ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ – ଦିଲ୍ଲୀପ ସଭାପତି , ଫିରୋଜ ସମ୍ପାଦକ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ ବହୁ ବାଦବିବାଦ ପରେ ଶେଷରେ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି । ଗତକାଲି(ଶନିବାର) ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଆଜି ଏହାର ଗଣତି ହୋଇ ଫଳାଫଳ  ପ୍ରକାଶ ପାଇଛି …

Continue Reading ତାଳଚେର ଟ୍ରକ ମାଲିକ ସଂଘ ନିର୍ବାଚନ – ଦିଲ୍ଲୀପ ସଭାପତି , ଫିରୋଜ ସମ୍ପାଦକ

ଇନ୍ସପେକ୍ଟର ସ୍ତରରେ ଅଦଳ ବଦଳ – ପ୍ରଭାତ ଅନୁଗୁଳ ଥାନା ଓ ସତ୍ୟବ୍ରତଙ୍କୁ ସଦର ଥାନା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଇନ୍ସପେକ୍ଟର ସ୍ତରରେ ସାମାନ୍ୟ ଅଦଳବଦଳ କରା ଯାଇଛି । କିଛି ଦିନ ପୂର୍ବରୁ ଅନୁଗୁଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇଙ୍କୁ ଅନୁଗୁଳ ଥାନାରୁ ତାଳଚେର ବଦଳି କରା ଯାଇଥିବା ବେଳେ ତାଳଚେର ଥାନା ଅଧିକାରୀ…

Continue Reading ଇନ୍ସପେକ୍ଟର ସ୍ତରରେ ଅଦଳ ବଦଳ – ପ୍ରଭାତ ଅନୁଗୁଳ ଥାନା ଓ ସତ୍ୟବ୍ରତଙ୍କୁ ସଦର ଥାନା

ପରକ୍ରିୟାପ୍ରୀତି ଆଳ କରି ଯୁବକଙ୍କୁ ନିସ୍ତୁକ ମାଡ ଅଭିଯୋଗ – ଜଣେ ଗିରଫ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଗୁଳାଗାଡିଆ ଗ୍ରାମରେ ପରକ୍ରିୟାପ୍ରୀତି ସନ୍ଦେହ କରି ଯୁବକଙ୍କୁ ନିର୍ଧୁମ ମାଡ ମାରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲା ବଦାଳୁ ଗ୍ରାମର ବଳରାମ ନାଏକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ…

Continue Reading ପରକ୍ରିୟାପ୍ରୀତି ଆଳ କରି ଯୁବକଙ୍କୁ ନିସ୍ତୁକ ମାଡ ଅଭିଯୋଗ – ଜଣେ ଗିରଫ

ଚର୍ଚ୍ଚାରେ ପୂର୍ଣ୍ଣେଛେଦ ଟାଣିଲେ ସଞ୍ଜୀବ – ଖୁବ ଶୀଘ୍ର ବସିବେ ନୂଆଁ ନାଆରେ

‌ଅନୁଗୁଳ - ବିରମହାରାଜପୁର ଓ ଅନୁଗୁଳ ଜିଲ୍ଲା ଆଠମଲ୍ଲିକର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ବିଜେଡିରୁ ଇସ୍ତଫା ଦେବା ପରେ ଜିଲ୍ଲା ରାଜନୀତି ରେ ଚର୍ଚ୍ଚା ଲାଗିରହିଛି। ସେ ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସାମ୍ବାଦିକ ସମ୍ମିଳନୀରେ…

Continue Reading ଚର୍ଚ୍ଚାରେ ପୂର୍ଣ୍ଣେଛେଦ ଟାଣିଲେ ସଞ୍ଜୀବ – ଖୁବ ଶୀଘ୍ର ବସିବେ ନୂଆଁ ନାଆରେ

ନିଆଁରେ ପୋଡି ହୋଇ ଦମ୍ପତିଙ୍କ ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବାରସିଂହା ଗାଁରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି । ନିଆଁରେ ପୋଡି ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଦମ୍ପତିଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବଡମ୍ବା ନୂଆଁପାଟଣା ଗାଁର ବିବି ସାହୁ…

Continue Reading ନିଆଁରେ ପୋଡି ହୋଇ ଦମ୍ପତିଙ୍କ ମୃତ୍ୟୁ

ଲାଞ୍ଚ ନେବା ବେଳେ ଧରା ପଡିଲେ ସବ-ଇନିସପେକ୍ଟର

ଅନୁଗୁଳ - ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ସବ ଇନିସପେକ୍ଟର ପ୍ରମୋଦ ନାୟକ । ସୂଚନା ଅନୁସାରେ ବନ୍ତଳା ଥାନାରେ କାର୍ଯ୍ୟରତ ସବ ଇନିସପେକ୍ଟର ପ୍ରମୋଦ ନାୟକ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

Continue Reading ଲାଞ୍ଚ ନେବା ବେଳେ ଧରା ପଡିଲେ ସବ-ଇନିସପେକ୍ଟର

କେ ଆର ଏଣ୍ଟରପାଇଜେସ ପ୍ଲାଣ୍ଟ ନାମରେ ଗୁରୁତର ଅଭିଯୋଗ ଆଣିଲେ ସମାଜସେବୀ

ଅନୁଗୁଳ - ଯୁବ ସମାଜସେବୀ ସଂଗଠନ (ତାଳଚେର)ର ସଭାପତି ଜତିନ କୁମାର ମହାନ୍ତି କେ ଆର ଏଣ୍ଟରପାଇଜେସ କଂପାନୀ ନାମରେ ଆଣିଛନ୍ତି ଗୁରୁତର ଅଭିଯୋଗ । ବୁଧବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ ସଂଗଠନ ତାଳଚେର ଆଟୋନମସ୍‌ କଲେଜ ଓ ଏନ…

Continue Reading କେ ଆର ଏଣ୍ଟରପାଇଜେସ ପ୍ଲାଣ୍ଟ ନାମରେ ଗୁରୁତର ଅଭିଯୋଗ ଆଣିଲେ ସମାଜସେବୀ

ଅନୁଗୁଳରେ ପ୍ରତିଷ୍ଠା ହେବ ନୂତନ ଏମଏସଏମଇ ପାର୍କ

ଅନୁଗୁଳ - ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଶିଳ୍ପ ଅନୁଷ୍ଠାନ ଗୁଡିକର କାର୍ଯ୍ୟଗୁଡିକୁ ତ୍ବରାନ୍ବିତ କରିବା ନିମନ୍ତେ ସରକାରଙ୍କ ବିଭିନ୍ନ ବିଭାଗ ଓ ଶିଳ୍ପ ଅନୁଷ୍ଠାନ ସହ ଆଲୋଚନା କରି ଏକ ଲୋକାଭିମୁଖୀ କାର୍ଯ୍ୟ ଖସଡା ପ୍ରସ୍ତୁତ କରାଯିବ ବୋଲି ଆଜି…

Continue Reading ଅନୁଗୁଳରେ ପ୍ରତିଷ୍ଠା ହେବ ନୂତନ ଏମଏସଏମଇ ପାର୍କ

ଟ୍ରକ ପଛରେ ପିଟିହେଲା ଯାତ୍ରୀବାହି ବସ – ୧୫ ରୁ ଅଧିକ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେବଗଡ-ଅନୁଗୁଳ ରାସ୍ତା ନିଶା ନିକଟରେ ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ୧୫ ଜଣରୁ ଅଧିକ ଆହତ ହୋଇଥିବା ଜଣା ପଡିଛି । ନିଶାସ୍ଥିତ ଜିନ୍ଦଲ କମ୍ପାନୀର ମ୍ୟାଟେରିଆଲ ଗେଟ ସମ୍ମୁଖରେ ଛିଡା ହୋଇଥିବା…

Continue Reading ଟ୍ରକ ପଛରେ ପିଟିହେଲା ଯାତ୍ରୀବାହି ବସ – ୧୫ ରୁ ଅଧିକ ଆହତ

ପୌରପାଳିକାର ୨୩ ରୁ ୧୬ ୱାର୍ଡ ସଂରକ୍ଷିତ

ଅନୁଗୁଳ - ଆଗାମୀ ପୌର ନିର୍ବାଚନ ପାଇଁ ଅନୁଗୁଳ ପୌରପାଳିକାର ଚିଠା ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଏହି ତାଲିକା ଅନୁସାରେ ଅନୁଗୁଳ ପୌରପାଳିକା ୨୩ ଟି ୱାର୍ଡ ମଧ୍ୟରୁ ୧୬ ଟି ୱାର୍ଡକୁ ସଂରକ୍ଷିତ ରଖା ଯାଇଥିବା ବେଳେ…

Continue Reading ପୌରପାଳିକାର ୨୩ ରୁ ୧୬ ୱାର୍ଡ ସଂରକ୍ଷିତ

ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ମେଗା ଏସ ଏଚ ଜି ସମନ୍ୱୟ ମେଳା ଅନୁଷ୍ଠିତ

ଅନୁଗୁଳ - ମଙ୍ଗଳବାର ଅପରାହ୍ନ ରେ ଅନୁଗୁଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଅଡ଼ିଟରିୟମରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଅନୁଗୁଳ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ ମେଗା ଏସ ଏଚ ଜି ସମନ୍ୱୟ ମେଳା ଆୟୋଜିତ ହୋଇଯାଇଛି । ଭୁବନେଶ୍ୱର ମଣ୍ଡଳର…

Continue Reading ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ମେଗା ଏସ ଏଚ ଜି ସମନ୍ୱୟ ମେଳା ଅନୁଷ୍ଠିତ

ପାଣି ନାଁରେ ବିକ୍ରି ହେଉଛି ଜହର – ଜନ ସ୍ୱାସ୍ଥ୍ୟ ବିଭାଗର ଚଢାଉ

ଅନୁଗୁଳ - ଅନୁଗୁଳ ସହରରେ ପାଣି ନାଁ ରେ ବିକ୍ରି ହେଉଛି ଜହର  । ଯାହାକୁ ପିଇ ସାଧାରଣ ଲୋକ ଅସୁସ୍ଥ ହେବାର ସମ୍ଭାବନା ଅଛି । ଏଥିପାଇଁ ଆଜି ଅନୁଗୁଳ ଜନ ସ୍ୱାସ୍ଥ୍ୟ ବିଭାଗ ଓ ପୁଲିସ ପକ୍ଷରୁ ସହରରେ…

Continue Reading ପାଣି ନାଁରେ ବିକ୍ରି ହେଉଛି ଜହର – ଜନ ସ୍ୱାସ୍ଥ୍ୟ ବିଭାଗର ଚଢାଉ

ନାଲକୋକୁ ପାଣି ଓ କୋଇଲା ଯୋଗାଣ ବନ୍ଦ କରିବାକୁ ଚେତାବନୀ

ଅନୁଗୁଳ - ନାଲକୋ ଦ୍ବାରା କ୍ଷତିଗ୍ରସ୍ତ ୩ଟି ବିଧାନସଭା କ୍ଷେତ୍ର ତଥା ୩୯ଟି ଗ୍ରାମ ଏବଂ ନାଲକୋ ପ୍ରେରିତ ସ୍ପୋନସର୍ଡ ଆଇ.ଟି.ଆଇ ( ଏଲ୍.ଏ.ପି ) ୧୯୮ ଜଣ ପ୍ରାୟ ୧୪ବର୍ଷ ଧରି ଓଡିଶା ସରକାର ଓ କେନ୍ଦ୍ର ସରକାରଙ୍କ ପାଖରେ…

Continue Reading ନାଲକୋକୁ ପାଣି ଓ କୋଇଲା ଯୋଗାଣ ବନ୍ଦ କରିବାକୁ ଚେତାବନୀ

ଅମ୍ରିତ ମହୋତ୍ସବ ଅବସରରେ ୧୧୮ ୟୁନିଟ ରକ୍ତ ସଂଗ୍ରହ

ଅନୁଗୁଳ - ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅନୁଗୁଳ ଜିଲ୍ଲା ନାଲକୋ ତରଫରୁ ଆଜାଦିକା ଅମ୍ରିତ ମହୋତ୍ସବ ଅବସରରେ ଏକ ବୃହତ ରକ୍ତଦାନ ଶିବିର ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ନାଲକୋ ନିର୍ବାହୀ ନିର୍ଦ୍ଦେଶକ ଏପି ପଣ୍ଡା…

Continue Reading ଅମ୍ରିତ ମହୋତ୍ସବ ଅବସରରେ ୧୧୮ ୟୁନିଟ ରକ୍ତ ସଂଗ୍ରହ

ନାବଳିକାକୁ ଦୁଷ୍କର୍ମ ମାମଲାରେ ସୁବୁକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବହୁ ଚର୍ଚ୍ଚିତ ବସଷ୍ଟାଣ୍ଡ ନିକଟରେ ଘଟିଥିବା ନାବାଳିଆ ଦୁଷ୍କର୍ମ ମାମଲାରେ ଶୁଭ୍ରାଂଶୁ ପଟ୍ଟନାୟକ ( ସୁବୁ)କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ମାନ୍ୟବର ଜିଲ୍ଲା ସ୍ପେସିଆଲ ପସ୍କୋ କୋର୍ଟ । ଦୋଷୀ ସାବସ୍ତ୍ୟ ପରେ ଅଭିଯୁକ୍ତ ସୁବୁକୁ…

Continue Reading ନାବଳିକାକୁ ଦୁଷ୍କର୍ମ ମାମଲାରେ ସୁବୁକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ