ହଜାର ହଜାର ସମର୍ଥକଙ୍କ ସହ ପଦ୍ମ ଧରିଲେ ସଞ୍ଜୀବ

ଭୁବନେଶ୍ୱର - ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । ନିଜର ହଜାର ହଜାର ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଉପସ୍ଥିତିରେ ଆଜି…

Continue Reading ହଜାର ହଜାର ସମର୍ଥକଙ୍କ ସହ ପଦ୍ମ ଧରିଲେ ସଞ୍ଜୀବ

୫.୭୮ କୋଟିରେ ହେବ ସହର ଭିତର ରାଜପଥ ଉନ୍ନତିକରଣ

ଅନୁଗୁଳ - ଅନୁଗୁଳ ସହର ଦେଇ ଯାଇଥିବା ଜାତୀୟ ରାଜପଥର ଉନ୍ନତିକରଣ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ବିବରଣୀରୁ ପ୍ରକାଶ ଯେ, ଅନୁଗୁଳ ସହର ଦେଇ ୫୫ ନମ୍ବର ଜାତୀୟ ରାଜପଥ ଯାଇଛି । ତେବେ ଏହି ରାଜପଥଟି…

Continue Reading ୫.୭୮ କୋଟିରେ ହେବ ସହର ଭିତର ରାଜପଥ ଉନ୍ନତିକରଣ

ମୁକ୍ତା ଯୋଜନାର ସଫଳତା – ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ଅନୁଗୁଳ - ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅନୁଗୁଳ ଜିଲ୍ଲା ଗସ୍ତ ପୂର୍ବରୁ ଗୁରୁବାର ଜିଲ୍ଲା ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଅନୁଗୁଳ ଗସ୍ତକୁ ସ୍ୱାଗତ କରାଯିବା ସହ କୃତଜ୍ଞତା ଜ୍ଞାପନ କରାଯାଇଛି । ଗତ…

Continue Reading ମୁକ୍ତା ଯୋଜନାର ସଫଳତା – ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେପିର ୧୩ ଦାବି

ଅନୁଗୁଳ - ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପାଟନାୟକଙ୍କ ଅନୁଗୁଳ ଜିଲ୍ଲା ଗସ୍ତ ରହିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଅନୁଗୁଳ ଜିଲ୍ଲା ଗସ୍ତ ପୂର୍ବରୁ ଅନୁଗୁଳ ଜିଲ୍ଲା ବିଜେପି ୧୩ଟି ଦାବି କରିଛି । ଅନୁଗୁଳ , ରାଣୀଗୋଡା…

Continue Reading ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେପିର ୧୩ ଦାବି

ପୁଣି ଜାତୀୟ ରାଜପଥରେ ଗଡିଲା ଆଉ ଏକ ମୁଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲା ୫୫ ନମ୍ବର ଜାତୀୟ ରାଜପଥ କୁଲାଡ଼ ଛକ ନିକଟରେ ଗୁରୁବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟର ଚାଳକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ମୃତକ ଜଣକ ନାଲକୋ ଥାନା ଅନ୍ତର୍ଗତ…

Continue Reading ପୁଣି ଜାତୀୟ ରାଜପଥରେ ଗଡିଲା ଆଉ ଏକ ମୁଣ୍ଡ

ଧର୍ମେନ୍ଦ୍ର ପ୍ରଧନଙ୍କ ଘର ଆଗରେ ବିକ୍ଷୋଭ କଲେ ଶିକ୍ଷକ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୈତୃକ ଘର ଆଗରେ ଆନ୍ଦୋଳନରେ ବସିଥିଲେ ଶତାଧିକ ଶିକ୍ଷକ ଶିକ୍ଷୟିତ୍ରୀ । ଢେଙ୍କାନାଳ ଜିଲ୍ଲାରୁ ଏକ ମୋଟରସାଇକେଲ୍ ଶୋଭାଯାତ୍ରାରେ ଆସି ତାଳଚେର ସହରରେ ଏକ ଶୋଭାଯାତ୍ରା କରି ମନ୍ତ୍ରୀ…

Continue Reading ଧର୍ମେନ୍ଦ୍ର ପ୍ରଧନଙ୍କ ଘର ଆଗରେ ବିକ୍ଷୋଭ କଲେ ଶିକ୍ଷକ

ଗଣତନ୍ତ୍ରରେ ସାମ୍ବାଦିକମାନଙ୍କ ମହତ୍ୱପୂର୍ଣ୍ଣ ଭୂମିକା ରହିଛି

ତାଳଚେର - ଗଣତନ୍ତ୍ରକୁ ବିପତ୍ତି ପଡ଼ିଥିବା ବେଳେ ଗଣମାଧ୍ୟମ ହିଁ ଏହାକୁ ସଜାଡ଼ିବାରେ ଭୂମିକା ନେଇଛି । ଏବେ ବି ଗଣତନ୍ତ୍ର ଉପରେ ବାରମ୍ବାର ବିପଦ ଆସିବା ସହ ଅର୍ଥନୀତି କ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେଇଛି । ଏହି ସନ୍ଧିକ୍ଷଣରେ ଗଣମାଧ୍ୟମ ଜାଗ୍ରତ…

Continue Reading ଗଣତନ୍ତ୍ରରେ ସାମ୍ବାଦିକମାନଙ୍କ ମହତ୍ୱପୂର୍ଣ୍ଣ ଭୂମିକା ରହିଛି

ଡିଜିଟାଲ ଲାଇବ୍ରେରି ଉନ୍ମୋଚିତ

ଅନୁଗୁଳ - ଡିଜିଟାଲ କ୍ରାନ୍ତିରେ ସାମିଲ ହୋଇ ସ୍ଥାନୀୟ ଜିନ୍ଦଲ ନଗରସ୍ଥିତ ଓ.ପି. ଜିନ୍ଦଲ ସ୍କୁଲ ତାହାର  ଡିଜିଟାଲ ଲାଇବ୍ରେରି ଉନ୍ମୋଚିତ କରିଅଛି । ଯାହା ବିଶ୍ଵର କୋଣ ଅନୁକୋଣରେ ରହୁଥିବା ସମସ୍ତେ ଦେଖି ପାରିବେ l ଏହି ଅବସରରେ ଜେଏସପିଏଲ…

Continue Reading ଡିଜିଟାଲ ଲାଇବ୍ରେରି ଉନ୍ମୋଚିତ

ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବି

ଅନୁଗୁଳ - ଏସୟୁସିଆଇ (କମ୍ୟୁନିଷ୍ଟ) ଅନୁଗୁଳ ଜିଲ୍ଲା କମିଟି ପକ୍ଷରୁ ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବିରେ ଷ୍ଟେସନ ନିକଟରେ ଧାରଣା ଦିଆଯାଇଛି । କରୋନା ସଂକ୍ରମଣ କମିବା ପରେ ସାଧାରଣ ଜୀବନଯାତ୍ରା ଅନେକାଂଶରେ ସ୍ଵାଭାବିକ ହୋଇଛି । ଅର୍ଥନୀତିର ଜୀବନରେଖା କୁହାଯାଉଥିବା…

Continue Reading ଟ୍ରେନ୍ ଚଳାଚଳ ସ୍ଵାଭାବିକ ଦାବି

ଜାତୀୟ ପ୍ରେସ ଦିବସ ପାଳିତ – ସୁଧୀରେନ୍ଦ୍ର ପରିଜା ସମ୍ମାନିତ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସାମ୍ବାଦିକ ମାନଙ୍କ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ହୋଇ ଯାଇଛି । ଅନୁଗୁଳ ଜିଲ୍ଲା ସଦର ମହକୁମାଠାରେ କାର୍ଯ୍ୟରତ ଜିଲା ସ୍ତରୀୟ ସାମ୍ବାଦିକ ସମୂହଙ୍କ ପକ୍ଷରୁ ଅନୁଗୁଳ ସହର ଅମଲାପଡା ସ୍ଥିତ ଦୁର୍ଗା…

Continue Reading ଜାତୀୟ ପ୍ରେସ ଦିବସ ପାଳିତ – ସୁଧୀରେନ୍ଦ୍ର ପରିଜା ସମ୍ମାନିତ

ଘର ଭିତରେ ପଶି ଗୁଳିମାଡ – ଲୁଟିନେଲେ ସୁନା ଗହଣା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ତୁବେ ଗାଁରେ ଆଜି(ମଙ୍ଗଳବାର) ସନ୍ଧ୍ୟା ସମୟରେ ଗୁଳିମାଡ଼ କରି ଲୁଟ କରିବା ପରେ ୩ ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି । ଗୁଳି ମାଡରେ  ଘରେ ଥିବା ସୁଲୋଚନା ନାମକ ଜଣେ…

Continue Reading ଘର ଭିତରେ ପଶି ଗୁଳିମାଡ – ଲୁଟିନେଲେ ସୁନା ଗହଣା

ହାଇସ୍କୁଲରେ ନିମ୍ନମାନର କାର୍ଯ୍ୟ – ଯନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଅନ୍ତର୍ଗତ ନିଶା ଗ୍ରାମର ସରକାରୀ ଉଚ୍ଚବିଦ୍ୟାଳୟରେ ସ୍ମାର୍ଟ ସ୍କୁଲ ଯୋଜନାରେ ନିମ୍ନମାନର କାର୍ଯ୍ୟ ହେଉଥିବା ଅଭିଯୋଗ କରି ସୋମବାର ଗ୍ରାମବାସୀ ବିଭାଗୀୟ ଯନ୍ତ୍ରୀଙ୍କୁ ଘେରିଥିଲେ । ସୂଚନା ଅନୁସାରେ , ଉକ୍ତ ବିଦ୍ୟାଳୟରେ…

Continue Reading ହାଇସ୍କୁଲରେ ନିମ୍ନମାନର କାର୍ଯ୍ୟ – ଯନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ସାମାଜିକ ଗଣମାଧ୍ୟମରେ ନାବାଳିକାଙ୍କ ଅଶ୍ଳୀଳ ଫଟୋ – ଥାନାରେ ମାମଲା

ଅନୁଗୁଳ - ଅନୁଗୁଳ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କ ଫଟୋରେ ଅଶ୍ଳୀଳ ଫଟୋ ଯୋଡି ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ  କରା ଯାଇଥିବା ନେଇ ଅଭିଯୋଗ ହୋଇଛି । ଅନୁଗୁଳ ଟାଉନ ଥାନାରେ ହୋଇଥିବା ଏହି ଅଭିଯୋଗ ଅନୁସାରେ ପ୍ରକାଶ ଯେ…

Continue Reading ସାମାଜିକ ଗଣମାଧ୍ୟମରେ ନାବାଳିକାଙ୍କ ଅଶ୍ଳୀଳ ଫଟୋ – ଥାନାରେ ମାମଲା

ଷ୍ଟେସନ ଠାରେ ରେଳରେ ହେବ ଚିକିତ୍ସା – ଲାଇଫ ଲାଇନ ଏକ୍ସପ୍ରେସରେ ସ୍ୱତନ୍ତ୍ର ଓ ଅତ୍ୟାଧୁନିକ ବ୍ୟବସ୍ଥା

ଅନୁଗୁଳ - ଅନୁଗୁଳ ରେଳ ଷ୍ଟେଶନରେ ପ୍ରଥମ ଥର ପାଇଁ ହସ୍ପିପିଟାଲ ଇନ୍‌ ଟ୍ରେନ ଲାଗିଛି । ଏହା ୧୫ ଦିନ ପର୍ଯ୍ୟନ୍ତ ଷ୍ଟେଶନ୍‌ରେ ରହି ରୋଗୀଙ୍କୁ ବିନା ମୂଲ୍ୟରେ ଚିକିତ୍ସା ସେବା ଯୋଗାଇ ଦେବା ସହ ଔଷଧ ପ୍ରଦାନ କରିବ…

Continue Reading ଷ୍ଟେସନ ଠାରେ ରେଳରେ ହେବ ଚିକିତ୍ସା – ଲାଇଫ ଲାଇନ ଏକ୍ସପ୍ରେସରେ ସ୍ୱତନ୍ତ୍ର ଓ ଅତ୍ୟାଧୁନିକ ବ୍ୟବସ୍ଥା

ଅଭିପଶାଙ୍କୁ ରାଜ୍ୟ ପୁରସ୍କାର

ଅନୁଗୁଳ - ଅନୁଗୁଳ ଜିଲ୍ଲାର ସର୍ବ ପୁରାତନ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ରୋଟାରୀ ପଵ୍ଲିକ ସ୍କୁଲ , ଅନୁଗୁଳ ପରିସରରେ ଶିଶୁ ଦିଵସ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ଲେଖିକା ତଥା ଜରପଡା ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷା ଡ. ସୁଷମା…

Continue Reading ଅଭିପଶାଙ୍କୁ ରାଜ୍ୟ ପୁରସ୍କାର