ଛିନତାଇ ଅଭିଯୋଗରେ ୨ ନାବାଳକ ସମେତ ୪ ଗିରଫ

ଅନୁଗୁଳ - ଅନୁଗୁଳ ସଦରଥାନା ଅନ୍ତର୍ଗତ ଅନୁଗୁଳ ବନ୍ତଳା ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଲୁଟପାଟ ହୋଇଥିବା ବେଳେ ଏହି ଘଟଣାରେ ୨ ନାବାଳକଙ୍କ ସମେତ ୪ ଜଣଙ୍କୁ ପୁଲିସ ଗିରଫ କରିଛି ପୁଲିସ । ସୂଚନା ଅନୁସାରେ, ପଶୁପତି…

Continue Reading ଛିନତାଇ ଅଭିଯୋଗରେ ୨ ନାବାଳକ ସମେତ ୪ ଗିରଫ

ଲୁହା ପଥର ଗୁଣ୍ଡ ଚୋରା ଚାଲାଣ – ୬ ଗିରଫ ,୩ ଟ୍ରକ ଜବତ

ପାଲଲହଡା - ବହୁ ଦିନରୁ ବନ୍ଦ ପଡିଥିବା ଲୁହାପଥର କ୍ରସରରୁ ରାତି ଅଧିଆ ଲୁହାପଥର ଗୁଣ୍ଡ ଚୋରା ଚାଲାଣ କରିବା ବେଳେ ପୁଲିସ ଚଢ଼ାଉ କରି ୬ ଜଣ ଗିରଫ କରିବା ସହ ତିନୋଟି ଟ୍ରକ ଓ ଏକ ସ୍କୁଟି ଜବତ…

Continue Reading ଲୁହା ପଥର ଗୁଣ୍ଡ ଚୋରା ଚାଲାଣ – ୬ ଗିରଫ ,୩ ଟ୍ରକ ଜବତ

ବିଦ୍ୟୁତ ଦରଦାମ ବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟକୁ ନେଇ ଇଲେକ୍ଟ୍ରି ଅଫିସ ଘେରିଲା ବିଜେପି

ଅନୁଗୁଳ - ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ସାରା ରାଜ୍ୟରେ ଅହେତୁକ ବିଦ୍ୟୁତ ଦର ବୃଦ୍ଧିକୁ ନେଇ ବିଜେପି ବିକ୍ଷୋଭ ଚାଲିଥିବା ବେଳେ ଆଜି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ କୋଶଳା‌ ଇଲେକ୍ଟ୍ରି ସବ୍ ଷ୍ଟେସନ ଓ ବଇଁଣ୍ଡା…

Continue Reading ବିଦ୍ୟୁତ ଦରଦାମ ବୃଦ୍ଧି ଓ ଅଘୋଷିତ ବିଦ୍ୟୁତ କାଟକୁ ନେଇ ଇଲେକ୍ଟ୍ରି ଅଫିସ ଘେରିଲା ବିଜେପି

ପୂର୍ବତନ ମନ୍ତ୍ରୀ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

ଅନୁଗୁଳ - ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଆଜି ଅନୁଗୁଳ ନିର୍ବାଚନ ମଣ୍ଡଳୀରେ ବିଭିନ୍ନ କାର୍ଯ୍ୟକ୍ରମ କରା ଯାଇଛି । ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସକାଳେ ମା ବୁଢ଼ୀ ଠାକୁରାଣୀ…

Continue Reading ପୂର୍ବତନ ମନ୍ତ୍ରୀ ଅଦ୍ୱୈତ ପ୍ରସାଦ ସିଂହଙ୍କ ତ୍ରୟୋଦଶତମ ଶ୍ରାଦ୍ଧ ବାର୍ଷିକୀ ପାଳିତ

କୋଭିଡ ନିୟମ ଉଲ୍ଲଂଘନ – ମେଡ଼ିସିନ ଦୋକାନ ସିଲ

ଅନୁଗୁଳ - ଅନୁଗୁଳ ବସଷ୍ଟାଣ୍ଡ ନିକଟରେ ଥିବା ଏକ ମେଡ଼ିସିନ ଦୋକାନକୁ କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ପ୍ରଶାସନ ସିଲ କରିଛି । ସୂଚନା ଅନୁସାରେ ସୀତାରାମ ମେଡ଼ିସିନ ଷ୍ଟୋରରେ ଆଜି ସକାଳେ ବ୍ୟାପକ ଭିଡ ରହିଥିବା ବେଳେ ସାମାଜିକ ଦୁରତାକୁ…

Continue Reading କୋଭିଡ ନିୟମ ଉଲ୍ଲଂଘନ – ମେଡ଼ିସିନ ଦୋକାନ ସିଲ

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫାଣ୍ଡି ଆଗରେ ଯୁବକଙ୍କୁ ନିସ୍ତୁକ ମାଡ଼ – ପୁଲିସ ସାଜିଲା ଦେଖଣାହାରୀ

ଅନୁଗୁଳ - ରୋଗୀଙ୍କ ସମ୍ପର୍କୀୟଠାରୁ ଟଙ୍କା ଠକେଇ କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା । ଧରା ପଡ଼ିବା ପରେ ନିସ୍ତୁକ ପିଟିଲେ ଲୋକ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫାଣ୍ଡି ଆଗରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଲିସ…

Continue Reading ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଫାଣ୍ଡି ଆଗରେ ଯୁବକଙ୍କୁ ନିସ୍ତୁକ ମାଡ଼ – ପୁଲିସ ସାଜିଲା ଦେଖଣାହାରୀ

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ ଭୂଜାଲିରେ ଆକ୍ରମଣ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ସଦର ମହକୁମାସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ ସେହି ଅନୁଷ୍ଠାନର ରାତ୍ର ଜଗୁଆଳୀ ଭୁଜାଲିରେ ଆକ୍ରମଣ କରିଥିବା ଜଣା ପଡିଛି । ଭୁଜାଲି ଆକ୍ରମଣ ଅଧ୍ୟକ୍ଷ ଆହତ ହୋଇଛନ୍ତି ।…

Continue Reading ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ ଭୂଜାଲିରେ ଆକ୍ରମଣ

ବିଦ୍ୟୁତ ତାର ମରାମତି ବେଳେ ଠିକା କର୍ମଚାରୀ ମୃତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଜଗନ୍ନାଥ କୋଇଲା ଖଣିର ବଲଣ୍ଡା ଠାରେ ବିଦ୍ୟୁତ ତାର ଟାଣୁଥିବା ବେଳେ ଏକ ଅଘଟଣ ଘଟି ଯାଇଛି । ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବିଦ୍ୟୁତ ଠିକା କର୍ମଚାରୀଙ୍କ ମୃତ୍ୟୁ ହୋଇଛି…

Continue Reading ବିଦ୍ୟୁତ ତାର ମରାମତି ବେଳେ ଠିକା କର୍ମଚାରୀ ମୃତ

ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଛେଣ୍ଡିପଦା -  ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାପୁଜୀ ମହାବିଦ୍ୟାଳୟ ପୋଲ ନିକଟରୁ ତିନି ଦିନ ପୂର୍ବରୁ ନିଖୋଜ ଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଜଣଙ୍କ ପୋଡାପଡା ଗ୍ରାମର ରସାନନ୍ଦ ସାହୁଙ୍କ ପୁଅ ସୁଧୀର କୁମାର…

Continue Reading ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ଘରୋଇ ବିଦ୍ୟାଳୟ ବିରୋଧରେ ଦାବିପତ୍ର

ଅନୁଗୁଳ - ଓଡିଶା ଅଭିବକ ମହାସଂଘ ଅନଗୁଳ ଶାଖା ପକ୍ଷରୁ ଜିଲ୍ଲା ସଂଯୋଜକ ସଂଜୀବ ପଟ୍ଟନାୟକଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଶତପଥୀ  ଓ ଜିଲ୍ଲା ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ରଙ୍କ ସହ ଆଲୋଚନା…

Continue Reading ଘରୋଇ ବିଦ୍ୟାଳୟ ବିରୋଧରେ ଦାବିପତ୍ର

ତୈଳଦର ବୃଦ୍ଧି ବିରୁଦ୍ଧରେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ

ଅନୁଗୁଳ – ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ୍ ଓ ନିତ୍ୟବ୍ୟବହାର୍ଯ୍ୟ ଜନିଷର ଆକାଶଛୁଆଁ ମୂଲ୍ୟବୃଦ୍ଧି ବିରୁଦ୍ଧରେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ଡାକରା ଦିଆଯାଇଥିବା ସାରା ଓଡିଶା ପ୍ରତିବାଦ ଦିବସ ଉପଲକ୍ଷେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ଅନୁଗୁଳ ଆଞ୍ଚଳିକ କମିଟି ପକ୍ଷରୁ ମଧ୍ୟ ପ୍ରତିବାଦ ଦେଖା ଯାଇଥିଲା ।…

Continue Reading ତୈଳଦର ବୃଦ୍ଧି ବିରୁଦ୍ଧରେ ଏସ୍‌.ୟୁ.ସି.ଆଇ(କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ

ଡାକବଙ୍ଗଳାରୁ କଟା ଶାଗୁଆନ ଗଛ ପୌରପାଳିକା କ୍ୱାଟରରୁ ଜବତ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା ସରକାରୀ ଡାକ ବଙ୍ଗଳାରୁ ଗତ କାଲି ରାତିରେ କେହି ଦୁର୍ବୃତ୍ତ ମୂଲ୍ୟବାନ ଶାଗୁଆନ ଗଛ କାଟି ନେଇ ଯାଇଥିବାର ଦେଖିବାକୁ ମିଳିଥିଲା । ଏ ସବୁ ଗଛ କଟା ଯାଇ ଚୋରୀ ହୋଇଥିବା…

Continue Reading ଡାକବଙ୍ଗଳାରୁ କଟା ଶାଗୁଆନ ଗଛ ପୌରପାଳିକା କ୍ୱାଟରରୁ ଜବତ

ଆମ୍ବ ଗଛରୁ ପଡି ବୃଦ୍ଧ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ପୋକତୁଙ୍ଗା ଗାଁରେ ଆମ୍ବ ଗଛରୁ ପଡି ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ସକାଳ ୧୦ ସମୟରେ ପୋକତୁଙ୍ଗା ଗ୍ରାମରେ ଥିବା ଥିବା ଏକ ଆମ୍ବ ଗଛ ରେ ସେହି ଗ୍ରାମର…

Continue Reading ଆମ୍ବ ଗଛରୁ ପଡି ବୃଦ୍ଧ ମୃତ

ଦୁର୍ବୃତ୍ତଙ୍କ ଅମାନବୀୟ କାଣ୍ଡ – ଶୋଇଥିବା ବେଳେ ଲଗାଇ ଦେଲେ ନିଆଁ

ଅନୁଗୁଳ - ଅନଗୁଳ ସହର ଆଖଣ୍ଡଳମଣି ମନ୍ଦିର ନିକଟରେ ଘଟିଛି ଅଭାବନୀୟ କାଣ୍ଡ । ମନ୍ଦିର ନିକଟସ୍ଥ ଏକ ସିମେଣ୍ଟ ଚଟାଣରେ ମହମ୍ମଦ ମହବୁଲ ନାମକ ଜଣେ ଯୁବକ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ…

Continue Reading ଦୁର୍ବୃତ୍ତଙ୍କ ଅମାନବୀୟ କାଣ୍ଡ – ଶୋଇଥିବା ବେଳେ ଲଗାଇ ଦେଲେ ନିଆଁ

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ – ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପାତ୍ରପଡା ଗାଁରେ ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟି ଯାଇଛି । ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକକୁ ଅନ୍ୟ ଜଣେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ଜଣା ପଡ଼ିଛି । ସୂଚନା…

Continue Reading ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ – ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ