ସ୍କୁଟି ଧକ୍କାରେ ବୃଦ୍ଧ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିମିଳିପାଳ କମାରଘାଇ ପୋଲ ନିକଟରେ ଏକ ସ୍କୁଟି ଧକ୍କାରେ ଆଜି(ଶୁକ୍ରବାର) ସକାଳ ୭ ଟା ବେଳେ ଜଣେ ବୃଦ୍ଧଙ୍କର ମୃତ ହୋଇଛି । ମୃତକ ଜଣକ ହେଲେ ପାତ୍ରପଡା ଗ୍ରାମର ୭୦ ବର୍ଷୀୟ…

Continue Reading ସ୍କୁଟି ଧକ୍କାରେ ବୃଦ୍ଧ ମୃତ

ଲୁଟୁ ୱାରିଅର୍ସ ପ୍ରିମିୟର ଲିଗର ଫାଇନାଲରେ କମାଣ୍ଡୋ ୧୧ ଏବଂ ତେଲକୋଇ

ଅନୁଗୁଳ - ଅନୁଗୁଳ ଲୁଟୁ ୱାରିଅର୍ସ ପ୍ରିମିୟର ଲିଗର ଦ୍ୱିତୀୟ ସେମି ଫାଇନାଲ୍ ମ୍ୟାଚ ଅନୁଷ୍ଠିତ ହୋଇ ଯାଇଛି । ଆଜି ( ବୁଧବାର) ଖେଳା ଯାଇଥିବା ଏହି ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ତେଲକୋଇ ଓ ଦେବଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା…

Continue Reading ଲୁଟୁ ୱାରିଅର୍ସ ପ୍ରିମିୟର ଲିଗର ଫାଇନାଲରେ କମାଣ୍ଡୋ ୧୧ ଏବଂ ତେଲକୋଇ

ଡକାୟତି ଉଦ୍ୟମ ବେଳେ ପୁଲିସର ଚଢ଼ାଉ – ୫-ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଏକ ବଡ଼ ଧରଣର ଡକାୟତି ପାଇଁ ଉଦ୍ୟମ ହେଉଥିବା ବେଳେ ୫ଜଣଙ୍କୁ ପୁଲିସ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ବିହାରୀପୁର ଗ୍ରାମର ଦୀପୁ ନାଏକ ,…

Continue Reading ଡକାୟତି ଉଦ୍ୟମ ବେଳେ ପୁଲିସର ଚଢ଼ାଉ – ୫-ଗିରଫ

ଦୁର୍ଘଟଣାରେ ବାପା ମୃତ , ଝିଅ ଗୁରୁତର

ଅନୁଗୁଳ - ଅନୁଗୁଳ ଥାନା ତୁରଙ୍ଗ ନିକଟ ୫୫ ନଂ ଜାତୀୟ ରାଜପଥରେ ବୁଧବାର ସକାଳେ ଏକ ଟ୍ୟାଙ୍କର ଧକ୍କାରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ , ମିଶ୍ରପଡାର ବିଶ୍ୱ ନାୟକ…

Continue Reading ଦୁର୍ଘଟଣାରେ ବାପା ମୃତ , ଝିଅ ଗୁରୁତର

ଯୁବ ଡାକ୍ତରଙ୍କ ଅକାଳ ବିୟୋଗ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କାର୍ଯ୍ୟରତ ଜଣେ ଯୁବ ଡାକ୍ତରଙ୍କ ଅକାଳ ବିୟୋଗ ହୋଇଛି । ମୃତ ଡାକ୍ତର ଜଣଙ୍କ ହେଲେ ଅନୁଗୁଳ ଜିଲ୍ଲା ତଳମୂଳ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ପ୍ରଣୟ କୁମାର ପ୍ରଧାନ । ସେ ବ୍ରେନ ଟ୍ୟୁମର ରୋଗରେ ପୀଡିତ…

Continue Reading ଯୁବ ଡାକ୍ତରଙ୍କ ଅକାଳ ବିୟୋଗ

ବସଷ୍ଟାଣ୍ଡରେ ଟଳି ପଡିଲା ପୁରୁଣା ଗଛ – ଅଳ୍ପକେ ବର୍ତ୍ତିଲେ ଅନେକ ଲୋକ

ଅନୁଗୁଳ - ଅନୁଗୁଳ ବସଷ୍ଟାଣ୍ଡଠାରେ ଆଜି (ମଙ୍ଗଳବାର) ସନ୍ଧ୍ୟା ପ୍ରାୟ ୯ ଟା ସମୟରେ ଥିବା ଏକ ପ୍ରାୟ ଏକ ଶହ ବର୍ଷ ବିରାଟ ଅଶ୍ୱସ୍ଥ ଗଛ ଉପୁଡ଼ି ପଡିବା ଫଳରେ ସେଠାରେ ଥିବା ଉଠା ଦୋକାନୀ ଓ ପଥଚାରୀ ଅଳ୍ପକେ…

Continue Reading ବସଷ୍ଟାଣ୍ଡରେ ଟଳି ପଡିଲା ପୁରୁଣା ଗଛ – ଅଳ୍ପକେ ବର୍ତ୍ତିଲେ ଅନେକ ଲୋକ

କରୋନା ନେଲା ଯୋଦ୍ଧାଙ୍କ ଜୀବନ

ଅନୁଗୁଳ - ଅନୁଗୁଳ ଜିଲ୍ଲାର କରୋନା ଆଉ ଜଣେ ଯୋଦ୍ଧାଙ୍କ ଜୀବନ ନେଇଛି । ମୃତକ ଜଣଙ୍କ ହେଲେ ଅନୁଗୁଳ ରିଜର୍ଭ କାର୍ଯ୍ୟାଳୟରେ କନେଷ୍ଟବଳ ଭାବେ କାର୍ଯ୍ୟରତ ସତ୍ୟବାଦୀ ଦେହୁରୀ । ତାଙ୍କ ନିଜସ୍ଵ ଘର ଛେଣ୍ଡିପଦା ଥାନା ବସନ୍ତପୁର ।…

Continue Reading କରୋନା ନେଲା ଯୋଦ୍ଧାଙ୍କ ଜୀବନ

ମେଡିକାଲ କଲେଜ କାର୍ଯ୍ୟକ୍ଷମ ପାଇଁ ଚିଠି ଲେଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ବର - ଅନୁଗୁଳ ଜିଲ୍ଲା ତାଳଚେରଠାରେ ମହାନଦୀ କୋଳ ଫିଲ୍ଡ ଦ୍ଵାରା ପରିଚାଳିତ ହେବାକୁ ଥିବା ମେଡିକାଲ କଲେଜକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ଲାଗି ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କୁ ଚିଠି ଲେଖିଛନ୍ତି…

Continue Reading ମେଡିକାଲ କଲେଜ କାର୍ଯ୍ୟକ୍ଷମ ପାଇଁ ଚିଠି ଲେଖିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ପଞ୍ଚାୟତ ନିର୍ବାଚନ ଅଧିସୂଚନା ପ୍ରକାଶ ପାଇଲା

ଅନୁଗୁଳ - ଆଜି ପ୍ରକାଶ ପାଇଲା ରାଜ୍ୟ ସ୍ତରୀୟ ପଞ୍ଚାୟତ ନିର୍ବାଚନ ଅଧିସୂଚନା । ଏଥି ସହିତ ଅନୁଗୁଳ ଜିଲ୍ଳାପାଳ ଜିଲ୍ଲା ସ୍ତରୀୟ ନିର୍ବାଚନ ଅଧିସୂଚନା ତାଲିକା ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ତାଲିକାରେ କେଉଁ ପଞ୍ଚାୟତରେ କେଉଁ ବର୍ଗର…

Continue Reading ପଞ୍ଚାୟତ ନିର୍ବାଚନ ଅଧିସୂଚନା ପ୍ରକାଶ ପାଇଲା

ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା କୁରୁମଛକ ଠାରେ ଏକ ଅଭାବନୀୟ ଘଟଣା ଘଟିଛି । କୁରୁମଛକ ନିକଟସ୍ଥ ଏକ ପୋଖରୀରେ ବୁଡି ଗାଁର ଦୁଇ ଜଣ ନାବାଳିକାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଗାଁର ଘନଶ୍ୟାମ ସାହୁଙ୍କ…

Continue Reading ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

ଏସିଆ ବୁକ ଅଫ ରେକର୍ଡରେ ବାଲୁକା ଶିଳ୍ପୀ ରୁବେଲାଲଙ୍କ ବାଲୁକା କଳା

ଅନୁଗୁଳ - ଚଳିତ ବର୍ଷ ବିଶ୍ଵ କର୍କଟ ଦିବସରେ ବାଲୁକା କଳା ଦ୍ଵାରା ସଚେତନତା ବାର୍ତ୍ତା ଦେଇଥିଲେ ଜାତୀୟ ସ୍ତରୀୟ ବାଲୁକା ଶିଳ୍ପୀ ରୁବେଲାଲ ପ୍ରଧାନ । କଟକର କାର୍ଶିନୋଭା କ୍ୟାନସର ହସ୍ପିଟାଲ ଠାରେ ୧୩୨ ଫୁଟ ଲମ୍ବ ଓ ୯୨…

Continue Reading ଏସିଆ ବୁକ ଅଫ ରେକର୍ଡରେ ବାଲୁକା ଶିଳ୍ପୀ ରୁବେଲାଲଙ୍କ ବାଲୁକା କଳା

ଗେଷ୍ଟ୍ ହାଉସ ଭିତରୁ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସମଲ ଥାନା ଅର୍ନ୍ତଗତ ସମଲ ବ୍ୟାରେଜ ଓପିସିଏଲ ଗେଷ୍ଟ୍ ହାଉସରୁ ଜଣେ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵର ଜିଲ୍ଲା ଅବଝୁନା ଗ୍ରାମର ସୁଶାନ୍ତ କୁମାର ବଳ…

Continue Reading ଗେଷ୍ଟ୍ ହାଉସ ଭିତରୁ କର୍ମଚାରୀଙ୍କ ମୃତ ଦେହ ଉଦ୍ଧାର

ଜୁଆ ଆଡ୍ଡା ଉପରେ ଚଢ଼ାଉ – ୬ ଗିରଫ ୯ ମୋଟରସାଇକେଲ ଜବତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଖମାର ଗାଁ ନିକଟରେ ଥିବା ଏକ ଆମ୍ବତୋଟାରେ ଚଲିଥିବା ଏକ ଜୁଆ ଆଡ୍ଡା ଉପରେ ବୁଧବାର ଛେଣ୍ଡିପଦା ପୁଲିସ ଚଢ଼ାଉ କରିଥିଲା । ଚଢାଉ ବେଳେ ପୁଲିସ ୬ ଜଣ ଜୁଆଡିଙ୍କୁ ଗିରଫ…

Continue Reading ଜୁଆ ଆଡ୍ଡା ଉପରେ ଚଢ଼ାଉ – ୬ ଗିରଫ ୯ ମୋଟରସାଇକେଲ ଜବତ

ବଦଳିଲେ ଥାନା ଅଧିକାରୀ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଥାନା ଅଧିକାରୀଙ୍କ ସ୍ତରରେ ଅଦଳବଦଳ ହୋଇଛି । ଅନୁଗୁଳ ଏସପି ଜଗମୋହନ ମୀନାଙ୍କ ନିର୍ଦେଶ କ୍ରମେ ଜିଲ୍ଲାର ୪ ଜଣ ଇନ୍ସିପେକ୍ଟରଙ୍କୁ ଅନ୍ୟ ଥାନାକୁ ବଦଳି ହୋଇଥିବା ବେଳେ ହେଡକ୍ଵାଟରରେ ଥିବା ଜଣେ ଇନସପେକ୍ଟରକୁ ଥାନା…

Continue Reading ବଦଳିଲେ ଥାନା ଅଧିକାରୀ

କୃଷକ ହତ୍ୟା ଓ ପ୍ରିୟଙ୍କାଙ୍କୁ ଗିରଫ ପ୍ରତିବାଦ – କଂଗ୍ରେସର ଧାରଣା

ଅନୁଗୁଳ - ଲକ୍ଷ୍ମୀପୁରରେ କୃଷକଙ୍କୁ ହତ୍ୟା ଓ ମୃତକଙ୍କ ପରିବାରକୁ ଦେଖା କରିବାକୁ ଯିବା ବେଳେ ପ୍ରିୟଙ୍କା ଗାନ୍ଧୀଙ୍କୁ ଗିରଫ କରିବା ପ୍ରତିବାଦରେ ଅନୁଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଗାନ୍ଧି ପାର୍କ ଆଗରେ ଧାରଣା ଦିଆଯାଇଥିଲା । ଜିଲ୍ଲା ସଭାପତି ବିପ୍ଳବ…

Continue Reading କୃଷକ ହତ୍ୟା ଓ ପ୍ରିୟଙ୍କାଙ୍କୁ ଗିରଫ ପ୍ରତିବାଦ – କଂଗ୍ରେସର ଧାରଣା