ଅନୁଗୁଳରୁ ଚିହ୍ନଟ ହେଲେ ୨ ଓମିକ୍ରନ୍‌ ଆକ୍ରାନ୍ତ

ଅନୁଗୁଳ - ଅନୁଗୁଳ ଜିଲ୍ଲାରୁ ୨ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି । ଉଭୟ ଆକ୍ରାନ୍ତ ଦୁବାଇ ଫେରନ୍ତା ହୋଇଥିବା ବେଳେ କରୋନାରେ ଆକ୍ରାନ୍ତ ହୋଇଥିଲେ । ଓମିକ୍ରନ୍‌…

Continue Reading ଅନୁଗୁଳରୁ ଚିହ୍ନଟ ହେଲେ ୨ ଓମିକ୍ରନ୍‌ ଆକ୍ରାନ୍ତ

ଉଦଘାଟନ ହେବ ଅତ୍ୟାଧୁନିକ ବସ ଟର୍ମିନାଲ !!

ଅନୁଗୁଳ - ବର୍ଷ ପରେ ବର୍ଷ ଗଡ଼ି ଚାଲିଛି । ହେଲେ ସରିବାର ନାଁ ନେଉନି ଅନୁଗୁଳରେ ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବସ୍ ଟର୍ମିନାଲ୍ କାର୍ଯ୍ୟ । ଇତିମଧ୍ୟରେ ୯ ବର୍ଷ ବିତିଲାଣି । ଜିଲ୍ଲାବାସୀଙ୍କ ପାଇଁ ବିଶ୍ୱସ୍ତରୀୟ ବସ ଷ୍ଟାଣ୍ଡ୍…

Continue Reading ଉଦଘାଟନ ହେବ ଅତ୍ୟାଧୁନିକ ବସ ଟର୍ମିନାଲ !!

ଓପି ଜିନ୍ଦଲ ସ୍କୁଲ୍ ର ଛାତ୍ରଛାତ୍ରୀ ଓ ନୃତ୍ୟ ଶିକ୍ଷକ ସମ୍ମାନିତ

ଅନୁଗୁଳ - ସ୍ମୃତି କଲଚରାଲ୍ ଆସୋସିଏନ୍ ଆନୁକୂଲ୍ୟରେ ପ୍ରାୟୋଜିତ ” ମେଗା ଅନ୍ତର୍ଜାତୀୟ ନୃତ୍ୟ ମହୋତ୍ସବ ମାୟାପୁରୀ ୨୦୨୧” ଗତ ଶୁକ୍ରବାର ଦିନ ପୁରୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଓପି ଜିନ୍ଦଲ ସ୍କୁଲ୍ ର ତେର ଜଣ…

Continue Reading ଓପି ଜିନ୍ଦଲ ସ୍କୁଲ୍ ର ଛାତ୍ରଛାତ୍ରୀ ଓ ନୃତ୍ୟ ଶିକ୍ଷକ ସମ୍ମାନିତ

ଦୁଇ ମଟରସାଇକେଲ ମୁହାଁ ମୁହିଁ ଧକ୍କା , ନାବାଳିକା ମୃତ,୩ ଗୁରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଭଟ୍ଟପାଳ ଗ୍ରାମ ଠାରେ ଗୁରୁବାର ମଧ୍ୟାହ୍ନରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି ।…

Continue Reading ଦୁଇ ମଟରସାଇକେଲ ମୁହାଁ ମୁହିଁ ଧକ୍କା , ନାବାଳିକା ମୃତ,୩ ଗୁରୁତର

ଅବସର ପ୍ରାପ୍ତ ଅଧକ୍ଷଙ୍କ କବିତାକୁ ଉତ୍ତେଜନା – ଥାନାର ଦ୍ଵାରସ୍ଥ ହେଲେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦାର ଜଣେ ଅବସରପ୍ରାପ୍ତ ପ୍ରିନ୍ସପାଲଙ୍କ ସୋସିଆଲ ମିଡିଆରେ ଲେଖା ଯାଇଥିବା କବିତାକୁ ନେଇ ଛେଣ୍ଡିପଦା ଗ୍ରାମବାସୀ ଥାନାର ଦ୍ଵାରସ୍ଥ ହୋଇଛନ୍ତି  । ସୂଚନା ଅନୁସାରେ , ଛେଣ୍ତିପଦା ଗ୍ରାମର  ଅବସରପ୍ରାପ୍ତ ଅଧକ୍ଷ ଉଦୟନାଥ ବେହେରା ୩…

Continue Reading ଅବସର ପ୍ରାପ୍ତ ଅଧକ୍ଷଙ୍କ କବିତାକୁ ଉତ୍ତେଜନା – ଥାନାର ଦ୍ଵାରସ୍ଥ ହେଲେ ଗ୍ରାମବାସୀ

ଜେଲ ସାମନାରୁ ଚୋରୀ – ସିସି ଟିଭିରେ କଏଦ ହେଲା ଚୋରର କାରନାମା

ଅନୁଗୁଳ - ଅନୁଗୁଳ ସଦର ମହକୁମା ଜେଲ ଛକରୁ ସାଇକେଲ ଚୋରୀ । ରାସ୍ତାରେ ଯାଉଥିବା ବେଳେ ସାଇକେଲ ଥୁଆ ହୋଇଥିବା ଦେଖି ମଉକାର ଫାଇଦା ଉଠାଇ ସାଇକେଲ ଚୋରୀ କରିନେଲା ଚୋର । ହେଲେ ଚୋରା ଜାଣି ନଥିଲା ଯେ…

Continue Reading ଜେଲ ସାମନାରୁ ଚୋରୀ – ସିସି ଟିଭିରେ କଏଦ ହେଲା ଚୋରର କାରନାମା

ଘରୁ ଟାଣି ନେଇ କଚାଡି ଦେଲା ହାତୀ – ଜଣେ ମୃତ

ପାଲଲହଡା - ପାଲଲହଡା ଉପଖଣ୍ଡ ଖମାର ଥାନା ଅନ୍ତର୍ଗତ ରଜଡଙ୍ଗ ଗ୍ରାମରେ ଦାନ୍ତ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ ହେଲେ ସେହି ଗ୍ରାମର ୫୬ବର୍ଷୀୟ ପିତାମ୍ବର ସାମଲ ବୋଲି ଜଣା ପଡିଛି ।…

Continue Reading ଘରୁ ଟାଣି ନେଇ କଚାଡି ଦେଲା ହାତୀ – ଜଣେ ମୃତ

ଦୁର୍ଘଟଣାରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ନିକଟରେ ଆଜି ମଧ୍ୟାହ୍ନରେ ଏକ ଟ୍ରକ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବନ୍ଦା ଗ୍ରାମର ପ୍ରଶାନ୍ତ କୁମାର ସାମଲ ଗୋଦାନା ଦୋକାନରୁ ସ୍କୁଟି (ଓଡି ୧୯…

Continue Reading ଦୁର୍ଘଟଣାରେ ଜଣେ ମୃତ

ବିଜେପିରେ ଯୋଗ ଦେଲେ ଦୂର୍ଗା

ଅନୁଗୁଳ - ଅନୁଗୁଳ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ, ବର୍ତ୍ତମାନର ବନ୍ତଳା ପଞ୍ଚାୟତର ସମିତି ସଭ୍ୟ ତଥା ଜିଲ୍ଲା ବିଜେଡିର ସମ୍ପାଦକ ଦୁର୍ଗାଚରଣ ପ୍ରଧାନ କିଛି ଦିନ ପୂର୍ବରୁ  ବିଜେଡି ଦଳ ଇସ୍ତଫା ଦେଇଥିବା ବେଳେ ଶେଷରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ…

Continue Reading ବିଜେପିରେ ଯୋଗ ଦେଲେ ଦୂର୍ଗା

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଠାରୁ ପଡି ଯୁବକଙ୍କ ମୃତ୍ୟୁ ଘଟଣା – ୩ ସୁରକ୍ଷାକର୍ମୀ ବହିଷ୍କୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗତ ଡିସେମ୍ବର ୧୬ ତାରିଖରେ ୪ ମହଲା କୋଠାରୁ ଡେଇଁ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିୟୋଜିତ ୩ ଜଣ ସୁରକ୍ଷା କର୍ମୀଙ୍କୁ ବହିଷ୍କୃତ କରାଯାଇ ଥିବା…

Continue Reading ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୋଠାରୁ ପଡି ଯୁବକଙ୍କ ମୃତ୍ୟୁ ଘଟଣା – ୩ ସୁରକ୍ଷାକର୍ମୀ ବହିଷ୍କୃତ

ମର୍ଣ୍ଣିଷ୍ଟାର୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ – ବିଏମ୍‌ସିସି ଚମ୍ପିୟନ୍‌, ଡିସିସି ରନର୍ସଅପ

ଅନୁଗୁଳ - ମର୍ଣ୍ଣିଷ୍ଟାର୍‌ କ୍ରିକେଟ କ୍ଲବ ତରଫରୁ ସ୍ଥାନୀୟ କଦମ ପଡ଼ିଆରେ ଚାଲିଥିବା ଷଷ୍ଠ ମର୍ଣ୍ଣିଷ୍ଟାର୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ୍‌ରେ ଅନୁଗୁଳର ବିଏମ୍‌ସିସି ଏବଂ ତାଳଚେର ଡିସିସି ମଧ୍ୟରେ ଖେଳା ଯାଇଥିଲା । ମୋଟ ୩ଟି…

Continue Reading ମର୍ଣ୍ଣିଷ୍ଟାର୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ – ବିଏମ୍‌ସିସି ଚମ୍ପିୟନ୍‌, ଡିସିସି ରନର୍ସଅପ

ବଡ଼ଦିନ ଓ ନୂଆବର୍ଷ ପୂର୍ବରୁ ନୂଆଁ ଗାଇଡ଼ଲାଇନ୍

ଅନୁଗୁଳ - ବଡ଼ଦିନ ଓ ନୂଆବର୍ଷ ପାଳନ ଉପରେ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛି । କୋଭିଡର ନୂଆଁ ଭାରିଏଣ୍ଟ ଓମିକ୍ରନକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର ନୂଆ କଟକଣା ପରେ ଅନୁଗୁଳ ଜିଲ୍ଲା ପ୍ରଶାସନ ଏହି କଟକଣା…

Continue Reading ବଡ଼ଦିନ ଓ ନୂଆବର୍ଷ ପୂର୍ବରୁ ନୂଆଁ ଗାଇଡ଼ଲାଇନ୍

ଓକିଲ ଗଣେଶ୍ଵର ନନ୍ଦଙ୍କ ଅକାଳ ବିୟୋଗ

ଅନୁଗୁଳ - ଅନୁଗୁଳ ଓକିଲ ସଂଘର ସକ୍ରିୟ ସଦସ୍ୟ ଗଣେଶ୍ଵର ନନ୍ଦ(ବୁଦ୍ଧିଆ ଭାଇ)ଙ୍କ ଗତ କାଲି ରାତି ପ୍ରାୟ ସାଢେ ନଅ ଘଟିକା ସମୟରେ ହୃଦଘାତରେ ବିୟୋଗ ଘଟିଛି । ତାଙ୍କ ବିୟୋଗରେ ଓକିଲ ସଂଘ ପକ୍ଷରୁ ଏକ ଶୋକସଭା ଆଜି…

Continue Reading ଓକିଲ ଗଣେଶ୍ଵର ନନ୍ଦଙ୍କ ଅକାଳ ବିୟୋଗ

ବେସରକାରୀ ସ୍କୁଲର ଦାଦାଗିରି – ଫି’ ନ ଦେବାରୁ ଟିସି ଦେଇ ବାହାର କରିଦେଲା ଛାତ୍ରଛାତ୍ରୀଙ୍କୁ

ଅନୁଗୁଳ - ସ୍କୁଲ କର୍ତ୍ତୁପକ୍ଷଙ୍କ ଦାଦାଗିରି । ଫି ଦେଇ ପାରିଲେ ନାହିଁ ବୋଲି ଟିସି ଦେଇ ସ୍କୁଲରୁ ବାହାର କରି ଦେଲେ । ଏଭଳି ଅଭିଯୋଗ ଅନୁଗୁଳ ରୋଟାରୀ ପବ୍ଲିକ ସ୍କୁଲ ନାଁରେ ଆସିଛି । ଯାହା ଫଳରେ ତିନି…

Continue Reading ବେସରକାରୀ ସ୍କୁଲର ଦାଦାଗିରି – ଫି’ ନ ଦେବାରୁ ଟିସି ଦେଇ ବାହାର କରିଦେଲା ଛାତ୍ରଛାତ୍ରୀଙ୍କୁ

ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ନୃତ୍ୟ ପରିବେଷଣ କରିବ ଅନୁଗୁଳ ନୃତ୍ୟ ନୀଳୟ

ଅନୁଗୁଳ - ଆଗାମୀ ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ଦେଶର ରାଷ୍ଟ୍ରପତି ଏବଂ ଅନ୍ୟ ଗଣମାନ୍ୟ ଅତିଥୀଙ୍କ ସମ୍ମୁଖରେ ଅନୁଗୁଳର ନୃତ୍ୟ ନୀଳୟର ସଦସ୍ୟ ସଦସ୍ୟା ମାନେ ସେମାନଙ୍କ ନୃତ୍ୟ ପରିବେଷଣ କରିବେ । ଏନେଇ ଦିଲ୍ଲୀର ଜବାହରଲାଲ ଷ୍ଟାଡିୟମରେ…

Continue Reading ଗଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ନୃତ୍ୟ ପରିବେଷଣ କରିବ ଅନୁଗୁଳ ନୃତ୍ୟ ନୀଳୟ