ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭୂମିପୂଜନ ଓ ଭିତ୍ତିପ୍ରସ୍ତର

ଅନୁଗୁଳ - ଅନୁଗୁଳ ବ୍ଲକ୍‌ର ସୁସୁଡା ଗ୍ରାମ ପଞ୍ଚାୟତର ନୂତନ ଗ୍ରାମ ପଞ୍ଚାୟତ ଗୃହ ଆଜି ସୁସୁଡ଼ା ଗ୍ରାମ ଉପକଣ୍ଠ ରେ ଥିବା ମାଳତୀ ବିହାର ଠାରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି । ଓଡିଶା ବିଧାନସଭାର ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହଙ୍କ…

Continue Reading ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭୂମିପୂଜନ ଓ ଭିତ୍ତିପ୍ରସ୍ତର

ଗୋଟିଏ ଦିନରେ ୪୫ ହଜାର ଜୋରିମନା – ମୋଦୀ କଲେକ୍ସନ ୫ ଦିନ ପାଇଁ ସିଲ

ଅନୁଗୁଳ - କୋଭିଡ ନିୟମ ପାଳନ ନ କରିବା ଯୋଗୁଁ ଅନୁଗୁଳ ବଜାରରେ ଥିବା ମୋଦି କଲେକ୍ସନକୁ ସିଲ୍ କରିଛି ପ୍ରଶାସନ । ଜିଲ୍ଲାରେ କାରୋନା ସଂକ୍ରମଣ ବୃଦ୍ଧି ପାଇଥିବା ଯୋଗୁଁ ସମସ୍ତ ଦୋକାନରେ ସାମାଜିକ ଦୂରତା ରକ୍ଷା କରିବା ସହ…

Continue Reading ଗୋଟିଏ ଦିନରେ ୪୫ ହଜାର ଜୋରିମନା – ମୋଦୀ କଲେକ୍ସନ ୫ ଦିନ ପାଇଁ ସିଲ

ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କଲେ ସଂକ୍ରମିତ ବୃଦ୍ଧ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କାଠପାଳ ଗାଁରେ ଜଣେ କରୋନା ଆକ୍ରାନ୍ତଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ ସେହି ଗାଁର ୭୦ ବର୍ଷୀୟ ବୃଦ୍ଧ ଜଗବନ୍ଧୁ ବାଘ । ଜଗବନ୍ଧୁଙ୍କ ଗତ କିଛିଦିନ…

Continue Reading ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କଲେ ସଂକ୍ରମିତ ବୃଦ୍ଧ

ଅନୁଗୁଳରୁ ଗଡିଲା ଅକ୍ସିଜେନ ଏକ୍ସପ୍ରେସ

ଅନୁଗୁଳ - ଅନୁଗୁଳରୁ ଗଡିଲା ଅକ୍ସିଜେନ ଏକ୍ସପ୍ରେସ । ଆଜି ସକାଳୁ ଅନୁଗୁଳ ନିଶାସ୍ଥିତ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡ଼ରୁ ଅକ୍ସିଜେନ ଏକ୍ସପ୍ରେସ ବାହାରି ହରିୟାନା ଯାଇଛି । ଦୁଇଟି ଟ୍ୟାଙ୍କରରେ ପାୟ ୪୦ ଲିଟର ତରଳ ଅକ୍ସିଜେନ ଭରା…

Continue Reading ଅନୁଗୁଳରୁ ଗଡିଲା ଅକ୍ସିଜେନ ଏକ୍ସପ୍ରେସ

ଡ୍ୟାମରୁ କରୋନା ସଂକ୍ରମିତଙ୍କ ମୃତଦେହ ଉଦ୍ଧାର

ଅନୁଗୁଳ - ଅନୁଗୁଳ ଜିଲ୍ଲା ନିଶା ଶିଳ୍ପାଞ୍ଚଳ ଥାନା ରାଇଝରଣ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । କୋଭିଡ ପଜିଟିଭ ଚିହ୍ନଟ ଜଣେ ବ୍ୟକ୍ତିଙ୍କ ମୃତଦେହ ପାଣିରୁ ମିଳିଛି । ସେ  ଆତ୍ମହତ୍ୟା କରିଥିବା ସନ୍ଦେହ କରା ଯାଉଛି ।…

Continue Reading ଡ୍ୟାମରୁ କରୋନା ସଂକ୍ରମିତଙ୍କ ମୃତଦେହ ଉଦ୍ଧାର

ଦୁର୍ଘଟଣାରେ ସ୍ତ୍ରୀ ମୃତ, ଅଳ୍ପକେ ବର୍ତ୍ତିଲେ ସ୍ୱାମୀ ଓ ପୁଅ

ପାଳଲହଡା - ଅନୁଗୁଳ ଜିଲ୍ଲା ଖମାର ଥାନା ସାମ୍ନାରେ ଏକ ମୋଟରସାଇକେଲକୁ ଧକ୍କା ଦେବାଫଳରେ  ଘଟଣା ସ୍ଥଳରେ ସ୍ତ୍ରୀଙ୍କର  ମୃତ ହୋଇଥିବା ବେଳେ ଅଳ୍ପକେ ସ୍ୱାମୀ ଏବଂ ତାଙ୍କର ୬ ବର୍ଷର ପୁଅ ବର୍ତ୍ତୀ ଯାଇଛନ୍ତି । ସୂଚନା ଅନୁସାରେ ବତୀସୁଆଁ…

Continue Reading ଦୁର୍ଘଟଣାରେ ସ୍ତ୍ରୀ ମୃତ, ଅଳ୍ପକେ ବର୍ତ୍ତିଲେ ସ୍ୱାମୀ ଓ ପୁଅ

ନେହେରୁ ଶତାଦ୍ଦୀ ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ହସ୍ପିଟାଲ୍

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ନେହେରୁ ଶତାବ୍ଦୀ ସେଣ୍ଟ୍ରାଲ୍ ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ୍ । ଏହାର ପରିଚାଳକ ସମ୍ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଏହି ସ୍ବତନ୍ତ୍ର ହସ୍ପିଟାଲରେ ୧୨୦ଟି…

Continue Reading ନେହେରୁ ଶତାଦ୍ଦୀ ହସ୍ପିଟାଲରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ହସ୍ପିଟାଲ୍

ଅଟୋ ଚାଳକଙ୍କୁ ନିର୍ଧୂମ ମାଡ ମାରିଲେ ବସ ମାଲିକ – ଭିଡିଓ ଭାଇରାଲ

ଆଠମଲ୍ଲିକ - ପାସେଞ୍ଜର ନେବାକୁ ନେଇ ଅଟୋ ଚାଳକଙ୍କୁ ନିର୍ଧୁମ ମାଡ । ଜଣେ ବସ ମାଲିକ ଏବଂ ତାଙ୍କ ସହଯୋଗୀ ମିଶି ଅଟୋରେ ପାସେଞ୍ଜର ନେଇ ଯିବାରୁ ଜଣେ ଅଟୋ ଚାଳକଙ୍କୁ ମାଡ଼ ମାରୁଥିବା ନଜରକୁ ଆସିଛି । ଯାହାର…

Continue Reading ଅଟୋ ଚାଳକଙ୍କୁ ନିର୍ଧୂମ ମାଡ ମାରିଲେ ବସ ମାଲିକ – ଭିଡିଓ ଭାଇରାଲ

କରୋନା ଶୁଙ୍ଖଳ ଭାଙ୍ଗିବାକୁ ଆଗକୁ ଆସିଲା ବ୍ୟବସାୟୀ ସଂଘ – ଅପରାହ୍ନରେ ରହିବ ବଜାର ବନ୍ଦ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତଥା ସହରରେ କରୋନା ସଂକ୍ରମଣ ବଢି ବଢି ଚାଲିଛି । ଜିଲ୍ଲାରେ କରୋନା ସ୍ଥିତି ଦିନକୁ  ଦିନ ଅଧିକ ବିଗୁଡୁଥିବା ବେଳେ ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ( କ୍ୟାଟ୍ ) , ଅନୁଗୁଳ ତରଫରୁ ଜିଲ୍ଲାପାଳଙ୍କୁ…

Continue Reading କରୋନା ଶୁଙ୍ଖଳ ଭାଙ୍ଗିବାକୁ ଆଗକୁ ଆସିଲା ବ୍ୟବସାୟୀ ସଂଘ – ଅପରାହ୍ନରେ ରହିବ ବଜାର ବନ୍ଦ

ଉଦଘାଟନର ଘଣ୍ଟାଏ ପରେ ସିଲ ହେଲା ଦୋକାନ

ଅନୁଗୁଳ - ଅନୁଗୁଳ ସହରରେ ଆଜି ଏକ ବଡ ସପିଂ ମଲ ଉଦଘାଟନ ହୋଇଥିବା ବେଳେ ଉଦଘାଟନର ଘଣ୍ଟାଏ ପରେ ପ୍ରଶାସନ ତାହାକୁ ସିଲ କରିଛି । କୋଭିଡ ନିୟମ ଉଲ୍ଲଘଂନ କରିଥିବା ଯୋଗୁଁ ଏହି ନୂତନ ସପିଂ ମଲ ୬…

Continue Reading ଉଦଘାଟନର ଘଣ୍ଟାଏ ପରେ ସିଲ ହେଲା ଦୋକାନ

ବାହାଘର ବେଳେ କୋଭିଡ ନିୟମ ଉଲ୍ଲଘଂନ କରିବା ପଡିଲା ମହଙ୍ଗା

ତାଳଚେର - କୋଭିଡ ନିୟମ ଉଲ୍ଲଙ୍ଘନ କରି ବିବାହ ଉତ୍ସବ ପାଳନ କରିବା ପଡିଛି ମହଙ୍ଗା । ନିୟମ ଠାରୁ ଅଧିକ ସଂଖ୍ଯାରେ ଲୋକ ଜମା ହୋଇଥିବା ଯୋଗୁଁ କନ୍ୟାଘରକୁ ୧୦ ହଜାର ଟଙ୍କା ଜୋରିମାନା ଦେବାକୁ ପଡିଛି । ସୂଚନା…

Continue Reading ବାହାଘର ବେଳେ କୋଭିଡ ନିୟମ ଉଲ୍ଲଘଂନ କରିବା ପଡିଲା ମହଙ୍ଗା

ଘରୋଇ ସ୍କୁଲ ଫି ଆଦାୟ ପ୍ରସଙ୍ଗ – ୨ ଅଧ୍ୟକ୍ଷଙ୍କ ନାମରେ ରୁଜୁ ହେଲା ମାମଲା

ଅନୁଗୁଳ - ସ୍କୁଲ ଫି ବୃଦ୍ଧି ପ୍ରସଙ୍ଗକୁ ସାରା ଅନୁଗୁଳ ଜିଲ୍ଲାରେ ଦିନକୁ ଦିନ ଅଭିଭାବକ ଓ ଛାତ୍ରଛାତ୍ରୀ ମହଲରେ ବଢ଼ି ଚାଲିଛି ଅସନ୍ତୋଷ । ରାଜ୍ୟ ସରକାର, ଉଚ୍ଚତମ ନ୍ୟାୟାଳୟ ଓ ସର୍ବୋଚ୍ଚ ନ୍ୟାୟାଳୟ ଦେଇଥିବା ନିର୍ଦେଶକୁ ଅନୁଗୁଳ ଜିଲ୍ଲାର…

Continue Reading ଘରୋଇ ସ୍କୁଲ ଫି ଆଦାୟ ପ୍ରସଙ୍ଗ – ୨ ଅଧ୍ୟକ୍ଷଙ୍କ ନାମରେ ରୁଜୁ ହେଲା ମାମଲା

ଅନୁଗୁଳରୁ ଅମ୍ଳଜାନ ପରିବହନ କରିବ ଅକ୍ସିଜେନ୍ ଏକ୍ସପ୍ରେସ୍

ଅନୁଗୁଳ - ଭାରତୀୟ ରେଳ ଅକ୍ସିଜେନ୍ ଏକ୍ସପ୍ରେସକୁ ଗୁରୁତ୍ବ ଦେବା ସହ ଜୀବନ ରକ୍ଷାକାରୀ ଅମ୍ଳଜାନ ପରିବହନ ଜାରି ରଖିଛି । ଭାରତୀୟ ରେଳବାଇର ଅକ୍ସିଜେନ୍ ଏକ୍ସପ୍ରେସ ପରିଚାଳନା ମହାରାଷ୍ଟ୍ର , ଉତ୍ତରପ୍ରଦେଶ , ମଧ୍ୟପ୍ରଦେଶ ଏବଂ ଦିଲ୍ଲୀ ପରେ ହରିୟାଣା…

Continue Reading ଅନୁଗୁଳରୁ ଅମ୍ଳଜାନ ପରିବହନ କରିବ ଅକ୍ସିଜେନ୍ ଏକ୍ସପ୍ରେସ୍

ସିବିଆଇ ଜାଲରେ ଏମସିଏଲର ମ୍ୟାନେଜର ଓ ଏଆରଆଇ – ଲାଞ୍ଚ ନେଲାବେଳେ ପଡିଲେ ଧରା

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ସ୍ଥିତ ମହାନଦୀ କୋଲ ଫିଲଡ ଲିମିଟେଡ(MCL) ର ମ୍ୟାନେଜର ଏବଂ ସହକାରୀ ରାଜସ୍ଵ ନିରୀକ୍ଷକ(ARI) ୨୦ ହଜାର ଟଙ୍କା​‌ ଲାଞ୍ଚ ନେଉଥିବା ବେଳେ ସିବିଆଇ  ହାତରେ ଧରା ପଡିଛନ୍ତି । ସ୍ଥାନୀୟ ଅଧିବାସୀଙ୍କୁ ଜମି…

Continue Reading ସିବିଆଇ ଜାଲରେ ଏମସିଏଲର ମ୍ୟାନେଜର ଓ ଏଆରଆଇ – ଲାଞ୍ଚ ନେଲାବେଳେ ପଡିଲେ ଧରା

ଲିଟିଲ ହାର୍ଟସ ପରିଚାଳନା ନିର୍ଦ୍ଦେଶକଙ୍କ ପରଲୋକ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଲିଟିଲ ହାର୍ଟସ ଟଡ଼ଲର୍ସ ଏକାଡେମୀର ପରିଚାଳନା ନିର୍ଦ୍ଦେଶକ ହେମନ୍ତ ଗୋହିଲଙ୍କ ମଙ୍ଗଳବାର ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ସେ…

Continue Reading ଲିଟିଲ ହାର୍ଟସ ପରିଚାଳନା ନିର୍ଦ୍ଦେଶକଙ୍କ ପରଲୋକ