ସରକାରୀ ଜମିକୁ ନିଜ ଜମି କହି ବିକ୍ରି – ଠକେଇ ଅଭିଯୋଗରେ ଜଣେ ଗିରଫ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଏକ ସରକାରୀ ଜମିକୁ ନିଜର କହି ବିକ୍ରି କରାଯାଇଥିବା ଅଭିଯୋଗରେ ପୁଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।  ତାଳଚେର ଆଇ.ଟି.ଆଇ ପାଖରେ ରହୁଥିବା କବିତା ରଣା କିଛି ବର୍ଷ…

Continue Reading ସରକାରୀ ଜମିକୁ ନିଜ ଜମି କହି ବିକ୍ରି – ଠକେଇ ଅଭିଯୋଗରେ ଜଣେ ଗିରଫ

ଓପିଟିସିଏଲରେ ଚାକିରି ନାଁରେ ଠକେଇ – ୨ ଗିରଫ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ଚାକିରି ଦେବା ନାଁରେ ୫ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୁଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତମାନେ ହେଲେ ଚାଇଁପାଳ ଗାଁର ପରମାନନ୍ଦ ବେହେରା…

Continue Reading ଓପିଟିସିଏଲରେ ଚାକିରି ନାଁରେ ଠକେଇ – ୨ ଗିରଫ

୧୫ ଘଣ୍ଟା ପଡି ରହିଲା ମୃତଦେହ – ପର ହେଲେ ପରିବାର , ସତ୍କାର କଲା ପ୍ରଶାସନ

ଅନୁଗୁଳ - କରୋନାର ଭୟାବହତା ମଣିଷ ମନରୁ ମାନବିକତା ମାରିବାକୁ ବସିଲାଣି । ଏହି ରୋଗ ପାଇଁ କେଉଁଠି ବାପ ଶବ ପୁଅ ଛୁଇଁନି ତ ଆଉ କେଉଁଠି ସ୍ବାମୀ ଶବ ସ୍ତ୍ରୀ ଉଠାଉ ନାହିଁ । ଅନୁଗୁଳ ଜିଲ୍ଲା ଛେଣ୍ଡିପଦା…

Continue Reading ୧୫ ଘଣ୍ଟା ପଡି ରହିଲା ମୃତଦେହ – ପର ହେଲେ ପରିବାର , ସତ୍କାର କଲା ପ୍ରଶାସନ

ପୋଖରୀରେ ବୁଡି ବାଳକ ମୃତ୍ୟୁ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ହମାମିରା ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ପୋଖରୀକୁ ଗାଧୋଇବା ପାଇଁ ଯାଇ ଥିବା ବେଳେ ପାଣିରେ ବୁଡି ଗାଁର ଜଣେ ୧୦ବର୍ଷ ବାଳକର ମୃତ୍ୟୁ ହୋଇଛି ।…

Continue Reading ପୋଖରୀରେ ବୁଡି ବାଳକ ମୃତ୍ୟୁ

ବଜ୍ରାଘାତରେ ମହିଳା ମୃତ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ଥାନା କସଂମୁଣ୍ତା ଗ୍ରାମରେ ବଜ୍ରାଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ହେଲେ ସେହି ଗ୍ରାମର ଘନଶ୍ୟାମ ନାଏକଙ୍କ ପତ୍ନୀ ମାଳତୀ ନାଏକ ବୋଲି ଜଣାପଡିଛି । ସୂଚନା ଅନୁସାରେ…

Continue Reading ବଜ୍ରାଘାତରେ ମହିଳା ମୃତ

ବ୍ୟାଙ୍କରେ ଲାଗିଲା ନିଆଁ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଆକ୍ସିସ ବ୍ୟାଙ୍କରେ ଆଜି ମଧ୍ୟାହ୍ନରେ ନିଆଁ ଲାଗିବା ଫଳରେ ଲକ୍ଷାଧିକ ଟଙ୍କା ମୂଲ୍ୟର କାଗଜପତ୍ର ଓ ଆସବାବପତ୍ର ପୋଡି ନଷ୍ଟ ହୋଇ ଯାଇଛି । ଅଗଙ୍କାନଦା ସମୟରେ ବ୍ୟାଙ୍କରେ ଗରାଖଙ୍କ ଗହଳି ଓ କର୍ମଚାରୀ…

Continue Reading ବ୍ୟାଙ୍କରେ ଲାଗିଲା ନିଆଁ

କୋଭିଡ କେୟାରରୁ ନିଖୋଜ – କୋଭିଡ ହସ୍ପିଟାଲରୁ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଆଦର୍ଶ ଠାରେ ଥିବା କୋଭିଡ କେୟାର କେନ୍ଦ୍ରରୁ ଜଣେ କରୋନା ସଂକ୍ରମିତ କୁଆଡ଼େ ହଜିଯାଇଥିବା ଅଭିଯୋଗ ହୋଇଥିଲା । ୫ ଦିନ ହେଲା ତାଙ୍କ ପତ୍ତା ମିଳୁନଥିବା ଅଭିଯୋଗ କରି ଥାନାର ଦ୍ବାରସ୍ଥ ହୋଇଥିଲେ ତାଙ୍କ ପୁଅ…

Continue Reading କୋଭିଡ କେୟାରରୁ ନିଖୋଜ – କୋଭିଡ ହସ୍ପିଟାଲରୁ ଉଦ୍ଧାର

ଟ୍ରକ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା – ଜଣେ ମୃତ

ପାଲଲହଡ଼ା - ଅନୁଗୁଳ ଜିଲ୍ଲା ଖମାର ଥାନା ଅନ୍ତର୍ଗତ ଖେମଳା ଛକ ନିକଟରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣା । ଏକ ଟ୍ରାକ୍ଟରକୁ ଟ୍ରକ ଧକ୍କା ଦେବା ଫଳରେ ଟ୍ରାକ୍ଟରରେ ଥିବା ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ…

Continue Reading ଟ୍ରକ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା – ଜଣେ ମୃତ

୨ ଜଣଙ୍କୁ କଚାଡି ମାରିଲା ହାତୀ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଆଜି ହାତୀ ଆକ୍ରମଣରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଅନୁଗୁଳ ପୁରୁଣାଗଡ ରେଞ୍ଜ ତଳଗଡ଼ ଗାଁରେ ଆଜି ଭୋରରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା । ମୃତ ମହିଳା ତଳଗଡ଼ ଗାଁର ମମତା…

Continue Reading ୨ ଜଣଙ୍କୁ କଚାଡି ମାରିଲା ହାତୀ

ବଜ୍ରପାତରେ ଜଣେ ଏବଂ ଗଛରୁ ପଡି ଜଣେ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମରେ ବଜ୍ରପାତ ଘଟି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ ହେଲେ ନୁଆଗାଁ ଗ୍ରାମର ଗୋବର୍ଦ୍ଧନ ସାହୁଙ୍କ ପୁତ୍ର ମନୋରଞ୍ଜନ (ଟୁନା) ସାହୁ(୩୫) ବୋଲି ଜଣାପଡିଛି…

Continue Reading ବଜ୍ରପାତରେ ଜଣେ ଏବଂ ଗଛରୁ ପଡି ଜଣେ ମୃତ

୨ ଦୁର୍ଦାନ୍ତ ଅପରାଧୀ ଗିରଫ

ତାଳଚେର - ଅନୁଗୁଳ ଜିଲ୍ଲାର ୨ ଜଣ ଦୁର୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି ପୁଲିସ । ଜିଲ୍ଲାର ଏନଟିପିସି ଥାନା ଅଞ୍ଚଳରେ କିଛି ଦିନ ହେବ ଟ୍ରକ୍ ଚାଳକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ଲୁଟୁପାଟ୍ କରିବା ସହ ଚାନ୍ଦା ଆଦାୟ କରିବା…

Continue Reading ୨ ଦୁର୍ଦାନ୍ତ ଅପରାଧୀ ଗିରଫ

ବେଆଇନ କୋଭିଡ ଟେଷ୍ଟ ଅଭିଯୋଗରେ ପାଥୋଲାବ ସିଲ – ମାଲିକ ଗିରଫ

ତାଳଚେର - ବେଆଇନ କୋଭିଡ ଟେଷ୍ଟ୍ କରୁଥିବା ଏକ ଘରୋଇ ପାଥୋଲାବକୁ ସିଲ କରିଛି ସ୍ଥାନୀୟ ତାଳଚେର ପ୍ରଶାସନ । କିଛି ଦିନ ହେଲା କୋଭିଡ୍ ଟେଷ୍ଟି ପାଇଁ ସାରା ଜିଲ୍ଲାରେ ଅଭାବ ଦେଖା ଦେଇଥିବା ବେଳେ ତାଳରଚେର ଆଇଟିଆଇ ଛକସ୍ଥିତ…

Continue Reading ବେଆଇନ କୋଭିଡ ଟେଷ୍ଟ ଅଭିଯୋଗରେ ପାଥୋଲାବ ସିଲ – ମାଲିକ ଗିରଫ

ରାତି ଅଧରେ ଦୋକାନ ଆଗରୁ ଏମିତି ଏକ ଚୋରି ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ – ଦେଖନ୍ତୁ ଭିଡିଓ

ଅନୁଗୁଳ - ବଲବ ଚୋରି । ଏଭଳି ଏକ ସାମାନ୍ୟ ଘଟଣା କଏଦ ହୋଇଛି ସିସି ଟିଭିରେ । ଜଣେ ଚୋର ଅଟୋ ରିକ୍ସାରେ ଆସି ରାତି ପ୍ରାୟ ୧୨ ଟା ପରେ ଦୋକାନ ସାମ୍ନାରେ ଥିବା ଏଲଇଡି ବଲବ ଚୋରି…

Continue Reading ରାତି ଅଧରେ ଦୋକାନ ଆଗରୁ ଏମିତି ଏକ ଚୋରି ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବେ – ଦେଖନ୍ତୁ ଭିଡିଓ

ବଜ୍ରପାତରେ ନାବାଳକ ମୃତ

ଛେଣ୍ଡିପଦା - ଅନୁଗୁଲ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡା ଅଞ୍ଚଳରେ ଆଜି ଅପରାହ୍ନରେ କାଳବାଇଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିବା ବେଳେ ଏଥିରେ ଜଣେ ନାବାଳକର ମୃତ୍ୟୁ ହୋଇଛି । ଏହା ସହ ଆଉ ଜଣେ ମହିଳା ମଧ୍ୟ ଆହତ ହୋଇଥିବା ଜଣା…

Continue Reading ବଜ୍ରପାତରେ ନାବାଳକ ମୃତ

ବିଧାୟକଙ୍କୁ କରୋନା

ଅନୁଗୁଳ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନାର କୈାଣସି ଲକ୍ଷଣ ନଥିଲେ ମଧ୍ୟ ସେ ତାଙ୍କ ସ୍ଵାବ ନମୁନା ପରୀକ୍ଷା କରିବା ପରେ ପଜିଟିଭ ଥିବା ଜଣା ପଡିଥିଲା…

Continue Reading ବିଧାୟକଙ୍କୁ କରୋନା