ଖେଳୁଥିବା ବେଳେ ଟଳି ପଡିଲେ ଯୁବକ

ତାଳଚେର - ଖେଳୁଥିବା ବେଳେ ଚାଲିଗଲା ଜୀବନ । ଖେଳୁ ଖେଳୁ ପଡ଼ିଆରେ ଟଳି ପଡିଲେ ଯୁବକ । ଏଭଳି ଘଟଣା ଘଟିଛି ତାଳଚେର TTPS ଠାରେ । ଗତକାଲି TTPS ଠାରେ ଏକ ଜିଲ୍ଲା ସ୍ତରୀୟ ଭଳିବଲ ମ୍ୟାଚ ଅନୁଷ୍ଠିତ…

Continue Reading ଖେଳୁଥିବା ବେଳେ ଟଳି ପଡିଲେ ଯୁବକ

ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ୨ ଗିରଫ

ପାଲଲହଡ଼ା - ଅନୁଗୁଳ ଜିଲ୍ଲା ଖମାର ବନାଞ୍ଚଳରେ ଥିବା ସହରଗୁରୁଜାଙ୍ଗ ଜଙ୍ଗଲରେ ନିଆଁ ଲାଗଉଥିବା ବେଳେ ୨ଜଣଙ୍କୁ ବନ ବିଭାଗ ଗିରଫ କରିଛି । ସୂଚନା ଅନୁସାରେ ଏହି ଦୁଇ ଦୁର୍ବୃତ୍ତ ହେଲେ କରଡ଼ାପାଳ ପଞ୍ଚାୟତ ଅନ୍ତର୍ଗତ ନାଥପସି ଗ୍ରାମର ବିଦ୍ୟାଧର…

Continue Reading ଜଙ୍ଗଲରେ ନିଆଁ ଲଗାଉଥିବା ବେଳେ ୨ ଗିରଫ

ଜଙ୍ଗଲ ନିଆଁରେ ଜଳିଗଲା ୬ ବଖରା ଘର

ଅନୁଗୁଳ - ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବନଖଣ୍ଡ ଯଦୁପୁର ବିଟ ନିକଟରେ ଜଙ୍ଗଲ ଜଳୁଛି । ବିଗତ ଚାରି ଦିନ ହେଲା ଜଙ୍ଗଲ ନିଆଁ ଜଳୁଥିଲେ ହେଁ ବିଭାଗର ଅବହେଳାରୁ ନିଆଁକୁ ଆୟତ କରାଯାଇ ପାରିନାହିଁ । ପରିଣାମ ସ୍ଵରୁପ ଆଜି…

Continue Reading ଜଙ୍ଗଲ ନିଆଁରେ ଜଳିଗଲା ୬ ବଖରା ଘର

ପୋଖରୀରେ ବୁଡି ଦୁଇ ନାବାଳକ ମୃତ

ଅନୁଗୁଳ - ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗୋତମରା ଗାଁ ମଠ ପୋଖରୀରେ ବୁଡି ଦୁଇଜଣ ନାବାଳକଙ୍କ ମୃତ୍ୟୁ ହୋଇଛି । ମୃତ ନାବାଳକ ଦୁଇଜଣ ହେଲେ ସେହି ଗାଁର ବିଦ୍ୟାଧର ବେହେରା ଓ ସ୍ଵାଧିନ ସାମଲ । ସୂଚନା ଅନୁସାରେ…

Continue Reading ପୋଖରୀରେ ବୁଡି ଦୁଇ ନାବାଳକ ମୃତ

ରାସ୍ତା କଡରେ ପଡିଛି ଦୁଇ ଶିଶୁଙ୍କ ମୃତଦେହ

ଅନୁଗୁଳ - ଅନୁଗୁଳ ଜିଲ୍ଲା ମହିଧରପୁର ରାସ୍ତା କଡରୁ ଦୁଇଟି ନବଜାତକ ଶିଶୁଙ୍କ ମୃତଦେହ ଉଦ୍ଧାର ହୋଇଛି । ରାସ୍ତା କଡରେ ଏହି ନବାଜାତକଙ୍କ ମୃତଦେହ ଗୁଡିକ ପଡିଥିବା ଦେଖି ସ୍ଥାନୀୟ ଲୋକ ପୁଲିସକୁ ସୂଚନା ଦେଇଥିଲେ । ସୂଚନା ଅନୁସାରେ…

Continue Reading ରାସ୍ତା କଡରେ ପଡିଛି ଦୁଇ ଶିଶୁଙ୍କ ମୃତଦେହ

ଗୃହ ଟିକସ ବୃଦ୍ଧି ନିଷ୍ପତିର ପୁନଃବିଚାର ଓ ଅଳିଆ ପାଇଁ ବ୍ୟବହାରିକ କର ପ୍ରତ୍ୟାହାର ଦାବୀ

ତାଳଚେର - ଅନୁଗୁଳ ଜିଲ୍ଲା ତାଳଚେର ପୌରପରିଷଦ ତରଫରୁ ତାଳଚେର ସହରବାସୀଙ୍କ ଉପରେ ଧାର୍ଯ୍ୟ କରାଯାଇଥିବା ବର୍ଦ୍ଧିତ ଗୃହ ଟିକସ ସମ୍ପୁର୍ଣ୍ଣ ତୃଟିପୂର୍ଣ୍ଣ ଦର୍ଶାଇବା ସହ ଏହି ବର୍ଦ୍ଧିତ ଟିକସ ନିଷ୍ପତିରେ ପୁନଃ ବିଚାର କରିବାର ଆବଶ୍ୟକତା ରହିଛି ବୋଲି ବିଜେପି…

Continue Reading ଗୃହ ଟିକସ ବୃଦ୍ଧି ନିଷ୍ପତିର ପୁନଃବିଚାର ଓ ଅଳିଆ ପାଇଁ ବ୍ୟବହାରିକ କର ପ୍ରତ୍ୟାହାର ଦାବୀ

ଶିକ୍ଷା ଓ ନାରୀ ଶକ୍ତି ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଥିଲେ ନୁମା

ଅନୁଗୁଳ - ସୋମବାର ହୋଟେଲ ଔରଭିଲା ନିକଟସ୍ଥ ମାଳତୀ ଦେବୀଙ୍କ ପ୍ରତିମୂର୍ତ୍ତି ପାଖରେ ନବ-ମାଳତୀ ଚୌଧୁରୀ ସ୍ମୃତୀ କମିଟି ପକ୍ଷରୁ ୨୩ ତମ ପୂଣ୍ୟତିଥି ପାଳିତ ହୋଇ ଯାଇଛି । ଏଥିରେ ପୂର୍ବତନ ଶ୍ରମ ଅଧିକାରୀ ଲକ୍ଷମନ ନାୟକ , ପ୍ରଧ୍ୟାପକ…

Continue Reading ଶିକ୍ଷା ଓ ନାରୀ ଶକ୍ତି ଆନ୍ଦୋଳନର ଆଦ୍ୟ ପ୍ରବକ୍ତା ଥିଲେ ନୁମା

କୂଅ ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଜରପଡା ଥାନା ରାଉତାଳ ଗ୍ରାମର ଏକ ପରିତ୍ୟକ୍ତ କୂଅ ଭିତରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ସୋମବାର  ସନ୍ଧ୍ୟାରେ ଗ୍ରାମବାସୀ ଏ ଘଟଣା ସମ୍ପର୍କରେ ଜାଣିବା ପରେ  ଜରପଡା ଥାନାକୁ ଖବର…

Continue Reading କୂଅ ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ହେମସୁରପଡା କପ ଫୁଟବଲ – କୁଚିଣ୍ଡା ଚମ୍ପିୟାନ

ଅନୁଗୁଳ - ଅନୁଗୁଳ ପ୍ରିନ୍ସ ଏଣ୍ଡ ପ୍ରିନ୍ସ କ୍ଲବ ଦ୍ଵାରା ଆୟୋଜିତ ୧୦ମ ହେମସୁରପଡା କପ ଫୁଟବଲ କପର ଫାଇନାଲ ମ୍ୟାଚ ରବିବାର ଅନୁଷ୍ଠିତ ହୋଇ ଯାଇଛି । ଟାଉନ ହାଇସ୍କୁଲ ପଡିଆଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚ ଢେଙ୍କାନାଳ ଓ ସମ୍ବଲପୁରର…

Continue Reading ହେମସୁରପଡା କପ ଫୁଟବଲ – କୁଚିଣ୍ଡା ଚମ୍ପିୟାନ

ଅଜଣା ଗାଡି ଧକ୍କାରେ ଟ୍ରକ ଚାଳକ ମୃତ

କଣିହାଁ - ଅନୁଗୁଳ ଜିଲ୍ଲା କଣିହାଁ ଡେରେଙ୍ଗସ୍ଥିତ ଜେଆଇଟିପିଏଲ ଫାଟକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ଟ୍ରକ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ତାଳଚେର ଲିଙ୍ଗରାଜ କୋଇଲା ଖଣିରୁ କଣିହାଁ ଡେରେଙ୍ଗସ୍ଥିତ ଜେଆଇଟିପିଏଲ ପ୍ଲାଣ୍ଟକୁ (ଓଡ଼ି ୧୯ଏଫ…

Continue Reading ଅଜଣା ଗାଡି ଧକ୍କାରେ ଟ୍ରକ ଚାଳକ ମୃତ

ବେଆଇନ କୋଇଲା ଖାତରେ ପଡ଼ି ଯୁବକ ମୃତ

ଛେଣ୍ଡିପଦା - ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ ବାହାଳସାହି ଗ୍ରାମରେ ଏକ ବେଆଇନ କୋଇଲା ଖାତରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ସେହି ଗ୍ରାମର ଲବଣି ଭୁତିଆ  ବୋଲି ଜଣାପଡିଛି  । ସୂଚନା ଅନୁସାରେ…

Continue Reading ବେଆଇନ କୋଇଲା ଖାତରେ ପଡ଼ି ଯୁବକ ମୃତ

ଗଞ୍ଜେଇ ପରେ ଅଫିମ ଚାଷ ପୁଲିସର ଚିନ୍ତା – ୨ ଏକର ଜମିରୁ ଅଫିମ ଗଛ ନଷ୍ଟ

ପାଲଲହଡ଼ା - ଅନୁଗୁଳ ଜିଲ୍ଲାରେ ଗଞ୍ଜେଇ ଚାଷ ପରେ ଏବେ ଅଫିମ ଚାଷ ପୁଲିସର ଚିନ୍ତା ବଢାଇଛି । ଶୁକ୍ରବାର ଅନୁଗୁଳ ଜିଲ୍ଲା ଉପାନ୍ତ ଅଞ୍ଚଳ ଭାବେ ପରିଚିତ ନଗିରା ଓ ସିବିଡ଼ା ଗ୍ରାମ ନିକଟ ଏକ ଜଙ୍ଗଲରେ ଅନୁଗୁଳ ଓ…

Continue Reading ଗଞ୍ଜେଇ ପରେ ଅଫିମ ଚାଷ ପୁଲିସର ଚିନ୍ତା – ୨ ଏକର ଜମିରୁ ଅଫିମ ଗଛ ନଷ୍ଟ

ଡାକ୍ତରଙ୍କ ଘରୁ ଟଙ୍କା ଓ ସୁନା ଚୋରି – ରୋଷେୟା ଗିରଫ

ନାଲକୋନଗର - ଅନୁଗୁଳ ଜିଲ୍ଲା ନାଲକୋନଗର ଥାନା ଅନ୍ତର୍ଗତ ବଳରାମପ୍ରସାଦ  ଗଡ଼ସାହିର ଅବସରପ୍ରାପ୍ତ ଡ଼ାକ୍ତର ଅକ୍ଷୟ କୁମାର ସିଂଙ୍କ ଘରୁ ଟଙ୍କା , ସୁନା ଚୋରି ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି । ଡାକ୍ତରଙ୍କ ଘରେ ରୋଷେଇ କାମ କରୁଥିବା ଯୁବକକୁ…

Continue Reading ଡାକ୍ତରଙ୍କ ଘରୁ ଟଙ୍କା ଓ ସୁନା ଚୋରି – ରୋଷେୟା ଗିରଫ

ଡିନାମାଇଟରେ ମାଛ ଧରିବା ହେଲା କାଳ – ଡିନାମାଇଟ ଫୁଟି ଯୁବକ ଗୁରୁତର

ଛେଣ୍ଡିପଦା - ଅନୁଗୁଳ ଜିଲା ଛେଣ୍ଡିପଦା ଥାନା କମ୍ପସଲା ଗାଁ ନିକଟରେ ଥିବା ଟିକିରା ନଦୀରେ ଆଜି ମାଛ ଧରିବାକୁ ଯାଇଥିବା  ବେଳେ ଡିନାମାଇଟ ଫୁଟି ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ଜଣଙ୍କ ହେଲ କମ୍ପସଲା ଗ୍ରାମର…

Continue Reading ଡିନାମାଇଟରେ ମାଛ ଧରିବା ହେଲା କାଳ – ଡିନାମାଇଟ ଫୁଟି ଯୁବକ ଗୁରୁତର

ବସଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ତାଳଚେର - ଅନୁଗୁଳ ବ୍ଲକ ତାଳଚେର ସନ୍ଥପଡା ବସଷ୍ଟାଣ୍ଡ ନିକଟରେ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ମୃତ ଦେହ ପଡିଥିବାର ଦେଖିବାକୁ ମିଳିଥିଲା । ସୂଚନା ଅନୁସାରେ ଆଜି ସକାଳୁ କିଛି ଲୋକ ଉକ୍ତ ରାସ୍ତା ଦେଇ ଯାଉଥିବା ସମୟରେ ଅଚିହ୍ନା ବ୍ୟକ୍ତିଙ୍କ…

Continue Reading ବସଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର