ଅନ୍ଧବିଶ୍ୱାସର କରୁଣ ଚିତ୍ର – ଗୁଣି ଗାରେଡି ସନ୍ଦେହରେ ୩ ଜଣଙ୍କୁ ହତ୍ୟା !!

ପାଲଲହଡା - ବିଜ୍ଞାନ ଯୁଗରେ ମଧ୍ୟ ଲୋକ ଅନ୍ଧବିଶ୍ଵାସର ବଶବର୍ତ୍ତୀ ହୋଇ ଅନୁଗୁଳ ଜିଲ୍ଲାରେ ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି । ଗୁଣିଗାରେଡି ସନ୍ଦେହରେ ତିନି ତିନି ଜଣଙ୍କୁ ହତ୍ୟା କରି ଗାଁ ଦାଣ୍ଡରେ ଘୋଷାଡ଼ି ନେଇ ନଦୀରେ ଫୋପାଡି…

Continue Reading ଅନ୍ଧବିଶ୍ୱାସର କରୁଣ ଚିତ୍ର – ଗୁଣି ଗାରେଡି ସନ୍ଦେହରେ ୩ ଜଣଙ୍କୁ ହତ୍ୟା !!

ଶାଶୁଘରେ ସ୍ତ୍ରୀକୁ ମାରି ସ୍ୱାମୀ ଫେରାର୍

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ଅନ୍ତର୍ଗତ ରେଙ୍ଗାଳି ପ୍ରକଳ୍ପ ଅଞ୍ଚଳରେ ଶଶୁର ଘରେ ସ୍ତ୍ରୀକୁ ହତ୍ୟା କରି ସ୍ଵାମୀ ଫେରାର ହୋଇ ଯାଇଥିବା ଜଣା ପଡିଛି । ସୂଚନା ଅନୁସାରେ କେନ୍ଦୁଝର ଚମ୍ପୁଆ ଥାନା ଦେଓଗାମ୍ ଗ୍ରାମର ସତୁରୀ…

Continue Reading ଶାଶୁଘରେ ସ୍ତ୍ରୀକୁ ମାରି ସ୍ୱାମୀ ଫେରାର୍

ମୋଟରସାଇକେଲ ଉପରେ ପଡିଲା ଗଛ – ୩ ଗୁରୁତର

ଛେଣ୍ଡିପଦା - ଅନୁଗୁଳ-ଛେଣ୍ତିପଦା ରାସ୍ତାରେ କୋଶଳା ରିସର୍ଚ୍ଚ ନର୍ସରୀ ସମ୍ମୁଖରେ ଗଛ ଭାଙ୍ଗି ମୋଟରସାଇକେଲରେ ଯାଉଥିବା ୩ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ କରଡାବାହାଳି ଗାଁର ବ୍ରଜବନ୍ଧୁ ନାଏକ ତାଙ୍କ ସ୍ତ୍ରୀ ସତ୍ୟବତୀ ନାଏକ ଓ ପୁଅ କାହ୍ନା…

Continue Reading ମୋଟରସାଇକେଲ ଉପରେ ପଡିଲା ଗଛ – ୩ ଗୁରୁତର

ଲାବୋରେଟାରୀ ଟେକ୍ନିସିଆନଙ୍କ କଳାବ୍ୟାଜ ପରିଧାନ

ଅନୁଗୁଳ - ଅନୁଗୁଳ ମେଡିକାଲ ଲାବୋରେଟାରୀ ଟେକ୍ନିସିଆନ ସଂଘ ପକ୍ଷରୁ ବିଭିନ୍ନ ଦାବୀ ନେଇ ରବିବାରଠାରୁ କଳା ବ୍ୟାଜ୍ ପିନ୍ଧିଛନ୍ତି । କ୍ୟାଡର ରୁଲ୍ ରେ ପରିବର୍ତ୍ତନ, ମେଡିକାଲ କଲେଜ ଓ ବ୍ଲଡ଼ ବ୍ୟାଙ୍କରେ ଟେକ୍ନୋଲୋଜିଷ୍ଟ ଏବଂ ଟେକନିକାଲ ଅଫିସର ପଦବୀ…

Continue Reading ଲାବୋରେଟାରୀ ଟେକ୍ନିସିଆନଙ୍କ କଳାବ୍ୟାଜ ପରିଧାନ

ମୋବାଇଲ ଚୋରି ଅଭିଯୋଗରେ କକା-ପୁତୁରା ଗିରଫ

ଅନୁଗୁଳ - ଅନୁଗୁଳ ସାପ୍ତାହିକ ହାତରୁ ମୋବାଇଲ ଚୋରି କରିବା ଅଭିଯୋଗରେ ଅନୁଗୁଳ ପୁଲିସ ଆଜି ଦୁଇଜଣଙ୍କୁ ଗିରଫ କରିଛି । ଗିରଫ ଦୁଇଜଣ ହେଲେ ପଶ୍ଚିମବଙ୍ଗ ଜିଜୁଦାରୁ ଗାଁର ଗୁହୀରାମ ଚୌଧୁରୀ ଓ ତାଙ୍କର ଜଣେ ସମ୍ପର୍କୀୟ ନାବାଳକ ପୁତୁରା…

Continue Reading ମୋବାଇଲ ଚୋରି ଅଭିଯୋଗରେ କକା-ପୁତୁରା ଗିରଫ

ଜଳିଗଲା ନନା ଜଳଖିଆ ଦୋକାନ

ଅନୁଗୁଳ - ଅନୁଗୁଳ ବସଷ୍ଟାଣ୍ଡ ନିକଟରେ ଆଜି ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ବହୁ ପୁରୁଣା ଓ ପ୍ରସିଦ୍ଧ ଜଳଖିଆ ଦୋକାନ ପୋଡି ନଷ୍ଟ ହୋଇ ଯାଇଛି । ସୂଚନା ଅନୁସାରେ ଆଜି ମଧ୍ୟାହ୍ନରେ ବସଷ୍ଟାଣ୍ଡ ନିକଟରେ ଥିବା ନନା ଜଳଖିଆ ଦୋକାନରେ…

Continue Reading ଜଳିଗଲା ନନା ଜଳଖିଆ ଦୋକାନ

ଦୁର୍ଘଟଣା ନେଲା ତିନି ଜୀବନ

ଅନୁଗୁଳ - ଅନୁଗୁଳ ଜିଲ୍ଲାର ଭିନ୍ନ ଭିନ୍ନ ସ୍ଥାନରେ ସଡକ ଦୁର୍ଘଟଣା ଯୋଗୁଁ ୩ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ଗତ ଗୁରୁବାର ଦିନ ବଡହିସଁର ଗ୍ରାମର ସିଦ୍ଧାନ୍ତ ବେହେରା ନାମକ ଜଣେ ଯୁବକ ଜରାସିଂହା  ଗ୍ରାମକୁ…

Continue Reading ଦୁର୍ଘଟଣା ନେଲା ତିନି ଜୀବନ

ବ୍ୟାରେଜ ବ୍ୟାସଚ୍ୟୁତଙ୍କ ସମସ୍ୟା ନେଇ ଉପ-ବାଚସ୍ପତିଙ୍କ ସମୀକ୍ଷା

ଅନୁଗୁଳ - ଅନୁଗୁଳ ଜିଲ୍ଲାର ସମଲ ବ୍ୟାରେଜ ଠାରେ ହୋଇଥିବା ସମଲ ନଦୀବନ୍ଧ ଯୋଜନାରେ ସମ୍ପୂର୍ଣ୍ଣ ବାସଚ୍ୟୁତ ମାନଙ୍କର ନିଯୁକ୍ତି ସମସ୍ୟା ନେଇ ଅନୁଗୁଳ ସର୍କିଟ ହାଉସ ଠାରେ ଉପ-ବାଚସ୍ପତି ରଜନୀ କାନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ଏକ ତ୍ରିପାକ୍ଷୀକ ସମୀକ୍ଷା ବୈଠକ…

Continue Reading ବ୍ୟାରେଜ ବ୍ୟାସଚ୍ୟୁତଙ୍କ ସମସ୍ୟା ନେଇ ଉପ-ବାଚସ୍ପତିଙ୍କ ସମୀକ୍ଷା

ଗାଁ ରାସ୍ତା ରେ ସମ୍ପର୍କୀୟ ଭାଣିଜୀ କୁ ହାଣିଲା ମାମୁଁ – ଭାଣିଜୀ ଗୁରୁତର

ପାଲଲହଡ଼ା - ଅନଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ଶିଗଡ ଗ୍ରାମରେ ମାତାଲ ସମ୍ପର୍କୀୟ ମାମୁଁର ଛୁରା ମାଡରେ ଭାଣିଜୀ ଗୁରୁତର ହୋଇଥିବା ଜଣା ପଡିଛି । ଗୁରୁତର ଭାଣିଜୀ ଜଣଙ୍କ ସେହି ଗ୍ରାମର ମୋତି ନାୟକଙ୍କୁ ଗୁରୁତର ଅବସ୍ଥାରେ ପାଲଲହଡ଼ା…

Continue Reading ଗାଁ ରାସ୍ତା ରେ ସମ୍ପର୍କୀୟ ଭାଣିଜୀ କୁ ହାଣିଲା ମାମୁଁ – ଭାଣିଜୀ ଗୁରୁତର

ଖବର ପରେ ଚେତିଲା ପ୍ରଶାସନ – ବେକରି ଫ୍ୟାକ୍ଟେରିରେ ଚଢାଉ କରି ତାରିଖ ଲେଖିବାକୁ କଲା ତାଗିଦ

ଅନୁଗୁଳ - ଆଜି ଅନୁଗୁଳ ଜିଲ୍ଲାର ବିଭିନ୍ନ ବେକରି ଫ୍ୟାକ୍ଟେରି ଗୁଡିକରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଗତକାଲି ଅନୁଗୁଳ ଅନଲାଇନରେ "ବ୍ରେଡ୍‌ରେ ଲେଖାହେଉନି ଏକ୍ସପାୟରି ତାରିଖ – ଲାଭ ଲୋଭର ଖେଳରେ ଗ୍ରାହକ" ଶୀର୍ଷକରେ ଖବର ପ୍ରସାରଣ…

Continue Reading ଖବର ପରେ ଚେତିଲା ପ୍ରଶାସନ – ବେକରି ଫ୍ୟାକ୍ଟେରିରେ ଚଢାଉ କରି ତାରିଖ ଲେଖିବାକୁ କଲା ତାଗିଦ

ଦୁର୍ଗାମଣ୍ଡପକୁ ସିଲ କଲା ପ୍ରଶାସନ

ଅନୁଗୁଳ - ଅନୁଗୁଳ ସହରର ଅମଲାପଡାସ୍ଥିତ ସର୍ବ ପୁରାତନ ଦୁର୍ଗା ମଣ୍ଡପକୁ ନିଜ ଅକ୍ତିଆରକୁ ନେଇଛି ପୌର ପ୍ରଶାସନ । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୌର ନିର୍ବାହୀ ଅଧିକାରୀ ବ୍ୟାପକ ପୋଲିସ ଫୋର୍ସ ସହାୟତାରେ ଆଜି ମଣ୍ଡପ ପରିସରରେ ଥିବା ତିନୋଟି ବିବାହ…

Continue Reading ଦୁର୍ଗାମଣ୍ଡପକୁ ସିଲ କଲା ପ୍ରଶାସନ

ବ୍ରେଡ୍‌ରେ ଲେଖାହେଉନି ଏକ୍ସପାୟରି ତାରିଖ – ଲାଭ ଲୋଭର ଖେଳରେ ଗ୍ରାହକ

ଅର୍ଥ ଦେଇ ଅଖାଦ୍ୟ ଖାଇବାକୁ ପଡୁଛି ଲାଭକଥା ଚିନ୍ତା କରୁଛନ୍ତି ପ୍ରସ୍ତୁତକାରୀ ସଂସ୍ଥା          ଅନୁଗୁଳ - ଜିଲାର ବିଭିନ୍ନ ହୋଟେଲ, ଚା ଦୋକାନ ଓ ପାଇକାରୀ ଦୋକାନରେ ବିକ୍ରି ହେଉଛି ଭଳିକି ଭଳି ପାଉଁରୁଟି(ବ୍ରେଡ଼) ।…

Continue Reading ବ୍ରେଡ୍‌ରେ ଲେଖାହେଉନି ଏକ୍ସପାୟରି ତାରିଖ – ଲାଭ ଲୋଭର ଖେଳରେ ଗ୍ରାହକ

ପାଉଁରୁଟି ଫ୍ୟାକ୍ଟେରି ଉପରେ ଚଢାଉ – ଅସ୍ଵାସ୍ଥ୍ୟକର ପରିବେଶରେ ଚାଲିଥିଲା ପାଉଁରୁଟି ତିଆରି

ଅନୁଗୁଳ - ଅନୁଗୁଳ ଇଣ୍ଡଷ୍ଟ୍ରିଆଲ ଛକରେ ଥିବା ଏକ ବେକରି ଫ୍ୟାକ୍ଟେରି ଉପରେ ଜନ ସ୍ୱାସ୍ଥ୍ୟ ବିଭାଗ ଓ ପୁଲିସର ଚଢ଼ାଉ କରିଥିଲା । ଖାଦ୍ୟ ସାମଗ୍ରୀ ପ୍ୟାକେଟ ଉପରେ କୌଣସି ଅବଧି ନଥିବା ଓ ଅସ୍ଵାସ୍ଥ୍ୟକର ପରିବେଶ ଭିତରେ ଖାଦ୍ୟ…

Continue Reading ପାଉଁରୁଟି ଫ୍ୟାକ୍ଟେରି ଉପରେ ଚଢାଉ – ଅସ୍ଵାସ୍ଥ୍ୟକର ପରିବେଶରେ ଚାଲିଥିଲା ପାଉଁରୁଟି ତିଆରି

ଡ୍ରେନ ସଫେଇକୁ ନେଇ ଉତ୍ତେଜନା – ଗାଁ ମଝିରେ ବୁଲିଲା ଟାଙ୍ଗିଆ(ଭିଡିଓ)

ଛେଣ୍ଡିପଦା - ରାସ୍ତା ମଝିରେ ବୁଲେଇଲା ଟାଙ୍ଗିଆ । ଭୟଭୀତ ହୋଇ ବିଳମ୍ବିତ ରାତିରେ ଥାନାର ଦ୍ଵାରସ୍ଥ ହେଲେ ମହିଳା । ଏଭଳି ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ନିକଟସ୍ଥ ବେହେରା ସାହିରେ । ସୂଚନା ଅନୁସାରେ…

Continue Reading ଡ୍ରେନ ସଫେଇକୁ ନେଇ ଉତ୍ତେଜନା – ଗାଁ ମଝିରେ ବୁଲିଲା ଟାଙ୍ଗିଆ(ଭିଡିଓ)

ମହିଳାଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ

ଅନୁଗୁଳ - ଅନୁଗୁଳ ଜିଲ୍ଲା ହେମସୁରପଡା ଠାରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ଠାକୁର ଘରେ ପୂଜା କରୁଥିବା ବେଳେ ଜଣେ ମହିଳାଙ୍କ ଉପରେ କିରୋସିନ ଢାଳି ତାଙ୍କ ଶଶୁର ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି…

Continue Reading ମହିଳାଙ୍କୁ ନିଆଁ ଲଗାଇ ହତ୍ୟା ଉଦ୍ୟମ