ଅତିରିକ୍ତ ଉପ-ଜିଲ୍ଲାପାଳ ଭାବେ ବୈତୁରା ଦୀପଙ୍କ ବଦଳି

ଅନୁଗୁଳ - ଅନୁଗୁଳ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବୈତୁରା ଦୀପଙ୍କ ବଦଳି ହୋଇଛି । ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଡେପୁଟି କଲେକ୍ଟରଭାବେ କାର୍ଯ୍ୟ କରୁଥିବା ଦୀପଙ୍କୁ ଅନୁଗୁଳର ଅତିରିକ୍ତ ଉପ-ଜିଲ୍ଲାପାଳ ଭାବେ ବୈତୁରା ଦୀପଙ୍କୁ ବଦଳି କରାଯାଇଥିବା ବେଳେ ଛେଣ୍ଡିପଦାଠାରେ ତାଙ୍କ…

Continue Reading ଅତିରିକ୍ତ ଉପ-ଜିଲ୍ଲାପାଳ ଭାବେ ବୈତୁରା ଦୀପଙ୍କ ବଦଳି

ପ୍ରଶାସନ କଲା ଅଣଦେଖା – ନିଜେ ଅଣ୍ଟା ଭିଡିଲେ ଗ୍ରାମବାସୀ

ଆଠମଲ୍ଲିକ - ଗତ ଲଘୁଚାପ ବର୍ଷା ଯୋଗୁଁ ପ୍ରବଳ ପାଣି ସୁଅରେ ପୋଲ କ୍ଷତିଗ୍ରସ୍ତ ହୋଇଥିଲା । ଫଳରେ ସେହି ରାସ୍ତା ଉପରେ ନିର୍ଭର କରୁଥିବା ଲୋକ ଯିବା ଆସିବା କରିବାରେ ହଇରାଣ ହେଲେ । ଏଥିପାଇଁ ଅଞ୍ଚଳବାସୀ ପ୍ରଶାସନକୁ ଅବଗତ…

Continue Reading ପ୍ରଶାସନ କଲା ଅଣଦେଖା – ନିଜେ ଅଣ୍ଟା ଭିଡିଲେ ଗ୍ରାମବାସୀ

ରାସ୍ତାରେ ଜଳିଗଲା ଅଟୋ – ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଅନୁଗୁଳ - ଅନୁଗୁଳ ଡାକ୍ତରଖାନା ଛକରେ ଚଳନ୍ତା ଅବସ୍ଥାରେ ଆଜି ଏକ ଅଟୋରେ ଅଗ୍ନିକାଣ୍ଡ ହୋଇଥିଲା । ହଠାତ ଅଟୋରେ ନିଆଁ ଲାଗିଯାଇଥିବା ବେଳେ ସୌଭାଗ୍ୟ ବଶତଃ ଅଟୋର ଡ୍ରାଇଭର ଅଳ୍ପକେ ବର୍ତ୍ତୀ ଯାଇଛନ୍ତି । ସୂଚନା ଅନୁସାରେ ବାସଷ୍ଟାଣ୍ଡ ପଟରୁ…

Continue Reading ରାସ୍ତାରେ ଜଳିଗଲା ଅଟୋ – ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ସ୍ଲିପ୍ ଫର୍ ପିସ୍ କାର୍ଯ୍ୟକ୍ରମ ପାଳିତ

ଅନୁଗୁଳ - ୟୁଥ୍ ହଷ୍ଟେଲ ଆସୋସିଏସନ ଅଫ ଇଣ୍ଡିଆ ତାର ସାର ବିଶ୍ବରେ ରହିଥିବା ୪୦୦୦ ହଜାରରୁ ଅଧିକ ଶାଖା ତରଫରୁ "ସ୍ଲିପ୍ ଫର୍ ପିସ୍" କାର୍ଯ୍ୟକ୍ରମ ପାଲନ କରାଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଅସହାୟ ବ୍ୟକ୍ତି , ହଷ୍ଟେଲ…

Continue Reading ସ୍ଲିପ୍ ଫର୍ ପିସ୍ କାର୍ଯ୍ୟକ୍ରମ ପାଳିତ

ଟ୍ରକ ମୋଟରସାଇକେଲ ଧକ୍କା – ମୋଟରସାଇକେଲ ଚାଳକଙ୍କର ମୃତ୍ୟୁ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନୁଗୁଳ-ଛେଣ୍ଡିପଦା ୬୩ ନମ୍ବର ରାଜ୍ୟ ରାଜପଥର  ଗୋପୀନାଥପୁର ଠାରେ ଥିବା ସରଲିୟା ପେଟ୍ରୋଲ ପମ୍ପ ନିକଟରେ ଗତ ରବିବାର ସନ୍ଧ୍ୟା ୭ଟା ବେଳେ ମୋଟରସାଇକେଲ ଏବଂ ଟ୍ରକ୍ ମଧ୍ୟରେ ଧକ୍କା ହୋଇଥିଲା ।…

Continue Reading ଟ୍ରକ ମୋଟରସାଇକେଲ ଧକ୍କା – ମୋଟରସାଇକେଲ ଚାଳକଙ୍କର ମୃତ୍ୟୁ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ ଫୋପାଡିବା ଘଟଣା – ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେପି , ୩ ଦିନ ମହଲତ ଦେଲା କଂଗ୍ରେସ

ଅନୁଗୁଳ - ଅନୁଗୁଳ ମୁଖ୍ୟ ଡାକ୍ତରଖାନାର ଏକ ଷ୍ଟାଫ କ୍ବାଟର ଭାଙ୍ଗିବା ବେଳେ ଲକ୍ଷାଧିକ ଟଙ୍କାର ଏକ୍ସପାରି ଔଷଧ ମିଳିଥିବା ଘଟଣାକୁ ନେଇ ଅନୁଗୁଳ ବିଜେପି ମହିଳା ମୋର୍ଚ୍ଚା ଓ କଂଗ୍ରେସ ସ୍ୱାସ୍ଥ୍ୟ ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ଉପରେ ଗରଜିଛନ୍ତି…

Continue Reading ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଔଷଧ ଫୋପାଡିବା ଘଟଣା – ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେପି , ୩ ଦିନ ମହଲତ ଦେଲା କଂଗ୍ରେସ

ବସଲା ମା ଦକ୍ଷିଣକାଳୀ ଦିନିକିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଅନୁଗୁଳ - ଦୀର୍ଘ ୩୩ ବର୍ଷ ପରେ ବସଲା ରେ ହେଲା ଫୁଟବଲ ଟୁର୍ଣ୍ଣାମେଣ୍ଟ ଏହି ଟୁର୍ଣ୍ଣାମେଣ୍ଟ ରେ ୬ ଟି ଦଳ ଭାଗ ନେଇଥିଲେ । ୬ ଟି ଦଳ ମଧ୍ୟ ରୁ ଶିମିଳିଚୁଁଇ ଓ ତଳମୂଳ ମଧ୍ୟରେ ଫାଇନାଲ…

Continue Reading ବସଲା ମା ଦକ୍ଷିଣକାଳୀ ଦିନିକିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ

ଅସଭ୍ୟ ଗାଳି ଗୁଲଜ ଯୋଗୁଁ ହତ୍ୟା – ୩ ମହିଳା ସମେତ ୮ ଗିରଫ

ଅନୁଗୁଳ -(AO) ଅନୁଗୁଳ ସଦର ଥାନା ଡେରେଜାଙ୍ଗ ପ୍ରୋଜେକ୍ଟ ହୁଡାରୁ ଗତକାଲି ବିଳମ୍ବିତ ରାତିରେ ରନ୍ତଳେଇ ଗାଁର ଜଗନ୍ନାଥ ସେନାପତି ନାମକ ଜଣେ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଥିଲା । ତାଙ୍କ ମୁଣ୍ଡ ସଂପୂର୍ଣ୍ଣ ଗୁଣ୍ଡା ହୋଇ ଯାଇଥିବା ବେଳେ…

Continue Reading ଅସଭ୍ୟ ଗାଳି ଗୁଲଜ ଯୋଗୁଁ ହତ୍ୟା – ୩ ମହିଳା ସମେତ ୮ ଗିରଫ

ସାମାନ୍ୟ ବଚସାରୁ ଖୁରରେ ତଣ୍ଟି କାଟି ହତ୍ୟା ଉଦ୍ୟମ

ଅନୁଗୁଳ - ଅନୁଗୁଳ ସହର ଉପକଣ୍ଠ କୁମଣ୍ଠ ଚଣ୍ଡିବଜାର ଛକ ନିକଟରେ ଏକ ସେଲୁନ କର୍ମଚାରୀଙ୍କ ବେକକୁ ଖୁରରେ କାଟି ହତ୍ୟା ଉଦ୍ୟମ କରିଥିବା ଅନୁଗୁଳ ସଦର ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ କୁମଣ୍ଡ ଚଣ୍ଡିବଜାରରେ ଥିବା ଅଶୋକ ସେଲୁନ୍‌ର…

Continue Reading ସାମାନ୍ୟ ବଚସାରୁ ଖୁରରେ ତଣ୍ଟି କାଟି ହତ୍ୟା ଉଦ୍ୟମ

ସରକାରୀକା ମାଲ , ଦରିଆ ମେ ଡାଲ !! ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ମିଳିଲା ପେଟି ପେଟି ଏକ୍କ୍ସପାରି ଔଷଧ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୁରୁଣା କ୍ୱାର୍ଟର ଭଙ୍ଗା ବେଳେ ଏକ କ୍ଵାଟରରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ସରକାରୀ ଏକ୍ସପାରି ଔଷଧ ମିଳିଛି । ସମ୍ପୃକ୍ତ କ୍ଵାଟରଟି ଜଣେ ଅବସରପ୍ରାପ୍ତ ଫର୍ମାସିଷ୍ଟଙ୍କର ଥିଲା ବୋଲି ଜଣା…

Continue Reading ସରକାରୀକା ମାଲ , ଦରିଆ ମେ ଡାଲ !! ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ମିଳିଲା ପେଟି ପେଟି ଏକ୍କ୍ସପାରି ଔଷଧ

ବାଲ୍ୟବିବାହ ରୋକିଲା ପ୍ରଶାସନ – ବର ଓ କନ୍ୟା ସହ ପରିବାର ଥାନାରେ ଅଟକ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ଥାନା ନିକଟସ୍ଥ ଜରପଡା ଧବଳେଶ୍ବର ଶୈବ ପିଠରେ ଜୈନେକ ନାବାଳିକା ବିବାହ ଚଲିଥିବା ବେଳେ ଚାଇଡ୍ ହେଲପ୍ ଲାଇନ୍ , ଛେଣ୍ତିପଦା ସମନ୍ବିତ ଶିଶୁ ବିକାଶ ଓ ଜରପଡା ପୋଲିସ ଚଢାଉ କରି ନାବାଳିକା…

Continue Reading ବାଲ୍ୟବିବାହ ରୋକିଲା ପ୍ରଶାସନ – ବର ଓ କନ୍ୟା ସହ ପରିବାର ଥାନାରେ ଅଟକ

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମ ନିକଟରୁ ଆଜି ବିଲମ୍ବିତ ରାତିରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣଙ୍କ ରନ୍ତଲେଇ ଗାଁର ଜଗବନ୍ଧୁ ସେନାପତି ବୋଲି ଜଣା ପଡ଼ିଛି । ତାଙ୍କ ମୁଣ୍ଡରେ…

Continue Reading ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

ଗ୍ରାହକଙ୍କୁ ହୋଟେଲ କର୍ମଚାରୀଙ୍କ ନିସ୍ତୁକ ମାଡ – ଥାନାରେ ଅଭିଯୋଗ

ଅନୁଗୁଳ - ଅନୁଗୁଳ ସହରର ଏକ ପ୍ରତିଷ୍ଠିତ ହୋଟେଲରେ ଖାଇବାକୁ ଯାଇଥିବା ଗ୍ରାହକଙ୍କୁ ନିସ୍ତୁକ ମାଡ ହୋଇଥିବା ଅଭିଯୋଗ ହୋଇଛି । ଏ ନେଇ ଅନୁଗୁଳ ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ କରୁଛି । ସୂଚନା ଅନୁସାରେ ଅନୁଗୁଳ…

Continue Reading ଗ୍ରାହକଙ୍କୁ ହୋଟେଲ କର୍ମଚାରୀଙ୍କ ନିସ୍ତୁକ ମାଡ – ଥାନାରେ ଅଭିଯୋଗ

ହାଇୱା ଗାଡିକୁ ଏକ ଲକ୍ଷ ଟଙ୍କା ଜୋରିମାନା

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଗୋଡିବନ୍ଧ ଅଞ୍ଚଳରେ ଏକ ହାଇୱା ଗାଡିକୁ ଏକ ଲକ୍ଷ ଟଙ୍କା ଜୋରିମନା କରା ଯାଇଛି । ସୂଚନା ଅନୁସାରେ ଏହି ହାଇୱା ଗାଡିଟି ବେଆଇନ ଭାବେ ଲଘୁ ଖଣିଜ ପରିବହନ କରି ନେଉଥିବା ବେଳେ…

Continue Reading ହାଇୱା ଗାଡିକୁ ଏକ ଲକ୍ଷ ଟଙ୍କା ଜୋରିମାନା

ଜାତୀୟ ପ୍ରେସ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ – ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱ ହେବେ ସମ୍ବର୍ଦ୍ଧିତ

ତାଳଚେର - ଚଳିତ ବର୍ଷ ଜାତୀୟ ପ୍ରେସ ଦିବସ ପାଳନ ପାଇଁ ତାଳଚେର ୱାର୍କିଙ୍ଗ ଜର୍ଣାଲିଷ୍ଟସ୍ ଆସୋସିଏସନ୍ ତରଫରୁ ଶୁକ୍ରବାର ଦେଉଳବେଡାସ୍ଥିତ ମଙ୍ଗଳମ ଅଫିସର୍ସ କ୍ଳବରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସୂଚନା ଯୋଗ୍ୟ ଯେ ଦୀର୍ଘ ୧୦…

Continue Reading ଜାତୀୟ ପ୍ରେସ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ – ବିଭିନ୍ନ କ୍ଷେତ୍ରର ବ୍ୟକ୍ତିତ୍ୱ ହେବେ ସମ୍ବର୍ଦ୍ଧିତ