ଖୁଣ୍ଟରେ ପିଟି ହୋଇ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବଲାସିଙ୍ଗା ବାଲିସାହି ଛକ ଠାରେ ଖୁଣ୍ଟରେ ପିଟି ହୋଇ ଜଣେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ତଳଗଡ଼ ଗ୍ରାମର କବିର ସାହୁ ବୋଲି ଜଣାପଡ଼ିଛି ।…

Continue Reading ଖୁଣ୍ଟରେ ପିଟି ହୋଇ ଜଣେ ମୃତ

ଜ୍ଵାଇଁ ଆକ୍ରମଣରେ ଶଶୁର ଆହତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ଏକ ଗେଷ୍ଟହାଉସ ଠାରେ ପୁଅ ଓ ଝିଅ ଘର ପକ୍ଷରୁ ଯୌତୁକ ଜିନିଷ ଫେରାଇବାକୁ ନେଇ ଆଲୋଚନା ଚାଲୁଥିବା ବେଳେ ଯୁକ୍ତି ତର୍କରୁ ଜ୍ଵାଇଁର ଆକ୍ରମଣରେ ଶଶୁର ଆହତ ହୋଇଥିବା ଥାନାରେ ଅଭିଯୋଗ…

Continue Reading ଜ୍ଵାଇଁ ଆକ୍ରମଣରେ ଶଶୁର ଆହତ

ସହିଦ ଦେବାଶିଷ ସେଠୀଙ୍କ ପରିବାରକୁ ଜିଲ୍ଲା ପ୍ରଶାସନ ଦେଲା ସମ୍ବର୍ଦ୍ଧନା

ଅନୁଗୁଳ - ମରୋଣତ୍ତର ଶୋର୍ଯ୍ୟ ଚକ୍ର ପୁରସ୍କୃତ ଦେବାଶିଷ ସେଠୀଙ୍କ ପରିବାରକୁ ଆଜି ଅନୁଗୁଳ ଜିଲ୍ଲା ପ୍ରଶାସନ ସମ୍ବର୍ଦ୍ଧିତ କରିଛି । ମାଓବାଦୀଙ୍କ ସହ ଲଢେ଼ଇ କରି ସହିଦ ହୋଇଥିଲେ ଦେବାଶିଷ । ହେଲେ ସହିଦ ହେବା ପୂର୍ବରୁ ବିରତା ଓ…

Continue Reading ସହିଦ ଦେବାଶିଷ ସେଠୀଙ୍କ ପରିବାରକୁ ଜିଲ୍ଲା ପ୍ରଶାସନ ଦେଲା ସମ୍ବର୍ଦ୍ଧନା

ସ୍ୱାଧୀନତା ଦିବସରେ ସ୍ୱଚ୍ଛତାର ବାର୍ତା

ଅନୁଗୁଳ - ଆଜି ସ୍ୱାଧୀନତା ଦିବସ ଅବସରରେ ସ୍ୱଚ୍ଛତାର ସଚେତନତାର ବାର୍ତା ଦେବାକୁ ଅଣ୍ଟା ଭିଡ଼ିଛି  ଅନୁଗୁଳ ବ୍ଲକ ପୁରୁଣାଗଡ଼ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର । ଏହି ଅବସରରେ ଏକ ସ୍ୱଚ୍ଛତା ସଚେତନତା ଶୋଭାଯାତ୍ରା ଗ୍ରାମ ପରିକ୍ରମା କରିଥିଲା ।…

Continue Reading ସ୍ୱାଧୀନତା ଦିବସରେ ସ୍ୱଚ୍ଛତାର ବାର୍ତା

ଅନୁଗୁଳର ଦେବାଶିଷଙ୍କୁ ମିଳିବ ଶୌର୍ଯ୍ୟ ଚକ୍ର ସମ୍ମାନ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ବୀର ସହିଦ ଦେବାଶିଷ ସେଠୀଙ୍କୁ ମିଳିବ ବୀର ଶୌର୍ଯ୍ୟ ଚକ୍ର ସମ୍ମାନ । ୨୦୨୦ ମସିହା ସେପ୍ଟେମ୍ବର ୧୦ ତାରିଖ ଦିନ କଳାହାଣ୍ଡି-କନ୍ଧମାଳ ସୀମାନ୍ତ ସିର୍କି ଜଙ୍ଗଲରେ କଳାହାଣ୍ଡି ପୁଲିସ ଦ୍ୱାରା କରାଯାଇଥିବା ଡିଭିଏଫ  ଓ…

Continue Reading ଅନୁଗୁଳର ଦେବାଶିଷଙ୍କୁ ମିଳିବ ଶୌର୍ଯ୍ୟ ଚକ୍ର ସମ୍ମାନ

ଡିକି ଭାଙ୍ଗି ଲୁଟି ନେଲେ ଟଙ୍କା

ଛେଣ୍ଡିପଦା -(AO) - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ପରିସରରୁ ଡିକି ଭାଙ୍ଗି ଟଙ୍କା ଲୁଟ । ଡିକି ଭାଙ୍ଗି ୬୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । ସୂଚନା ଅନୁସାରେ ବାହାଳସାହିର ସରତ ସାହୁ ସକାଳ ପ୍ରାୟ ସାଢେ…

Continue Reading ଡିକି ଭାଙ୍ଗି ଲୁଟି ନେଲେ ଟଙ୍କା

ଘରୋଇ କଳହରୁ ହତ୍ୟାକାଣ୍ଡ – ଦାଦାଙ୍କୁ ପିଟି ପିଟି ମାରିଦେଲେ ୩ ପୁତୁରା

ଆଠମଲ୍ଲିକ -(AO) - ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ ପ୍ରତାପପୁର ଗାଁରେ ଘରୋଇ କଳହରୁ ଆଜି ଏକ ହତ୍ୟାକାଣ୍ଡ ହୋଇଥିବା ଜଣା ପଡିଛି । ୩ ପୁତୁରା ପିଟି ପିଟି ନିଜ ଦାଦାଙ୍କୁ ମାରି ଦେଇଛନ୍ତି । ମୃତକ ଜଣଙ୍କ…

Continue Reading ଘରୋଇ କଳହରୁ ହତ୍ୟାକାଣ୍ଡ – ଦାଦାଙ୍କୁ ପିଟି ପିଟି ମାରିଦେଲେ ୩ ପୁତୁରା

ଟ୍ରକ ଧକ୍କାରେ ଜଣେ ମୃତ ଜଣେ ଗୁରୁତର

ଆଠମଲ୍ଲିକ -(AO) - ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ କମରେଇ ନିକଟରେ ଟ୍ରକ ଧକାରେ ଜଣେ ମୋଟରସାଇକେଲ ଆରୋହିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣା ପଡିଛି । ମୃତକ ଜଣକ ଉରୁକୁଲା ଗାଁର ମୁନା ସାହୁ…

Continue Reading ଟ୍ରକ ଧକ୍କାରେ ଜଣେ ମୃତ ଜଣେ ଗୁରୁତର

ଜିଲ୍ଲାରେ ହେବ ଦୁଇ ଇନଡୋର ଷ୍ଟାଡିୟମ – ଧନ୍ୟବାଦ ଦେଲେ ବ୍ରଜ

ଅନୁଗୁଳ -(AO)- ଅନୁଗୁଳ ଜିଲ୍ଳାରେ ଦୁଇଟି ନୂଆଁ ଇନଡୋର ଷ୍ଟାଡିୟମ ନିର୍ମାଣ ହେବ । ରାଜ୍ୟର ବିଭିନ୍ନ ସ୍ଥାନରେ ୮୯ ଟି ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ଅନୁଗୁଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକରେ…

Continue Reading ଜିଲ୍ଲାରେ ହେବ ଦୁଇ ଇନଡୋର ଷ୍ଟାଡିୟମ – ଧନ୍ୟବାଦ ଦେଲେ ବ୍ରଜ

ପୁଲିସ କବଜାରେ ୬ ଡକାୟତ

ଅନୁଗୁଳ -(AO)- ଅନଗୁଳ ଜିଲ୍ଲା ତାଳଚେର ଥାନା ପୁଲିସ ହାବୁଡରେ ୬ ଡକାୟତ ଧରା ପଡିଛନ୍ତି । ତାଳଚେର , କଣ୍ଢାଳ ଛକ ତାରିଣୀ ମନ୍ଦିର ପଛ ପାଖରେ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଧରି ଡକାୟତି ଉଦ୍ୟମ କରୁଥବା ପେଟ୍ରୋଲିଂ କରୁଥିବା…

Continue Reading ପୁଲିସ କବଜାରେ ୬ ଡକାୟତ

ପେଟ୍ରୋଲରେ ଅପମିଶ୍ରଣ ଅଭିଯୋଗ

ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା ସଦରମହକୁମାର ଏକ ପେଟ୍ରୋଲ ପମ୍ପର ପେଟ୍ରୋଲରେ ଅପମିଶ୍ରଣ ହେଉଥିବା ଅଭିଯୋଗ ହେବା ସହ କିଛି ସମୟ ପାଇଁ ଉତ୍ତେଜନା ପରିସ୍ଥିତି ଦେଖା ଦେଇଥିଲା । ସୂଚନା ଅନୁସାରେ ଅନୁଗୁଳ କଳିଙ୍ଗ ମାର୍କେଟରେ ଥିବା ମିରାନିଆ ଇଣ୍ଡିଆନ…

Continue Reading ପେଟ୍ରୋଲରେ ଅପମିଶ୍ରଣ ଅଭିଯୋଗ

ଅଗଷ୍ଟ କ୍ରାନ୍ତି ଦିବସ ପାଳିତ

ଅନୁଗୁଳ -(AO)- ଅନଗୁଳ ଗାନ୍ଧୀ ପାର୍କ ଠାରେ ଭାରତ ଛାଡ଼ ଆନ୍ଦୋଳନ ୭୯ ତମ ଦିବସ ପାଳିତ ହୋଇ ଯାଇଛି । ୧୯୪୨ ମସିହା ଆଜିର ଦିନରେ ଯେଉଁ ଭାରତ ଛାଡ଼ ଆନ୍ଦୋଳନର ସୂତ୍ରପାତ ହୋଇଥିଲା । ସେହି ଦିନକୁ କ୍ରାନ୍ତୀ…

Continue Reading ଅଗଷ୍ଟ କ୍ରାନ୍ତି ଦିବସ ପାଳିତ

ଉଦଘାଟିତ ହେଲା ଫୁଲପଡା ବିଦ୍ୟୁତ ସବ-ଷ୍ଟେସନ

ବଅଁରପାଳ -(AO)-  ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ଫୁଲପଡା ପାଖରେ ନିର୍ମାଣ ହୋଇଥିବା ବିଦ୍ୟୁତ ସବ-ଷ୍ଟେସନକୁ (ତଳମୂଳ ଶାସନ) ଓଡିଶା ବିଧାନସଭାର ଉପବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ ଉଦଘାଟନ କରିଛନ୍ତି । ଉପ ବାଚସ୍ପତିଙ୍କ ଦୀର୍ଘ ଦିନର ପ୍ରଚେଷ୍ଟା…

Continue Reading ଉଦଘାଟିତ ହେଲା ଫୁଲପଡା ବିଦ୍ୟୁତ ସବ-ଷ୍ଟେସନ

ବିଜେଡି ର ମିଶ୍ରଣ ପର୍ବ ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ

ଛେଣ୍ଡିପଦା -(AO)-  ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଅଁରପାଳ ବ୍ଲକର ବଡହିଁସର ପଞ୍ଚାୟତର ମା ଖୁମ୍ବେଶ୍ବରୀ ପିଠଠାରେ ବିଜୁ ଜନତା ଦଳ ତରଫରୁ ମିଶ୍ରଣ ପର୍ବ ଆୟୋଜନ ହୋଇଥିଲା । ଏହି ମିଶ୍ରଣ ପର୍ବରେ ବଡହିଂସର ଓ କଞ୍ଜରା…

Continue Reading ବିଜେଡି ର ମିଶ୍ରଣ ପର୍ବ ଓ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ

ବିଚାରାଧୀନ କଏଦୀଙ୍କ ମୃତ୍ୟୁ – ହତ୍ୟା ଅଭିଯୋଗ

ଆଠମଲ୍ଲିକ -(AO)- ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଉପକାରାଗାରରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି । ମୃତ କଏଦୀ ହେଉଛନ୍ତି କିଶୋରନଗର ଥାନା ଅଙ୍ଗପଡ଼ା ହରିଜନ ସାହିର ୨୬ ବର୍ଷୀୟ ସୁମନ ଦେହୁରୀ l ସେ ଏକ…

Continue Reading ବିଚାରାଧୀନ କଏଦୀଙ୍କ ମୃତ୍ୟୁ – ହତ୍ୟା ଅଭିଯୋଗ