ନିଆରା ଢଙ୍ଗରେ ଅଲମ୍ପିକ୍ସ ଶୁଭେଚ୍ଛା

ଅନୁଗୁଳ - ଜାପାନର ଟୋକିଓରେ ଆଜି(ଶୁକ୍ରବାର) ଠାରୁ ଅଲମ୍ପିକ ମ୍ୟାଚ୍ ଆରମ୍ଭ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଭାରତରୁ ମଧ୍ୟ ବିଭିନ୍ନ ବିଭାଗରେ କ୍ରୀଡାବିତ ଅଂଶଗ୍ରହଣ କରିଛନ୍ତି । ଭାରତର ସମସ୍ତ ଖେଳାଳିଙ୍କୁ ନିଆରା ଢଙ୍ଗରେ…

Continue Reading ନିଆରା ଢଙ୍ଗରେ ଅଲମ୍ପିକ୍ସ ଶୁଭେଚ୍ଛା

ସଡକ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ମହେଶ ସାହୁ

ଅନୁଗୁଳ - ଢେଙ୍କାନାଳ ସାଂସଦ ଶ୍ରୀଯୁକ୍ତ ମହେଶ ସାହୁ , କେନ୍ଦ୍ର ସରକାରଙ୍କ ସଡକ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ନିତିନ ଜୟରାମ ଗଡ଼କରୀଙ୍କୁ ପାର୍ଲ୍ୟାମେଣ୍ଟ କାର୍ଯ୍ୟାଳୟରେ ସ୍ୱଜନ୍ୟ ମୂଳକ ସାକ୍ଷାତ କରିବା ସହିତ ଜାତୀୟ ରାଜପଥ - ୫୩ , ୫୫…

Continue Reading ସଡକ ପରିବହନ ମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ମହେଶ ସାହୁ

ବିଦ୍ୟାଳୟରୁ ତାଲା ଭାଙ୍ଗି ଚୋରି

ବନ୍ତଳା - ଅନୁଗୁକ୍ଳ ଜିଲ୍ଲା ପୁରୁଣାଗଡ଼ ମାଟିଆ ସାହି ପ୍ରାଥମିକ ବିଦ୍ୟାଳୟରୁ ଚୋରି ହୋଇଥିବା ବନ୍ତଳା ଥାନାରେ ଅଭିଯୋଗ ହୋଇଛି । ସୂଚନା ଅନୁସାରେ ସ୍କୁଲର ଶିକ୍ଷକ ସଞ୍ଜୟ ସାହୁ ୧୦ ଟା ସମୟରେ ସ୍କୁଲକୁ ଆସିବା ପରେ କ୍ଲାସ ରୁମ…

Continue Reading ବିଦ୍ୟାଳୟରୁ ତାଲା ଭାଙ୍ଗି ଚୋରି

ପୁଣି ଅଲୋଡା ହେଲା ଶିଶୁକନ୍ୟା

ବନ୍ତଳା - ଅନୁଗୁଳ ଜିଲ୍ଲାରେ ପୁଣି ଶିଶୁକନ୍ୟା ଅଲୋଡ଼ା ହୋଇଛି । ଜନ୍ମ ପରେ ରାସ୍ତା କଡକୁ ଫିଙ୍ଗିଦେଇ ମା ଚାଲି ଯାଇଛି । ଏଭଳି ଏଭଳି ଦୁଃଖଦ ଘଟଣା ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ଆଜି ଦେଖିବାକୁ ମିଳିଛି ।…

Continue Reading ପୁଣି ଅଲୋଡା ହେଲା ଶିଶୁକନ୍ୟା

ଜାତୀୟ ରାଜପଥରେ ଓଲଟିଲା କାର – ଗୋଟିଏ ପରିବାରର ୪ ଗୁରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥରେ ଜରପଡା ଥାନା ଭାଗିରଥୀପୁର ନିକଟରେ ଏକ କାର ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଚାଳକ ସମେତ ୪ ଆହତ ହୋଇଛନ୍ତି । ସୂଚନା ଅନୁସାରେ ଆଜି(ଗୁରୁବାର)…

Continue Reading ଜାତୀୟ ରାଜପଥରେ ଓଲଟିଲା କାର – ଗୋଟିଏ ପରିବାରର ୪ ଗୁରୁତର

ବଜ୍ରପାତରେ ନାବାଳକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିଙ୍କୁଳାପାଟ ଗ୍ରାମରେ ଗୁରୁବାର ବଜ୍ରପାତରେ ଜଣେ ନାବାଳକର ମୃତ୍ୟୁ ହୋଇଛି । ମୃତ ନାବାଳକ ହେଲେ ଶିଙ୍କୁଳାପାଟ ଗ୍ରାମର ରମେଶ ମାଝିଙ୍କ ୧୫ ବର୍ଷୀୟ ପୁଅ ମହେଶ ମାଝି ବୋଲି ଜଣାପଡିଛି ।…

Continue Reading ବଜ୍ରପାତରେ ନାବାଳକ ମୃତ

ନକଲି ବନ୍ଧୁକ ଦେଖାଇ ଆତଙ୍କ ରଚିଲା ପ୍ରେମିକ – ଥାନାରେ ଅଟକ

ଅନୁଗୁଳ - ପ୍ରେମିକାର ବାହାଘର ଖବର ପାଇ ରହି ପାରିଲା ନାହିଁ ପ୍ରେମିକ । ଆଉ ପ୍ରେମିକାର ବାହାଘରରେ ପହଞ୍ଚି ଯାଇ ଆରମ୍ଭ କରି ଦେଇଥିଲା ଗଣ୍ଡଗୋଳ । ଏପରିକି ନକଲି ବନ୍ଧୁକ ଦେଖାଇ ସମସ୍ତଙ୍କୁ ଡରାଇବା ସହ ବାହାଘର ବନ୍ଦ…

Continue Reading ନକଲି ବନ୍ଧୁକ ଦେଖାଇ ଆତଙ୍କ ରଚିଲା ପ୍ରେମିକ – ଥାନାରେ ଅଟକ

ସଡକ ଦୁର୍ଘଟଣାରେ ପରିବାର ସମେତ କନିଷ୍ଠଯନ୍ତ୍ରୀ ଆହତ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଠାକୁରଗଡଠାରେ ଭାରସାମୟ ହରାଇ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଆଠମଲ୍ଲିକ ବ୍ଲକର ଜଣେ କନିଷ୍ଠଯନ୍ତ୍ରୀଙ୍କ ସମେତ ସପରିବାର ଆହତ ହୋଇଥିବା ଜଣା ପଡିଛି । ସୂଚନା ନଉସାରେ ଆଠମଲ୍ଲିକ ବ୍ଲକର କନିଷ୍ଠ ଯନ୍ତ୍ରୀ ଆରୁଣ…

Continue Reading ସଡକ ଦୁର୍ଘଟଣାରେ ପରିବାର ସମେତ କନିଷ୍ଠଯନ୍ତ୍ରୀ ଆହତ

ପେନସିଲ ମୁନରେ ଜଗନ୍ନାଥ

ଆଠମଲ୍ଲିକ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଅଞ୍ଚଳର ବାଲୁକା ଚିତ୍ର ଶିଳ୍ପୀ ବାହୁଡା ଯାତ୍ରା ଅବସରରେ ପେନସିଲ ମୁନରେ ଜଗନ୍ନାଥଙ୍କ ଆକୃତି ତିଆରି କରି ସମସ୍ତଙ୍କ ମନ ଜିଣି ପାରିଛନ୍ତି । ଶିଳ୍ପୀ ରୁବେଲାଲ ପ୍ରଧାନ ରଥଯାତ୍ରା ଅବସରରେ ସ୍ୟାଣ୍ଡ ଆର୍ଟ…

Continue Reading ପେନସିଲ ମୁନରେ ଜଗନ୍ନାଥ

ଅଜଣା ଗାଡି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

କଣିହାଁ- ଅନୁଗୁଳ ଜିଲ୍ଲା ସମଲ ଥାନା ପୁରୁଣାବଲାଙ୍ଗି ଗାଁ ନିକଟସ୍ଥ ବଲାଙ୍ଗି- ସମଲ ରାସ୍ତାରେ ଭୋର ସମୟରେ ମୋଟରସାଇକେଲରେ ଯାଉଥିବା ଦୁଇଜଣକୁ କୌଣସି ଅଜଣା ଗାଡି ଧକ୍କା ଦେବାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା…

Continue Reading ଅଜଣା ଗାଡି ଧକ୍କାରେ ମୋଟରସାଇକେଲ ଆରୋହୀ ମୃତ

କାନ୍ଥ ଭୁଶୁଡି ସ୍ଵାମୀ-ସ୍ତ୍ରୀ ଓ ଝିଅ ଆହତ

ନାଲକୋନଗର - ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ କୁରୁଡୁଲୁ ଗ୍ରାମରେ  ଗତକାଲି ରାତିରେ କାନ୍ଥ ଭୁଶୁଡି ସ୍ଵାମୀ-ସ୍ତ୍ରୀ ଓ ଝିଅ ଆହତ ହୋଇଥିବା ଜଣା ପଡିଛି । ସୂଚନା ଅନୁସାରେ ବିଳମ୍ବିତ ରାତିରେ ଖାଇ ସାରିବା ପରେ ସପରିବାର ଗୋଟିଏ…

Continue Reading କାନ୍ଥ ଭୁଶୁଡି ସ୍ଵାମୀ-ସ୍ତ୍ରୀ ଓ ଝିଅ ଆହତ

ସରକାରୀ ଡାକବଙ୍ଗଳାରୁ ଗଛ କଟା ଘଟଣା – ପୌରପାଳିକା କର୍ମଚାରୀ ଗିରଫ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା ସରକାରୀ ଡାକ ବଙ୍ଗଳାରୁ ୧୪ ତାରିଖ ବିଳମ୍ବିତ ରାତିରେ ମୂଲ୍ୟବାନ ଶାଗୁଆନ ଗଛ କାଟି ନେଇ ଯାଇଥିବା ଘଟଣାରେ ଜଣଙ୍କୁ ଗିରଫ କରିଛି ବନ ବିଭାଗ । ଗିରଫ ବ୍ୟକ୍ତି ଜଣଙ୍କ ପୌରପାଳିକାର…

Continue Reading ସରକାରୀ ଡାକବଙ୍ଗଳାରୁ ଗଛ କଟା ଘଟଣା – ପୌରପାଳିକା କର୍ମଚାରୀ ଗିରଫ

ଓଡିଶା କ୍ରିକେଟ ଆନୁକୁଲ୍ୟରେ ଅନୁଗୁଳରେ କ୍ରିକେଟ ଏକାଡେମୀ ଉଦଘାଟିତ

ଅନୁଗୁଳ - ଓଡିଶା କ୍ରିକେଟ ଆନୁକୁଲ୍ୟରେ ସ୍ଥାନୀୟ କଦମ ପଡିଆ ଠାରେ ଆଜି (ସୋମବାର) କ୍ରିକେଟ ଏକାଡେମୀ ଉଦ୍ଦଘାଟିତ ହୋଇଯାଇଛି । ଏହି ଉଦ୍ଦଘାଟନୀ ଉତ୍ସବରେ ଅନୁଗୁଳ ଜିଲ୍ଲାପାଳ ଶ୍ରୀଯୁକ୍ତ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ମୁଖ୍ୟ ଅତିଥି ଓ ଅନୁଗୁଳ ପୌରପାଳିକାର…

Continue Reading ଓଡିଶା କ୍ରିକେଟ ଆନୁକୁଲ୍ୟରେ ଅନୁଗୁଳରେ କ୍ରିକେଟ ଏକାଡେମୀ ଉଦଘାଟିତ

ଗ୍ୟାସ ରିଫିଲିଙ୍ଗ ବେଳେ ଅଗ୍ନିକାଣ୍ଡ – ଜଳିଗଲା ସମ୍ପୁର୍ଣ୍ଣ ଦୋକାନ

ଅନୁଗୁଳ - ଅନଗୁଳ କାଲଟାକ୍ସ ଛକ ନିକଟରେ ଥିବା ଏକ ଦୋକାନରେ ଗ୍ୟାସ ରିଫିଲିଙ୍ଗ ବେଳେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଦରେ ଦୋକାନଟି ସମ୍ପୁର୍ଣ୍ଣ ଜଳି ଯାଇଥିବା ଜଣା ପଡିଛି । ସୂଚନା ଅନୁସାରେ କାଲଟାକ୍ସ ଛକରେ ଥିବା ଏକ ଗ୍ୟାସ…

Continue Reading ଗ୍ୟାସ ରିଫିଲିଙ୍ଗ ବେଳେ ଅଗ୍ନିକାଣ୍ଡ – ଜଳିଗଲା ସମ୍ପୁର୍ଣ୍ଣ ଦୋକାନ