କଟକଣା ଭିତରେ ତାଳଚେର ପୌରାଞ୍ଚଳ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ପୌରାଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି । ଏହାକୁ ଆଖି ଆଗରେ ପକ୍ଷରୁ ପ୍ରଶାସନ କଟକଣା ଜାରି କରିଛି । ପ୍ରସଶାସନ ପକ୍ଷରୁ ଆଜି ଏକ ଜରୁରୀକାଳୀନ ବୈଠକ ଡକାଯାଇ ଆଜି ରାତି ୯…

Continue Reading କଟକଣା ଭିତରେ ତାଳଚେର ପୌରାଞ୍ଚଳ

ମୃତ୍ୟୁ ଯାଏଁ ଅନାମକୁ କାରାଦଣ୍ଡ

ଅନୁଗୁଳ - ଫାଶୀ ଦଣ୍ଡାଦେଶ ରଦ୍ଦ ହେଲା । ଆଉ ଦୁଷ୍କର୍ମ ପରେ ପଥରରେ ଛେଚି ଜଣେ ନାବାଳିକାକୁ ହତ୍ୟା କରିଥିବା ଅପରାଧୀକୁ ମିଳିଲା ଯାବତଜୀବନ କାରାଦଣ୍ଡାଦେଶ । ଅନୁଗୁଳ ଜିଲ୍ଲା କାଙ୍ଗୁଲା ଗାଁରେ ୨୦୧୯, ଜାନୁଆରି ୨୦ ଅପରାହ୍ନ ୨ଟା…

Continue Reading ମୃତ୍ୟୁ ଯାଏଁ ଅନାମକୁ କାରାଦଣ୍ଡ

ୱେଲଡିଙ୍ଗ୍ ଦୋକାନ ଘରୁ ମିସ୍ତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଲିପଟ୍ଟା ଗ୍ରାମର ଏକ ୱେଲଡିଙ୍ଗ୍ ଦୋକାନରୁ ୱେଲଡିଙ୍ଗ ମିସ୍ତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ପୋଲିସ ସୂଚନା ଅନୁସାରେ ଅନୁଗୁଳ ଥାନା ଖଲାରୀ ଗ୍ରାମର ଅରକ୍ଷିତ(ହରି) ଗଡ଼ନାୟକ ବାଲିପଟ୍ଟାର ଚୌଧୁରୀ…

Continue Reading ୱେଲଡିଙ୍ଗ୍ ଦୋକାନ ଘରୁ ମିସ୍ତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ସଡକ ଦୁର୍ଘଟଣା ନେଲା ବାପ-ପୁଅଙ୍କ ଜୀବନ

ଅନୁଗୁଳ - ସଡକ ଦୁର୍ଘଟଣାରେ ବାପ-ପୁଅ ମୃତ । ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ପ୍ରତାପପୁର ଠାରେ ଅଜଣା ଗାଡି ଧକ୍କାରେ ୨ ଜଣ ମୋଟରସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ହେଲେ ଛେଣ୍ଡିପଦା ଥାନା ହରିବେରେଣୀ ଗାଁ…

Continue Reading ସଡକ ଦୁର୍ଘଟଣା ନେଲା ବାପ-ପୁଅଙ୍କ ଜୀବନ

କୋଭିଡ଼ ଦ୍ଵିତୀୟ ଲହରିକୁ ପ୍ରତିହତ କରିବା ପାଇଁ ଜେଏସପିଏଲର ପ୍ରସ୍ତୁତି

ଅନୁଗୁଳ - ଅନୁଗୁଳ ଜିଲ୍ଲା ସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ୬ ମିଲିୟନ ଟନ କ୍ଷମତା ସଂପନ୍ନ ବୃହତ୍ତ ଇସ୍ପାତ କାରଖାନା ପକ୍ଷରୁ କରୋନାର ଦ୍ଵିତୀୟ ଲହରିର ସଂକ୍ରମଣକୁ ପ୍ରତିହତ କରିବା ପାଇଁ କମ୍ପାନୀ ପରିସର ଏବଂ…

Continue Reading କୋଭିଡ଼ ଦ୍ଵିତୀୟ ଲହରିକୁ ପ୍ରତିହତ କରିବା ପାଇଁ ଜେଏସପିଏଲର ପ୍ରସ୍ତୁତି

କାର ଦୁର୍ଘଟଣାରେ ସ୍ଵାମୀ ମୃତ ସ୍ତ୍ରୀ- ଝିଅ ଆହତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବନ୍ତଳା ସାରଙ୍ଗପୁର ଗାଁ ନିକଟରେ ଏକ ଦୁର୍ଘଟଣାରେ ସ୍ୱାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଏବଂ ଝିଅ ଗୁରୁତର ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ ପୁରୁଣା କଟକ ରାସ୍ତାରେ କଟକରୁ ସମ୍ବଲପୁର ଅଭିମୁଖେ…

Continue Reading କାର ଦୁର୍ଘଟଣାରେ ସ୍ଵାମୀ ମୃତ ସ୍ତ୍ରୀ- ଝିଅ ଆହତ

କୋଭିଡ କଟକଣା ଉଲ୍ଲଘଂନ କରି ଅଟକ ରହିଲେ ୪ ପୂଜକ

ତାଳଚେର - କୋଭିଡ କଟକଣା ନ ମାନିବା ମନ୍ଦିର ପୂଜକଙ୍କୁ ମହଙ୍ଗା ପଡିଛି । ମନ୍ଦିରରେ ଭିଡ଼ କରିବା ଯୋଗୁଁ ୪ ପୂଜକଙ୍କୁ ଥାନାରେ ଅଟକ ରଖିଲା ପୁଲିସ । ଏଭଳି ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ତାଳଚେର ହାଟତୋଟା ଠାରେ…

Continue Reading କୋଭିଡ କଟକଣା ଉଲ୍ଲଘଂନ କରି ଅଟକ ରହିଲେ ୪ ପୂଜକ

କୋଭିଡ଼-୧୯ ହସ୍ପିଟାଲ ଭିତରେ କୂଢ କୂଢ ବର୍ଜ୍ୟବସ୍ତୁ – ପରିଚାଳନା ଦାୟିତ୍ଵ ନେଇଥିବା ସଂସ୍ଥାର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚି

ଅନୁଗୁଳ - ସାରା ରାଜ୍ୟରେ ଏବେ କୋରନା ବିସ୍ଫୋରକ ରୂପ ନେଇଛି । ଏହି ପର୍ଯ୍ୟାୟରେ ଅନୁଗୁଳ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି । ତେବେ ପୂର୍ବରୁ ଜିଲ୍ଲାରେ ରାଜ୍ୟ ସରକାର କୋରନା ମୁକାବିଲା କରିବା ପାଇଁ ତାଳଚେରସ୍ଥିତ…

Continue Reading କୋଭିଡ଼-୧୯ ହସ୍ପିଟାଲ ଭିତରେ କୂଢ କୂଢ ବର୍ଜ୍ୟବସ୍ତୁ – ପରିଚାଳନା ଦାୟିତ୍ଵ ନେଇଥିବା ସଂସ୍ଥାର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନବାଚି

ଆବିର୍ଭାବ ହେଲେ ଅଗ୍ନିସ୍ଵରୂପା ମା ହିଙ୍ଗୁଳା

ଅନୁଗୁଳ - ତାଳଚେର ହିଙ୍ଗୁଳା ପୀଠରେ ପ୍ରସିଦ୍ଧ ଜନ୍ତାଳ ପର୍ବ ଅନୁଷ୍ଠିତ ହୋଇଛି । ଆଉ ଏହି ଜନ୍ତାଳ ପୂଜା ଅବସରରେ ଚଳିତ ବର୍ଷ ଅଧିଷ୍ଠାତ୍ରୀ, ଅଗ୍ନିରୁପା ମା' ହିଙ୍ଗୁଳାଙ୍କ ମନ୍ଦିରର ପଶ୍ଚିମ ଦିଗ ତଥା ଗୋପାଳପ୍ରସାଦ ହାଇସ୍କୁଲ ପଛ ଭାଗରେ…

Continue Reading ଆବିର୍ଭାବ ହେଲେ ଅଗ୍ନିସ୍ଵରୂପା ମା ହିଙ୍ଗୁଳା

କାଙ୍ଗୁଲା ଦୁଷ୍କର୍ମ ଓ ହତ୍ୟା ମାମଲା – ଦୋଷୀ ସାବସ୍ତ୍ୟ ହେଲା ଅନାମ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ବହୁ ଚର୍ଚିତ କାଙ୍ଗୁଲା ସ୍କୁଲ ଛାତ୍ରୀଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଘଟଣାର ଅଭିଯୁକ୍ତ ଅନାମ ଦୋଷୀ ସାବସ୍ତ୍ୟ ହୋଇଛି । ତେବେ ଆସନ୍ତା ୨୨ ତାରିଖ ଦଣ୍ଡ ଶୁଣାଣି ହେବ ବୋଲି ଜଣା…

Continue Reading କାଙ୍ଗୁଲା ଦୁଷ୍କର୍ମ ଓ ହତ୍ୟା ମାମଲା – ଦୋଷୀ ସାବସ୍ତ୍ୟ ହେଲା ଅନାମ

ମା’ ବାସନ୍ତୀଙ୍କ ପୂଜା ଅନୁଷ୍ଠିତ

ଅନୁଗୁଳ - ଅନୁଗୁଳ ଅମଲାପଡାସ୍ଥିତ ମା ବାସନ୍ତୀ ଦୁର୍ଗାଙ୍କର ଆଜି ଷଷ୍ଠୀ ପୂଜା ଆରମ୍ଭ ହୋଇଛି । ବର୍ତ୍ତମାନ ସ୍ଥିତିରେ ଲାଗି ରହିଥିବା ମହାମାରୀ କରୋନା ଯୋଗୁଁ କୋଭିଡ ଗାଇଡ଼ ଲାଇନ ଅନୁସାରେ ନିରାଡ଼ମ୍ବର ଭାବରେ ମା'ଙ୍କର ଏହି ପୂଜା ଅନୁଷ୍ଠିତ…

Continue Reading ମା’ ବାସନ୍ତୀଙ୍କ ପୂଜା ଅନୁଷ୍ଠିତ

ହଷ୍ଟେଲ ଫି ଆଦାୟକୁ ବିରୋଧ – ରାସ୍ତାରେ ବସିଲେ ଛାତ୍ରୀ

ଅନୁଗୁଳ - ଅନୁଗୁଳ ସରକାରୀ ମହାବିଦ୍ୟାଳୟର ହଷ୍ଟେଲ ଫି'କୁ ନେଇ କଲେଜ ଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅଗ୍ରୀମ ଫି ଆଦାୟକୁ ବିରୋଧ କରି ମହାବିଦ୍ୟାଳୟ ସମ୍ମୁଖରେ ରାସ୍ତାରୋକ କରିଥିଲେ ହଷ୍ଟେଲ ଛାତ୍ରୀ । ମହାବିଦ୍ୟାଳୟର ଛାତ୍ରୀ ହଷ୍ଟେଲର…

Continue Reading ହଷ୍ଟେଲ ଫି ଆଦାୟକୁ ବିରୋଧ – ରାସ୍ତାରେ ବସିଲେ ଛାତ୍ରୀ

ଲାଗୁ ହେଲା ନାଇଟ କର୍ଫ୍ୟୁ – ଅମାନିଆଙ୍କ ଉପରେ ପୁଲିସର କଡା ନଜର

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ଆଜିଠାରୁ ଲାଗୁ ହେଲା ରାତ୍ରୀ କାଳୀନ କର୍ଫ୍ୟୁ । ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ । ଏଥିପାଇଁ କର୍ଫ୍ୟୁ ଘୋଷିତ ଅଞ୍ଚଳ ଗୁଡିକରେ ଆଜି ୯ଟାରେ ସମସ୍ତ ଦୋକାନ…

Continue Reading ଲାଗୁ ହେଲା ନାଇଟ କର୍ଫ୍ୟୁ – ଅମାନିଆଙ୍କ ଉପରେ ପୁଲିସର କଡା ନଜର

ଜିଲ୍ଲାରେ ଫେରିଲା ନାଇଟ କର୍ଫ୍ୟୁ – ଲାଗୁ ହେଲା କଟକଣା

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଜିଲ୍ଲା ପ୍ରଶାସନ ଅଙ୍କୁଶ ଲଗାଇଛି । ଜିଲ୍ଲାରେ ଆଜିଠାରୁ ନାଇଟ୍ କର୍ଫ୍ୟୁ ଜାରି ହେବାକୁ ନିଷ୍ପତ୍ତି ନିଆ ଯାଇଛି । ଶନିବାରଠାରୁ ରାତି ୯ଟାରୁ ଭୋର ୫ଟା ପର୍ଯ୍ୟନ୍ତ…

Continue Reading ଜିଲ୍ଲାରେ ଫେରିଲା ନାଇଟ କର୍ଫ୍ୟୁ – ଲାଗୁ ହେଲା କଟକଣା

ଷ୍ଟୋର ରୁମରୁ ୧୩ ଫୁଟର ଅହିରାଜ ଉଦ୍ଧାର

ଅନୁଗୁଳ - ଷ୍ଟୋର ରୁମରେ ଅହିରାଜ ଉଦ୍ଧାର । ଗତ କାଲି ରାତିରେ ଅନଗୁଳ ଜିଲ୍ଲା ବନ୍ତଳା ଅନ୍ତର୍ଗତ କନ୍ତମେଘ ଗ୍ରାମର ମୋହନ ଦେହୁରୀ ଙ୍କ ଷ୍ଟୋର ରୁମ ରେ ରାତି ପ୍ରାୟ ୧୧ ଟା ସମୟରେ ଏକ ସାପ ପଶି…

Continue Reading ଷ୍ଟୋର ରୁମରୁ ୧୩ ଫୁଟର ଅହିରାଜ ଉଦ୍ଧାର