ରାତି ସମୟରେ ଦେବସ୍ନାନ ପୂର୍ଣ୍ଣିମାକୁ ବିରୋଦ୍ଧ

ଅନୁଗୁଳ - ଜଗନ୍ନାଥ ଭକ୍ତ ସାମାଜ ଓଡିଶା ଶାଖା ପକ୍ଷରୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ହେବାକୁ ଥିବା ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଚଳିତ ବର୍ଷ ରାତି ସମୟରେ ହେବାକୁ ବିରୋଦ୍ଧ କରା ଯାଇଛି । ସୂଚନା ଅନୁସାରେ ଆସନ୍ତା ୨୪ ତାରିଖ…

Continue Reading ରାତି ସମୟରେ ଦେବସ୍ନାନ ପୂର୍ଣ୍ଣିମାକୁ ବିରୋଦ୍ଧ

ଜୋର ଜବରଦସ୍ତି କରୁଥିବା ନୂତନ ପଞ୍ଚାୟତ ଗୃହ ନିର୍ମାଣ କାର୍ଯ୍ୟକୁ ବନ୍ଦ କଲେ ଗାଁ ମହିଳା

ଅନୁଗୁଳ - ପଞ୍ଚାୟତରେ ଯେଉଁ ଜାଗାରେ ଅଧିକ ସରକାରୀ ଜାଗା ଅଛି ସେଠାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ଗୃହ ନିର୍ମାଣ ନ କରି ଜୋର ଜବରଦସ୍ତି ଏକ ପଥରବଣି କିସମ ଜାଗାରେ ଗୃହ ନିର୍ମାଣକୁ ବିରୋଦ୍ଧ କରିଛନ୍ତି ସାନ୍ତରାପୁର ଗ୍ରାମର ମହିଳା…

Continue Reading ଜୋର ଜବରଦସ୍ତି କରୁଥିବା ନୂତନ ପଞ୍ଚାୟତ ଗୃହ ନିର୍ମାଣ କାର୍ଯ୍ୟକୁ ବନ୍ଦ କଲେ ଗାଁ ମହିଳା

ଗଛରେ ଝୁଲୁଛି ବୃଦ୍ଧଙ୍କ ମୃତଦେହ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା କଲେଇପଦା ଗ୍ରାମରେ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ମୃତଦେହ ଗଛରେ ଆଜି ଦେଖିବାକୁ ମିଳିଛି । ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ପୁଲିସ ତଦନ୍ତ ଚଳାଇଛି । ସୂଚନା ଅନୁସାରେ ବନ୍ତଳା ଥାନା…

Continue Reading ଗଛରେ ଝୁଲୁଛି ବୃଦ୍ଧଙ୍କ ମୃତଦେହ

ଟିକାକୁ ନେଇ ରାଜନୀତି , ଟିକାକରଣ କେନ୍ଦ୍ରରେ ପୋଷ୍ଟର ଚିରିଲେ ବିଜେପି କର୍ମୀ – ଥାନାରେ ଅଭିଯୋଗ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କ୍ୟାମ୍ପେନ ମୋଡ଼ରେ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ହେଉଛି ଟିକାକରଣ । ଉଭୟ ଅନଲାଇନ ଓ ଅଫ ଲାଇନରେ ପଞ୍ଜିକରଣ କରି ଟିକା ନେବାକୁ ସରକାରଙ୍କ…

Continue Reading ଟିକାକୁ ନେଇ ରାଜନୀତି , ଟିକାକରଣ କେନ୍ଦ୍ରରେ ପୋଷ୍ଟର ଚିରିଲେ ବିଜେପି କର୍ମୀ – ଥାନାରେ ଅଭିଯୋଗ

କୂଅରେ ପଡିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିମିଳିପାଳ ଗାଁରେ ଅଘଟଣ । କୂଅରେ ପଡିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣଙ୍କର ମୃତ୍ୟୁ ହୋଇଛି ।  ସୂଚନା ଅନୁସାରେ ଆଜି ଗାଁ ମୁଣ୍ଡରେ ଥିବା ପୁରିହାପାଟ ଦେବୀ ପିଢ ନିକଟସ୍ଥ…

Continue Reading କୂଅରେ ପଡିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ମୃତ

ଆଜି ପିତୃତ୍ୱ ଦିବସ – ବାପାଙ୍କୁ ଝୁରୁଛନ୍ତି …

ଅନୁଗୁଳ - ସାରା ବିଶ୍ୱ ଆଜି ପାଳୁଛି ପିତୃତ୍ୱ ଦିବସ । ବାପାଙ୍କ ପାଇଁ ସମର୍ପିତ ଦିନଟିଏ । ବାପାଙ୍କ ପ୍ରତି ରହିଥିବା ଭଲପାଇବାକୁ ପିଲାମାନେ ବିଭିନ୍ନ ମାଧ୍ୟମରେ ପରିପ୍ରକାଶ କରୁଛନ୍ତି । କିନ୍ତୁ ଅନେକ ସନ୍ତାନଙ୍କ ଆଖିରେ ଲୁହ ଭରିଦେଇଛି…

Continue Reading ଆଜି ପିତୃତ୍ୱ ଦିବସ – ବାପାଙ୍କୁ ଝୁରୁଛନ୍ତି …

୧୦ ବିଶେଷଜ୍ଞ ଡାକ୍ତରଙ୍କ ଯୋଗଦାନ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ରାଜ୍ୟ ସରକାର ଆଉ ୧୦ ଜଣ ବିଶେଷଜ୍ଞ ଡାକ୍ତରଙ୍କୁ ନିଯୁକ୍ତ କରିଛନ୍ତି । ଏମାନଙ୍କ ମଧ୍ୟରେ ଜଣେ ନିଶ୍ଚେତକ ବିଶେଷଜ୍ଞ ଥିବା ବେଳେ ଦୁଇ ୨ ଜଣ ଭେଷଜ , ୨ ଜଣ ଶଲ୍ୟ ବିଶେଷଜ୍ଞ…

Continue Reading ୧୦ ବିଶେଷଜ୍ଞ ଡାକ୍ତରଙ୍କ ଯୋଗଦାନ

ତାଳଚେର ଠାରେ ହେବ ଇଣ୍ଡୋର ଷ୍ଟାଡିଅମ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଠାରେ ଏକ ନୂତନ ଇଣ୍ଡୋର ଷ୍ଟାଡିଅମ ତିଆରି ହେବ । ଏ ନେଇ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଓ ତାଳଚେର ପଞ୍ଚାୟତ ସମିତି କକ୍ଷ ଠାରେ ମାନ୍ୟବର ତାଳଚେର ବିଧାୟକ ଶ୍ରୀ ବ୍ରଜ କିଶୋର…

Continue Reading ତାଳଚେର ଠାରେ ହେବ ଇଣ୍ଡୋର ଷ୍ଟାଡିଅମ

ଏଫଇଏସ ପକ୍ଷରୁ ରାସନ ବଣ୍ଟନ

ଅନୁଗୁଳ - କରୋନା ମହାମାରୀ ସମୟରେ ଅନୁଗୁଳର ସ୍ଵେଚ୍ଛାସେବୀ ଅନୁଷ୍ଠାନ ଫାଉଣ୍ଡେସନ ଫର ଇକୋଲୋଜିକାଲ ସିକ୍ୟୁରିଟି ପକ୍ଷରୁ ରାସନ ସାମଗ୍ରୀ ବଣ୍ଟନ କରା ଯାଇଥିଲା । ହେମସୁରପଡା ପ୍ରିନ୍ସ କ୍ଲବ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଶେଷ ଭାବରେ…

Continue Reading ଏଫଇଏସ ପକ୍ଷରୁ ରାସନ ବଣ୍ଟନ

ବନ ବିଭାଗର ଘଡିଆଳ ଶାବକ ଚିନ୍ତା

ଅନୁଗୁଳ - ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡର ଅକାତ କାତ ପାଣିରେ ହଜି ଯାଇଛନ୍ତି ନବଜାତକ ଘଡ଼ିଆଳ ଶାବକ । ବନ ବିଭାଗ ପକ୍ଷରୁ ବହୁ ଖୋଜା ଖୋଜି ପରେ କିଛି ଶାବକଙ୍କ ପତ୍ତା ମିଳିଥିବା ବେଳେ ଆଜି ପର୍ଯ୍ୟନ୍ତ…

Continue Reading ବନ ବିଭାଗର ଘଡିଆଳ ଶାବକ ଚିନ୍ତା

କୋଇଲାଗାଡ଼ିରେ ପାଲ ଘୋଡ଼ାଇବା ପାଇଁ ଦାବୀପତ୍ର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଏମସିଏଲରୁ କୋଇଲା ପରିବହନ କରୁଥିବା ହାଇୱା ଟ୍ରକ ଏବଂ କଣ୍ଟେନର ଗୁଡ଼ିକରେ ପାଲ ବା ତାରପୋଲିନ୍ ଘୋଡ଼ାଇ ନେଉ ନଥିବାରୁ ତାଳଚେରବାସୀଙ୍କ ପାଇଁ ତାହା ଅସନ୍ତୋଷର କାରଣ ପାଲଟିଛି । ନିୟମ ଅନୁସାରେ କୋଇଲା…

Continue Reading କୋଇଲାଗାଡ଼ିରେ ପାଲ ଘୋଡ଼ାଇବା ପାଇଁ ଦାବୀପତ୍ର

କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଅନ୍ତର୍ଗତ ବିଦ୍ୟୁତ ବିଭାଗ କ୍ୱାର୍ଟର ଲାଇନ ଅଞ୍ଚଳରେ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତକ ହେଲେ ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ବିରେନ ଦେଉରିଆ । ବିରେନଙ୍କ…

Continue Reading କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜଙ୍ଗଲରୁ ବନ୍ଧୁକ ଏବଂ ଧନୁ ତୀର ସହ ଶିକାରୀ ଗିରଫ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡ଼ା ବନାଞ୍ଚଳର  ନିଜିଗଡ଼ ସଂରକ୍ଷିତ ଜଙ୍ଗଲକୁ ଶିକାର କରିବାକୁ ଯାଇଥିବା ୨ ଜଣ ଶିକାରୀଙ୍କୁ ଗିରଫ କରିଛି ପାଲଲହଡା ବନବିଭାଗ । ସୂଚନା ଅନୁସାରେ ଜଙ୍ଗଲକୁ ଶିକାର କରିବାକୁ ସ୍ଥାନୀୟ ବଧମୁଣ୍ଡା ଗ୍ରାମର ପ୍ରାୟ ୪୦…

Continue Reading ଜଙ୍ଗଲରୁ ବନ୍ଧୁକ ଏବଂ ଧନୁ ତୀର ସହ ଶିକାରୀ ଗିରଫ

ବାଉଁଶରେ ଚିତ୍ର ଆଙ୍କି ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ଅନୁଗୁଳ - ଗଲୱାନ ଘାଟିରେ ଗତ ବର୍ଷ ଜୁନ ମାସର ୧୫ ତାରିଖରେ ୨୦ ଯବାନ ସହିଦ ହୋଇଥିଲେ । ସେହି ସହିଦ ମାନଙ୍କୁ ଏକ ନିଆରା ଢଙ୍ଗରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଳକର ଗଡ଼ସନ୍ତ୍ରୀ ପଞ୍ଚାୟତର ଗାଙ୍ଗୀଯୋଡ଼ି…

Continue Reading ବାଉଁଶରେ ଚିତ୍ର ଆଙ୍କି ସହିଦ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି

ଠକେଇ ଅଭିଯୋଗରେ ମହିଳା ଗିରଫ

ଅନୁଗୁଳ - ଜାଲ ଦସ୍ତଖତ କରି ଟଙ୍କା ଉଠାଇବା ଅଭିଯୋଗରେ ଅନୁଗୁଳ ପୁଲିସ ଜଣେ ମହିଳାଙ୍କୁ ଗିରଫ କରିଛି । ମହିଳା ଜଣଙ୍କର ହେଲେ ଅନୁଗୁଳ ସହର ଅମଲାପଡାର ସଙ୍ଗୀତା ସ୍ଵାଇଁ । ସୂଚନା ଅନୁସାରେ , ବାଲେଶ୍ଵର ଚାନ୍ଦିପୁରରେ ଅଞ୍ଚଳର…

Continue Reading ଠକେଇ ଅଭିଯୋଗରେ ମହିଳା ଗିରଫ