ତୀର ମାଡରେ ଯୁବକ ଗୁରୁତର

ଅନୁଗୁଳ - ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା କଙ୍କରେଇ ଗାଁରେ ଜଣେ ଯୁବକଙ୍କୁ ତୀର ମାଡ ହୋଇଥିବା ବେଳେ ତୀର ଲାଗିଥିବା ଅବସ୍ଥାରେ ସେ ଆସି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ । ସୂଚନା ଅନୁସାରେ କୁଣ୍ଢେଇଗୋଳା ଥାନା ଅଞ୍ଚଳର…

Continue Reading ତୀର ମାଡରେ ଯୁବକ ଗୁରୁତର

ଦୁର୍ନୀତିଗ୍ରସ୍ତଙ୍କ ଡେପୁଟି କଲେକ୍ଟରଙ୍କୁ ୫ଟି ଛାଟ – ବାଧ୍ୟତାମୂଳକ ଅବସର ପାଇଁ ନିର୍ଦେଶ

ଭୁବନେଶ୍ଵର - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର…

Continue Reading ଦୁର୍ନୀତିଗ୍ରସ୍ତଙ୍କ ଡେପୁଟି କଲେକ୍ଟରଙ୍କୁ ୫ଟି ଛାଟ – ବାଧ୍ୟତାମୂଳକ ଅବସର ପାଇଁ ନିର୍ଦେଶ

ଅନୁଗୁଳ ବିଇଡ଼ି କଲେଜ ଜାତୀୟ ସ୍ତରର ହେବ – କେନ୍ଦ୍ରମନ୍ତ୍ରୀ

ଅନୁଗୁଳ - କେନ୍ଦ୍ର ଶିକ୍ଷା ,ଦକ୍ଷତା ବିକାଶ ଓ ଉଦ୍ୟମତା ମନ୍ତ୍ରୀ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ଆଜି (ଶନିବାର) ଅନୁଗୁଳ ଗସ୍ତରେ ଆସିଥିଲେ  । ଅନୁଗୁଳ କିଶୋରନଗର ବ୍ଲକ ଜଏରାଟ୍…

Continue Reading ଅନୁଗୁଳ ବିଇଡ଼ି କଲେଜ ଜାତୀୟ ସ୍ତରର ହେବ – କେନ୍ଦ୍ରମନ୍ତ୍ରୀ

ଗାଡିଆରେ ଭାସୁଛି ଅଜଣା ଶବ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପଳାସବଣିଆ ଗ୍ରାମ ନିକଟସ୍ଥ ବରନାଳ ଚେକଡ୍ୟାମର ଏକ ଗାଡିଆରେ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ପଳାସବଣିଆ ଗାଁ ନିକଟସ୍ଥ ବରନାଳ ଚେକଡ୍ୟାମରେ ଥିବା ଏକ ଗାଡିଆରେ ଏହି ମୃତଦେହ…

Continue Reading ଗାଡିଆରେ ଭାସୁଛି ଅଜଣା ଶବ

ଗାନ୍ଧୀଭବନ ପାଇଁ ସତ୍ୟାଗ୍ରହରେ କ୍ରୀଷ୍ଣା ମହାନ୍ତି – ପ୍ରଶାସନ ଦେଲା ସ୍ପଷ୍ଟିକରଣ

ଅନୁଗୁଳ - ମହାତ୍ମା ଗାନ୍ଧୀ ୧୯୩୪ ମସିହା ମଇ ୬ ଓ ୭ ତାରିଖରେ ଦୁଇ ଦିନ ପାଇଁ ଅନୁଗୁଳରେ ରହିଥିଲେ । ବିହାରର ରାଜଧାନୀ ପାଟନାରୁ ବାହାରି ସେ  ବିହାର ଓ ଓଡିଶାର ବିଭିନ୍ନ ସ୍ଥାନରେ ଅସ୍ପୃଶ୍ୟତା ନିବାରଣର ବାର୍ତ୍ତା…

Continue Reading ଗାନ୍ଧୀଭବନ ପାଇଁ ସତ୍ୟାଗ୍ରହରେ କ୍ରୀଷ୍ଣା ମହାନ୍ତି – ପ୍ରଶାସନ ଦେଲା ସ୍ପଷ୍ଟିକରଣ

ବିଦ୍ୟୁତ ସଂସ୍ପର୍ଶରେ ଆସି ବୃଦ୍ଧା ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଚଉରିଡିହ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିକୁ ଯାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ସୁଚନା ଅନୁସାରେ ଚଉରିଡିହ ଗ୍ରାମର…

Continue Reading ବିଦ୍ୟୁତ ସଂସ୍ପର୍ଶରେ ଆସି ବୃଦ୍ଧା ମୃତ୍ୟୁ

ସତ୍ୟାଗ୍ରହରେ ବସିବେ ବିଶିଷ୍ଟ ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତି

ଅନୁଗୁଳ - ଆସନ୍ତା କାଲି ଗାନ୍ଧୀ ଜୟନ୍ତୀ ଠାରୁ ସତ୍ୟାଗ୍ରହରେ ବସିବେ ବିଶିଷ୍ଟ ସର୍ବୋଦୟ ନେତ୍ରୀ ତଥା ସମାଜସେବୀ କୃଷ୍ଣା ମହାନ୍ତି । ପୌର ପ୍ରଶାସନର ମନମୁଖୀ କାର୍ଯ୍ୟକୁ ବିରୋଧ କରି ସେ ଏଭଳି ସତ୍ୟାଗ୍ରହରେ ବସିବେ ବୋଲି କହିଛନ୍ତି ।…

Continue Reading ସତ୍ୟାଗ୍ରହରେ ବସିବେ ବିଶିଷ୍ଟ ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତି

ଭିଜିଲାନ୍ସ ଜାଲରେ ଅମୀନ

ଅନୁଗୁଳ - ଭିଜିଲାନ୍ସ ଜାଲରେ ଅମୀନ। ଅନୁଗୋଳ ଜିଲ୍ଲା କଣିହାଁ ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟରେ ଆଜି ଭିଜିଲାନ୍ସର ଏକ ଟିମ ଚଢାଉ ଲାଞ୍ଚ ନେଉଥିବା ବେଳେ ଜଣେ ଅମୀନଙ୍କୁ ଧରିବାରେ ସଫଳ ହୋଇଛି । ଧାରା ପଡିଥିବା ଅମୀନ ଜଣଙ୍କ ହେଲେ…

Continue Reading ଭିଜିଲାନ୍ସ ଜାଲରେ ଅମୀନ

ନିଖୋଜ ଯୁବକଙ୍କ ମୃତ ଦେହ ଗାଡ଼ିଆରୁ ଉଦ୍ଧାର – ହତ୍ୟା ନା ଦୁର୍ଘଟଣା !!

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା କାଳିଆକଟା ଗାଁ ନିକଟରୁ ଗୁରୁବାର ଜଣେ ନିଖୋଜ ଯୁବକଙ୍କ ମୃତ ଦେହ ପୁଲିସ ଉଦ୍ଧାର କରିଛି । ମୃତ ଯୁବକ ଜଣକ ହେଲେ କାଳିଆକଟା ଗ୍ରାମର  ଡିଲେଶ୍ୱର ପ୍ରଧାନ ବୋଲି ଜଣାପଡିଛି…

Continue Reading ନିଖୋଜ ଯୁବକଙ୍କ ମୃତ ଦେହ ଗାଡ଼ିଆରୁ ଉଦ୍ଧାର – ହତ୍ୟା ନା ଦୁର୍ଘଟଣା !!

ଜାତୀୟ ପ୍ରତିଯୋଗିତାରେ ଚମକିଲେ ଅନୁଗୁଳର ପୁଅ – ଓଡ଼ିଶାକୁ ଦେଲେ ପଦକ

ଅନୁଗୁଳ - ନୂଆଦିଲ୍ଲୀର ଜବାହାରଲାଲ ନେହେରୁ ଷ୍ଟାଡିୟମରେ ୨୩ ବର୍ଷରୁ କମ ଜାତୀୟ ଆଥଲେଟିକ୍ସ ଚାମ୍ପିଅନସିପରେ ଓଡ଼ିଶାକୁ ଗୋଟିଏ ପଦକ ମିଳିଛି । ଉଚ୍ଚ ଡିଆଁରେ ଅନୁଗୁଳର ପୁଅ ସ୍ଵାଧୀନ ମାଝୀ ୨.୦୮ ମିଟର ଡେଇଁ ଓଡ଼ିଶା ପାଇଁ ବ୍ରୋଞ୍ଚ ପଦକ…

Continue Reading ଜାତୀୟ ପ୍ରତିଯୋଗିତାରେ ଚମକିଲେ ଅନୁଗୁଳର ପୁଅ – ଓଡ଼ିଶାକୁ ଦେଲେ ପଦକ

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଡିକି ଭାଙ୍ଗି ଟଙ୍କା ଲୁଟ

ଅନୁଗୁଳ - ଭାରତୀୟ ଷ୍ଟେଟବ୍ୟାଙ୍କ ସାମ୍ନାରୁ ଲୁଟ । ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଡିକି ଭାଙ୍ଗି ତାଙ୍କଠାରୁ ୧ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୁତ୍ତ। ସୂଚନା ଅନୁସାରେ ଆଜି(ବୁଧବାର) ଅପରାହ୍ନ ପ୍ରାୟ ସାଢ଼େ ୩ଟା ବେଳେ ସାନକଞ୍ଜିନି ଗ୍ରାମର ନିତ୍ୟାନନ୍ଦ ପ୍ରଧାନ…

Continue Reading ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଡିକି ଭାଙ୍ଗି ଟଙ୍କା ଲୁଟ

ଜିଲ୍ଲାପାଳଙ୍କ ସହ ଉନ୍ନୟନ କାର୍ଯ୍ୟର ଆଲୋଚନା କଲେ ପୂର୍ବତନ ଟାମଡା ଅଧ୍ୟକ୍ଷ ଶକ୍ତି ପଟ୍ଟନାୟକ

ଅନୁଗୁଳ - ଅନୁଗୁଳ ପୌରାଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ପୂର୍ବତନ ଟାମଡା ଅଧ୍ୟକ୍ଷ ତଥା ଓଡ଼ିଶା ମୋ ପରିବାର ଜିଲା ସଂଯୋଜକ ଶକ୍ତି ପ୍ରସାଦ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲାପାଳଙ୍କୁ ଭେଟି ଆଲୋଚନା କରିଛନ୍ତି । ଜିଲ୍ଲାପାଳଙ୍କୁ ଭେଟି ଯୋଗମଣ୍ଡପ…

Continue Reading ଜିଲ୍ଲାପାଳଙ୍କ ସହ ଉନ୍ନୟନ କାର୍ଯ୍ୟର ଆଲୋଚନା କଲେ ପୂର୍ବତନ ଟାମଡା ଅଧ୍ୟକ୍ଷ ଶକ୍ତି ପଟ୍ଟନାୟକ

ବିଦ୍ୟୁତ୍ ବିଭାଗର ଗ୍ରାହକ ସେବା କେନ୍ଦ୍ର ଉଦଘାଟିତ

ଅନୁଗୁଳ - ବିଦ୍ୟୁତ୍ ବିଭାଗର ( ପି ସି ଓ ଡି ଏଲ ) ବିଭିନ୍ନ ସେବାକୁ ଗ୍ରାହକମାନଙ୍କ ନିକଟରେ ପହଞ୍ଚାଇବା ସହ ବିଭାଗକୁ ଅଧିକ ଶକ୍ତିଶାଳୀ କରିବା ନିମନ୍ତେ ଦଶମ ଗ୍ରାହକ ସେବା କେନ୍ଦ୍ର ଆଜି ବିଦ୍ୟୁତ୍ ବିଭାଗର କାର୍ଯ୍ୟାଳୟ…

Continue Reading ବିଦ୍ୟୁତ୍ ବିଭାଗର ଗ୍ରାହକ ସେବା କେନ୍ଦ୍ର ଉଦଘାଟିତ

ମଦ କାଉଣ୍ଟର ମ୍ୟାନେଜରଙ୍କୁ ହାଣିଲେ ଦୁର୍ବୃତ୍ତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଡ଼କେରା ବିଦେଶୀ ମଦ କାଉଣ୍ଟର ମ୍ୟାନେଜରଙ୍କୁ ଭୁଜାଲିରେ ହାଣିଲେ ଦୁର୍ବୁତ୍ତ । ଗତକାଲି (ମଙ୍ଗଳବାର) ସନ୍ଧ୍ୟାରେ ଏକ ମୋଟରସାଇକେଲରେ ଦୁଇ ଜଣ ଆସି ଅଚାନକ ମ୍ୟାନେଜରଙ୍କୁ ହାଣି ପଳାଇ ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ…

Continue Reading ମଦ କାଉଣ୍ଟର ମ୍ୟାନେଜରଙ୍କୁ ହାଣିଲେ ଦୁର୍ବୃତ୍ତ

୧୨ ଫୁଟ ଅହିରାଜ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ଗଡତରାସ ଗ୍ରାମରୁ ଆଜି ଏକ ୧୨ ଫୁଟ ଲମ୍ବର ଅହିରାଜ ସାପ ଉଦ୍ଧାର କରା ଯାଇଛି । ଗଡତରାସ ଗ୍ରାମ ଶିବ ମନ୍ଦିର ନିକଟ ଏକ ଜଳାଶୟ ପାଖରେ ଏକ ବଡ ସାପକୁ କିଛି ଗ୍ରାମବାସୀ…

Continue Reading ୧୨ ଫୁଟ ଅହିରାଜ ଉଦ୍ଧାର