ଟ୍ରକ – ପିକଅପ ମୁହାଁମୁହିଁ ଧକ୍କା – ଜଣେ ମୃତ ,ଜଣେ ଗୁରୁତର

ଛେଣ୍ଡିପଦା - ଅନୁଗୁଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡା ଥାନା ଅନ୍ତର୍ଗତ ଲକ୍ଷ୍ମିଧରପୁର ନିକଟରେ ଏକ ଟ୍ରକ ଓ ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହେବା ଫଳରେ ପିକଅପ ଚାଳକଙ୍କର ମୃତ୍ୟୁ ହୋଇଥିବା ବେଳେ ହେଲପର ଗୁରୁତର ଆହତ ହୋଇଛନ୍ତି…

Continue Reading ଟ୍ରକ – ପିକଅପ ମୁହାଁମୁହିଁ ଧକ୍କା – ଜଣେ ମୃତ ,ଜଣେ ଗୁରୁତର

ଗାଁ ଭିତରେ ହାତୀ ଛୁଆ

ଅନୁଗୁଳ - ଅନୁଗୁଳ ବନାଞ୍ଚଳରେ ହାତୀପଲରୁ ଏକ ହାତୀ ଛୁଆ ଅଲଗା ହୋଇ ରହିଛି। ଛୁଆଟିକୁ ବନ ବିଭାଗ ହାତୀ ମେଳକୁ ନେବାକୁ ଚେଷ୍ଟା କରିଥିଲେ ମଧ୍ୟ ଛୁଆଟି ସେହି ସ୍ଥାନରୁ କେଉଁଆଡ଼େ ଯାଉ ନଥିବା ଦେଖିବାକୁ ମିଳିଛି । ସୂଚନା…

Continue Reading ଗାଁ ଭିତରେ ହାତୀ ଛୁଆ

ହାତୀ ଆକ୍ରମଣରେ ଯୁବକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବ୍ଲକ ପରା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକ ମୃତ । ମୃତକ ଜଣଙ୍କ ପରା  ଗ୍ରାମର ସୋମନାଥ ସାହୁ ବୋଲି ଜଣା ପଡିଛି । ସୋମନାଥ ଆଜି ଭୋର ସମୟରେ ଗାଁ ପାଖରେ…

Continue Reading ହାତୀ ଆକ୍ରମଣରେ ଯୁବକ ମୃତ

ମମିତା ହତ୍ୟାକାଣ୍ଡ ତାତି ଅନୁଗୁଳରେ – ବିଜେପି ଯୁବମୋର୍ଚ୍ଚାର ଏସପି ଅଫିସ ଆଗରେ ପୁଲିସ ସହ ଧସ୍ତାଧସ୍ତି

ଅନୁଗୁଳ - କଳାହାଣ୍ଡି ମହାଲିଙ୍ଗର ଶିକ୍ଷୟତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାରେ ବିଜେଡି ସରକାରର ଗୃହ ରାଷ୍ଟ୍ର  ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଆଜି(ଶୁକ୍ରବାର) ଅନୁଗୁଳ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ସଭାପତି ସୁଦୀପ୍ତ ସ୍ୱାଇଁଙ୍କ ନେତୃତ୍ୱରେ ଅନୁଗୁଳ ଏସପି…

Continue Reading ମମିତା ହତ୍ୟାକାଣ୍ଡ ତାତି ଅନୁଗୁଳରେ – ବିଜେପି ଯୁବମୋର୍ଚ୍ଚାର ଏସପି ଅଫିସ ଆଗରେ ପୁଲିସ ସହ ଧସ୍ତାଧସ୍ତି

୫ ବର୍ଷ ଶିଶୁକୁ ତଣ୍ଟି ଚିପି ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତକୁ କାରାଦଣ୍ଡାଦେଶ

ଅନୁଗୁଳ - ଅନୁଗୁଳ ଥାନା କୁମଣ୍ଡ ବେଲସୁଣ୍ଡା ଗ୍ରାମରେ ଦେଢ଼ ବର୍ଷ ତଳେ ଜଣେ ଶିଶୁ ପୁତ୍ରକୁ ହତ୍ୟା ଉଦ୍ୟମ ମାମଲାର ରାୟ ଗୁରୁବାର ସିଜେଏମ୍ କୋର୍ଟରେ ପ୍ରକାଶ ପାଇଛି । ସିଜେଏମ୍ ଚୌଧୁରୀ ବାସୁଦେବ ପାତ୍ର ମାମଲାର ଶୁଣାଣି କରି…

Continue Reading ୫ ବର୍ଷ ଶିଶୁକୁ ତଣ୍ଟି ଚିପି ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତକୁ କାରାଦଣ୍ଡାଦେଶ

ଖୁବ ଶୀଘ୍ର ଦୂର ହେବ କୋଇଲା ସଙ୍କଟ – କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

ତାଳଚେର - ସାରା ଦେଶରେ ଏବେ କୋଇଲା ସଙ୍କଟ ଦେଖା ଦେଲାଣି । ଆଉ ଏହାର ପରିସ୍ଥିତି ସୁଧାରିବା ପାଇଁ କୋଇଲା ଉତ୍ପାଦନ ଓ ପରିବହନର ଉନ୍ନତି ପାଇଁ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି । ଏଥିପାଇଁ ଅନୁଗୁଳ…

Continue Reading ଖୁବ ଶୀଘ୍ର ଦୂର ହେବ କୋଇଲା ସଙ୍କଟ – କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ନାଉପଦା ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨୦୧୭ ମସିହାରେ ହୋଇଥିବା ଏକ ହତ୍ୟାକାଣ୍ଡର ହତ୍ୟାକାରୀକୁ ବୁଧବାର ଦିନ ମାନ୍ୟବର ଜିଲ୍ଲା ଓ ଦୌରା ଜଜ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି । ସୂଚନା…

Continue Reading ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ

ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ ଦାବିରେ ବିଶାଳ ଚାଷୀ ବିକ୍ଷୋଭ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ୯୨ଟି ରାଜସ୍ୱ ଗ୍ରାମକୁ ଦଖଲ ପ୍ରଦାନ କରିନଥିବା ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ କରି ଶାବକ ଦଖଲ ଅନୁଯାୟୀ ପଟ୍ଟା ପ୍ରଦାନ ଦାବିରେ ଚାଷୀ ସୁରକ୍ଷା କମିଟି ନେତୃତ୍ୱରେ ଅନୁଗୁଳ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ବିଶାଳ ବିକ୍ଷୋଭ…

Continue Reading ଚକବନ୍ଦୀ ରେକର୍ଡକୁ ଉଚ୍ଛେଦ ଦାବିରେ ବିଶାଳ ଚାଷୀ ବିକ୍ଷୋଭ

ଅଜଣା ଗାଡି ଧକ୍କାରେ ଜଣେ ମୃତ

ଛେଣ୍ତିପଦା - ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା ଅନ୍ତର୍ଗତ କୁକୁରପେଟା ଧୁବାମଳିହା ଜଙ୍ଗଲ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ସାଇକଲ ଆରୋହିଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ କୁକୁରପେଟା ଗ୍ରାମର ବିଦ ପ୍ରଧାନ । ସେ ଆଜି…

Continue Reading ଅଜଣା ଗାଡି ଧକ୍କାରେ ଜଣେ ମୃତ

ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରୁ ବାଦ ପଡିବା ଘଟଣା – ଧିକାର ସଭା ସହ ସାମ୍ୱାଦିକଙ୍କ ବିକ୍ଷୋଭ

ଅନୁଗୁଳ - ସରକାର ବିଭିନ୍ନ ଲୋକାଭିମୁଖୀ ଯୋଜନାରେ ପ୍ରତି ବର୍ଷ ହଜାର ହଜାର ଲୋକଙ୍କୁ ସାମିଲ କରୁଥିବା ବେଳେ ଅନୁଗୁଳ ଜିଲ୍ଲାରେ ଦେଖିବାକୁ ମିଳିଛି ଏହାର ବ୍ୟତିକ୍ରମ । ପ୍ରତି ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକଙ୍କ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ଗୋପବନ୍ଧୁ…

Continue Reading ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରୁ ବାଦ ପଡିବା ଘଟଣା – ଧିକାର ସଭା ସହ ସାମ୍ୱାଦିକଙ୍କ ବିକ୍ଷୋଭ

ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ଅନୁଗୁଳ - ଅନୁଗୁଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ମନ୍ଦରଗିରି ମଠ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ସଭାରେ ସଂଗଠନର ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା ହେବା ସହିତ ସଂଗଠନର ବିଭିନ୍ନ…

Continue Reading ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ

ସାବରମତି ଆଶ୍ରମ ଆଧୁନିକୀକରଣର ପ୍ରତିବାଦ

ଅନୁଗୁଳ - ମହାତ୍ମା ଗାନ୍ଧୀଙ୍କ ସାବରମତୀ ଆଶ୍ରମକୁ ଗୁଜରାଟ ଓ ଭାରତ ସରକାର ଆଧୁନିକୀକରଣ ନାମରେ ଏକ ପର୍ଯ୍ୟଟନସ୍ଥଳୀରେ ପରିବର୍ତ୍ତିତ କରିବାକୁ ଯୋଜନା କରିଛନ୍ତି । ଯାହାକୁ ବିରୋଧ କରି ବାଜିରାଉତ  ଛାତ୍ରାବାସ, ଉତ୍କଳ ନବଜୀବନ ମଣ୍ଡଳ ଓ ରାଷ୍ଟ୍ରୀୟ ଯୁବା…

Continue Reading ସାବରମତି ଆଶ୍ରମ ଆଧୁନିକୀକରଣର ପ୍ରତିବାଦ

ଦନ୍ତା ହାତୀର ମୃତଦେହ ଉଦ୍ଧାର – ଦେଢ ମାସରେ ମଲେଣି ଦୁଇ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ବନଖଣ୍ଡ ଅନ୍ତର୍ଗତ ଜୋକପାଣି ଗ୍ରାମ ଜଙ୍ଗଲ ନିକଟରେ ଥିବା ଧାନ ଜମିରୁ ଏକ ଦାନ୍ତ ହାତୀର  ମୃତ ଦେହ ଉଦ୍ଧାର ହୋଇଛି । ହାତୀ ଟି ଗତ ୩/୪ ଦିନ ହେବ ଏକ ୩୦…

Continue Reading ଦନ୍ତା ହାତୀର ମୃତଦେହ ଉଦ୍ଧାର – ଦେଢ ମାସରେ ମଲେଣି ଦୁଇ

ସ୍କୁଲ ପରିସରରୁ ୬ ଫୁଟର ଅଜଗର ସାପ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ଓ.ପି ଜିନ୍ଦଲ ସ୍କୁଲରୁ ୬ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି । ଓ.ପି ଜିନ୍ଦଲ ସ୍କୁଲ ପରିସରରେ ଅଜଗରକୁ ଦେଖି ସ୍କୁଲ କର୍ତ୍ତୁପକ୍ଷ ଏ ସମ୍ପର୍କରେ ଅନୁଗୁଳର…

Continue Reading ସ୍କୁଲ ପରିସରରୁ ୬ ଫୁଟର ଅଜଗର ସାପ ଉଦ୍ଧାର

ଭସାଣି ବେଳେ ଦୁର୍ଘଟଣା – ୫ ଆହତ

କଣିହାଁ - ଭସାଣି ବେଳେ ଦୁର୍ଘଟଣା । ଭସାଣିରେ ଯାଉଥିବା ଟ୍ରାକ୍ଟର ଧକ୍କାରେ ୫ ଗୁରୁତର । ଅନୁଗୁଳ ଜିଲ୍ଲା କଣିହାଁ , ଗଣ୍ତମାଳା ଗ୍ରାମରେ ଏଭଳି ଘଟଣା ଘଟିଯାଇଛି । ସୂଚନା ଅନୁସାରେ ଗତକାଲି ରାତିରେ ଗ୍ରାମରେ ଲକ୍ଷ୍ମୀପୂଜା ଭସାଣି…

Continue Reading ଭସାଣି ବେଳେ ଦୁର୍ଘଟଣା – ୫ ଆହତ