ଏମସିଏଲର ସବ୍ କମିଟି ବୈଠକ – ୧୨ଟି ସମସ୍ୟାର ଆଲୋଚନା

ଅନୁଗୁଳ -: ଅନୁଗୁଳ ଜିଲ୍ଲା ମହାନଦୀ କୋଲ ଫିଲ୍ଡ ଲିମିଟେଡ(ଏମସିଏଲ) ଅନ୍ତର୍ଗତ ବିଭିନ୍ନ ଖଣିରେ ବହୁ ଦିନରୁ ପଡି ରହିଥିବା ବିସ୍ଥାପନ ସମସ୍ୟାକୁ ନେଇ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ସବ୍ କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ…

Continue Reading ଏମସିଏଲର ସବ୍ କମିଟି ବୈଠକ – ୧୨ଟି ସମସ୍ୟାର ଆଲୋଚନା

ମର୍ମଦୁନ୍ତ ସଡକ ଦୁର୍ଘଟଣାର ଲାଇଭ ଭିଡିଓ

ଅନୁଗୁଳ - ମର୍ମଦୁନ୍ତ ସଡକ ଦୁର୍ଘଟଣାର ଲାଇଭ ଭିଡିଓ  । ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ -୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ଗତକାଲି(ଶୁକ୍ରବାର) ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ…

Continue Reading ମର୍ମଦୁନ୍ତ ସଡକ ଦୁର୍ଘଟଣାର ଲାଇଭ ଭିଡିଓ

ମର୍ମଦୁନ୍ତ ସଡକ ଦୁର୍ଘଟଣା -୨ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ -୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କଟକ…

Continue Reading ମର୍ମଦୁନ୍ତ ସଡକ ଦୁର୍ଘଟଣା -୨ ମୃତ

ସହରବାସୀଙ୍କୁ କ୍ଷମା ନ ମାଗିଲେ କାଳିମାଡ – ନଗର କଂଗ୍ରେସ

ଅନୁଗୁଳ - ଅନୁଗୁଳ ପୌର ପାଳିକାର ନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟକଳାପକୁ ନେଇ ଅନୁଗୁଳ ନଗର କଂଗ୍ରେସ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀରେ ନିନ୍ଦା କରା ଯାଇଛି । ନଗର କଂଗ୍ରେସ ସଭାପତି ସୁଦିପ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ…

Continue Reading ସହରବାସୀଙ୍କୁ କ୍ଷମା ନ ମାଗିଲେ କାଳିମାଡ – ନଗର କଂଗ୍ରେସ

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ - ୨୦୨୧ ଜିନ୍ଦଲ ନଗର ପରିସରସ୍ଥିତ ଆଶା ଦି ହୋପ କେନ୍ଦ୍ର ଠାରେ ପାଳିତ ହୋଇଅଛି । ଶ୍ରୀ ନାରାୟଣ ମହାପାତ୍ର, ଡିଏସଏସଓ, ଶ୍ରୀମତୀ ଅନିତା ମିତ୍ତଲ,…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

ସାବିତ୍ରୀ ସାହୁ ହତ୍ୟାକାଣ୍ଡରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ଦାବିରେ ଏସ୍‌.ପି ଅଫିସ ଘେରାଉ

ଅନୁଗୁଳ - ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଅନ୍ତର୍ଗତ ଖାଲପାଳ ଗ୍ରାମର ସାବିତ୍ରୀ ସାହୁ ହତ୍ୟାକାଣ୍ଡରେ ସଂପୃକ୍ତ ଅନ୍ୟତମ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିବା ଓ ଅନ୍ୟାନ୍ୟ ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ (ଏ.ଆଇ.ଏମ୍‌.ଏସ୍‌.ଏସ୍‌) କଣିହାଁ ବ୍ଲକ କମିଟି…

Continue Reading ସାବିତ୍ରୀ ସାହୁ ହତ୍ୟାକାଣ୍ଡରେ ସଂପୃକ୍ତ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ଦାବିରେ ଏସ୍‌.ପି ଅଫିସ ଘେରାଉ

ଜାତୀୟ ରାଜପଥର ଦୁରାବସ୍ଥା ପ୍ରତିବାଦରେ ବସ ଚଳାଚଳ ବନ୍ଦ କରିବା ସହ ବସରେ କଳା ପତାକା

ଅନୁଗୁଳ - ଅନୁଗୁଳରୁ କଟକ ୫୫ ନମ୍ବର ଜାତୀୟ ରାଜପଥ ଦୀର୍ଘ ଦିନରୁ ଶୋଚନୀୟ ଅବସ୍ଥାରେ ଥିବାରୁ ଏହି ରାଜପଥର ମରାମତି ଦାବି କରିଛି ରାଜ୍ୟ ଘରୋଇ ବସ ମାଲିକ ସଂଘ । ଆଜି ଅନୁଗୁଳ ଠାରେ ଏକ ସାମ୍ବାଦିକ ସମ୍ମିଳନୀରେ…

Continue Reading ଜାତୀୟ ରାଜପଥର ଦୁରାବସ୍ଥା ପ୍ରତିବାଦରେ ବସ ଚଳାଚଳ ବନ୍ଦ କରିବା ସହ ବସରେ କଳା ପତାକା

ବାରୁଆଁ ପାହାଡ଼ରେ ପୂର୍ବତଟ ରେଳପଥର ଲମ୍ୱା ଟନେଲ

ଭୁବନେଶ୍ବର - ମାଇଲ ଖୁଣ୍ଟ ହାସଲ କରିଛି ପୂର୍ବତଟ ରେଳପଥ । ତାଳଚେର-ବିମଳାଗଡ଼ ନୂତନ ରେଳ ପ୍ରକଳ୍ପ ମଧ୍ୟରେ ଟନେଲର ବଡ ଧରଣର କାର୍ଯ୍ୟ ସମ୍ପାଦନରେ ପୂର୍ବତଟ ରେଳପଥକୁ ମିଳିଛି ଏକ ବଡ଼ ସଫଳତା । ଚାଲୁ ରହିଥିବା ରେଳ ପ୍ରକଳ୍ପକୁ…

Continue Reading ବାରୁଆଁ ପାହାଡ଼ରେ ପୂର୍ବତଟ ରେଳପଥର ଲମ୍ୱା ଟନେଲ

୫ଟି ଉପକ୍ରମରେ ୯୦ଟି ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ

ଅନୁଗୁଳ - ଉପଯୁକ୍ତ ଶୌଖିକ ପରିବେଶ ଉନ୍ନତ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ ନିମନ୍ତେ ସରକାର ଆରମ୍ଭ କରିଛନ୍ତି ରୁପାନ୍ତରଣ କାର୍ଯ୍ୟକ୍ରମ । ଅନୁଗୁଳ ଜିଲ୍ଲାରେ ଆଜି ‘ ୫ଟି ’ ଉପକ୍ରମରେ ଆରମ୍ଭ ହେଲା ଉଚ୍ଚ ବିଦ୍ୟାଳୟ ରୁପାନ୍ତରଣ କାର୍ଯ୍ୟକ୍ରମ…

Continue Reading ୫ଟି ଉପକ୍ରମରେ ୯୦ଟି ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ

ବିଗୱିଙ୍ଗର ଶୁଭ ଉଦଘାଟନ

ଅନୁଗୁଳ - ହୋଣ୍ଡା ମୋଟରସାଇକେଲ ଓ ସ୍କୁଟର ଇଣ୍ଡିଆର ଅତି ପ୍ରତିକ୍ଷିତ ଏବଂ ଆକର୍ଷଣୀୟ ପ୍ରିମିୟମ ହୋଣ୍ଡାର ଡିଲରଶିପ ହୋଣ୍ଡା ବିଗୱିଙ୍ଗର ଶୁଭ ଉଦଘାଟନ ହୋଇ ଯାଇଛି । ଅନୁଗୁଳ ପଞ୍ଚମହଲା ଠାରେ ଉଦଘାଟନ ହୋଇଥିବା ଏହି ଶୋ-ରୁମକୁ ରାମ ଚନ୍ଦ୍ର…

Continue Reading ବିଗୱିଙ୍ଗର ଶୁଭ ଉଦଘାଟନ

ଛିଡା ହୋଇଥିବା ଟ୍ରକକୁ ପିଟିଲା ଆମ୍ବୁଲାନ୍ସ – ଜଣେ ମୃତ

ପାଲଲହଡା - କୁହୁଡି ହେଲା କାଳ । ଛିଡା ହୋଇଥିବା ଟ୍ରକକୁ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ପାଲଲହଡା ଥାନା…

Continue Reading ଛିଡା ହୋଇଥିବା ଟ୍ରକକୁ ପିଟିଲା ଆମ୍ବୁଲାନ୍ସ – ଜଣେ ମୃତ

କାର୍ବନ ଏଣ୍ଡ କେମିକାଲ ଫ୍ୟାକ୍ଟେରିରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କା ମୂଲ୍ୟର ଯନ୍ତ୍ରାଂଶ ନଷ୍ଟ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଏକଘରିଆ ନିକଟରେ ଥିବା ଜାଲାନ କାର୍ବନ ଏଣ୍ଡ କେମିକାଲ ଫ୍ୟାକ୍ଟେରିରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଯନ୍ତ୍ରପାତି ନଷ୍ଟ ହୋଇ ଯାଇଥିବା ବେଳେ ସୌଭାଗ୍ୟ ବଶତଃ କାମ କରୁଥିବା…

Continue Reading କାର୍ବନ ଏଣ୍ଡ କେମିକାଲ ଫ୍ୟାକ୍ଟେରିରେ ଅଗ୍ନିକାଣ୍ଡ – ଲକ୍ଷାଧିକ ଟଙ୍କା ମୂଲ୍ୟର ଯନ୍ତ୍ରାଂଶ ନଷ୍ଟ

ଏମ.ସି.ଏଲ.ର ଦାଦାଗିରି – ରାତି ଅଧରେ ବୁଲଡୋଜର ଲଗାଇ ଭାଙ୍ଗିଲା ଘର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଏମସିଏଲର ଦାଦାଗିରି ଅଭିଯୋଗ । କ୍ଷତିପୂରଣ ଓ ଥଇଥାନ ନକରି ରାତି ଅଧରେ ବୁଲଡୋଜର ଲଗାଇ ଏମ ସି ଏଲ ଲୋକଙ୍କ ଘର ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଆଉ ଏହି ଘର…

Continue Reading ଏମ.ସି.ଏଲ.ର ଦାଦାଗିରି – ରାତି ଅଧରେ ବୁଲଡୋଜର ଲଗାଇ ଭାଙ୍ଗିଲା ଘର

ରାଜପଥ ନା ମୃତ୍ୟୁ ପଥ ? ଗୋଟିଏ ଦିନରେ ନେଲା ୨ ଜୀବନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ଏବେ ମୃତ୍ୟୁର ପଥ ପାଲଟିଛି । ପ୍ରତ୍ୟେକ ଦିନ ଏହି ରାଜପଥର କେଉଁଠି ନା କେଉଁଠି ଦୁର୍ଘଟଣା ଘଟି ଅନେକ ଲୋକଙ୍କର ମୃତ୍ୟୁ ହେଲାଣି ।  ଆଜି (ଶନିବାର)…

Continue Reading ରାଜପଥ ନା ମୃତ୍ୟୁ ପଥ ? ଗୋଟିଏ ଦିନରେ ନେଲା ୨ ଜୀବନ

ଗଞ୍ଜେଇରୁ ଅର୍ଜିଥିବା କୋଟିଏରୁ ଊର୍ଦ୍ଧ୍ଵ ସମ୍ପତ୍ତି ଜବତ

ଛେଣ୍ଡିପଦା - ନିଶା ବେପାର କରି ଅର୍ଜିଥିଲେ କୋଟି କୋଟି ଟଙ୍କା । ରାତାରାତି ହୋଇଥିଲେ କୋଟିପତି । ଏବେ କଳା ସମ୍ପତ୍ତିକୁ ଜବତ କଲା ପୋଲିସ । ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇନାଳ ଗାଁର ଚିତ୍ତ ରଞ୍ଜନ ସାହୁ…

Continue Reading ଗଞ୍ଜେଇରୁ ଅର୍ଜିଥିବା କୋଟିଏରୁ ଊର୍ଦ୍ଧ୍ଵ ସମ୍ପତ୍ତି ଜବତ