ବିଦ୍ୟୁତ ଆଘାତରେ ଜଣେ ମୃତ

ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା କୁଇଓ ଗାଁରେ ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସେହି ଗାଁର ଅଭିରାମ ଗଡନାୟକ । ସୂଚନା ଅନୁସାରେ ଅଭିରାମ ଜଣେ ବାଇଗଣ ଚାଷୀ ହୋଇଥିବା ଆଜି ସକାଳେ ତାଙ୍କ ବାଇଗଣ…

Continue Reading ବିଦ୍ୟୁତ ଆଘାତରେ ଜଣେ ମୃତ

ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା – ଜଣେ ମୃତ

ତାଳଚେର -(AO)- ଅନୁଗୁଳ ଜିଲ୍ଲା ତାଳଚେର-ବଅଁରପାଳ ଜାତୀୟ ରାଜପଥରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ୫୩ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍ନରେ ମହମ୍ମଦ ମୁଦି ନାମକ ବ୍ୟକ୍ତି ତାଳଚେରରୁ ବଲହର ଅଭିମୁଖେ ମୋଟରସାଇକେଲ(ଓଡ଼ି୦୧ଏ ଏଲ୧୩୨୨)ରେ ଯାଉଥିବା ସମୟରେ…

Continue Reading ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା – ଜଣେ ମୃତ

କେନାଲରେ ଗାଧେଇବା ହେବା କାଳ – ପାଣିରେ ବୁଡି ଯୁବକ ମୃତ

ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମରୁ ବାହାରିଥିବା ଏକ କେନାଲରେ ଗାଧୋଇବା ବେଳେ ବୁଡ଼ିଯିବାରୁ ଆଜି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଉତ୍ତରପ୍ରଦେଶ ଗୋରଖପୁରର ୨୫ ବର୍ଷୀୟ ଅବିନାଶ ତ୍ରିପାଠୀ ବୋଲି ଜଣା ପଡିଛି ।…

Continue Reading କେନାଲରେ ଗାଧେଇବା ହେବା କାଳ – ପାଣିରେ ବୁଡି ଯୁବକ ମୃତ

ହାତୀ ଛୁଆକୁ ଦିଆଗଲା ସାଲାଇନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମହୀଧରପୁର ପାଳବନ୍ଧ ନିକଟରେ ଗୋଠଛଡ଼ା ହୋଇଥିବା ପ୍ରାୟ ଦେଢ଼ ବର୍ଷର ହାତୀଛୁଆ ଦେହରେ ଆଜି ସାଲାଇନ ଲାଗିଛି । ତାକୁ ଟ୍ରଙ୍କୁଲାଇଜ କରି ସଲାଇନ ସହ ଭିଟାମିନ ଦିଆଯାଇଛି । ସୂଚନା ଅନୁସାରେ , ଗତ…

Continue Reading ହାତୀ ଛୁଆକୁ ଦିଆଗଲା ସାଲାଇନ

ଜିନ୍ଦଲ ଗୃପର ପ୍ରତିଷ୍ଠାତା ଶ୍ରୀ ଓ.ପି ଜିନ୍ଦଲଙ୍କ ୯୧ତମ ଜନ୍ମ ବାର୍ଷିକୀ ପାଳିତ

ଅନୁଗୁଳ - ଜିନ୍ଦଲ ଗୃପର ପ୍ରତିଷ୍ଠାତା ଶ୍ରୀ ଓମ ପ୍ରକାଶ ଜିନ୍ଦଲଙ୍କ ୯୧ତମ ଜନ୍ମ ବାର୍ଷିକୀ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ଦ୍ଵାରା ପାଳିତ ହୋଇଅଛି । ଏହି ଅବସରରେ ଜେଏସପିଏଲ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯିବା ସାଙ୍ଗକୁ…

Continue Reading ଜିନ୍ଦଲ ଗୃପର ପ୍ରତିଷ୍ଠାତା ଶ୍ରୀ ଓ.ପି ଜିନ୍ଦଲଙ୍କ ୯୧ତମ ଜନ୍ମ ବାର୍ଷିକୀ ପାଳିତ

ଗାଡି ଧକ୍କାରେ ଜଣେ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ଗୋଡିବନ୍ଧ- ଏନଟିପିସି ରାସ୍ତାର ଶିବରାମପୁର ଛକ ନିକଟରେ ଅଜଣା ଟ୍ରକ୍ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଶିବରାମପୁର ଗ୍ରାମର ୨୩ ବର୍ଷୀୟ ଯୁବକ ଦୁଷ୍ମନ୍ତ ବେହେରା । ସୁଚନା ଅନୁସାରେ…

Continue Reading ଗାଡି ଧକ୍କାରେ ଜଣେ ମୃତ

ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ – ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁତ୍ଵ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା କଳାକେନ୍ଦ୍ର ପରିସରରେ ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଗୁଳ ଜିଲ୍ଲା ବିଜେଡ଼ି ବରିଷ୍ଠ ପର୍ଯ୍ୟବେକ୍ଷକ ତଥା ଖଣ୍ଡପଡା ବିଧାୟକ ଶ୍ରୀଯୁକ୍ତ…

Continue Reading ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ – ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁତ୍ଵ

ଅଜଣା ଗାଡି ଧକ୍କାରେ ଦୁଇ ମୃତ

ପାଲଲହଡା - ଅନୁଗୋଳ ଜିଲ୍ଲା ପାଲଲହଡା ଠାରେ ଏକ ସଡ଼କ ଦୁର୍ଘଟଣାରେ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ୨ଜଣ ତାଳଚେର ବ୍ଲକ୍ ଅନ୍ତର୍ଗତ ଚାଳଗଡ ଗ୍ରାମର ଶୁଭମ୍ ରାଉତ ବୟସ ଏବଂ ପିପୁନ୍ ସାମଲ ବୟସ ବୋଲି ଜଣା…

Continue Reading ଅଜଣା ଗାଡି ଧକ୍କାରେ ଦୁଇ ମୃତ

ମୋବାଇଲ ଫୋନ ପାଇଁ ନାବାଳିକାଙ୍କ ଆତ୍ମହତ୍ୟା

ଅନୁଗୁଳ - ଅନୁଗୁଳ ଜିଲ୍ଲା ନାଲକୋ କୋଲୋନୀ  ପରିସରରେ ମୋବାଇଲ ଫୋନକୁ ନେଇ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଜଣା ପଡିଛି । ସୂଚନା ଅନୁସାରେ ବି-୪୯୦ରେ ରହୁଥିବା ସ୍ମେଲଟର ପ୍ଲାଣ୍ଟରେ କାର୍ଯ୍ୟରତ  ଆସିଷ୍ଟାଣ୍ଡ ମ୍ୟାନେଜର ଗୌରାଙ୍ଗ ଚରଣ ପାତ୍ରଙ୍କ ୧୫ବର୍ଷର…

Continue Reading ମୋବାଇଲ ଫୋନ ପାଇଁ ନାବାଳିକାଙ୍କ ଆତ୍ମହତ୍ୟା

ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା – ୧ ମୃତ ୪ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ମହୀଧରପୁର ତଳମୂଳ ରାସ୍ତାର କାଦୁଛକ ନିକଟ ଆଜି ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚାରିଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ମହୀଧରପୁର ଆଡୁ…

Continue Reading ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା – ୧ ମୃତ ୪ ଆହତ

ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ-ଖୋଲିଲା ଗୋଟିଏ ଗେଟ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମର ଗୋଟିଏ ଗେଟ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ରେଙ୍ଗାଳି ଡ୍ୟାମଠାରେ ବ୍ରାହ୍ମଣୀ ନଦୀର ଜଳସ୍ତର କ୍ରମଶଃ ବୃଦ୍ଧି…

Continue Reading ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ-ଖୋଲିଲା ଗୋଟିଏ ଗେଟ

ବିଜେପିର ପଞ୍ଚାୟତ ନିର୍ବାଚନ ପାଇଁ ସଜବାଜ

ଅନୁଗୁଳ - ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ବୁଧବାର ବିଜେପିର ପରିବର୍ଦ୍ଧିତ କାର୍ଯ୍ୟକରିଣୀ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ସମସ୍ତ ମଣ୍ଡଳର ସଭାପତି ଏବଂ ମଣ୍ଡଳ ପ୍ରଭାରୀ ଏବଂ…

Continue Reading ବିଜେପିର ପଞ୍ଚାୟତ ନିର୍ବାଚନ ପାଇଁ ସଜବାଜ

ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳନ

ଅନୁଗୁଳ - ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ  ବିଶ୍ଵ ସ୍ତନ୍ୟପାନ ସପ୍ତାହ ସମନ୍ଵିତ ଶିଶୁ ବିକାଶ ଯୋଜନା ଅନୁଗୁଳର ସହଭାଗିତାରେ (ଅଗଷ୍ଟ ୧ - ୭ ତାରିଖ) ବିଭିନ୍ନ ଅଙ୍ଗନବାଡି କେନ୍ଦ୍ରରେ ପାଳନ କରାଯାଉ ଅଛି l ଏହି ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମରେ…

Continue Reading ଜେଏସପିଏଲ ଫାଉଣ୍ଡେସନ ପକ୍ଷରୁ ବିଶ୍ଵ ସ୍ତନ୍ୟପାନ ସପ୍ତାହ ପାଳନ

ବସ ଧକ୍କାରେ ଜଣେ ମୃତ

ବଅଁରପାଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ସନ୍ତ୍ରୀ ଛକ ନିକଟରେ ଆଜି(ମଙ୍ଗଳବାର) ଏକ ବସ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ ଭାଗବତପୁର ଗାଁର ନରେନ୍ଦ୍ର ପରିଡା । ସୂଚନା ଅନୁସାରେ ନରେନ୍ଦ୍ର ଆଜି କିଛି…

Continue Reading ବସ ଧକ୍କାରେ ଜଣେ ମୃତ

ମାଲିକାଣୀକୁ ହତ୍ୟା କରି ଘରୁ ଲୁଟ କଲା ଡ୍ରାଇଭର

ଅନୁଗୁଳ - ଅନୁଗୁଳ ଜିଲ୍ଲା କଣିହାଁ ଥାନା କୁମୁଣ୍ଡା ଗାଁରେ ମାଲିକାଣୀକୁ ହତ୍ୟା କରି ଟଙ୍କା ସୁନା ଲୁଟ କଲା ଡ୍ରାଇଭର । ରାତିରେ ଘରେ ଅନ୍ୟ କେହି ନଥିବାର ସୁଯୋଗ ନେଇ ଏଭଳି କାଣ୍ଡ ଭିଆଇଥିବା ଅଭିଯୋଗ ହୋଇଛି ।…

Continue Reading ମାଲିକାଣୀକୁ ହତ୍ୟା କରି ଘରୁ ଲୁଟ କଲା ଡ୍ରାଇଭର