ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ – ବିଭିନ୍ନ ସ୍ଥାନକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଅନୁଗୁଳ - କରୋନା ସଂକ୍ରମଣର ବିଗତ ଏକ ବର୍ଷ ମଧ୍ୟରେ ଆଜି ଅନୁଗୁଳ ଜିଲ୍ଲାରେ ସର୍ବାଧିକ ୩୯୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୁଳରେ ସ୍ଵାବ ନମୁନା ଦେଇଥୁବା ବ୍ୟକ୍ତିମାନଙ୍କ ମଧ୍ୟରୁ…

Continue Reading ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ – ବିଭିନ୍ନ ସ୍ଥାନକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଦୁର୍ଘଟଣାରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ସହର ଦେଇ ଯାଇଥିବା ଜାତୀୟ ରାଜପଥ -୫୫ ର ଟ୍ରକ ଆସୋସିଏସନ ଆଗରେ ଆଜି ଏକ ସଡକ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି । ମୃତକ ଜଣଙ୍କ ହେଲେ କୁମଣ୍ଡ ଗାଁର ବାବୁଲି ବେହେରା ବୋଲି ଜଣା…

Continue Reading ଦୁର୍ଘଟଣାରେ ଜଣେ ମୃତ

କୋଭିଡ କଟକଣା ଭିତରେ ମା ହିଙ୍ଗୁଳାଙ୍କ ଯାତ୍ରା ଅନୁଷ୍ଠିତ

ତାଳଚେର - ତାଳଚେର ଗୋପାଳପ୍ରସାଦ ସ୍ଥିତ  ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ଆଜି ହେଉଛି ବାର୍ଷିକ ଯାତ୍ରା । ନଅ ଦିନ ବ୍ୟାପୀ ମା'ଙ୍କ ଏହି ପୂଜା ଅନୁଷ୍ଠିତ ହେବ । ସବୁ ବର୍ଷ ମା'ଙ୍କର ଏହି ବାର୍ଷିକ ପୂଜାରେ ବେଶ…

Continue Reading କୋଭିଡ କଟକଣା ଭିତରେ ମା ହିଙ୍ଗୁଳାଙ୍କ ଯାତ୍ରା ଅନୁଷ୍ଠିତ

ଅବକାରୀ ହାଜତରେ ଆହତ ଯୁବକ – ଘଣ୍ଟା ଘଣ୍ଟା ଧରି ଚିକିତ୍ସା ଯୋଗାଯାଇ ନଥିବା ଅଭିଯୋଗ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଅବକାରୀ ବିଭାଗ ହାଜତ ଭିତରେ ଦରମରା ଅବସ୍ଥାରେ ଜଣେ ଯୁବକ ଘଣ୍ଟା ଘଣ୍ଟା ଧରି ପଡ଼ି ରହିଥିବାର ଦେଖିବାକୁ ମିଳିଥିଲା । ତାଙ୍କୁ ଅବକାରୀ ବିଭାଗ ହାଜତ ଭିତରେ ରଖିଥିଲେ ସୁଦ୍ଧା ଆଜି ଦିନ…

Continue Reading ଅବକାରୀ ହାଜତରେ ଆହତ ଯୁବକ – ଘଣ୍ଟା ଘଣ୍ଟା ଧରି ଚିକିତ୍ସା ଯୋଗାଯାଇ ନଥିବା ଅଭିଯୋଗ

ତାଳଚେର ୱାର୍କିଂଙ୍ଗ ଜର୍ଣ୍ଣାଲିଷ୍ଟସ୍ ଆସୋସିଏସନର ନୂତନ କର୍ମକର୍ତ୍ତା ଚୟନ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ୱାର୍କିଂଙ୍ଗ ଜର୍ଣ୍ଣାଲିଷ୍ଟସ୍ ଆସୋସିଏସନର ନୂତନ କର୍ମକର୍ତ୍ତା ଚୟନ ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଳିଙ୍ଗ କଲୋନୀ ପରିସରରେ ଏହି ବୈଠକ ଅନୁଷ୍ଠିତ ହୋଇ ଥିବା ସଂଘର ସଭାପତି ଧୀର ମୋହନ…

Continue Reading ତାଳଚେର ୱାର୍କିଂଙ୍ଗ ଜର୍ଣ୍ଣାଲିଷ୍ଟସ୍ ଆସୋସିଏସନର ନୂତନ କର୍ମକର୍ତ୍ତା ଚୟନ

କଂଗ୍ରେସ ଜଣେ ଉଦୀୟମାନ ଛାତ୍ର ନେତାଙ୍କୁ ହରାଇଲା

ଅନୁଗୁଳ - ଗତକାଲି ବିହାର ପାଟନାସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଅନୁଗୁଳ କଂଗ୍ରେସର ଜଣେ ଉଦୀୟମାନ ଛାତ୍ର ନେତା ଫାରୁକଙ୍କ ମୃତ୍ୟୁ ହୋଇଛି । ସେ ବିଗତ ୧ ସପ୍ତାହ ହେବ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ । ଡାକ୍ତରଙ୍କ…

Continue Reading କଂଗ୍ରେସ ଜଣେ ଉଦୀୟମାନ ଛାତ୍ର ନେତାଙ୍କୁ ହରାଇଲା

ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ଏମ୍‌ସିଏଲ୍‌ର ୯.୩୨ କୋଟି ମଞ୍ଜୁର

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟ ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ(ଏମସିଏଲ) ବୋର୍ଡର ସିଏସଆର୍ ପାଣ୍ଠିରୁ ୯.୩୨ କୋଟି ମଞ୍ଜୁର କରାଯାଇଛି । ଏନେଇ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି…

Continue Reading ହିଙ୍ଗୁଳା ମନ୍ଦିରର ବିକାଶ ପାଇଁ ଏମ୍‌ସିଏଲ୍‌ର ୯.୩୨ କୋଟି ମଞ୍ଜୁର

ଟଙ୍କା ପାଇଁ ଧମକ ଦେଇ ବାପି ଗିରଫ

ଅନୁଗୁଳ - ଚୋରା ବନ୍ଧୁକ ଓ ଗୁଳି ରଖିବା ଅପରାଧରେ ଗିରଫ ହୋଇଥିବା ବାପି ପୁଣି ବଂଶ ନିପାତ ଧମକ ଦେଇ ଫସିଛି । ଲିଙ୍ଗରାଯୋଡ଼ି ଗ୍ରାମର ସତ୍ୟଜିତ୍ ପ୍ରଧାନ ଓରଫ୍ ବାପି ଜଣେ ବ୍ୟକ୍ତିଙ୍କୁ ଟଙ୍କା ପାଇଁ ଧମକଚମକ ଦେବା…

Continue Reading ଟଙ୍କା ପାଇଁ ଧମକ ଦେଇ ବାପି ଗିରଫ

କୋଭିଡ ହସ୍ପିଟାଲ ପାଇଁ ଚିଠି ଲେଖିଲେ ଉପ-ବାଚସ୍ପତି

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ଓଡିଶା ବିଧାନସଭାର ଉପ-ବାଚସ୍ପତି ତଥା ଅନୁଗୁଳ ବିଧାୟକ ରଜନୀକାନ୍ତ ସିଂହ ଜିଲ୍ଲାରେ ଦୁଇଟି କୋଭିଡ ଡାକ୍ତରଖାନା ଖୋଲିବାକୁ ଚିଠି ଲେଖିଛନ୍ତି । ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ…

Continue Reading କୋଭିଡ ହସ୍ପିଟାଲ ପାଇଁ ଚିଠି ଲେଖିଲେ ଉପ-ବାଚସ୍ପତି

ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅନୁଗୁଳ - ଫ୍ୟାନରେ ଝୁଲି ମହିଳାଙ୍କ ଆତ୍ମହତ୍ୟା । ସୂଚନା ଅନୁଯାୟୀ ବଅଁରପାଳ ବ୍ଲକ କୁଲାଡ଼ ଗ୍ରାମର ଝୁନି ଅମାନ୍ତ ୨୨ବର୍ଷ ତଳେ  କାଣ୍ଡସର ଗ୍ରାମରେ  ବିବାହ କରିଥିଲେ । ସମୟ କ୍ରମେ ଉଭୟଙ୍କ ମଧ୍ୟରେ ମନୋମାଳିନ୍ୟ ହେବାରୁ ଉଭୟଙ୍କର ୧୫ବର୍ଷ…

Continue Reading ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜ୍‌ କୁମାର ଚେୟାରମ୍ୟାନ ଓ ରାଜେଶ କୁମାର ଧଳ କ୍ୟାଟର ନୂତନ ସଭାପତି

ଅନୁଗୁଳ - କନଫେଡେରେସନ ଅଫ ଅଲ ଇଣ୍ଡିଆ ଟ୍ରେଡ଼ର୍ସର ଦ୍ଵିତୀୟ ସ୍ଥାପନା ଦିବସ ସ୍ଥାନୀୟ ପଞ୍ଚମହଲାସ୍ଥିତ ହୋଟେଲ ଆସିଆନା ହିଲ୍‌ ଭିୟୁଠାରେ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ସରକାରଙ୍କ କୋଭିଡ଼ ନିୟମକୁ ପାଳନ କରି ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।…

Continue Reading ରାଜ୍‌ କୁମାର ଚେୟାରମ୍ୟାନ ଓ ରାଜେଶ କୁମାର ଧଳ କ୍ୟାଟର ନୂତନ ସଭାପତି

ଚୋରା ମହୁଲ ଜବତ – ଜଣେ ଗିରଫ

ଛେଣ୍ଡିପଦା  - ଅନୁଗୁଳ ଜିଲ୍ଲା ଜରପଡା ଥାନା ନାଉପଦା ଗାଁରେ ବେଆଇନ ଭାବେ ଗଚ୍ଛିତ ଥିବା ବିପୁଳ ପରିମାଣର ମହୁଲ ଫୁଲ ଜବତ କରିଛି ଅବକାରୀ ବିଭାଗ । ଗାଁର ରତ୍ନାକର ସାହୁ ନାମକ ଜଣେ ବ୍ୟକ୍ତି ଘରେ ମହୁଲ ଫୁଲ…

Continue Reading ଚୋରା ମହୁଲ ଜବତ – ଜଣେ ଗିରଫ

ଅନୁଗୁଳରୁ ଅକ୍ସିଜେନ ଗଲା ବିଶାଖାପାଟଣା

ଅନୁଗୁଳ - ଆଜି ଅନୁଗୁଳରୁ ମେଡିକାଲ୍ ଅକ୍ସିଜେନର ଅଭାବୀ ରାଜ୍ୟକୁ ଅକ୍ସିଜେନ ପଠା ଯାଇଛି । ଅନୁଗୁଳ ଜିନ୍ଦାଲ ଷ୍ଟିଲ ଏଣ୍ଡ ପାୱାର ଲିମିଟେଡରୁ ଏକ ସ୍ଵତନ୍ତ୍ର ଗାଡିରେ ପ୍ରାୟ ୨୨ ଟନ ଅକ୍ସିଜେନ ବିଶାଖାପାଟଣା ପଠା ଯାଇଛି । ରାତି…

Continue Reading ଅନୁଗୁଳରୁ ଅକ୍ସିଜେନ ଗଲା ବିଶାଖାପାଟଣା

ଚୋରା କୋଇଲା ଜବତ – ୧୪ ଜଣ ଅଭିଯୁକ୍ତ ଗିରଫ

କଣିହାଁ  - ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକର ଉଭୟ କଣିହାଁ ଓ ସମଲ ଥାନା ଇଲାକାରେ ଥମିବାର ନାଁ ନେଉନି ଚୋରା କୋଇଲା କାରବାର । ବୁଧବାର ଉଭୟ ଥାନା ଇଲାକାରୁ ବିପୁଳ ପରିମାଣର ଚୋରା କୋଇଲା ଜବତ ସହ ୧୪…

Continue Reading ଚୋରା କୋଇଲା ଜବତ – ୧୪ ଜଣ ଅଭିଯୁକ୍ତ ଗିରଫ

ଅନୁଗୁଳ ପୌରାଞ୍ଚଳ ସଟଡାଉନ

ଅନୁଗୁଳ - ଅନୁଗୁଳ ପୌରାଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି । ଏହାକୁ ଆଖି ଆଗରେ ପ୍ରଶାସନ ପକ୍ଷରୁ କଟକଣା ଜାରି କରିଛି । ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରି ରାତି ୯ ଟାରୁ ୨୬ ତାରିଖ…

Continue Reading ଅନୁଗୁଳ ପୌରାଞ୍ଚଳ ସଟଡାଉନ