ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଥର୍ମାଲ ନିକଟରେ ଥିବା ରେଳ ଧାରଣାରୁ ଜଣେ ଅଚିହ୍ନା ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଦେହଟି  ରେଳ ଧାରଣା ଉପରେ ପଡିଥିବାର ସ୍ଥାନୀୟ ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ…

Continue Reading ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ସଂପୂର୍ଣ୍ଣ ବନ୍ଦ ହେଲା ଟିଟିପିଏସ – ନୂଆ ୟୁନିଟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି

ତାଳଚେର - ଯେଉଁଠାରୁ ରାଜ୍ୟ ତଥା ରାଜ୍ୟ ସାରା ବିଦ୍ୟୁତ ସଞ୍ଚରି ଯାଉଥିଲା ସେହିଠାରୁ ଆଜି ବିଦ୍ୟୁତ ଉତ୍ପାଦନ ଠପ ହୋଇ ଯାଇଛି । ମାର୍ଚ୍ଚ ୩୧ ତାରିଖ ଯାଏ ପରିବେଶ ମଞ୍ଜୁରୀ ଥିବା ବେଳେ ପ୍ଳାଣ୍ଟ ବନ୍ଦ ହୋଇ ଯିବ…

Continue Reading ସଂପୂର୍ଣ୍ଣ ବନ୍ଦ ହେଲା ଟିଟିପିଏସ – ନୂଆ ୟୁନିଟ ପ୍ରତିଷ୍ଠା ପାଇଁ ନିଷ୍ପତ୍ତି

୪୨୦ ମହିଳା ଗିରଫ – ବିଶ୍ଵାସରେ ବିଷ ଦେଇ ଲୁଟିଥିଲେ ୨୦ ଲକ୍ଷରୁ ଊର୍ଦ୍ଧ୍ଵ ଟଙ୍କା

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ପୋଲିସ କଣିହାଁ ଅଞ୍ଚଳର ଜଣେ ୪୨୦ ମହିଳାଙ୍କୁ ଗିରଫ କରିଛି । ଗିରଫ ମହିଳାଙ୍କ ନାମ ନିବେଦିତା ପ୍ରଧାନ (୩୪) । ସୂଚନା ଅନୁସାରେ , ଚାଙ୍ଗୁଡିଆ ଗ୍ରାମର ଲିଲି ସାହୁ ନାମଙ୍କ ଜଣେ…

Continue Reading ୪୨୦ ମହିଳା ଗିରଫ – ବିଶ୍ଵାସରେ ବିଷ ଦେଇ ଲୁଟିଥିଲେ ୨୦ ଲକ୍ଷରୁ ଊର୍ଦ୍ଧ୍ଵ ଟଙ୍କା

ଭରତପୁର ରିଜିଓନାଲ ଷ୍ଟୋରରେ ଅଗ୍ନିକାଣ୍ଡ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ଠାରେ ଥିବା MCL ଭରତପୁର ଏରିଆର ରିଜିଓନାଲ ଷ୍ଟୋରରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ଷ୍ଟୋରରେ ଥିବା ଲକ୍ଷାଧିକ ଟଙ୍କାର ଟ୍ରକ ଓ ଡ଼ମ୍ଫର ଟାୟାର ସମେତ ଅନ୍ୟାନ୍ୟ ଖଣି କାର୍ଯ୍ୟ ପାଇଁ…

Continue Reading ଭରତପୁର ରିଜିଓନାଲ ଷ୍ଟୋରରେ ଅଗ୍ନିକାଣ୍ଡ

ହୋଲି ଖେଳି ତଣ୍ଡ ଗଣିଲେ ଯୁବକ

କିଶୋରନଗର - ରାଜ୍ୟ ତଥା ଦେଶରେ କରୋନା ସଂକ୍ରମଣ ବଢୁଥିବା ଯୋଗୁଁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲି ଖେଳ ଉପରେ କଟକଣା ଲଗାଇଥିଲେ । ତେବେ ଅନୁଗୁଳ ଜିଲାର ବିଭିନ୍ନ ସ୍ଥାନରେ କିଛି ଅମାନିଆ ଏହି କଟକଣାକୁ ଖାତିର କରି ନଥିଲେ…

Continue Reading ହୋଲି ଖେଳି ତଣ୍ଡ ଗଣିଲେ ଯୁବକ

ବ୍ୟାଟେରୀ ଚାଳିତ ସ୍କୁଟିରୁ ଅଗ୍ନିକାଣ୍ଡ – ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ସମ୍ପତ୍ତି

ନାଲକୋନଗର - ଅନୁଗୁଳ ଜିଲ୍ଲା ନାଲକୋ କୋଲୋନୀ ପରିସରରେ ଆଜି ଏକ ବ୍ୟାଟେରୀ ଚାଳିତ ଗାଡ଼ିରେ ନିଆଁ ଲାଗି ଘର ଭିତରକୁ ବ୍ୟାପିଯିବା ଫଳରେ ସମସ୍ତ ଆସବାବପତ୍ର ପୋଡି ଯାଇଛି । ପ୍ରଫୁଲ ମଲ୍ଲିକଙ୍କ କ୍ୱାର୍ଟରରେ ଘଟିଥିବା ଏହି ଅଗ୍ନିକାଣ୍ଡରେ ବ୍ୟାପକ…

Continue Reading ବ୍ୟାଟେରୀ ଚାଳିତ ସ୍କୁଟିରୁ ଅଗ୍ନିକାଣ୍ଡ – ଜଳିଗଲା ଲକ୍ଷାଧିକ ଟଙ୍କା ମୂଲ୍ୟର ସମ୍ପତ୍ତି

ସୌନ୍ଦର୍ଯ୍ୟ ବଦଳରେ କଦର୍ଯ୍ୟ – ଯାଯାବର ଗଢିଲେଣି ସ୍ଥାୟୀ ବସ୍ତି

ଅନୁଗୁଳ - ଅନୁଗୁଳ ଜିଲ୍ଲାକୁ ନୂଆଁ କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ଆସିବା ପରେ ଅନୁଗୁଳବାସୀ ଅନୁଗୁଳ ସହରର ଚିତ୍ର ବଦଳିବା ବୋଲି ଆଶା କରିଥିଲେ । ଜିଲ୍ଲା ପ୍ରଶାସନ ମଧ୍ୟ ରଙ୍ଗୀନ୍ ସ୍ଵପ୍ନ ଦେଖାଇଥିଲା । ଏଥିପାଇଁ କାମ…

Continue Reading ସୌନ୍ଦର୍ଯ୍ୟ ବଦଳରେ କଦର୍ଯ୍ୟ – ଯାଯାବର ଗଢିଲେଣି ସ୍ଥାୟୀ ବସ୍ତି

କୁକୁଡା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ – ବିପୁଳ ପରିମାଣର ମଦ ଜବତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ଜରାସିଂହା ଗ୍ରାମରେ ଆଜି ସନ୍ଧ୍ୟାରେ ଅନୁଗୁଳ ସ୍ପେସିଆଲ ସ୍କ୍ୱାର୍ଡ ପୁଲିସ ଚଢାଉ କରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିଛି । ସୂଚନା ଅନୁସାରେ ଜରାସିଂହା ଗ୍ରାମର ଜିତେନ୍ଦ୍ର କୁମାର ସାହୁ…

Continue Reading କୁକୁଡା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ – ବିପୁଳ ପରିମାଣର ମଦ ଜବତ

ଦୋଳଯାତ୍ରାରେ ବୁଲିଲା ଖଣ୍ଡା – ଦୁଇ ଆହତ

ଅନୁଗୁଳ - ଅନୁଗୁଳ ସଦର ଥାନା କୁଶାସିଂହା ଗାଁରେ ଦୋଳଯାତ୍ରା ଚାଲିଥିବା ବେଳେ କିଛି ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ଦୁଇଜଣ ଆହତ ହୋଇଛନ୍ତି । ଆହତ ମାନଙ୍କ ମଧ୍ୟରେ ଜଣେ କୁଶାସିଂହା ଗାଁର ସାଗର ଦାସ ଅନ୍ୟ ଜଣେ ସେହି ରାସ୍ତା…

Continue Reading ଦୋଳଯାତ୍ରାରେ ବୁଲିଲା ଖଣ୍ଡା – ଦୁଇ ଆହତ

ହାତୀ ଦାନ୍ତ ଜବତ – ଦୁଇ ବେପାରୀ ଗିରଫ

ପାଲଲହଡା - ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖେମଳା ପଞ୍ଚାୟତର ଶୁକଦେବପୁର  ଗାଁ ଜଙ୍ଗଲ ନିକଟରୁ ଦୁଇ ଜଣ ହାତୀଦାନ୍ତ ବେପାରୀଙ୍କୁ ବନ ବିଭାଗ ଗିରଫ କରିଥିବା ବେଳେ ତାଙ୍କ ନିକଟରୁ ଦୁଇଟି ହାତୀ ଦାନ୍ତ ଜବତ କରା ଯାଇଛି ।…

Continue Reading ହାତୀ ଦାନ୍ତ ଜବତ – ଦୁଇ ବେପାରୀ ଗିରଫ

ମହିଳାଙ୍କୁ ଅସଦାଚରଣ ମାମଲାରେ ପୂର୍ବତନ ଅଧ୍ୟକ୍ଷ ଗିରଫ

ଛେଣ୍ଡିପଦା - ଅନୁଗୁଳ ସ୍ୱୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଉଦୟ ନାଥ ବେହେରା ମହିଳାଙ୍କୁ ଅସଦାଚରଣ ମାମଲାରେ ଗିରଫ ହୋଇଥିବା ଜଣା ପଡିଛି ।  ଶୁକ୍ରବାର ଦିନ ଛେଣ୍ଡିପଦା ପୁଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ପୁଲିସ…

Continue Reading ମହିଳାଙ୍କୁ ଅସଦାଚରଣ ମାମଲାରେ ପୂର୍ବତନ ଅଧ୍ୟକ୍ଷ ଗିରଫ

ଓକିଲ ସଂଘର ନିର୍ବାଚନ – ଦିଲ୍ଲୀପ ସଭାପତି , ସୋମନାଥ ସାଧାରଣ ସମ୍ପାଦକ

ଅନୁଗୁଳ - ଅନୁଗୁଳ ଓକିଲ ସଂଘର ୨୦୨୧-୨୨ ବର୍ଷ ପାଇଁ ନିର୍ବାଚନ ଅନୁଷ୍ଟିତ ହୋଇ ଯାଇଛି । ଏଥିରେ ମୋଟ ୪୭୬ଜଣ ସଭ୍ୟଙ୍କ ମଧ୍ୟରୁ ୪୪୮ଜଣ ସଭ୍ୟ ମତଦାନ କରିଥିଲେ । ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ…

Continue Reading ଓକିଲ ସଂଘର ନିର୍ବାଚନ – ଦିଲ୍ଲୀପ ସଭାପତି , ସୋମନାଥ ସାଧାରଣ ସମ୍ପାଦକ

ରେଙ୍ଗାଳି ଜଳଭଣ୍ଡାରକୁ ଡେଇଁ ପଡିଲେ – ବହୁ ଖୋଜାଖୋଜି ପରେ ମୃତଦେହ ଉଦ୍ଧାର

କଣିହାଁ - ଅନୁଗୁଳ ଜିଲ୍ଲା ରେଙ୍ଗାଳି ଜଳ ଭଣ୍ଡାରକୁ ଡେଇଁ ଜଣେ ବ୍ୟକ୍ତି ନିଖୋଜ ଥିବା ଜଣା ପଡିଛି  । ନିଖୋଜ ବ୍ୟକ୍ତି ଜଣକ ହେଲେ କଣିହାଁ ଥାନା ସାନତ୍ରିବିଡା ଗ୍ରାମର ଅଖିଳ ସାହୁ । ସୂଚନା ଅନୁସାରେ ଅଖିଳ ଢେଙ୍କାନାଳ…

Continue Reading ରେଙ୍ଗାଳି ଜଳଭଣ୍ଡାରକୁ ଡେଇଁ ପଡିଲେ – ବହୁ ଖୋଜାଖୋଜି ପରେ ମୃତଦେହ ଉଦ୍ଧାର

ଚାଲିଲା ଏନଟିପିସି ଟିଟିପିଏସ

ଅନୁଗୁଳ - ଗତ ୨୩ ତାରିଖରେ ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଏନଟିପିସି ଟିଟିପିଏସ ବନ୍ଦ ହୋଇ ଯାଇଥିବାବେଳେ ଆଜି ପୁଣି ଏହା ଚାଲୁ ହୋଇଛି । ପ୍ଲାଣ୍ଟର ସମସ୍ତ ୬ ଟି ୟୁନିଟ ମଧ୍ୟରୁ ଗୋଟିଏ ୟୁନିଟକୁ ପୁନଃ ଚାଲୁ କରାଯିବା…

Continue Reading ଚାଲିଲା ଏନଟିପିସି ଟିଟିପିଏସ

ଭାରତ ସ୍କାଉଟ ଏବଂ ଗାଇଡର ରାଜ୍ୟ ମହୋତ୍ସବରେ ଅଭିପସାଙ୍କ ସଫଳତା

ଅନୁଗୁଳ - ଓଡିଶା ରାଜ୍ୟ ଭାରତ ସ୍କାଉଟ ଏବଂ ଗାଇଡର ୧୮ତମ ରାଜ୍ୟ ଜାମ୍ବୋରେଟ ଓ ଜାତୀୟ ଏକୀକରଣ ଶିବିର ଅନୁଷ୍ଠିତ ହୋଇ ଯାଇଛି । ମାର୍ଚ୍ଚ ୧୮ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିଥିବା ଏହି ଶିବିରରେ ରାଜ୍ୟର ୧୮…

Continue Reading ଭାରତ ସ୍କାଉଟ ଏବଂ ଗାଇଡର ରାଜ୍ୟ ମହୋତ୍ସବରେ ଅଭିପସାଙ୍କ ସଫଳତା