କୋଭିଡ କଟକଣାରେ ମା’ବାୟାଣୀ ପୂଜା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଳକ ପାତ୍ରପଡା ଗ୍ରାମର ମା’ବାୟଣୀ ଠାକୁରାଣୀଙ୍କ ବାର୍ଷିକ ପୂଜା ବୁଧବାର ଗ୍ରାମବାସୀଙ୍କ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ସରକାରଙ୍କ କୋଭିଡ ଗାଇଡଲାଇନକୁ ସମ୍ମାନ ଦେଇ କମିଟି ପକ୍ଷରୁ…

Continue Reading କୋଭିଡ କଟକଣାରେ ମା’ବାୟାଣୀ ପୂଜା

ମାଉଜର ଦେଖାଇ ବଟି ଆଦାୟ – ନାବାଳକ ସହ ୩ ଜଣକୁ କାବୁ କଲା ପୁଲିସ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ଏନ୍‌ଟିପିସି ପାଉଁଶ ପୋଖରୀରେ ନିୟୋଜିତ ଏକ ଠିକାସଂସ୍ଥାର ସୁପରଭାଇଜର୍‌ଙ୍କୁ ମାଉଜର୍‌ ଓ ଭୁଜାଲି ଦେଖାଇ ୧୦ ହଜାର ଟଙ୍କା ବଟି ଆଦାୟ କରିବା ଅଭିଯୋଗରେ କଣିହାଁ ପୁଲିସ ଜଣେ ନାବାଳକ ସମେତ ୩ ଜଣଙ୍କୁ…

Continue Reading ମାଉଜର ଦେଖାଇ ବଟି ଆଦାୟ – ନାବାଳକ ସହ ୩ ଜଣକୁ କାବୁ କଲା ପୁଲିସ

ଟ୍ରାକ୍ଟର ଓଲଟି ଜଣେ ମୃତ, ଦୁଇ ଗୁରୁତର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲାର ଜରପଡା ଥାନା ଅନ୍ତର୍ଗତ ସାନହିସର ଗ୍ରାମ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ରଡ ବୋଝେଇ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକଙ୍କର ମୃତ ହୋଇଥିବା ବେଳେ ଦୁଇ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି ।…

Continue Reading ଟ୍ରାକ୍ଟର ଓଲଟି ଜଣେ ମୃତ, ଦୁଇ ଗୁରୁତର

ଚିନ୍ତା ବଢାଇଲାଣି କରୋନାର ଦ୍ଵିତୀୟ ଲହର – ଜିଲ୍ଲାରେ ବଢି ଚାଲିଛି ସଂକ୍ରମଣ

ଅନୁଗୁଳ - ଶିଲ୍ପନଗରୀ ଅନୁଗୁଳ ଜିଲ୍ଲାରେ ବଢି ଛାଲିଛି କରୋନା ସଂକ୍ରମଣ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ପୁଲିସ ଓ ପ୍ରଶାସନ ପକ୍ଷରୁ ଏଥିପାଇଁ ବ୍ୟାପକ କଟକଣା ଜାରି କରାଯାଉଛି । ହେଲେ…

Continue Reading ଚିନ୍ତା ବଢାଇଲାଣି କରୋନାର ଦ୍ଵିତୀୟ ଲହର – ଜିଲ୍ଲାରେ ବଢି ଚାଲିଛି ସଂକ୍ରମଣ

ବଦଳିଲେ ୫ ବିଡିଓ

ଅନୁଗୁଳ - ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀଯ ଜଳ ବିଭାଗ ପକ୍ଷରୁ ଓ.ଏ.ଏସ. ସ୍ତରରେ ଅଦଳବଦଳ ହୋଇଛି । ଏ ନେଇ ଏକ ନିର୍ଦେଶନାମା ଜାରି କରା ଯାଇଛି । ଏହି କ୍ରମରେ ଅନୁଗୁଳ ଜିଲ୍ଲାର ୫ ଯାନ ବିଡିଓଙ୍କ…

Continue Reading ବଦଳିଲେ ୫ ବିଡିଓ

ଭକ୍ତ ବିନା ପୂଜା ପାଇବେ ମା’ ଅଗ୍ନିସ୍ଵରୂପା ହିଙ୍ଗୁଳା

ତାଳଚେର - ଚଳିତ ବର୍ଷ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବ । କୋଭିଡର ଭୟାବହତାକୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି । ସୂଚନା ଅନୁସାରେ ଆସନ୍ତା ୨୫ ତାରିଖରୁ ମା'ଙ୍କ…

Continue Reading ଭକ୍ତ ବିନା ପୂଜା ପାଇବେ ମା’ ଅଗ୍ନିସ୍ଵରୂପା ହିଙ୍ଗୁଳା

ସ୍କୁଲ ଜମି ଜବରଦଖଲ ପ୍ରତିବାଦ – ୬ ଘଣ୍ଟା ଧରି ରାସ୍ତା ଅବରୋଧ

ଛେଣ୍ଡିପଦା - ସ୍କୁଲ ଜମି ଜବରଦଖଲ ପ୍ରତିବାଦରେ ଅନୁଗୁଳ-ଛେଣ୍ଡିପଦା ୬୩ ନଂମ୍ବର ରାଜ୍ୟ ରାଜପଥକୁ ଆଜି କୋଶଳା ଶିମିଳିସାହିର ଲୋକ ଅବରୋଧ କରିଥିଲେ । ଫଳରେ ଏହି ରାଜପଥରେ ୬ ଘଣ୍ଟା ଧରି ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । କୋଶଳା ପଞ୍ଚାୟତର…

Continue Reading ସ୍କୁଲ ଜମି ଜବରଦଖଲ ପ୍ରତିବାଦ – ୬ ଘଣ୍ଟା ଧରି ରାସ୍ତା ଅବରୋଧ

ରଖିଲେ ହରି ମାରିବ କିଏ – କୋଇଲା ଟ୍ରେନ ଭିତରେ ପୋତି ହୋଇଥବା ବେଳେ ଜଣେ ଉଦ୍ଧାର

ତାଳଚେର - ରଖିଲେ ହରି ମାରିବା କିଏ ? ଏହାର ଜ୍ଵଳନ୍ତ ଉଦାହରଣ ଆଜି ଦେଖିବାକୁ ମିଳିଛି ଆଜି ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ । କୋଇଲା ଗଦା ଭିତରେ ବେକ ପର୍ଯ୍ୟନ୍ତ ପୋତି ହୋଇ ଯାଇଥିବା ଜଣେ ବ୍ୟକ୍ତି ନିଶ୍ଚିତ…

Continue Reading ରଖିଲେ ହରି ମାରିବ କିଏ – କୋଇଲା ଟ୍ରେନ ଭିତରେ ପୋତି ହୋଇଥବା ବେଳେ ଜଣେ ଉଦ୍ଧାର

ବୁଲେଟ କିଣିବାକୁ ଯାଇ ଠକାମିର ଶିକାର – ୩ ସାଇବର ଠକଙ୍କୁ ଗିରଫ କଲା ପୁଲିସ

ତାଳଚେର - ବୁଲେଟ ମୋଟରସାଇକେଲ ଅଳ୍ପ ଦରରେ କିଣିବାକୁ ଯାଇ ଠକାମିରେ ଶିକାର ହୋଇଥିଲେ ଜଣେ ଯୁବକ । ଆଉ ଥାନାରେ ଏ ନେଇ ଅଭିଯୋଗ ପରେ ଠକାମି କରି ଟଙ୍କା ଲୁଟିଆ ନେଇଥିବା ୩ ଜଣ ଯୁବକଙ୍କୁ  ଗିରଫ କରିଛି…

Continue Reading ବୁଲେଟ କିଣିବାକୁ ଯାଇ ଠକାମିର ଶିକାର – ୩ ସାଇବର ଠକଙ୍କୁ ଗିରଫ କଲା ପୁଲିସ

ବଡ ଧରଣର ନକଲି କାଗଜପତ୍ର ରାକେଟ ପର୍ଦାଫାସ – ଡି.ଏଲ. , ପ୍ୟାନ କାର୍ଡ , ଆଧାର କାର୍ଡ ଜବତ

ତାଳଚେର - ଅନୁଗୁଳ ଜିଲ୍ଲାରେ ସକ୍ରିୟ ହୋଇ ଉଠିଥିବା ଏକ ନକଲି ଜରୁରୀ କାଗଜପତ୍ର ରାକେଟର ପର୍ଦାଫାସ କରିଛି ପୁଲିସ । ନକଲି ଡ୍ରାଇଭିଙ୍ଗ ଲାଇସେନସ , ପ୍ୟାନ କାର୍ଡ , ଆଧାର କାର୍ଡ , କୋଇଲା ଖଣିର ଟ୍ରାଞ୍ଜିଟ ପାସ…

Continue Reading ବଡ ଧରଣର ନକଲି କାଗଜପତ୍ର ରାକେଟ ପର୍ଦାଫାସ – ଡି.ଏଲ. , ପ୍ୟାନ କାର୍ଡ , ଆଧାର କାର୍ଡ ଜବତ

ଏୟାରଫୋର୍ସ କର୍ମଚାରୀ ନାମରେ ବଧୁହତ୍ୟା ଅଭିଯୋଗ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରୁ ହିନ୍ଦୋଳ ଅଞ୍ଚଳରେ ବିବାହ କରିଥିବା ଜଣେ ଝିଅର ସନ୍ଦେହଜନକ ମୃତ୍ୟୁ ହୋଇଛି । ପଞ୍ଜାବରେ ସ୍ଵାମୀଙ୍କ ସହ ରହୁଥିବା ଏହି ନବବିବାହିତାଙ୍କ ମୃତ୍ୟୁ ପରେ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ…

Continue Reading ଏୟାରଫୋର୍ସ କର୍ମଚାରୀ ନାମରେ ବଧୁହତ୍ୟା ଅଭିଯୋଗ

କାଲି ଅନୁଗୁଳ ଆଜି ତାଳଚେର ବନ୍ଦ – ଅତ୍ୟନ୍ତ ହାସ୍ୟାସ୍ପଦ କହିଲା ବିଜେପି

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଥର୍ମାଲ ପାୱାର ଷ୍ଟେସନ (ଟିଟିପିଏସ) ବନ୍ଦ ପ୍ରତିବାଦରେ ଆଜି ତାଳଚେର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସାଂସଦ ମହେଶ ସାହୁଙ୍କ ନେତୃତ୍ବରେ ସକାଳ ୬ଟା ଠାରୁ ତାଳଚେର ବନ୍ଦ ଡାକରା ଦିଆ ଯାଇଥିଲା । ଏହି…

Continue Reading କାଲି ଅନୁଗୁଳ ଆଜି ତାଳଚେର ବନ୍ଦ – ଅତ୍ୟନ୍ତ ହାସ୍ୟାସ୍ପଦ କହିଲା ବିଜେପି

ବ୍ରାଉନସୁଗାର ଜବତ – ୬ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ ଗୁରୁବାର ୪୯ ନମ୍ବର ଜାତୀୟ ରାଜପଥରୁ ୧୩ ଗ୍ରାମ ବ୍ରାଉନ୍ ସୁଗାର ଜବତ କରିଛି । ଆଉ ଏହି ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି…

Continue Reading ବ୍ରାଉନସୁଗାର ଜବତ – ୬ ଗିରଫ

ବନ୍ଦ ପ୍ରତ୍ୟାହୃତ – କେନ୍ଦ୍ର ସରକାର ଦେଲେ ପ୍ରତିଶ୍ରୁତି

ଅନୁଗୁଳ - ତାଳଚେର ଟିଟିପିଏସ ପ୍ଲାଣ୍ଟକୁ ଯେଉଁଭଳି ଭାବରେ ବନ୍ଦ କରିଦିଆଗଲା , ତାହା ଅନୁଗୁଳ ତଥା ଓଡିଶା ପାଇଁ ଦୁର୍ଭାଗ୍ୟଜନକ । ପ୍ରଦୂଷଣର ଆଳ ଦେଖାଇ କେନ୍ଦ୍ର ସରକାର ଏହାକୁ ବନ୍ଦ କରିଦେଲେ । ଯାହାଫଳରେ ୨ ହଜାର ସ୍ଥାୟୀ…

Continue Reading ବନ୍ଦ ପ୍ରତ୍ୟାହୃତ – କେନ୍ଦ୍ର ସରକାର ଦେଲେ ପ୍ରତିଶ୍ରୁତି

ଦୁଇ ଜଣଙ୍କୁ କଚାଡି ମାରିଲା ହାତୀ

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଛେଣ୍ଡିପଦା ବନାଞ୍ଚଳ ଚନ୍ଦ୍ରପୁର ଗାଁ ରେ ଏଭଳି ଅଭାବନୀୟ ଘଟଣା ଘଟିଛି । ଆଜି ଭୋରରୁ ମହୁଲ ଗୋଟାଇବାକୁ ଯାଇଥିବା ସେହି ଗାଁର ସୁଆଦି ସେଠି ପ୍ରଥମେ…

Continue Reading ଦୁଇ ଜଣଙ୍କୁ କଚାଡି ମାରିଲା ହାତୀ