ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା କାର୍ଡ ବଣ୍ଟନ ବଞ୍ଚିତ ଅନେକ ସାମ୍ବାଦିକ – ତୁରନ୍ତ ବୀମା ଅନ୍ତର୍ଭୁକ୍ତ କରିବାକୁ ଦାବି

ତାଳଚେର - କାର୍ଯ୍ୟରତ ସାମ୍ବାଦିକଙ୍କ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା କାର୍ଡ଼ରୁ ବଞ୍ଚିତ ହୋଇଥିବାରୁ ସାମ୍ବାଦିକ ମାନେ ଆଜି ପ୍ରତିବାଦ ଜଣାଇଛନ୍ତି । ଅନୁଗୁଳ ଜିଲ୍ଲା ତାଳଚେର ଉପଖଣ୍ଡର ସାମ୍ବାଦିକ ମାନେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

Continue Reading ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା କାର୍ଡ ବଣ୍ଟନ ବଞ୍ଚିତ ଅନେକ ସାମ୍ବାଦିକ – ତୁରନ୍ତ ବୀମା ଅନ୍ତର୍ଭୁକ୍ତ କରିବାକୁ ଦାବି

ହିଡିସିଙ୍ଗ ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପବାଚସ୍ପତି

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳର ନନ୍ଦପୁର ପଞ୍ଚାୟତ କରଡାସିଙ୍ଗଠାରେ ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ କାର୍ଯ୍ୟ ଚାଲିଛି । ଏହି ପ୍ରକଳ୍ପ ଯୋଗୁ ପାଣିରେ ବୁଡୁଥିବା କରତପଟା-ପମ୍ପାସର ପୂର୍ତ୍ତବିଭାଗ ରାସ୍ତା ନିମନ୍ତେ ଡାହାଣ ପାର୍ଶ୍ୱ…

Continue Reading ହିଡିସିଙ୍ଗ ଜଳସେଚନ ପ୍ରକଳ୍ପର ସମୀକ୍ଷା କଲେ ଉପବାଚସ୍ପତି

ପ୍ରାତଃ ଭ୍ରମଣ ବେଳେ ହାତୀ ଆକ୍ରମଣରେ ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର , ଏକଘରିଆ ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଏକଘରିଆ ଗାଁର ଯୋଗେଶ୍ୱର ଦେବତା । ସୂଚନା ଅନୁସାରେ ଯୋଗେଶ୍ୱର ସବୁଦିନ ଭଳି ଆଜି ସକାଳୁ ପ୍ରାତଃ…

Continue Reading ପ୍ରାତଃ ଭ୍ରମଣ ବେଳେ ହାତୀ ଆକ୍ରମଣରେ ମୃତ୍ୟୁ

ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ବିକ୍ଷୋଭ – ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ

ଅନୁଗୁଳ - କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ସହ ଏଥିରେ ସଂପୃକ୍ତି ଥିବା ଗୃହ ରାଜ୍ୟ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ତୁରନ୍ତ ଇସ୍ତଫା ସହ ଗିରଫ କରିବା…

Continue Reading ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ବିକ୍ଷୋଭ – ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତଳିକା ଦାହ

ଜାତୀୟ ରାଜପଥରେ ପୁଣି ଗଲା ଜୀବନ – ଅଜଣା ଗାଡି ଧକ୍କାରେ ଯୁବକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସଦର ଥାନା ପଞ୍ଚମହଲାଠାରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଡ଼େରଜାଙ୍ଗ ଗାଁର ୨୪ ବର୍ଷୀୟ ଭରତ ସେଠୀ ବୋଲି ଜଣା ପଡିଛି । ସୂଚନା ଅନୁସାରେ ଭରତ…

Continue Reading ଜାତୀୟ ରାଜପଥରେ ପୁଣି ଗଲା ଜୀବନ – ଅଜଣା ଗାଡି ଧକ୍କାରେ ଯୁବକ ମୃତ

ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ – ଜଣେ ଗିରଫ

ଅନୁଗୁଳ - ଅନୁଗୁଳ ଥାନା ରାଜକିଶୋରପଡ଼ାଠାରେ ସାମାନ୍ୟ ବଚସାରୁ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ରାଜକିଶୋର ପଡ଼ାର ପ୍ରସନ୍ନ କୁମାର ମହାନ୍ତି ଓ ଲୁଲୁ ଓରଫ ପ୍ରଦୀପ ଶତପଥିଙ୍କ ମଧ୍ୟରେ କୌଣସି କଥାକୁ ନେଇ…

Continue Reading ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ – ଜଣେ ଗିରଫ

ଅସହଯୋଗ ଆନ୍ଦୋଳନରେ ଡାକ୍ତର – ସ୍ଥାୟୀ ନିଯୁକ୍ତି ଦାବି

ଅନୁଗୁଳ - ରାଜ୍ୟ ଆୟୁଷ ଡ଼ାକ୍ତର ସଂଘ ସହବନ୍ଧିତ ଅନୁଗୁଳ ଜିଲ୍ଲା ଆୟୁଷ ଡ଼ାକ୍ତର ସଂଘ ତରଫରୁ ଆଜି(ମଙ୍ଗଳବାର) ଏକ ସାମ୍ବାଦିକ ସମ୍ମିଳନୀ କରିବା ସହ ରାଜ୍ୟ ସରକାରଙ୍କ ନିକଟରେ ସ୍ଥାୟୀ ନିଯୁକ୍ତି ଦାବି କରା ଯାଇଛି । ଅନୁଗୁଳ ସଂଘ…

Continue Reading ଅସହଯୋଗ ଆନ୍ଦୋଳନରେ ଡାକ୍ତର – ସ୍ଥାୟୀ ନିଯୁକ୍ତି ଦାବି

ଡାକ୍ତରଖାନାରେ ମୃତ ଯୁବକଙ୍କୁ ଜୀବିତ ଭାବି ଘଷା ମଜା – ପୁଲିସକୁ ହେବାକୁ ପଡିଲା ନାକେଦମ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି(ସୋମବାର) ଏକ ହାଇ ଡ୍ରାମା ଦେଖିବାକୁ ମିଳିଥିଲା । ଜଣେ ମୃତ ବ୍ୟକ୍ତିଙ୍କୁ ଜୀବିତ କହି ପରିବାର ଓ ସମ୍ପର୍କୀୟ ମାନେ ତେଲ ଘଷି ଚିକିତ୍ସା କରିବା ସହ ମୃତଦେହକୁ ନେଇ ପଳାଇ…

Continue Reading ଡାକ୍ତରଖାନାରେ ମୃତ ଯୁବକଙ୍କୁ ଜୀବିତ ଭାବି ଘଷା ମଜା – ପୁଲିସକୁ ହେବାକୁ ପଡିଲା ନାକେଦମ

କବାଡି ଟୁର୍ଣ୍ଣାମେଣ୍ଟରେ ଉଦଯାପିତ – କୁରୁମିଠା ଚମ୍ପିୟାନ

ବଅଁରପାଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଅରାହାଟ ଖେଳ ପଡ଼ିଆ ଠାରେ ପଞ୍ଚୁନାଥ ମେମୋରିଆଲ କବାଡି ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ଉତ୍ସବରେ ଓଡିଶା ବିଧାନସଭାର ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହ ମୁଖ୍ୟ ଅତିଥି ଭାବେ ଯୋଗ…

Continue Reading କବାଡି ଟୁର୍ଣ୍ଣାମେଣ୍ଟରେ ଉଦଯାପିତ – କୁରୁମିଠା ଚମ୍ପିୟାନ

ଖଣି ପ୍ରଭାବିତ ଅଞ୍ଚଳର ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ବୈଠକ – ବିରୋଧ ଯୋଗୁଁ ଅଧାରୁ ବନ୍ଦ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଝିଣ୍ଟିପାଳ ମନ୍ଦିର ପରିସରରେ ରବିବାର ଖଣି ପାଇଁ ପ୍ରଭାବିତ ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଅନୁଗୁଳ ଜିଲାର ପୁର୍ବତନ ଜିଲ୍ଲାପରିଷଦ ଅଧକ୍ଷା…

Continue Reading ଖଣି ପ୍ରଭାବିତ ଅଞ୍ଚଳର ଜନ ଜୀବନ ଓ ଜୀବିକା ସୁରକ୍ଷା ନେଇ ବୈଠକ – ବିରୋଧ ଯୋଗୁଁ ଅଧାରୁ ବନ୍ଦ

ଟ୍ରେନ ଧକ୍କାରେ ଖୁଡି-ପୁତୁରା ମୃତ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଜାମ୍ବୁନାଳୀ ଗାଁ ନିକଟରେ ଏକ ଅଘଟଣ ଘଟି ଯାଇଛି । ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ସମ୍ପର୍କରେ ଖୁଡି…

Continue Reading ଟ୍ରେନ ଧକ୍କାରେ ଖୁଡି-ପୁତୁରା ମୃତ

ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଖୁସି ମନାଇଲେ କର୍ମୀ

ଅନୁଗୁଳ - ଭାରତ ବର୍ଷର ଅପ୍ରତିଦ୍ବନ୍ଦି ନେତା ତଥା ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ପ୍ରିୟ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ ଆଜି ଅନୁଗୁଳର ବିଭିନ୍ନ ସ୍ଥାନରେ ପାଳନ କରା ଯାଇଛି । ଏହି ଉପଲକ୍ଷେ ଅନୁଗୁଳ ନିର୍ବାଚନ ମଣ୍ଡଳୀର ବଅଁରପାଳ ବ୍ଲକ…

Continue Reading ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ଖୁସି ମନାଇଲେ କର୍ମୀ

ପ୍ରତିଭା ସମ୍ମାନ ଉତ୍ସବ – ସମ୍ମାନୀତ ହେଲେ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଭା

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଆମ ପ୍ରତିଭା ଆମ ସ୍ବାଭିମାନର ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି ।  ଏହି ଅବସରରେ ଅନୁଷ୍ଠାନ ତରଫରୁ ପ୍ରଥମେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଯାଇଥିଲା । ପ୍ରାତଃ କାଳରେ ମା ବୁଢ଼ୀ…

Continue Reading ପ୍ରତିଭା ସମ୍ମାନ ଉତ୍ସବ – ସମ୍ମାନୀତ ହେଲେ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଭା

କମାଣ୍ଡୋ-୧୧ ଚମ୍ପିୟାନ

ଅନୁଗୁଳ - ଲୁଟୁ ୱାରିଅର୍ସ ପ୍ରିମୀୟର ଲିଗ୍ ର ଫାଇନାଲ ମ୍ୟାଚ ସ୍ଥାନୀୟ ପିଟିସି ଖେଳ ପଡିଆଠାରେ ଅନୁଷ୍ଠିତ ହୋଇଥିବା ବେଳେ ଫାଇନାଲରେ ଭୁବନେଶ୍ଵରର କମାଣ୍ଡୋ-୧୧ ଓ ତେଲକୋଇ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଫାଇନାଲ ମ୍ୟାଚ ୩ ଟି ଫର୍ମାଟରେ…

Continue Reading କମାଣ୍ଡୋ-୧୧ ଚମ୍ପିୟାନ

ମଞ୍ଚାରୁ ଟାଣି ମାରିଲା ହାତୀ – ଜଣେ ମୃତ , ଖସିଗଲେ ଦୁଇ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା କୋହ୍ଲସର ଗାଁରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମଞ୍ଚାରେ ଧାନ ଜଗିବାକୁ ଥିବା ବେଳେ ବିଳମ୍ବିତ ରାତିରେ ହାତୀ ମଞ୍ଚା ଭାଙ୍ଗିବା ସହ ଆକ୍ରମଣ କରିବାରୁ କୋହ୍ଲସର ଗାଁର…

Continue Reading ମଞ୍ଚାରୁ ଟାଣି ମାରିଲା ହାତୀ – ଜଣେ ମୃତ , ଖସିଗଲେ ଦୁଇ