ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ନିର୍ଦେଶକ ହେଲେ କାଳନ୍ଦୀ ସାମଲ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବରିଷ୍ଠ ବିଜେପି ନେତା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲଙ୍କୁ ଭାରତ ସରକାରଙ୍କର ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ଡ଼ାଇରେକ୍ଟର ଭାବେ ନିଯୁକ୍ତି ମିଳିଛି । ଶ୍ରୀ ସାମଲ ରାଜ୍ୟ ବିଜେପିର ବିଭିନ୍ନ ପଦ ପଦବୀରେ…

Continue Reading ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ନିର୍ଦେଶକ ହେଲେ କାଳନ୍ଦୀ ସାମଲ

ହାଇୱା ଧକ୍କାରେ ଯୁବକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଅନ୍ତର୍ଗତ ଓଭର ବ୍ରିଜ ନିକଟରେ ଏକ ହାଇୱା ଧକ୍‌କାରେ ଜଣେ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବୌଦ୍ଧ ଜିଲ୍ଲାର ବୋଲି ଜଣା ପଡିଥିବା ବେଳେ ସଂପୂର୍ଣ୍ଣ ପରିଚୟ ଜଣା…

Continue Reading ହାଇୱା ଧକ୍କାରେ ଯୁବକ ମୃତ

୧୨ ଘଣ୍ଟା ପାଇଁ କଟକ-ଭୁବନେଶ୍ବର ବସ ସେବା ବନ୍ଦ

ଅନୁଗୁଳ - ଆସନ୍ତାକାଲି ଅନୁଗୁଳ ଓ ତାଳଚେରରୁ କଟକ-ଭୁବନେଶ୍ୱରକୁ ଗଡ଼ିବନି ବସ । ଜାତୀୟ ରାଜପଥ ୫୫ର ଦୁରବସ୍ଥା ପ୍ରତିବାଦରେ ଏଭଳି ୧୨ ଘଣ୍ଟିଆ ବସ ବନ୍ଦ ଡାକରା ଦେଇଛି ବସ ମାଲିକ ସଂଘ । । ଭୁବନେଶ୍ୱର , କଟକ…

Continue Reading ୧୨ ଘଣ୍ଟା ପାଇଁ କଟକ-ଭୁବନେଶ୍ବର ବସ ସେବା ବନ୍ଦ

ଫାଣ୍ଡିରେ ପଶିଲେ – ଯାହା ପାରିଲେ ଭାଙ୍ଗିଲେ

ଛେଣ୍ଡିପଦା - ଅନୁଗୁଳ ଜିଲା ଛେଣ୍ଡିପଦା ଥାନା ବାଗଡିଆ ଫାଣ୍ଡିରେ ଯୁବକଙ୍କ ଉନ୍ମତ କାଣ୍ଡ । ବିନା ଅନୁମତିରେ ଜମିରେ ବୋର ୱେଲ ଖୋଳାଯାଇ ସର୍ଭେ କରାଯାଉଥିବାରୁ ଏହାକୁ ନେଇ ଛେଣ୍ଡିପଦା ତହସିଲଦାରଙ୍କ ନିକଟରେ ଅଭିଯୋଗ କରିବା ପରେ କୈାଣସି ସୁଫଳ…

Continue Reading ଫାଣ୍ଡିରେ ପଶିଲେ – ଯାହା ପାରିଲେ ଭାଙ୍ଗିଲେ

ଏଚଡ଼ିଏଫସି ବ୍ୟାଙ୍କର ପୂର୍ବତନ ମ୍ୟାନେଜରଙ୍କୁ ଅଟକ ଘଟଣା – ତତ୍କାଳୀନ ଆଇଆଇସି ଓ ଆଇଓଙ୍କୁ ଦାୟୀକଲା ଓଏଚଆରସି ତଦନ୍ତ ଟିମ୍

ଅନୁଗୁଳ - ଅନୁଗୁଳ ଥାନାରେ ଜଣେ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ୨୪ ଘଣ୍ଟାରୁ ଅଧିକ ସମୟ ଥାନାରେ ଅଟକ ରଖିବା ପରେ ତାଙ୍କୁ ଜେଲ୍ କୁ ପଠାଇବା ଏବେ ପୁଲିସ୍ ପାଇଁ କାଳ ହୋଇଛି । ମାମଲାରେ ଥାନାର ତତ୍କାଳୀନ ଆଇଆଇସି ଓ…

Continue Reading ଏଚଡ଼ିଏଫସି ବ୍ୟାଙ୍କର ପୂର୍ବତନ ମ୍ୟାନେଜରଙ୍କୁ ଅଟକ ଘଟଣା – ତତ୍କାଳୀନ ଆଇଆଇସି ଓ ଆଇଓଙ୍କୁ ଦାୟୀକଲା ଓଏଚଆରସି ତଦନ୍ତ ଟିମ୍

ନାବାଳିକା ଦୁଷ୍କର୍ମକାରୀକୁ କାରାଦଣ୍ଡାଦେଶ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପାଲଲହଡ଼ା ଅଞ୍ଚଳରେ ଗତ ୧୨/୦୪/୨୦୧୮ମସିହାରେ ଜନୈକା ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ମାନ୍ୟବର ଆଡିସିନାଲ ଜିଲା ଏବଂ ସେସନ ଜଜ କମ ସ୍ପେସିଆଲ କୋର୍ଟ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଥିବା ଜଣାଯାଇଛି । ସୂଚନା…

Continue Reading ନାବାଳିକା ଦୁଷ୍କର୍ମକାରୀକୁ କାରାଦଣ୍ଡାଦେଶ

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଅଭୟାରଣ୍ୟ ଭିତରୁ ଉଦ୍ଧାର

ଅନଗୁଳ - ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା କରଡାପଡା ଗ୍ରାମରୁ ଦାନ୍ତକାଠି ଆଣିବାକୁ ଯାଇ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ଜଣେ ବ୍ୟକ୍ତିଙ୍କ ଗଳିତ ଶବ ଆଜି ଉଦ୍ଧାର ହୋଇଛି । ମୃତକ ଜଙ୍ଗଲକୁ ଯାଇଥିବା ବେଳେ ହାତୀ…

Continue Reading ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଅଭୟାରଣ୍ୟ ଭିତରୁ ଉଦ୍ଧାର

ମର୍ଣ୍ଣିଷ୍ଟାର୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ – ଉଦ୍‌ଘାଟନୀ ମ୍ୟାଚ୍‌ରେ ତାଳଚେର ବିଜୟୀ

ଅନୁଗୁଳ - ଅନୁଗୁଳ ମର୍ଣ୍ଣିଷ୍ଟାର୍‌ କ୍ରିକେଟ କ୍ଲବ ତରଫରୁ ଷଷ୍ଠ ମର୍ଣ୍ଣିଷ୍ଟାର୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ସ୍ଥାନୀୟ କଦମ ପଡ଼ିଆ ଠାରେ ଉଦ୍‌ଘାଟିତ ହୋଇଯାଇଛି । ଅନୁଗୁଳ ଜିଲ୍ଲା କ୍ରିକେଟ ସଂଘର ସଭାପତି ତଥା ବିଜେପି ନେତା ପ୍ରତାପ ଚନ୍ଦ୍ର ପ୍ରଧାନ…

Continue Reading ମର୍ଣ୍ଣିଷ୍ଟାର୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ – ଉଦ୍‌ଘାଟନୀ ମ୍ୟାଚ୍‌ରେ ତାଳଚେର ବିଜୟୀ

ଜାନୁୟାରୀ ମାସ ୧୬ ତାରିଖରୁ ପୁରୀ-ଅନୁଗୁଳ ସ୍ୱତନ୍ତ୍ର ଟ୍ରେନର ନିୟମିତ ସେବା

ଭୁବନେଶ୍ୱର - ଜାନୁୟାରୀ ମାସ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ପୁରୀ ଠାରୁ ଅନୁଗୁଳ ମଧ୍ୟରେ ସପ୍ତାହରେ ତିନିଥର ଚଳାଚଳ କରିବ । ଜାନୁୟାରୀ ମାସ ଦ୍ୱିତୀୟ ସପ୍ତାହ ପର୍ଯ୍ୟନ୍ତ ଅନ୍ୟ ଦିନ ମାନଙ୍କରେ ଉଭୟ ପାର୍ଶ୍ୱରୁ ତାଳଚେର ଓ ଅନୁଗୁଳ ମଧ୍ୟରେ…

Continue Reading ଜାନୁୟାରୀ ମାସ ୧୬ ତାରିଖରୁ ପୁରୀ-ଅନୁଗୁଳ ସ୍ୱତନ୍ତ୍ର ଟ୍ରେନର ନିୟମିତ ସେବା

ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ

ଅନୁଗୁଳ - ଅନୁଗୁଳ ବ୍ଲକ ଅନ୍ତର୍ଗତ ବଲଙ୍ଗ ପଞ୍ଚାୟତରେ ଅବସ୍ଥିତ ବଲଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ତୁରନ୍ତ ଶିକ୍ଷକ ନିଯୁକ୍ତି କରିବା ଦାବିରେ ଆଜି ପଞ୍ଚାୟତର ବଲଙ୍ଗ, ତଳସିରା, ଲବଙ୍ଗୀ, ଜୁକୁବୁ, ପମ୍ପାସର ଆଦି ଗ୍ରାମର ପାଞ୍ଚଶହରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଅନୁଗୁଳ…

Continue Reading ଶିକ୍ଷକ ନିଯୁକ୍ତି ଦାବିରେ ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ

୧୫୮ ୟୁନିଟ ରକ୍ତ ସଂଗ୍ରହ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋଶଳା ଠାରେ ବିଜୁ ଯୁବ ଜନତା ଦଳ ଓ ଓଡିଶା ମୋ ପରିବାର ମିଳିତ ଆନୂକୁଲ୍ୟରେ ଏକ ରକ୍ତଦାନ ଶିବୀର ଆୟୋଜିତ ହୋଇ ଯାଇଛି । ବିଧାୟକ ଛେଣ୍ଡିପଦା ସୁଶାନ୍ତ…

Continue Reading ୧୫୮ ୟୁନିଟ ରକ୍ତ ସଂଗ୍ରହ

ସଡକ ଦୁର୍ଘଟଣାରେ ମାମୁଁ ଭାଣିଜୀ ମୃତ

ଅନୁଗୁଳ - ଅନୁଗୁଳ ସଦର ଥାନା ଅନ୍ତର୍ଗତ ଶରଧାପୁର ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ମାମୁଁ-ଭାଣିଜୀ ବୋଲି ଜଣା ପଡିଛି । ଏହି ଦୁର୍ଘଟଣାରେ ଅନ୍ୟ ଦୁଇ ଗୁରୁତର ମଧ୍ୟ…

Continue Reading ସଡକ ଦୁର୍ଘଟଣାରେ ମାମୁଁ ଭାଣିଜୀ ମୃତ

ଯୁବ ଶିଳ୍ପୀଙ୍କ ନିଆରା କଳା, ଲଣ୍ଠନ କାଚରେ ଚିତ୍ର ଆଙ୍କି ଶହୀଦଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ଅନୁଗୁଳ - କନ୍ନୁର ହେଲିକପ୍ଟର ଦୁର୍ଘଟଣାରେ ସହିଦ ଯବାନଙ୍କୁ ନିଆରା ଶ୍ରଦ୍ଧାଞ୍ଜଳି । ଲଣ୍ଠନ କାଚରେ ସହିଦ ଯବାନଙ୍କ ଚିତ୍ର ଆଙ୍କି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନୁଗୁଳର ଚିତ୍ର ଶିଳ୍ପୀ ରଜତ ରଞ୍ଜନ ନାଥ । କନ୍ନୁର୍ ହେଲିକେପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୪…

Continue Reading ଯୁବ ଶିଳ୍ପୀଙ୍କ ନିଆରା କଳା, ଲଣ୍ଠନ କାଚରେ ଚିତ୍ର ଆଙ୍କି ଶହୀଦଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି

ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ – ଜଣେ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ କରିବା ସହ ଜଣଙ୍କୁ ଗିରଫ କରିଛି ଏସଟିଏଫ । ସୂଚନା  ଅନୁସାରେ ଅନେକ ଦିନ ହେଲା ଛେଣ୍ଡିପଦା…

Continue Reading ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ – ଜଣେ ଗିରଫ

ବାଘ ମୃତ ଦେହ ଠାବ

ଅନୁଗୁଳ - ଅନୁଗୁଳ  ଜିଲ୍ଲାରେ ପୁଣି ବାଘର ମୃତ୍ୟୁ ହୋଇଥିବା ଜଣା ପଡିଛି । ଅନୁଗୁଳ ବନଖଣ୍ଡ ଜରପଡା ରେଞ୍ଜ ଓ ଆଠମଲ୍ଲିକ ବନଖଣ୍ଡ, ଧଣ୍ଡାତୋପା ରେଞ୍ଜ ମଧ୍ୟବର୍ତ୍ତୀ ଅଞ୍ଚଳରେ ଥିବା ବାତ୍ରାଖୋଲ ନିକଟରୁ ଗତକାଲି ରାତିରେ ଏକ ଅଣ୍ଡିରା କଲରାପତାରିଆ…

Continue Reading ବାଘ ମୃତ ଦେହ ଠାବ