ଦୁଇ ମୋଟରସାକେଲ ମୁହାଁମୁହିଁ ଧକ୍କା – ଜଣେ ମୃତ , ୩ ଗୁରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଅନୁଗୁଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଥାନା ସାନ୍ତରାପୁର ଛକ ଠାରେ ଦୁଇ ମୋଟରସାଇକେଲ ମଧ୍ୟରେ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି ।…

Continue Reading ଦୁଇ ମୋଟରସାକେଲ ମୁହାଁମୁହିଁ ଧକ୍କା – ଜଣେ ମୃତ , ୩ ଗୁରୁତର

କ୍ଷମା ପାଇଁ ଶାନ୍ତିଯଜ୍ଞ

ଅନୁଗୁଳ - ବିଧାନସଭା ଉପ-ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଠାକୁର କହିବା ପ୍ରସଙ୍ଗକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉଆ ନାହିଁ । ଗତ ୨୦ ତାରିଖ ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ସମୟରେ ଅନୁଗୁଳ ବିଧାୟକ…

Continue Reading କ୍ଷମା ପାଇଁ ଶାନ୍ତିଯଜ୍ଞ

ଖବର ପ୍ରକାଶନ ଯୋଗୁଁ ଡ଼ରିଗଲେ ସ୍ୱାସ୍ଥ୍ୟ ପ୍ରଶାସନ !! – ସାମ୍ବାଦିକଙ୍କୁ ସୁରକ୍ଷାକର୍ମୀ କଲେ ଆକ୍ରମଣ

ଅନୁଗୁଳ - ଖବର ସଂଗ୍ରହ କରିବାକୁ ଯାଇ ଆକ୍ରମଣର ଶିକାର ହୋଇଛନ୍ତି ସାମ୍ବାଦିକ । ଆଜି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟକୁ କାୟାକଳ୍ପ ଟିମ୍ ପରିଦର୍ଶନରେ ଆସୁଛନ୍ତି ବୋଲି ଖବର ପାଇ ସମ୍ବାଦର ପ୍ରତିନିଧି ବିକାଶ ସାହୁ ଏବଂ ଧରିତ୍ରୀର ଫଟୋ ଜର୍ଣ୍ଣାଲିଷ୍ଟ…

Continue Reading ଖବର ପ୍ରକାଶନ ଯୋଗୁଁ ଡ଼ରିଗଲେ ସ୍ୱାସ୍ଥ୍ୟ ପ୍ରଶାସନ !! – ସାମ୍ବାଦିକଙ୍କୁ ସୁରକ୍ଷାକର୍ମୀ କଲେ ଆକ୍ରମଣ

ଟ୍ରେନରେ କଟି ଦୁଇ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଦୁଇଟି ସ୍ଥାନରେ ଆଜି ଟ୍ରେନରେ କଟି ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ଜଣା ପଡିଛି । ସୂଚନା ଅନୁସାରେ ହଣ୍ଡପା ଥାନା ସମ୍ବଲପୁର-ତାଳଚେର ରେଳପଥର ସର୍ଗିପାଲି ଷ୍ଟେସନ ପାଖରେ ଆଜି ଜଣେ ଯୁବକଙ୍କ ମୃତଦେହ ଉଧାର ହୋଇଥିଲା…

Continue Reading ଟ୍ରେନରେ କଟି ଦୁଇ ମୃତ

ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ଜରପଡା-ଛେଣ୍ଡିପଦା ପୁର୍ତ ବିଭାଗ ରାସ୍ତାର ଟେଣ୍ଟୁଲୋଇ ଗ୍ରାମର ଦଣ୍ଡା ବାଙ୍କଠାରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ମୋଟରସାଇକେଲ ଧକ୍କାରେ ଜଣେ ସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ସାଇକେଲ…

Continue Reading ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ

ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ – ବ୍ଲକ ଆଗରେ କାଠ ଚୁଲ୍ଲାରେ ରୋଷେଇ କଲେ ମହିଳା

ଅନୁଗୁଳ - କେନ୍ଦ୍ର ସରକାରଙ୍କ ରନ୍ଧନ ଗ୍ୟାସର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ଆଜି ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରତିବାଦ ଦେଖିବାକୁ ମିଳିଛି । ଅନୁଗୁଳ ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ତିନି ଛାମୁଆ ସଙ୍ଗଠନ ଅର୍ଥାତ ମହିଳା-ଯୁବ-ଛାତ୍ର…

Continue Reading ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦ – ବ୍ଲକ ଆଗରେ କାଠ ଚୁଲ୍ଲାରେ ରୋଷେଇ କଲେ ମହିଳା

ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟର ସମୀକ୍ଷା କଲେ ଗୃହ କମିଟି

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କିଭଳି ଚାଲିଛି ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟ ତାର ସମୀକ୍ଷା କରିଛି ଓଡ଼ିଶା ବିଧାନସଭା ଗୃହ କମିଟି । ଓଡିଆ ବିଧାନସଭାର ମହିଳା ଶିଶୁ ବିକାଶ ଗୃହ କମିଟିର ୬ ଜଣ ସଦସ୍ୟ ଚିକିଟି…

Continue Reading ମହିଳା ଶିଶୁ ବିକାଶ ବିଭାଗର କାର୍ଯ୍ୟର ସମୀକ୍ଷା କଲେ ଗୃହ କମିଟି

ଅଷ୍ଟମୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ବାପା ମୃତ

ତାଳଚେର - ଝିଅ ଘରୁ ଅଷ୍ଟମୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ବାପାଙ୍କର ଜୀବନ । ଏଭଳି ଘଟଣା ଦେଖିବାକୁ ମିଳିଛି ତାଳଚେର କାଳନ୍ଦୀପ୍ରସାଦ ଗ୍ରାମ ଛକ ନିକଟରେ । ସୂଚନା ଅନୁଯାୟୀ କାମାକ୍ଷାନଗର ଆଳୁତୁମା ଗ୍ରାମର ବିପ୍ରବ…

Continue Reading ଅଷ୍ଟମୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ବାପା ମୃତ

ଆମିଟି ଇଣ୍ଟର ଇଣ୍ଡଷ୍ଟ୍ରି ଟି-୨୦ କ୍ରିକେଟ ଟୁର୍ନାମେଣ୍ଟ – ଜେଏସପିଏଲ ଚମ୍ପିୟାନ

ଅନୁଗୁଳ - ସ୍ଥାନୀୟ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ଜିନ୍ଦଲ ନଗର ପରିସରର କ୍ରୀଡାଙ୍ଗନ ଠାରେ ଆମିଟି କପ, ଇଣ୍ଟର ଇଣ୍ଡଷ୍ଟ୍ରି ଟି-୨୦ କ୍ରିକେଟ ଟୁର୍ନାମେଣ୍ଟ – ୨୦୨୧ ଉଦଯାପନ ହୋଇଅଛି l ଆଜିର ଏହି ଚିତ୍ତାକର୍ଷକ ଫାଇନାଲ…

Continue Reading ଆମିଟି ଇଣ୍ଟର ଇଣ୍ଡଷ୍ଟ୍ରି ଟି-୨୦ କ୍ରିକେଟ ଟୁର୍ନାମେଣ୍ଟ – ଜେଏସପିଏଲ ଚମ୍ପିୟାନ

ବାଜି ରାଉତ ଛାତ୍ରାବାସରେ ଗାନ୍ଧୀ ଓ ନବକୃଷ୍ଣ ଚିତ୍ର ପ୍ରଦର୍ଶନୀ

ଅନୁଗୁଳ- ବାଜି ରାଉତ ଛାତ୍ରାବାସର ପଞ୍ଚସ୍ତରୀ ବର୍ଷ ପୂର୍ତ୍ତି ଅବସରରେ ଛାତ୍ରାବାସ ପରିସରରେ ମହାତ୍ମା ଗାନ୍ଧୀ ଓ ନବକୃଷ୍ଣ ଚୌଧୁରୀଙ୍କର ଏକ ବିଶାଳ ଫଟୋ ଚିତ୍ର ପ୍ରଦର୍ଶନୀ ସୁପ୍ରସିଦ୍ଧ ହିନ୍ଦୀ ଲେଖିକା ସୁଜାତା ଚୌଧୁରୀଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ଏହି…

Continue Reading ବାଜି ରାଉତ ଛାତ୍ରାବାସରେ ଗାନ୍ଧୀ ଓ ନବକୃଷ୍ଣ ଚିତ୍ର ପ୍ରଦର୍ଶନୀ

ମଦମୁକ୍ତ ଓଡିଶା ଘୋଷଣା ଦାବିରେ ପ୍ରଭାତ ଫେରୀ

ଅନୁଗୁଳ - ଓଡ଼ିଶା ମଦମୁକ୍ତ ଯୁବ ବାହିନୀ ତରଫରୁ ଆଜି ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରଭାତ ଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେହିପରି ଅନୁଗୁଳ ଜିଲ୍ଲାରେ ମଧ୍ୟ ପାଳନ ହୋଇଛି । ଓଡ଼ିଶାର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ତାଙ୍କ…

Continue Reading ମଦମୁକ୍ତ ଓଡିଶା ଘୋଷଣା ଦାବିରେ ପ୍ରଭାତ ଫେରୀ

ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଷ୍ଠିତ

ଅନୁଗୁଳ - ରବିବାର ହ୍ୟୁମାନ୍ ରାଇଟ୍ସ୍ ଫ୍ରଣ୍ଟ ଇଣ୍ଡିଆ ଆନୁକୂଲ୍ୟରେ ଏକ ଦିନିକିଆ ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଗୁଳ ମାରଓ୍ବାଡି ଧର୍ମଶାଳାଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ସର୍ବୋଦୟା  ନେତ୍ରୀ କୃଷ୍ଣା ମହାନ୍ତି ମୁଖ୍ୟ ଅତିଥି ଭାବେ…

Continue Reading ଜିଲ୍ଲା ସ୍ତରୀୟ ମାନବାଧିକାର ତାଲିମ ଶିବିର ଅନୁଷ୍ଠିତ

ଦୁର୍ଘଟଣାରେ ଏମ.ପି.ଙ୍କ ଅଫିସ ଆସିଷ୍ଟାଣ୍ଡ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ବାଇପାସ ସ୍ଥିତ ସୂର୍ୟା ଗାର୍ଡେନ ହୋଟେଲ ସମ୍ମୁଖରେ ଏକ ସ୍କୁଟିକୁ ପଛପଟୁ ଏକ ଟ୍ରକ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ପବିତ୍ରନଗର ଅଞ୍ଚଳର ସୁଶାନ୍ତ ପ୍ରଧାନ…

Continue Reading ଦୁର୍ଘଟଣାରେ ଏମ.ପି.ଙ୍କ ଅଫିସ ଆସିଷ୍ଟାଣ୍ଡ ମୃତ

ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ କଳା ପତାକା ପ୍ରଦର୍ଶନ – ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଅଟକ

ଅନୁଗୁଳ - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତରେ ଆସିଥିବା ବେଳେ ଅନୁଗୁଳରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହା ସହ ବିଭିନ୍ନ ପ୍ରକଳାପରେ ଶିଳାନ୍ୟାସ ଓ ଭିତ୍ତି ପ୍ରସ୍ତର ସ୍ଥାପନ ସ୍ଥାପନ…

Continue Reading ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତ ବେଳେ କଳା ପତାକା ପ୍ରଦର୍ଶନ – ଶତାଧିକ କଂଗ୍ରେସ ଓ ବିଜେପି କର୍ମୀ ଅଟକ

ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ , ଶୁଭାରମ୍ଭ କଲେ ୧୧୭୬ କୋଟ ଟଙ୍କାର ପ୍ରକଳ୍ପ

ଅନୁଗୁଳ - ଅନୁଗୁଳରେ ବିକାଶର ସ୍ୱର୍ଣ୍ଣିମ ଅଧ୍ୟାୟ ଆରମ୍ଭ ହୋଇଛି । ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ଆଜି ଠାରୁ ଅନୁଗୁଳ ଜିଲ୍ଲା ଯୋଡିହୋଇଛି । ଆଜି ଅନୁଗୁଳ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୁଳରେ ବିଏସକେୱାଇ ସ୍ମାର୍ଟ ହେଲଥ…

Continue Reading ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ , ଶୁଭାରମ୍ଭ କଲେ ୧୧୭୬ କୋଟ ଟଙ୍କାର ପ୍ରକଳ୍ପ