ଅଗ୍ନିକାଣ୍ଡରେ ନବସନ୍ଦା କାର୍ଯ୍ୟାଳୟ ଭସ୍ମୀଭୂତ

ଛେଣ୍ଡିପଦା - ଜଳିଗଲା ନବସନ୍ଦାମାନଙ୍କ କାର୍ଯ୍ୟାଳୟ । ଅନୁଗୁଳ ଜିଲ୍ଲା ଛେଣ୍ତିପଦା ତହସିଲ ଅଫିସ ନିକଟରେ ଥିବା ନବସନ୍ଦା କାର୍ଯ୍ୟାଳୟରେ ଭୋର ୩ ଟା ସମୟରେ ଅଗ୍ନିକାଣ୍ଡ ହୋଇଥିଲା । ଫଳରେ ସେଠାରେ ଥିବା ୪ ବଖରା ଘରରେ ଜଳି ଯାଇଛି…

Continue Reading ଅଗ୍ନିକାଣ୍ଡରେ ନବସନ୍ଦା କାର୍ଯ୍ୟାଳୟ ଭସ୍ମୀଭୂତ

ଲଜ୍ୟା – ସ୍ତ୍ରୀ ସମ୍ମୁଖରେ ସମ୍ପର୍କୀୟ ଭଉଣୀକୁ ଦୁଷ୍କର୍ମ ଅଭିଯୋଗ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲାରେ ପୁଣି ଏକ ଲଜ୍ୟାଜନକ ଘଟଣା ଘଟି ଯାଇଛି । ନିଜ ସ୍ତ୍ରୀ ସମ୍ମୁଖରେ ଜଣେ ବ୍ୟକ୍ତି ତାର ସମ୍ପର୍କୀୟ ନାବାଳିକା ଭଉଣୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ସ୍ତ୍ରୀ ବାରଣ କରିବାରୁ ସ୍ତ୍ରୀକୁ ନିର୍ଧୁମ…

Continue Reading ଲଜ୍ୟା – ସ୍ତ୍ରୀ ସମ୍ମୁଖରେ ସମ୍ପର୍କୀୟ ଭଉଣୀକୁ ଦୁଷ୍କର୍ମ ଅଭିଯୋଗ

ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଚୋରୀ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲ ଅନ୍ତର୍ଗତ ଜରପଡା ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରୀ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଜରପଡାର ରାଜସ୍ବନିରୀକ୍ଷକ ଗତ ୯ ତାରିଖ ଗୁରୁବାର ସନ୍ଧ୍ୟାରେ କାର୍ଯ୍ୟାଳୟ ବନ୍ଦ…

Continue Reading ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଚୋରୀ

ସହରରେ ଖୋଲିଲା ଅତ୍ୟାଧୁନିକ ଅଲଟ୍ରାସାଉଣ୍ଡ ସେଣ୍ଟର

ଅନୁଗୁଳ - ଅନୁଗୁଳ ସହରସ୍ଥିତ ଅମଲାପଡାସ୍ଥିତ ୪ର୍ଥ ଗଳିରେ ଆଜି ଏକ ଅତ୍ୟାଧୁନିକ ଅଲଟ୍ରାସାଉଣ୍ଡ ସେଣ୍ଟର ଉଦଘାଟିତ ହୋଇଯାଇଛି । ଗଣେଶ ପୂଜା ଅବସରରେ ଉଦଘାଟନ ହୋଇଥିବା ଏହି ଅଲଟ୍ରାସାଉଣ୍ଡ ସେଣ୍ଟରକୁ ଆଜି ଅନୁଗୁଳ ଜିଲ୍ଲାର ବରିଷ୍ଠ ସ୍ତ୍ରୀ ଓ ପ୍ରସୂତୀ…

Continue Reading ସହରରେ ଖୋଲିଲା ଅତ୍ୟାଧୁନିକ ଅଲଟ୍ରାସାଉଣ୍ଡ ସେଣ୍ଟର

ଲକ୍ଷାଧିକ ଟଙ୍କା ସହ ମୋଟରସାଇକେଲ ନେଇ ଭଡାଟିଆ ଚମ୍ପଟ – ଥାନାରେ ଅଭିଯୋଗ

କଣିହାଁ  - ଅନୁଗୁଳ ଜିଲ୍ଲା କଣିହାଁ ଥାନା ବଡ଼ଗୁଣ୍ଡରୀର କିଛି ଲୋକଙ୍କୁ ସେହି ଗାଁରେ ଭଡାରେ ରହୁଥିବା ଜଣେ ବ୍ୟକ୍ତି ଲକ୍ଷାଧିକ ଟଙ୍କା ଠକି ନେବା ସହ ଏକ ମୋଟରସାଇକେଲ ନେଇ ଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ଯାଜପୁର…

Continue Reading ଲକ୍ଷାଧିକ ଟଙ୍କା ସହ ମୋଟରସାଇକେଲ ନେଇ ଭଡାଟିଆ ଚମ୍ପଟ – ଥାନାରେ ଅଭିଯୋଗ

ଅର୍ଥ ହେରେଫର ଅଭିଯୋଗ – ସିଡିପିଓ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଗିରଫ

ବଅଁରପାଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟରେ ଦୁର୍ନୀତି ଅଭିଯୋଗରେ ବରିଷ୍ଠ କିରାଣୀ କମ କ୍ୟାସିୟରଙ୍କୁ ବଅଁରପାଳ ପୁଲିସ ଗିରଫ କରିଛି । ସୂଚନା ଅନୁସାରେ ଗତ ଦୁଇ  ବର୍ଷ ହେବ ଶିଶୁ ମହିଳା…

Continue Reading ଅର୍ଥ ହେରେଫର ଅଭିଯୋଗ – ସିଡିପିଓ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ଗିରଫ

ଟ୍ରଲର ପଛରେ ବାଡେଇ ହୋଇ ମୋଟରସାଇକେଲ ଆରୋହୀ ମୃତ

ଅନୁଗୁଳ - ଅନୁଗୁଳ ଜିଲା ଅନ୍ତର୍ଗତ ଅନୁଗୁଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଥାନା କତଡା ଠାରେ ଏକ ଟ୍ରଲର ପଛପଟରେ ଜଣେ ମୋଟରସାଇକେଲ ବାଡେଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ମଟରସାଇକେଲ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ…

Continue Reading ଟ୍ରଲର ପଛରେ ବାଡେଇ ହୋଇ ମୋଟରସାଇକେଲ ଆରୋହୀ ମୃତ

ଯୁବକଙ୍କ ସନ୍ଦେହ ଜନକ ମୃତ୍ୟ -୫ ଅଟକ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇନାଳି ସ୍ଥିତ ରାଜୀବଭବନରେ ଜଣେ ଡ୍ରାଇଭରଙ୍କ ସନ୍ଦେହ ଜନକ ମୃତ୍ୟ ହୋଇଛି । ମୃତ ଡ୍ରାଇଭର ଜଣକ ହେଲେ ଘଡ ଗ୍ରାମର ସଦାନନ୍ଦ ଦେହୁରୀଙ୍କ ପୁଅ ଦୀପକ ଦେହୁରୀ ବୋଲି ଜଣାପଡିଛି ।…

Continue Reading ଯୁବକଙ୍କ ସନ୍ଦେହ ଜନକ ମୃତ୍ୟ -୫ ଅଟକ

ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓବିସି ବିରୋଧି – ସୁରଥ ବିଶ୍ବାଳ

ଅନୁଗୁଳ - ବିଜେପି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ବାଳ ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ସରକାର ଓବିସି ବିରୋଧୀ ଏବଂ ଅଢେ଼ଇ କୋଟି ଓବିସି ମାନଙ୍କ ହକ ପାଇଁ ବିଜେପି ଆନ୍ଦୋଳନ ଜାରି…

Continue Reading ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓବିସି ବିରୋଧି – ସୁରଥ ବିଶ୍ବାଳ

ଚାକିରି ନାଁରେ ଠକେଇ – ମାଷ୍ଟର ମାଇଣ୍ଡ ଦମ୍ପତି ଗିରଫ

* ୨ କୋଟିରୁ ଅଧିକ ଟଙ୍କା ଠକି ଥିବା ସ୍ପଷ୍ଟ ।  * ଓଡିଶା ସମେତ ୭ ରାଜ୍ୟରେ କରିଥିଲେ ଠକେଇ । * ନକଲି ପେପର ସାଙ୍ଗକୁ ନକଲି ଷ୍ଟାମ୍ପ ଜବତ । * କରୁଥିଲେ ଫେକ ଇଣ୍ଟରଭ୍ୟୁ । …

Continue Reading ଚାକିରି ନାଁରେ ଠକେଇ – ମାଷ୍ଟର ମାଇଣ୍ଡ ଦମ୍ପତି ଗିରଫ

ବିଦ୍ୟୁତ ଆଘାତରେ ଭାଇ ମୃତ ଓ ଭଉଣୀ ଗୁରୁତର ଆହତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଗାଁ ମହାରଣାସାହିରେ ସୋମବାର ବିଦ୍ୟୁତ ସଂସ୍ପର୍ଶରେ ଆସି ଭାଇର ମୃତ୍ୟୁ ହୋଇ ଥିବା ବେଳେ ଉଦ୍ଧାର କରିବାକୁ ଯାଇ ଭଉଣୀ ଗୁରୁତର ହୋଇଥିବା ଜଣା ପଡିଛି । ମୃତ ଯୁବକ ଜଣକ ହେଲେ ୨୫…

Continue Reading ବିଦ୍ୟୁତ ଆଘାତରେ ଭାଇ ମୃତ ଓ ଭଉଣୀ ଗୁରୁତର ଆହତ

ଦିହେଁ ଦୁହିଁଙ୍କ ଜାଲରେ ଫସିଲେ ସ୍ୱାମୀ- ସ୍ତ୍ରୀ ଓ ବାପ-ପୁଅ ଗିରଫ

ଅନୁଗୁଳ - ଅନୁଗୁଳ ଥାନା ଅନ୍ତର୍ଗତ ତୁରଙ୍ଗଠାରେ ଥିବା ଏକ ବିଉଟି ପାର୍ଲରର ମାଲିକ ଓ ତାଙ୍କ ସ୍ତ୍ରୀଙ୍କୁ ବ୍ଲାକମେଲିଂ କରିବା ଅଭିଯୋଗରେ ପୁଲିସ ଗିରଫ କରିଛି । ସେପଟେ ମହିଳାଙ୍କ ଅଭିଯୋଗ ଆଧାରରେ ବାପ-ପୁଅଙ୍କୁ ମଧ୍ୟ ପୁଲିସ ଗିରଫ କରି…

Continue Reading ଦିହେଁ ଦୁହିଁଙ୍କ ଜାଲରେ ଫସିଲେ ସ୍ୱାମୀ- ସ୍ତ୍ରୀ ଓ ବାପ-ପୁଅ ଗିରଫ

ଫି ଆଦାୟ ପ୍ରସଙ୍ଗ – ଜିଲ୍ଳା ଶିକ୍ଷା ଅଧିକାରୀଙ୍କ ହସ୍ତକ୍ଷେପ ପରେ ଆନ୍ଦୋଳନରୁ ଓହରିଲେ ଅଭିଭାବକ ସଙ୍ଘ

ଅନୁଗୁଳ - ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗକୁ ନେଇ ସାରା ଅନୁଗୁଳ ଜିଲ୍ଲାରେ ଦିନକୁ ଦିନ ଅଭିଭାବକ ଓ ଛାତ୍ରଛାତ୍ରୀ ମହଲରେ ଅସନ୍ତୋଷ ବଢ଼ି ଚାଲିଛି । ରାଜ୍ୟ ସରକାର, ଉଚ୍ଚତମ ନ୍ୟାୟାଳୟ ଓ ସର୍ବୋଚ ନ୍ୟାୟାଳୟ ଦେଇଥିବା ନିର୍ଦେଶକୁ ଅନୁଗୁଳ…

Continue Reading ଫି ଆଦାୟ ପ୍ରସଙ୍ଗ – ଜିଲ୍ଳା ଶିକ୍ଷା ଅଧିକାରୀଙ୍କ ହସ୍ତକ୍ଷେପ ପରେ ଆନ୍ଦୋଳନରୁ ଓହରିଲେ ଅଭିଭାବକ ସଙ୍ଘ

ନାନୀ-ଭଉଣୀ ଉପରେ ଚଢିଗଲା ହାଇୱା – ଜଣେ ମୃତ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ନଗଦିପୁର ଗ୍ରାମ ନିକଟରେ ସ୍କୁଟିରେ ଯାଉଥିବା ନାନୀ-ଭଉଣୀଙ୍କୁ ଏକ ହାଇୱା ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁସାରେ ସଞ୍ଜାମୁରା…

Continue Reading ନାନୀ-ଭଉଣୀ ଉପରେ ଚଢିଗଲା ହାଇୱା – ଜଣେ ମୃତ

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ‘ପ୍ରୋଜେକ୍ଟ ଉତ୍କର୍ଷ’ ଆରମ୍ଭ

ଭୁବନେଶ୍ବର - ଗୁରୁ ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ଫାଉଣ୍ଡେସନ ପକ୍ଷରୁ ଆରମ୍ଭ ହୋଇଛି ‘ପ୍ରୋଜେକ୍ଟ ଉତ୍କର୍ଷ’ । ସିଭିଲ ସର୍ଭିସ କୋଚିଂ ପାଇଁ ଭୁବନେଶ୍ବରର ଅଗ୍ରଣୀ ଅନୁଷ୍ଠାନ ଆଇଏଏସ୍ ଗୁରୁକୁଳ ସହଯୋଗରେ ଆରମ୍ଭ ହୋଇଥିବା ଏହି…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ‘ପ୍ରୋଜେକ୍ଟ ଉତ୍କର୍ଷ’ ଆରମ୍ଭ