ କରି ୪ ଜଣ ଡକାୟତଙ୍କୁ ଗିରଫ କରିବାକୁ ସକ୍ଷମ ହୋଇଥିବା ବେଳେ ସେମାନଙ୍କ ନିକଟରୁ ମାରଣାସ୍ତ୍ର ଓ ମୋଟରସାଇକେଲ ଜବତ କରିବାକୁ…

Continue Reading ଡକାୟତି ଉଦ୍ୟମ ବେଳେ ମାଡି ବସିଲା ପୁଲିସ – ୪ ଡକାୟତ ଗିରଫ

ଶଶୁର ଘର କୂଅରୁ ଜ୍ଵାଇଁର ମୃତଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଗ୍ରାମରେ ଶଶୁର ଘର କୂଅରୁ ଜ୍ଵାଇଁର ମୃତ୍ୟୁ ଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ ଜରପଡା ଥାନା ଜେରେଙ୍ଗ ଗ୍ରାମର ଗଜେନ୍ଦ୍ର ବେହେରା ବୋଲି ଜଣା ପଡିଛି ।…

Continue Reading ଶଶୁର ଘର କୂଅରୁ ଜ୍ଵାଇଁର ମୃତଦେହ ଉଦ୍ଧାର

କରଜ ଭାରରେ ବୁଡ଼ି ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ – ସ୍ତ୍ରୀ ମୃତ , ସ୍ଵାମୀ ଗୁରୁତର

ଅନୁଗୁଳ - କରଜ ଭାରରେ ବୁଡ଼ିବା ପରେ ମାନସିକ ଭାରସାମ୍ୟ ହରାଇ ଅବସରପ୍ରାପ୍ତ ସେନା କର୍ମଚାରୀ ଓ ତାଙ୍କ ପତ୍ନୀ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ପତ୍ନୀଙ୍କ ମୃତ୍ୟୁ ହୋଇଛି । ତେବେ ସ୍ଵାମୀ ଗୁରୁତର ହୋଇପଡ଼ିଥିବା ଜଣାପଡ଼ିଛି । ସୂଚନା…

Continue Reading କରଜ ଭାରରେ ବୁଡ଼ି ଦମ୍ପତ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ – ସ୍ତ୍ରୀ ମୃତ , ସ୍ଵାମୀ ଗୁରୁତର

ଅନୁଗୁଳ ବ୍ଲକରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ-ବାଚସ୍ପତି

ଅନୁଗୁଳ - ଅନୁଗୁଳ ନିର୍ବାଚନ ମଣ୍ଡଳୀ ଅନୁଗୋଳ ବ୍ଲକର ଜିଲ୍ଲା ପରିଷଦ ଜୋନ ନଂ ୪ ରେ ଅନୁଗୁଳ ବିଧାୟକ ତଥା ଓଡିଶା ବିଧାନସଭା ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହ ବିଭିନ୍ନ ପ୍ରକଳ୍ପର ଭୂମି ପୂଜନ କରିଛନ୍ତି । ଓଡିଶା ସରକାରଙ୍କ…

Continue Reading ଅନୁଗୁଳ ବ୍ଲକରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ-ବାଚସ୍ପତି

ଶିକ୍ଷକଙ୍କ ବଦଳି ଯୋଗୁଁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଅନୁଗୁଳ - ଅନୁଗୁଳ ବ୍ଲକ ନୂଆସାହି ୟୁପି ସ୍କୁଲରେ ଶିକ୍ଷକ ବଦଳି ଯୋଗୁଁ ମଙ୍ଗଳବାର ଗ୍ରାମବାସୀ ସ୍କୁଲରେ ତାଲା ପକାଇ ପ୍ରତିବାଦ କରିଛନ୍ତି । ସୂଚନା ଅନୁସାରେ ନୂଆସାହି ୟୁପି ସ୍କୁଲରେ ୨ ଜଣ ବିଜ୍ଞାନ ଶିକ୍ଷକ ରହିବାର ନିୟମ ଥିବାବେଳେ…

Continue Reading ଶିକ୍ଷକଙ୍କ ବଦଳି ଯୋଗୁଁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ

ଆସପଣ୍ଡ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସନ୍ଥପଡ଼ା ପଞ୍ଚାୟତ ଦାସନାଳି ଗ୍ରାମ ନିକଟସ୍ଥ ଆସପଣ୍ଡ ପୋଖରୀ  ନିକଟରୁ ଏକ ହାତୀ ଛୁଆର ମୃତ ଦେହ ଉଦ୍ଧାର ।  ହାତୀ ଛୁଆଟିର ବୟସ ତିନିରୁ ଚାରିମାସ ହେବ ବୋଲି ଜଣାପଡିଛି । ତେବେ…

Continue Reading ଆସପଣ୍ଡ ନିକଟରୁ ହାତୀଛୁଆର ମୃତଦେହ ଉଦ୍ଧାର

ମିସେସ ଇଣ୍ଡିଆ ଆର୍ଥ ପ୍ରତିଯୋଗିତାରେ ରୂପାଲିଙ୍କ ସଫଳତା

ତାଳଚେର - ଅନୁଗୁଳ ତାଳଚେରରେ ଜନ୍ମିତ ଓଡିଆ ଝିଅ ରୂପାଲି ଶ ମିସେସ ଇଣ୍ଡିଆ ଆର୍ଥ ପ୍ରତିଯୋଗିତାରେ ଭାଗ ନେଇ ଦ୍ଵିତୀୟ ହେବା ସହ ମିସେସ ଚାର୍ମିଙ୍ଗ ଫେସର ଅଧିକାରିଣୀ ହୋଇଛନ୍ତି । ବର୍ତ୍ତମାନ ବାଙ୍ଗାଲୋରରେ ତାଙ୍କ ସ୍ଵାମୀ ସରୋଜ କୁମାର…

Continue Reading ମିସେସ ଇଣ୍ଡିଆ ଆର୍ଥ ପ୍ରତିଯୋଗିତାରେ ରୂପାଲିଙ୍କ ସଫଳତା

ଧଳା ଚୋରା ବଲେରୋ ଛାଡି ନେଇଗଲେ ନାଲି ବଲେରୋ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ କୋଶଳା ଗ୍ରାମର ଶିମିଳିସାହି ଠାରୁ ଛେଣ୍ଡିପଦା ପୁଲିସ ସୋମବାର ରାତ୍ରୀ ୯ଟାରେ ଏକ ଚୋରା ବଲେରୋ ଗାଡିକୁ ଜବତ କରିଛି । ସୂଚନା ଅନୁସାରେ ସୋମବାର ସକାଳୁ ଅନୁଗୁଳ-ଛେଣ୍ଡିପଦା ୬୩ନଂ ରାଜ୍ୟ…

Continue Reading ଧଳା ଚୋରା ବଲେରୋ ଛାଡି ନେଇଗଲେ ନାଲି ବଲେରୋ

ପାଣି ଯୋଗାଣ ଦାବିରେ ଆନ୍ଦୋଳନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ତୁରଙ୍ଗ ଗ୍ରାମ ପଞ୍ଚାୟତବାସୀ ୫ ଦିନ ହେଲା ପାଣି ପାଇଁ ଦହଗଞ୍ଜ ହେଉଛନ୍ତି । ପାଇପ୍ ଲାଇନରେ ପାଣି ଆସୁ ନଥିବାରୁ ଲୋକେ ଏହି ଅସୁବିଧା ଭୋଗ କରୁଛନ୍ତି । ଏଥିପାଇଁ…

Continue Reading ପାଣି ଯୋଗାଣ ଦାବିରେ ଆନ୍ଦୋଳନ

ପଞ୍ଚାୟତ ନିର୍ବାଚନରେ ଓବିସି ସଂରକ୍ଷଣ ଉଚ୍ଛେଦ ପ୍ରତିବାଦ – ବିଜେପି ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର

ଅନୁଗୁଳ - ସମଗ୍ର ରାଜ୍ୟରେ ୫୪ପ୍ରତିଶତରୁ ଉର୍ଦ୍ଧ ଓବିସି ଥିବାବେଳେ ଆଗାମୀ ପଞ୍ଚାୟତ ନିର୍ବାଚନରେ ଉଚ୍ଚ ନ୍ୟାୟାଳୟରେ ଠିକ୍ ଭାବେ ସରକାର ପକ୍ଷ ନ ରଖିପରିବାରୁ ଓବିସି ବର୍ଗ ସଂରକ୍ଷଣ ପାଇ ପାରିନାହାନ୍ତି । ଏହାର ପ୍ରତିବାଦ କରିଛି ବିଜେପି ।…

Continue Reading ପଞ୍ଚାୟତ ନିର୍ବାଚନରେ ଓବିସି ସଂରକ୍ଷଣ ଉଚ୍ଛେଦ ପ୍ରତିବାଦ – ବିଜେପି ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର

୧୫ରୁ ୧୮ ବୟସ୍କଙ୍କୁ ହେବ ଟିକାକରଣ -୨୪ଟି କେନ୍ଦ୍ରରେ ୩୪ଶହଙ୍କୁ ମିଳିବ ଟିକା

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ସୋମବାରଠାରୁ ୧୫ରୁ ୧୮ ବୟସ୍କଙ୍କୁ କୋଭିଡ ଟିକା ପ୍ରଦାନ କରାଯିବ । ଜିଲ୍ଲାର ୨୪ଟି କେନ୍ଦ୍ରରେ ୩ ହଜାର ୪ଶହ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି । ଅନୁଗୁଳ ସହରାଞ୍ଚଳରେ ଥିବା ଜିଲ୍ଲା ମୁଖ୍ୟ…

Continue Reading ୧୫ରୁ ୧୮ ବୟସ୍କଙ୍କୁ ହେବ ଟିକାକରଣ -୨୪ଟି କେନ୍ଦ୍ରରେ ୩୪ଶହଙ୍କୁ ମିଳିବ ଟିକା