ମହିଳାଙ୍କୁ ଜାଳି ମାରିଦେବା ଘଟଣାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଅନୁଗୁଳ - ସମ୍ବଲପୁର ଜିଲ୍ଲା ଶାସନସାହି ଥାନା ଶୋଡ଼ସିଂହା ଗାଁରେ ୨୦୧୫ ମସିହା ଜୁଲାଇ ୨୫ ତାରିଖରେ ଏକ ଅଭାବନୀୟ ଘଟଣା ଘଟିଥିଲା । ଘର ଭିତରେ ପଶି ଜଣେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରିବାକୁ ଯାଇ ବିଫଳ ହେବା ପରେ…

Continue Reading ମହିଳାଙ୍କୁ ଜାଳି ମାରିଦେବା ଘଟଣାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣ ପାଇଁ ଧର୍ମେନ୍ଦ୍ରଙ୍କ ଚିଠି

ଅନୁଗୁଳ - ଅନୁଗୁଳ ଜିଲ୍ଲା ତାଳଚେର ତାପଜ ବିଦ୍ୟୁତ କେନ୍ଦ୍ର ବା ଏନଟିପିସି ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣକୁ ତ୍ୱରାନ୍ୱିତ କରାଯିବ । ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବ ନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର୍‌.କେ ସିଂହ ପ୍ରତିଶ୍ରୁତି…

Continue Reading ଟିଟିପିଏସ୍‌ର ତୃତୀୟ ପର୍ଯ୍ୟାୟ ସଂପ୍ରସାରଣ ପାଇଁ ଧର୍ମେନ୍ଦ୍ରଙ୍କ ଚିଠି

ବଡ ଧରଣର ଗୋରୁ ଚାଲାଣ ରାକେଟ ଠାବ – ୧୩ ଗାଡି ଜବତ , ୩୧ ଜଣ ଗିରଫ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ତଳମୂଳ ଗ୍ରାମ ଦେଇ ବେଆଇନ୍ ଗୋରୁ ଚାଲାଣ ସମୟରେ ଅନୁଗୁଳ ସ୍ପେସିଆଲ ସ୍କ୍ବାର୍ଡ ପୁଲିସ ଚଢ଼ାଉ କରି ଏକ ଏକ ବଡ଼ ଗୋରୁ ଚାଲାଣ ରାକେଟକୁ ଧରିବାରେ ସଫଳ ହୋଇଛି । ସେମାନଙ୍କ…

Continue Reading ବଡ ଧରଣର ଗୋରୁ ଚାଲାଣ ରାକେଟ ଠାବ – ୧୩ ଗାଡି ଜବତ , ୩୧ ଜଣ ଗିରଫ

“ଗାନ୍ଧୀଙ୍କ ଓଡିଶା” ମଞ୍ଚସ୍ଥ

ଅନୁଗୁଳ - ପ୍ରାୟ ଏକ ବର୍ଷ ପରେ ମଞ୍ଚକୁ ଫେରିଛନ୍ତି କଳାକାର । ଆଉ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଓଡିଶା ଅଗମନର ୧୦୦ ବର୍ଷ ପୂର୍ତ୍ତି ଅବସରରେ ମଞ୍ଚସ୍ଥ କରିଛନ୍ତି ନାଟକ ଗାନ୍ଧୀଙ୍କ ଓଡିଶା । ଅନୁଗୁଳ ସଭାଘର ଠାରେ…

Continue Reading “ଗାନ୍ଧୀଙ୍କ ଓଡିଶା” ମଞ୍ଚସ୍ଥ

ଟଙ୍କା ଲୁଟିନେଲେ ସାଇବର ଠକ

ଅନୁଗୁଳ - ଅନୁଗୁଳରେ ପୁଣି ମାତିଲେ ସାଇବର ଠକ । କେୱାଇସି ଅପଡେଟ୍ କରିବା ବାହାନରେ ଶିମିଳିପଡ଼ାର ଜୈନିକ ବ୍ୟକ୍ତିଙ୍କ ଆକାଉଣ୍ଟରୁ ୨୦ ହଜାର ଲୁଟ କରି ନେଇଥିବା ଥାନାରେ ଅଭିଯୋଗ ହୋଇଛି । ପୁଲିସ ମାମଲା ରୁଜୁ କରି ତଦନ୍ତ…

Continue Reading ଟଙ୍କା ଲୁଟିନେଲେ ସାଇବର ଠକ

ସଡକ ଦୁର୍ଘଟଣାରେ ଜଣେ ମୃତ

ଅନୁଗୁଳ - ଅନୁଗୁଳ ପିଟିସି ଛକ ନିକଟରେ ବୁଧବାର ଭୋର ସମୟରେ ଏକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ବଳରାମ ପ୍ରସାଦର ଦିଲ୍ଲୀପ ମହାଳିକ ବୋଲି ଜଣା ପଡିଛି । ସୂଚନା ଅନୁସାରେ ମୃତ ଦିଲ୍ଲୀପ , ଅନୁଗୁଳ…

Continue Reading ସଡକ ଦୁର୍ଘଟଣାରେ ଜଣେ ମୃତ

ଜିଲ୍ଲାରେ ଦୋଳଯାତ୍ରା ଏବଂ ହୋଲି ମନା

ଅନୁଗୁଳ - ଅନୁଗୁଳ ଜିଲ୍ଲାରେ ହୋଲି ଏବଂ ଦୋଳଯାତ୍ରା ଉପରେ ଲାଗିଛି କଟକଣା । ମାର୍ଚ୍ଚ ୨୮ ଏବଂ ୨୯ ତାରିଖରେ ହେବାକୁ ଥିବା "ଦୋଳଯାତ୍ରା ଏବଂ ହୋଲି" ପାଳନ ପାଇଁ ସମଗ୍ର ଧାର୍ମିକ ସାଂସ୍କୃତିକ ଅନୁଷ୍ଠାନ ଏବଂ ସେମାନଙ୍କ ରୀତିନୀତି…

Continue Reading ଜିଲ୍ଲାରେ ଦୋଳଯାତ୍ରା ଏବଂ ହୋଲି ମନା

ରାସ୍ତା ମଝିରେ ଯୁବତୀଙ୍କୁ ମାଡମାରି ନିର୍ଧୁମ ଛେଚା ଖାଇଲା ରୋମିଓ

ଅନୁଗୁଳ - ରାସ୍ତା ଘାଟ ଜଗିଲେ , ଆଉ ପରେ ମୋବାଇଲରେ ପ୍ରେମ ନିବେଦନ କରି ଫେଲ ମାରିଲେ । ହେଲେ ଯୁବତୀ ଜଣଙ୍କ ଯୁବକଙ୍କ ପ୍ରେମ ଜାଲରେ ପଡିଲେ ନାହିଁ । ଫଳରେ ଯୁବତୀଙ୍କ ପ୍ରତ୍ୟାଖାନକୁ ସହି ନ ପାରି…

Continue Reading ରାସ୍ତା ମଝିରେ ଯୁବତୀଙ୍କୁ ମାଡମାରି ନିର୍ଧୁମ ଛେଚା ଖାଇଲା ରୋମିଓ

ସୁନ୍ଦରୀର ଘରବାହୁଡ଼ା – ଯନ୍ତାରେ ଧରା ନ ଦେବାରୁ କରାଗଲା ଟ୍ରାଙ୍କୁଲାଇଜ

ଅନୁଗୁଳ - ଅନୁଗୁଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟ ଭିତରେ ଦୀର୍ଘ ୩ ବର୍ଷ ହେବ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଥିବା ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଛି । ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ ଧରାଯାଇଛି ।…

Continue Reading ସୁନ୍ଦରୀର ଘରବାହୁଡ଼ା – ଯନ୍ତାରେ ଧରା ନ ଦେବାରୁ କରାଗଲା ଟ୍ରାଙ୍କୁଲାଇଜ

ଏନଟିପିସି ଟିଟିପିଏସର ସମସ୍ତ ୟୁନିଟ ବନ୍ଦ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଏନଟିପିସି ଟିଟିପିଏସର ଆଜିଠାରୁ ବିଦ୍ୟୁତ ଉତ୍ପାଦନ ବନ୍ଦ ହୋଇ ଯାଇଛି । ଯେଉଁଠାରୁ ସାରା ରାଜ୍ୟକୁ ବିଦ୍ୟୁତ ସଞ୍ଚରି ଯାଉଥିଲା ସେହିଠାରୁ ଆଜି ବିଦ୍ୟୁତ ଉତ୍ପାଦନ ବନ୍ଦ କରି ଦିଆ ଯାଇଛି । ଦୀର୍ଘ…

Continue Reading ଏନଟିପିସି ଟିଟିପିଏସର ସମସ୍ତ ୟୁନିଟ ବନ୍ଦ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ – ବରଖାସ୍ତ ହେଲେ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ

ଭୁବନେଶ୍ଵର - ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି ।…

Continue Reading ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ – ବରଖାସ୍ତ ହେଲେ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ

ପ୍ରେମରେ ଅନ୍ଧ ହୋଇ ବାପା-ମାକୁ ହାଣିଲା ପୁଅ

ଅନୁଗୁଳ - ପ୍ରେମ ସଂପର୍କକୁ ବିରୋଧ କରିବା ଆଉ ଏଥିରୁ ନିବୃତ ରହିବାକୁ କହିବାରୁ ବାପା ଓ ମାଙ୍କୁ ହାଣିଦେଲା । ଟାଙ୍ଗିଆରେ ଆକ୍ରମଣ କରିବା ଫଳରେ ଘଟଣା ସ୍ଥଳରେ ବାପାର ମୃତ୍ୟୁ ହୋଇଥିବା ବେଳେ ମା ଗୁରୁତର ହୋଇଥିଲା ।…

Continue Reading ପ୍ରେମରେ ଅନ୍ଧ ହୋଇ ବାପା-ମାକୁ ହାଣିଲା ପୁଅ

ସ୍ୱତନ୍ତ୍ର ଟାସ୍କ ଫୋର୍ସର ଚଢାଉ – କୋଇଲା ଜବତ , ଜଣେ ଗିରଫ

ଅନୁଗୁଳ - ଅନୁଗୁଳରେ ସ୍ୱତନ୍ତ୍ର ଟାସ୍କ ଫୋର୍ସ (STF)ର ରେଡ୍ । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ୍ ଶିଳ୍ପାଞ୍ଚଳ ଥାନା କଙ୍କରେଇ ଗାଁରେ ରେଡ୍ କରିଥିଲା । ଏମସିଏଲର ହିଙ୍ଗୁଳା ମାଇନ୍ସରୁ କୋଇଲା ଚୋରା ଚାଲାଣ ନେଇ ଖବର ପାଇଥିଲା…

Continue Reading ସ୍ୱତନ୍ତ୍ର ଟାସ୍କ ଫୋର୍ସର ଚଢାଉ – କୋଇଲା ଜବତ , ଜଣେ ଗିରଫ

ଗାତରେ ପଡିଲା ହାତୀ – ଉଦ୍ଧାର ପରେ ଗୋଡାଇ ଆକ୍ରମଣ କଲା

ପାଲଲହଡ଼ା - ଅନୁଗୁଳ ଜିଲ୍ଲା ପାଲଲହଡ଼ା ବ୍ଲକ ଖମାର ରେଞ୍ଜ ଶଙ୍ଖମୁର ପଞ୍ଚାୟତ ବେଶଳିୟା ଜଙ୍ଗଲରେ ଏକ ହାତୀ ଗାତରେ ପଡ଼ି ଗତ ଶନିବାରଠାରୁ ଛଟପଟ ହେଉଥିଲା । ଖବର ପାଇଁ ବନବିଭାଗ ହାତୀକୁ ଉଦ୍ଧାର କରିଥିଲା । ତେବେ ଉଦ୍ଧାର…

Continue Reading ଗାତରେ ପଡିଲା ହାତୀ – ଉଦ୍ଧାର ପରେ ଗୋଡାଇ ଆକ୍ରମଣ କଲା