ଭୁଜାଲିରେ ଆକ୍ରମଣ କରି ଫେରିବାଲାଠାରୁ ଲୁଟ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କଇଁଛପଦା ଗ୍ରାମ ନିକଟରେ ଜଣେ ଫେରିବାଲାକୁ ଭୁଜାଲିରେ ଆକ୍ରମଣ କରି ଦୁର୍ବୃତ୍ତ ମାନେ ଲୁଟ କରିଥିବା ଜଣାପଡିଛି । ଦୁର୍ବୃତ୍ତଙ୍କ ଆକ୍ରମଣରେ ଫେରିବାଲା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି । ସୂଚନା ଅନୁସାରେ…

Continue Reading ଭୁଜାଲିରେ ଆକ୍ରମଣ କରି ଫେରିବାଲାଠାରୁ ଲୁଟ

ରାସ୍ତା କଡରୁ ନାଲକୋ ଠିକା କର୍ମଚାରୀଙ୍କ ମୃତଦେହ ଉଦ୍ଧାର – ହତ୍ୟା କରି ଫୋପାଡି ଦେଇଥିବା ସନ୍ଦେହ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବିକ୍ରମପୁର ଥାନା FCI ର ଚର୍ଚ୍ଚ ନିକଟରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ଲୁହା ରଡରେ ମାଡ ମାରି ନାଲକୋର ଜଣେ ଠିକା କର୍ମଚାରୀଙ୍କୁ ହତ୍ୟା କରି ଦୁର୍ବୃତ୍ତ ଫେରାର ହୋଇ ଯାଇଛି ।…

Continue Reading ରାସ୍ତା କଡରୁ ନାଲକୋ ଠିକା କର୍ମଚାରୀଙ୍କ ମୃତଦେହ ଉଦ୍ଧାର – ହତ୍ୟା କରି ଫୋପାଡି ଦେଇଥିବା ସନ୍ଦେହ

ଲୁହାରଡରେ ପିଟି ପିଟି ଯୁବକଙ୍କୁ ହତ୍ୟା

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ପୁରୁଣାଗଡ କରମଙ୍ଗାସାହିରେ ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ସାମାନ୍ୟ ବଚସାରୁ ଲୁହାରଡରେ ପିଟି ପିଟି ଜଣେ ଯୁବକଙ୍କୁ ହତ୍ୟା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।…

Continue Reading ଲୁହାରଡରେ ପିଟି ପିଟି ଯୁବକଙ୍କୁ ହତ୍ୟା

ଚୋରା ତେଲ ସହ ୨ ପିକଅପ ଜବତ – ୩ ଗିରଫ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପୁଲିସ ଗୁରୁବାର ଚଢାଉ କରି ୧୧୯୦ ଲିଟର ଚୋରା ଡିଜେଲ ଓ ପେଟ୍ରୋଲ ଜବତ କରିବା ସହିତ ଦୁଇଟି ପିକଅପ ଭ୍ୟାନ ଜବତ କରିଛି । ଏହି ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ…

Continue Reading ଚୋରା ତେଲ ସହ ୨ ପିକଅପ ଜବତ – ୩ ଗିରଫ

ପାଣିରେ ବୁଡି ବୃଦ୍ଧା ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପିପଳବାହାଳ ଗାଁରେ ପାଣିରେ ବୁଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି । ଘଟଣାରୁ ପ୍ରକାଶ ପିପଳବାହାଳ ଗ୍ରାମର ଜେମା ପ୍ରଧାନ ଗୁରୁବାର ସକାଳେ ବିରି ତୋଳିବାକୁ ଘର ଠାରୁ ୨କିମି ଦୂରରେ ଥିବା…

Continue Reading ପାଣିରେ ବୁଡି ବୃଦ୍ଧା ମୃତ

ମରୁଡି ଦାବିରେ କଂଗ୍ରେସର ବିକ୍ଷୋଭ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ କଂଗ୍ରେସ ପକ୍ଷରୁ ଶୁକ୍ରବାର ଛେଣ୍ଡିପଦା ବ୍ଲକକୁ ସମ୍ପୁର୍ଣ୍ଣ ମରୁଡି ଘୋଷଣା ଦାବିରେ ତହସିଲ ଅଫିସ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଛେଣ୍ଡିପଦା ବ୍ଲକ କଂଗ୍ରେସ ସଭାପତି କୁତାର୍ଥ ଦେହୁରୀଙ୍କ ନେତୃତ୍ୱରେ…

Continue Reading ମରୁଡି ଦାବିରେ କଂଗ୍ରେସର ବିକ୍ଷୋଭ

କୋଇଲା ଟ୍ରେନ ହେଲା ଲାଇନଚ୍ୟୁତ – ଜଣେ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଜଗନ୍ନାଥ କୋଇଲା ଖଣି ସାଇଡିଂ ନିକଟରେ କୋଇଲା ଟ୍ରେନ ଲାଇନଚ୍ୟୁତ । ଫଳରେ ଟ୍ରେନରେ ଚାପି ହୋଇ ଜଣଙ୍କର ମୃତ୍ୟୁ ହୋଇ ଯାଇଥିବା ବେଳେ ଟ୍ରାକ କାମ କରୁଥିବା ୧୮ ଜଣ ଶ୍ରମିକ ଅଳ୍ପକେ…

Continue Reading କୋଇଲା ଟ୍ରେନ ହେଲା ଲାଇନଚ୍ୟୁତ – ଜଣେ ମୃତ

ପ୍ଲାଷ୍ଟିକ ଗୋଟାଳି କରିଥିଲା ଏଟିଏମ ଲୁଟ ଉଦ୍ୟମ – ଗିରଫ କଲା ପୁଲିସ

ଅନୁଗୁଳ - ଅନୁଗୁଳ ସହରରେ ଥିବା ୨ଟି ଏଟିଏମ୍ ଲୁଟ୍ ଉଦ୍ୟମ କରିଥିବା ଲୁଟେରାକୁ ଗୁରୁବାର ପୁଲିସ ଗିରଫ କରିଛି । ସୂଚନା ଅନୁସାରେ ଗତ ୩୧ ତାରିଖରେ ହନୁମାନ ବଜାରରେ ଥିବା ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କ ଓ କାନାରା ବ୍ୟାଙ୍କର…

Continue Reading ପ୍ଲାଷ୍ଟିକ ଗୋଟାଳି କରିଥିଲା ଏଟିଏମ ଲୁଟ ଉଦ୍ୟମ – ଗିରଫ କଲା ପୁଲିସ

ଖୋଲିବ ଧର୍ମାନୁଷ୍ଠାନ – ସର୍ତ୍ତ ଲାଗୁ

ଅନୁଗୁଳ - କୋଭିଡର ସାଂପ୍ରତିକ ପରିସ୍ଥିତିକୁ ଅନୁଧ୍ୟାନ କରି ଜିଲ୍ଲାରେ ଥିବା ସମସ୍ତ ମନ୍ଦିର , ମସଜିଦ୍ ଓ ଗୀର୍ଜା ଗୁଡିକୁ ଆସନ୍ତା କାଲି(୩ ସେପ୍ଟେମ୍ବର) ଠାରୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କୋଭିଡ ନିୟମାବଳୀ ଆଧାରରେ ଖୋଲା ରହିବ ବୋଲି ଆଜି…

Continue Reading ଖୋଲିବ ଧର୍ମାନୁଷ୍ଠାନ – ସର୍ତ୍ତ ଲାଗୁ

ଦୁଇ ଏଟିଏମ ଲୁଟ ଉଦ୍ୟମ ବିଫଳ

ଅନୁଗୁଳ - ଅନୁଗୁଳ ସହର ଉପରେ ଥିବା ଦୁଇଟି ଏଟିଏମ ଭାଙ୍ଗି ଦୁର୍ବୃତ୍ତ ମାନେ ଟଙ୍କା ଲୁଟ ଉଦ୍ୟମ କରିଥିବା ବେଳେ ଏଥିରେ ବିଫଳ ହୋଇଛନ୍ତି । ତେବେ ପୂର୍ବରୁ ଜିଲ୍ଲାର ସଦର ମହକୁମାର ଦୁଇଟି ବଡ ବଡ ବ୍ଯାଙ୍କ ଲୁଟ…

Continue Reading ଦୁଇ ଏଟିଏମ ଲୁଟ ଉଦ୍ୟମ ବିଫଳ

ଶ୍ରମ ବିଭାଗର ଚଢ଼ାଉ – ୪ ଶିଶୁ ଶ୍ରମିକ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଛପାଖ ଗେଟରେ ଥିବା ବିଭିନ୍ନ ଚାହା ଦୋକାନରେ ଶ୍ରମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଶିଶୁ ଶ୍ରମିକ ରଖି କାମ କରାଉଥିବା ଅଭିଯୋଗରେ ଏହି ଚଢାଉ କରାଯାଇଥିବା ବେଳେ ଚଢ଼ାଉରେ ଅନୁଗୁଳ…

Continue Reading ଶ୍ରମ ବିଭାଗର ଚଢ଼ାଉ – ୪ ଶିଶୁ ଶ୍ରମିକ ଉଦ୍ଧାର

ବିଭିନ୍ନ ସମସ୍ୟାର ସମାଧାନ ଦାବୀ ରେ ରାଜସ୍ବ କମିଶନରଙ୍କୁ ଦାବୀପତ୍ର

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ଦାବୀରେ ଅନୁଗୁଳ ଜିଲ୍ଲା ସଚେତନ ନାଗରିକ ପକ୍ଷରୁ ଅନୁଗୁଳ ଗସ୍ତରେ ଥିବା ରାଜସ୍ବ କମିଶନର ଅନିଲ୍ ସାମଲଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଅଛି । ଶିଳ୍ପ ବହୁଳ ଅନୁଗୁଳ ଜିଲ୍ଲା ବାସୀ…

Continue Reading ବିଭିନ୍ନ ସମସ୍ୟାର ସମାଧାନ ଦାବୀ ରେ ରାଜସ୍ବ କମିଶନରଙ୍କୁ ଦାବୀପତ୍ର

ମୁଖ୍ୟ ଚିକିତ୍ସାଳୟ ୩ ମହଲା କୋଠା ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ – ଉଦ୍ଧାର କଳା ଅଗ୍ନିଶମ ବିଭାଗ(ଭିଡିଓ)

ଅନୁଗୁଳ - ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ତୃତୀୟ ମହଲା ଝରକା ତାଜା କୁ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । ଅଗ୍ନିଶମ ବିଭଗ ଓ ଡାକ୍ତରଖାନା କର୍ମଚାରୀ ତାଙ୍କୁ ଉଦ୍ଧାର କରିବାକୁ ଯାଇ ନକେଦାମ । ଶେଷରେ ପ୍ରାୟ ଦେଢ଼…

Continue Reading ମୁଖ୍ୟ ଚିକିତ୍ସାଳୟ ୩ ମହଲା କୋଠା ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ – ଉଦ୍ଧାର କଳା ଅଗ୍ନିଶମ ବିଭାଗ(ଭିଡିଓ)

୧୨ତମ ଆରପିଡିଏସି ବୈଠକ – ନିଷ୍ପତ୍ତି କାର୍ଯ୍ୟକାରୀ କରିବାରେ ବିଳମ୍ବ ଯୋଗୁଁ ରାଜସ୍ବ କମିଶନର ଅସନ୍ତୋଷ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଏମସିଏଲର ବିଭିନ୍ନ କୋଇଲା ଖଣି ପାଇଁ ମଙ୍ଗଳବାର ଥଇଥାନ ଓ ପାରିପାର୍ଶ୍ବକ ଉନ୍ନୟନ ପରାମର୍ଶଦାତା କମିଟି(ଆରପିଡିଏସି) ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ ଗୃହରେ ଅନୁଷ୍ଠିତ ଏହି ବୈଠକରେ…

Continue Reading ୧୨ତମ ଆରପିଡିଏସି ବୈଠକ – ନିଷ୍ପତ୍ତି କାର୍ଯ୍ୟକାରୀ କରିବାରେ ବିଳମ୍ବ ଯୋଗୁଁ ରାଜସ୍ବ କମିଶନର ଅସନ୍ତୋଷ

ବଜ୍ରପାତରେ ଯୁବକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କର ମୃତ ହୋଇଛି । ମୃତକ ଜଣକ ହେଲେ ମାଛକୁଟା ବିଜୟ ସାହୁଙ୍କ ପୁଅ ୨୧ ବର୍ଷୀୟ ଲୋଚନ ସାହୁ ବୋଲି ଜଣାପଡିଛି । ସୂଚନା…

Continue Reading ବଜ୍ରପାତରେ ଯୁବକ ମୃତ