ପୋଖରୀରେ ବୁଡି ବାପ-ପୁଅ ମୃତ

ଅନୁଗୁଳ - ଅନୁଗୁଳ ବଅଁରପାଳ ଥାନା କଇଁଛବାହାଳ ଗାଁରେ ଅଭାବନୀୟ ଘଟଣା ଘଟି ଯାଇଛି । ଗାଧେଇବାକୁ ଯାଇ ପାଣିରେ ବୁଡି ୪ ବର୍ଷର ପୁଅ ସମେତ ବାପାର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଗାଁର କ୍ଷୀରୋଦ ଜେନା ନାମକ…

Continue Reading ପୋଖରୀରେ ବୁଡି ବାପ-ପୁଅ ମୃତ

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର  ସମଲ ଥାନା ସିପୁର ଗ୍ରାମ ହାଇସ୍କୁଲ ଖେଳପଡ଼ିଆ ନିକଟରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ବିରୁ ଗ୍ରାମର ଦୁଃଖବନ୍ଧୁ ପ୍ରଧାନଙ୍କ ପୁଅ ନବୀନ ପ୍ରଧାନ ।…

Continue Reading ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆଜି ରାତିରେ ସ୍ଵଭାବିକ ହୋଇପାରେ ରେଳ ଚଳାଚଳ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ରୋଡ ଷ୍ଟେସନ ନିକଟ ଭୋଗବେରେଣୀ ଠାରେ ଗତ ମଙ୍ଗଳବାର-ବୁଧବାର ରାତିରେ ଏକ ମାଲବାହୀ ଟ୍ରେନ ଦୁଘଟଣାଗ୍ରସ୍ତ ହୋଇଥିଲା । ଟ୍ରେନର ଇଞ୍ଜିନ ସମେତ ପ୍ରାୟ ୧୦ ଟି ବଗି ନଷ୍ଟ ହେବା ସହ ରେଳ…

Continue Reading ଆଜି ରାତିରେ ସ୍ଵଭାବିକ ହୋଇପାରେ ରେଳ ଚଳାଚଳ

ରେଙ୍ଗାଳି ଖୋଲିଲା ଦୁଇଟି ଗେଟ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଥିବା ଓଡିଶାର ଦ୍ବିତୀୟ ବୃହତ୍ତମ ଜଳଭଣ୍ଡାର ରେଙ୍ଗାଳି ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇଛି । ଏଥିପାଇଁ ଆଜି ଚଳିତବର୍ଷର ଦ୍ୱିତୀୟ ଥର ପାଇଁ ରେଙ୍ଗାଳି ଜଳଭଣ୍ଡାରର ଦୁଇଟି ଗେଟ ଖୋଲା…

Continue Reading ରେଙ୍ଗାଳି ଖୋଲିଲା ଦୁଇଟି ଗେଟ

ବର୍ଷା ବିତ୍ପାତ – ଟ୍ରେନ ହେଲା ଲାଇନଚ୍ୟୁତ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଗତ ୨ ଧରି ହୋଇଥିବା ଲଗାଣ ବର୍ଷାରେ ଜଣ ଜୀବନ ଅସ୍ତବ୍ୟସ୍ତ ହୋଇ ଯାଇଛି । ଏହି ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ପାଣି ବଢିଥିବା ବେଳେ ଏହି ବଢି ପାଣି ଯୋଗୁଁ ଏକ ମାଲବାହି…

Continue Reading ବର୍ଷା ବିତ୍ପାତ – ଟ୍ରେନ ହେଲା ଲାଇନଚ୍ୟୁତ

ମଝି ନଦୀରେ ଫସି ରହିଲେ ମହିଳା – ସାହସ ଦେଖାଇଲେ ସ୍ଥାନୀୟ ଯୁବକ

ଅନୁଗୁଳ - ଲଗାଣ ବର୍ଷା ପରେ ବଢି ପାଣି ମଝିରେ ଫସି ରହିଲେ ମହିଳା । ନାଳ ମଝି ପଥର ଉପରେ ଛିଡା ହୋଇଥିବା ବେଳେ ଅନ୍ୟ ଜଣେ ଯୁବକ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ଅଟକି ରହିଲେ ।…

Continue Reading ମଝି ନଦୀରେ ଫସି ରହିଲେ ମହିଳା – ସାହସ ଦେଖାଇଲେ ସ୍ଥାନୀୟ ଯୁବକ

କୂଅ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରପଡା ଥାନା ଅମାନ୍ତପୁର ଗାଁର ଏକ କୂଅ ଭିତରୁ ଯୁବକର ମୃତଦେହ ଉଦ୍ଧାର । ମୃତ ଯୁବକଙ୍କ ପରିଚୟ ମିଳିପାରି ନଥିବା ବେଳେ ଘଟଣା ସ୍ଥଳରେ ଜରପଡା ପୁଲିସ ପହଁଚି ତଦନ୍ତ କରୁଛି । ସୂଚନା…

Continue Reading କୂଅ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କାନ୍ଥ ଭୁଶୁଡି ଦୁଇ ଗୁରୁତର

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଅଞ୍ଚଳରେ କାନ୍ଥ ଭୁଶୁଡି ଦୁଇଜଣ ଆହତ ହୋଇଥିବା ଜଣା ପଡିଛି । ଗତ ଦୁଇ ଦିନ ହେଲା ଜିଲ୍ଲାରେ ଲଗାଣ ବର୍ଷା ଫଳରେ ଏଭଳି ଘଟଣା ଘଟିଛି । ସୂଚନା ଅନୁସାରେ ଆଠମଲ୍ଲିକ ବ୍ଲକ…

Continue Reading କାନ୍ଥ ଭୁଶୁଡି ଦୁଇ ଗୁରୁତର

ଦୁର୍ଗା ପୂଜା ସମିତି ଅମଲାପଡାର ନୂତନ କର୍ମକର୍ତ୍ତା ଚୟନ

ଅନୁଗୁଳ - ଅନୁଗୁଳ ଦୁର୍ଗା ପୂଜା ସମିତି ଅମଲାପଡାର ଚଳିତ ବର୍ଷ ମା ଦୁର୍ଗାଙ୍କ ଶାରଦୀୟ ପୂଜା ନିମନ୍ତେ ନୂତନ କର୍ମକର୍ତ୍ତା ଚୟନ ଅମଲାପଡାସ୍ଥିତ ଦୁର୍ଗା ମଣ୍ଡପ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ଶ୍ରୀ ଭକ୍ତି ପ୍ରସାଦ ଦାସ…

Continue Reading ଦୁର୍ଗା ପୂଜା ସମିତି ଅମଲାପଡାର ନୂତନ କର୍ମକର୍ତ୍ତା ଚୟନ

ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ପାଳିତ

ଅନୁଗୁଳ - ଅନୁଗୁଳ ରୋଟାରୀ ପବ୍ଲିକ ସ୍କୁଲରେ କୋଭିଡ ନିତୀନିୟମ ସହ ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ‘ଅଭିନନ୍ଦନମ -୨୦୨୧’ ପାଳିତ ହୋଇଯାଇଛି ।  ଏହି ଉତ୍ସଵରେ ମୂଖ୍ୟ ଅତିଥି ଭାଵରେ ଡ. ଧରଣୀଧର ନାଥ ଯୋଗଦେଇ ଉପସ୍ଥିତ ଜେଜେ ମା’ ଏବଂ…

Continue Reading ଗ୍ରାଣ୍ଡ ପ୍ୟାରେଣ୍ଟସ୍ ଡେ ପାଳିତ

ମାତାଜୀଙ୍କୁ ଦୁଷ୍କର୍ମ ଅଭିଯୋଗ – ଗିରଫ ହେଲେ ବାବାଜୀ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ମଧୁପୁର ଗାଁରେ ଜଣେ ମାତାଜୀଙ୍କୁ ଦୁଷ୍କର୍ମକରି ଜଣେ ବାବାଜୀ ଗିରଫ ହୋଇଛନ୍ତି । ସୂଚନା ଅନୁସାରେ ମଧୁପୁର ଗାଁର ଏକ କୋଠଘରେ ୬୫ ବର୍ଷୀୟ ହରିହର ନାଏକ ନାମକ ଜଣେ ବାବା ରହି…

Continue Reading ମାତାଜୀଙ୍କୁ ଦୁଷ୍କର୍ମ ଅଭିଯୋଗ – ଗିରଫ ହେଲେ ବାବାଜୀ

ଘରେ ପଶି ଚୋରୀ କରୁଥିବା ବେଳେ ଧରା ପଡିଲା ଚୋର – ନିର୍ଧୂମ ଛେଚି ପୁଲିସର ଜିମା ଦେଲେ ଲୋକ

ଅନୁଗୁଳ - ଘରେ ପଶି ଚୋରି କରୁଥିବା ବେଳେ ଧରା ପଡିଗଲା ଚୋର । ଆଉ ନିର୍ଧୁମ ମାଡ଼ ଖାଇବା ପରେ ପୁଲିସ ବାନ୍ଧି ନେଲା ଚୋରକୁ । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ଜରପଡା ଥାନା  କୋରଡ଼ା, ଆମ୍ବୁରି ସାହିରେ…

Continue Reading ଘରେ ପଶି ଚୋରୀ କରୁଥିବା ବେଳେ ଧରା ପଡିଲା ଚୋର – ନିର୍ଧୂମ ଛେଚି ପୁଲିସର ଜିମା ଦେଲେ ଲୋକ

କେବେ ସରିବ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ? ବିଧାନସଭାରେ ମନ୍ତ୍ରୀ ରଖିଲେ ଉତ୍ତର

ଭୁବନେଶ୍ବର - କଟକ ଠାରୁ ସମ୍ବଲପୁର ପର୍ଯ୍ୟନ୍ତ ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବକୁ ନେଇ କଟକ, ଢ଼େଙ୍କାନାଳ, ଅନୁଗୁଳ ଏବଂ ସମ୍ବଲପୁର ଜିଲାବାସୀଙ୍କ ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି । ଜାଗା ଜାଗାରେ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି ।…

Continue Reading କେବେ ସରିବ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ? ବିଧାନସଭାରେ ମନ୍ତ୍ରୀ ରଖିଲେ ଉତ୍ତର

ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର

ପାଲଲହଡା - ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ରେଞ୍ଜ ବାଲିପଶି ଗାଁ ନିକଟସ୍ଥ ଖସଡ଼ା ଜଙ୍ଗଲରେ ଏକ ଦନ୍ତାହାତୀ ର ଗଳିତ ମୃତଦେହ ଠାବ ହୋଇଛି । ମୃତ ଦନ୍ତାହାତୀର ବୟସ କୋଡିଏ ରୁ ପଚିଶ ବର୍ଷ ହେବ ବୋଲି…

Continue Reading ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର

କଙ୍କାଳ ଉଦ୍ଧାର – ହତ୍ୟା ସନ୍ଦେହ

ଅନୁଗୁଳ - ଅନୁଗୁଳ ଥାନା ଗୋପୀନାଥପୁର ନିକଟରୁ ଆଜି ଏକ କଙ୍କାଳ ଉଦ୍ଧାର କରା ଯାଇଛି । ସୂଚନା ଅନୁସାରେ ଆଜି ସକାଳ ସମୟରେ ଗାଁ ପାଖ ଜଙ୍ଗଲରୁ ଦୁର୍ଗନ୍ଧ ଆସୁଥିବା ଜାଣି ଗାଁ ଲୋକେ ଖୋଜାଖୋଜି କରିବା ପରେ ଏକ…

Continue Reading କଙ୍କାଳ ଉଦ୍ଧାର – ହତ୍ୟା ସନ୍ଦେହ