୨୦ ଟଙ୍କାର ମଦ ପାଇଁ ହତ୍ୟା ଅଭିଯୋଗ – ୨ ଅଟକ

କଣିହାଁ - ୨୦ ଟଙ୍କାର ମଦ ପାଇଁ ବୃଦ୍ଧଙ୍କୁ ହତ୍ୟା କରା ଯାଇଥିବା ଅଭିଯୋଗ ହୋଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ପୋଡାଗଡ ଗାଁରେ ଘଟି ଯାଇଛି । ସୂଚନା ଅନୁସାରେ ପୋଡାଗଡ…

Continue Reading ୨୦ ଟଙ୍କାର ମଦ ପାଇଁ ହତ୍ୟା ଅଭିଯୋଗ – ୨ ଅଟକ

ବିଶ୍ଵାସ ଜିତୁଛି କୋଭିଡ କମାଣ୍ଡ ଏଣ୍ଡ କଣ୍ଟ୍ରୋଲ ରୁମ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ସୁରୁଖୁରୁରେ ଆକ୍ରାନ୍ତ ମାନଙ୍କୁ ଚିକିତ୍ସା ଓ ଅନ୍ୟାନ୍ୟ ସୁବିଧା ଯୋଗାଇ ଦେବା ପାଇଁ ଅନୁଗୁଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଆରମ୍ଭ ହୋଇଥିଲା କୋଭିଡ କମାଣ୍ଡ ଏଣ୍ଡ କଣ୍ଟ୍ରୋଲ ରୁମ…

Continue Reading ବିଶ୍ଵାସ ଜିତୁଛି କୋଭିଡ କମାଣ୍ଡ ଏଣ୍ଡ କଣ୍ଟ୍ରୋଲ ରୁମ

ସଡକ ଦୁର୍ଘଟଣାରେ ଯୁବକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ମୂଷାପାପୁଲି ଠାରେ ସଡକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜିଲ୍ଲା ଦଶପଲ୍ଲା ଅଞ୍ଚଳର ବିଜୟ କରଙ୍କ ପୁଅ ଅଜୟକାନ୍ତ କର ବୋଲି ଜଣା ପଡିଛି…

Continue Reading ସଡକ ଦୁର୍ଘଟଣାରେ ଯୁବକ ମୃତ

ଜେଏସପିଏଲ ପକ୍ଷରୁ ୨୭୦ ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର ଉଦଘାଟିତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଗସ୍ତରେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସିଥିବା ବେଳେ ଜେଏସପିଏଲ ଠାରେ ନିର୍ମିତ କୋଭିଡ କେୟାର ସେଣ୍ଟରକୁ ଲୋକାର୍ପଣ କରିଛନ୍ତି । ଏହି କୋଭିଡ କେୟାର ସେଣ୍ଟର ଲୋକାର୍ପଣ ବେଳେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର…

Continue Reading ଜେଏସପିଏଲ ପକ୍ଷରୁ ୨୭୦ ଶଯ୍ୟା ବିଶିଷ୍ଟ କୋଭିଡ ସେଣ୍ଟର ଉଦଘାଟିତ

ସହରରେ ସଫେଇ ହେଉଛି କେମିତି ? – ଦେଖନ୍ତୁ ଭିଡିଓ

ଅନୁଗୁଳ - ଅନୁଗୁଳ ସହରର ପରିମଳ ସମସ୍ୟା ବର୍ଷ ବର୍ଷ ଧରି ଲାଗି ରହିଥିଲେ ମଧ୍ୟ ସୁଧୁରିବାରେ ନା ନେଊ ନାହିଁ । ବିଭିନ୍ନ ପ୍ରକାରର ଯୋଜନା , ବିଭିନ୍ନ ଯନ୍ତ୍ରପାତି କିଣା ଯାଉଛି , ହେଲେ ଏବେ ମଧ୍ୟ ସହରର…

Continue Reading ସହରରେ ସଫେଇ ହେଉଛି କେମିତି ? – ଦେଖନ୍ତୁ ଭିଡିଓ

ସିଲ ହେଲା ଦୁଇ ପ୍ରମୁଖ ରାସନ ଦୋକାନ – ୨୦ ହଜାର ଟଙ୍କା ଆଦାୟ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇ ଚାଲିଥିବା ବେଳେ ଏବେ ବି ଜିଲ୍ଲାରେ ଲକଡାଉନ ଓ ସାପ୍ତାହନ୍ତ ସଟଡାଉନ ଚାଲୁ ରହିଛି । ତେବେ ଏହି ସମୟରେ ମଧ୍ୟ କିଛି ଅମାନିଆ ନିୟମ ମାନୁ ନାହାନ୍ତି ।…

Continue Reading ସିଲ ହେଲା ଦୁଇ ପ୍ରମୁଖ ରାସନ ଦୋକାନ – ୨୦ ହଜାର ଟଙ୍କା ଆଦାୟ

ଅନୁଗୁଳରେ ହେଉଛି କମ ଆରଟିପିସିଆର ପରୀକ୍ଷା

ଅନୁଗୁଳ - କରୋନାର ପ୍ରକୋପକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବ୍ୟାପକ ପରୀକ୍ଷା ଉପରେ ଗୁରୁତ୍ବ ଦେଉଛନ୍ତି । ଆଣ୍ଟିଜେନ ଅପେକ୍ଷା ଆର୍‌ଟିପିସିଆର ପରୀକ୍ଷାକୁ ଗୁରୁତ୍ବ ଦେବା ପାଇଁ ବାରମ୍ବାର ନିର୍ଦେଶ ଦିଆଯାଉଛି । ହେଲେ ଅନୁଗୁଳ…

Continue Reading ଅନୁଗୁଳରେ ହେଉଛି କମ ଆରଟିପିସିଆର ପରୀକ୍ଷା

କରୋନା ମୃତ୍ୟୁରେ ୧ନମ୍ବର ଅନୁଗୁଳ

ଅନୁଗୁଳ - ରବିବାର ମଧ୍ୟ ଅନୁଗୁଳ ଜିଲ୍ଲାର ୫ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି । ସୂଚନା ଯୋଗ୍ୟ ଯେ, ବୁଧବାର ଠାରୁ ଅନୁଗୁଳ ଜିଲ୍ଲାରୁ ଦୈନିକ…

Continue Reading କରୋନା ମୃତ୍ୟୁରେ ୧ନମ୍ବର ଅନୁଗୁଳ

କଲେଜ ଡେମନଷ୍ଟ୍ରେଟରଙ୍କ ପରଲୋକ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ଅନ୍ତର୍ଗତ ଛେଣ୍ଡିପଦା ସ୍ଥିତ ବାପୁଜୀ ମହାବିଦ୍ୟାଳୟରେ ଡେମନଷ୍ଟ୍ରେଟର ରାମଚନ୍ଦ୍ର ସାହୁଙ୍କର ରବିବାର ସକାଳେ କଟକ ଠାରେ ଏକ ଘରୋଇ ହସପିଟାଲରେ ପରଲୋକ ହୋଇଯାଇଛି । ତାଙ୍କ ଘର କୋଶଳା ଗ୍ରାମ ଶିମିଳିସାହିରେ ହୋଇଥିବା…

Continue Reading କଲେଜ ଡେମନଷ୍ଟ୍ରେଟରଙ୍କ ପରଲୋକ

କଟକଣା ଭାଙ୍ଗି ବିବାହ – ୨୦ ହଜାର ଜୋରିମନା , ଗରିବଙ୍କୁ ବାଣ୍ଟି ଦିଆଗଲା ଖାଦ୍ୟ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଗୁରୁଜାଙ୍ଗ ଗାଁରେ କୋଭିଡ କଟକଣା ଉଲ୍ଲଘଂନ କରି ଏକ ବିବାହ ଭୋଜିର ଆୟୋଜନ ଚାଲିଥିବା ବେଳେ ଖବର ପାଇ ପ୍ରଶାସନ ଚଢାଉ କରିଥିଲା । ବିବାହ ଭୋଜି ବନ୍ଦ କରିବା ସହ କଟକଣାକୁ ଉଲ୍ଲଘଂନ…

Continue Reading କଟକଣା ଭାଙ୍ଗି ବିବାହ – ୨୦ ହଜାର ଜୋରିମନା , ଗରିବଙ୍କୁ ବାଣ୍ଟି ଦିଆଗଲା ଖାଦ୍ୟ

ରଘୁ ଆଉ ନାହିଁ

ଅନୁଗୁଳ -  କରୋନା ନେଲା ସାମ୍ବାଦିକଙ୍କ ଜୀବନ । ଅନୁଗୁଳ ଜିଲ୍ଲାରେ ବୈଦ୍ୟୁତିକ ଗଣମାଧ୍ୟମ ‘ଜି କଳିଙ୍ଗ’ ପାଇଁ କାର୍ଯ୍ୟରତ ସାମ୍ବାଦିକ ରଘୁନାଥ ସାହୁଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି । କିଡନୀ ଏବଂ ଲିଭରରେ ସମସ୍ୟା ଯୋଗୁଁ ସେ ଦୀର୍ଘ…

Continue Reading ରଘୁ ଆଉ ନାହିଁ

ହାତୀଦାନ୍ତ ଜବତ

ଅନୁଗୁଳ - ଅନୁଗୁଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରୁ ବନବିଭାଗ ଏକ ହାତୀଦାନ୍ତ ଠାବ କରିଥିବା ଜଣା ପଡିଛି । ସୂଚନା ଅନୁସାରେ ବନ୍ତଳା ବନାଞ୍ଚଳ ଅନ୍ତର୍ଗତ ତଳଗଡ଼ ଗାଁ ନିକଟରେ ଥିବା ମିରିଗେଇ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଗତ ୨୪…

Continue Reading ହାତୀଦାନ୍ତ ଜବତ

ବେଆଇନ ଆଣ୍ଟିଜେନ ଟେଷ୍ଟ କରି ଜଣେ ଗିରଫ

ଅନୁଗୁଳ - ଅନୁଗୁଳ ସହର ଓ ଆଖପାଖ ଅଞ୍ଚଳରେ ଆଣ୍ଟିଜେନ କିଟ୍ ମାଧ୍ୟମରେ ବେଆଇନ ଭାବେ କୋଭିଡ ପରୀକ୍ଷା କରୁଥିବା ଜଣେ ଯୁବକଙ୍କୁ ପୁଲିସ ଗିରଫ କରିଛି । ଗିରଫ ଯୁବକ ଜଣଙ୍କ କୁମଣ୍ଡ ଗାଁର ସାଗର ପ୍ରଧାନ । ତାଙ୍କ…

Continue Reading ବେଆଇନ ଆଣ୍ଟିଜେନ ଟେଷ୍ଟ କରି ଜଣେ ଗିରଫ

କୁକୁର କାମୁଡାରେ ହରିଣ ମୃତ

ଅନୁଗୁଳ - ଅନୁଗୁଳ ବନଖଣ୍ଡ ଜରପଡା ରେଞ୍ଜ ଅନ୍ତର୍ଗତ ଅନ୍ତୁଳିଆ ଗ୍ରାମରେ ଆଜି କୁକୁର ଆକ୍ରମଣରେ ଏକ ହରିଣର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଜରପଡା ବନାଞ୍ଚଳ ଅନ୍ତୁଳିଆ ଜଙ୍ଗଲରୁ ଆଜି ଦିନ ପ୍ରାୟ ସାଢେ଼ ବାରଟା ବେଳେ ଏକ…

Continue Reading କୁକୁର କାମୁଡାରେ ହରିଣ ମୃତ

ଅନୁଗୁଳରୁ ରାଜ୍ୟର ୬ ପ୍ରତିଶତ ସକ୍ରୀୟ ଆକ୍ରାନ୍ତ

ଅନୁଗୁଳ - ଓଡ଼ିଶା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ତରଫରୁ ମିଳିଥିବା ତଥ୍ୟ ଅନୁଯାୟୀ, ଓଡ଼ିଶାରେ ବୁଧବାର ସୁଦ୍ଧା ୯୯ହଜାର ୭୩୮ଜଣଙ୍କ କରୋନା ଆକ୍ରାନ୍ତ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି । ଏଥିରୁ କେବଳ ଅନୁଗୁଳ ଜିଲାରୁ ୬.୩୬ପ୍ରତିଶତ…

Continue Reading ଅନୁଗୁଳରୁ ରାଜ୍ୟର ୬ ପ୍ରତିଶତ ସକ୍ରୀୟ ଆକ୍ରାନ୍ତ